ଟ୍ରଷ୍ଟ ପକ୍ଷରୁ ଆଦିବାସୀ ବସ୍ତିରେ ଶୁଖିଲା ଖାଦ୍ୟ ବଣ୍ଟନ

2 November 2024 kanika odisha 0

କେନ୍ଦ୍ରାପଡ଼ା,୨ା୧୧: ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ମରଡପୁରସ୍ଥିତ ଆଦିବାସୀ ବସ୍ତିରେ ଶୁଖିଲା ଖାଦ୍ୟ ଓ ବିସ୍କୁଟ ପ୍ୟାକେଟ୍ ବଣ୍ଟନ କରାଯାଇଛି। ବିଗତ ବାତ୍ୟା […]

ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଚେସ ପ୍ରତିଯୋଗିତା ଉଦଘାଟିତ

2 November 2024 kanika odisha 0

କେନ୍ଦ୍ରାପଡ଼ା,୨ା୧୧: ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଚେସ ପ୍ରତିଯୋଗିତା କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ ଶନିବାର ତୁଳସୀ ମହିଳା ମହାବିଦୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି। କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର […]

ଜେଲ ୱାର୍ଡେନଙ୍କ ସନ୍ଦେହଜନକ ମୃତ୍ୟୁ

2 November 2024 kanika odisha 0

କେନ୍ଦ୍ରାପଡ଼ା,୨ା୧୧: ବାରିମୂଳସ୍ଥିତ କେନ୍ଦ୍ରାପଡା ଉପକାରାଗାରରେ କାର୍ଯ୍ୟରତ ୱାର୍ଡେନ ବିଜୟ ପରିଡାଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି। କାରାଗାର ନିକଟସ୍ଥ ବାରାକ୍‌ରେ ବିଜୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ […]

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

1 November 2024 kanika odisha 0

ନୂଆଦିଲ୍ଲୀ,୧।୧୧-ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର […]

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଗ୍ରହଣରେ ‘ପୁନର୍ବାସ’ର ନିଆରା ଦୀପାବଳି

1 November 2024 kanika odisha 0

କେନ୍ଦ୍ରାପଡା,୧ା୧୧: ଆଲୋକର ପର୍ବ ଦୀପାବଳୀର ଉତ୍ସବମୟ ପରିବେଶରୁ ବଞ୍ôଚତ ରହୁଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଗହଣରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ପୁନର୍ବାସ’ ନିଆରା ଢଙ୍ଗରେ ଦୀପାବଳୀ ପାଳନ କରିଛି। “ବାଣରେ ନୁହେଁ… ହସରେ ଦୀପାଳି ଜାଳିବା’ର ବାର୍ତ୍ତା […]

ଭରତପୁର ଦକ୍ଷୀଣ କାଳୀଙ୍କ ୩୨ତମ ପୂଜା ମହୋତ୍ସବ

1 November 2024 kanika odisha 0

କେନ୍ଦ୍ରାପଡା, ୧ା୧୧: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ ଭରତପୁର ଗ୍ରାମର ପ୍ରସିଦ୍ଧ ଦକ୍ଷୀଣ କାଳୀଙ୍କ ୩୨ତମ ଜନ୍ମୋତ୍ସବ ପାରମ୍ପାରିକ ରୀତିନୀତି ଅନୁସାରେ ପାଳିତ ହୋଇଯାଇଛି । ମନ୍ଦିର ଟ୍ରଷ୍ଟୀର ସଭାପତି ଯୁଗୋଳ କିଶୋର ଦାସଙ୍କ ପ୍ରତ୍ୟେକ୍ଷ […]

ସାହିତ୍ୟ ପତ୍ରିକା “ମଧୁଧାରା’ର ଶାରଦୀୟ ବିଶେଷାଙ୍କ ଲୋକାର୍ପିତ

1 November 2024 kanika odisha 0

କେନ୍ଦ୍ରାପଡ଼ା,୧ା୧୧: କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦର ମୁଖପତ୍ର ସାହିତ୍ୟ ପତ୍ରିକା “ମଧୁଧାରା’ର ଶାରଦୀୟ ବିଶେଷାଙ୍କ ଗୋପଛକସ୍ଥିତ କମଳ ଭବନ ପରିସରରେ ଉନ୍ମୋଚିତ ହୋଇଯାଇଛି। ମଧୁଧାରାର ସମ୍ପାଦକ ସରୋଜ କୁମାର ମହାନ୍ତିଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଏହି […]

ବାଣ ନଫୁଟାଇ ରାସ୍ତା ମରାମତି କଲେ , ହାଟପାଟଣା ଗ୍ରାମବାସୀଙ୍କ ନିଆରା ଦୀପାବଳି

1 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୧ -ପଟ୍ଟାମୁଣ୍ଡାଇ ନିକଟସ୍ଥ ହାଟପାଟଣା ଗ୍ରାମବାସୀ ପବିତ୍ର ଦୀପାବଳି ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି । ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଆହ୍ୱାନ ଭାବେ ଦେଖା […]

ପଟ୍ଟାମୁଣ୍ଡାଇ ମାଟିର ପୁଅ ଦେବାଶିଷ ତ୍ରିପାଠୀ ହାଇକୋର୍ଟର ନୂଆ ଏଜିଏ

31 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩୧/୧୦ – ଓଡିଶା ହାଇକୋର୍ଟର ଆଇନଜୀବୀ ଦେବାଶିଷ ତ୍ରିପାଠୀ ରାଜ୍ୟ ସରକାରଙ୍କ ନୂଆ ଅତିରିକ୍ତ ସରକାରୀ ଆଇନଜୀବୀ (ଏଜିଏ) ଭାବେ ନିଯୁକ୍ତି ପାଇଛନ୍ତି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। […]

ଅର୍ଜୁନ ଓଝାଙ୍କ ଶ୍ରଦ୍ଧାଞ୍ଜଳି ସଭା

31 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗୁଣୁପୁର ମା ଛୁଆଳିଆ ହାଇସ୍କୁଲ କିରାଣୀ ତଥା ଓଷ୍ଟା ସଭ୍ୟ ଅର୍ଜୁନ ଓଝାଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କାଠିଆପଡା ଠାରେ ଅନୁଷ୍ଠିତ ହୋଇଯାଇଛି […]

ଚଳିତବର୍ଷ କେନ୍ଦ୍ରାପଡା ବାଲିଯାତ୍ରାରେ ଲୋକକଳାକୁ ଗୁରୁତ୍ୱାରୋପ

30 October 2024 kanika odisha 0

କେନ୍ଦ୍ରାପଡା, ୩୦ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ପ୍ରସ୍ତୁତି ବୈଠକ କମିଟିର ସଭାପତି ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ଥାନୀୟ ଗୁରୁକୁଳ ଆବାସିକ ଶିକ୍ଷା ନିକେତନ ପରିସରରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇ […]

ପେନସନ ଭୋଗୀମାନଙ୍କର ଜୀବନ ପ୍ରମାଣପତ୍ର ଦାଖଲ ଆରମ୍ଭ

30 October 2024 kanika odisha 0

କେନ୍ଦ୍ରାପଡା,୩୧ା୧୦: ପେନସନ ଭୋଗୀମାନଙ୍କର ବାର୍ଷିକ ଜୀବନ ପ୍ରମାଣ ପତ୍ର ଦାଖଲର ଅବଧି ଆରମ୍ଭ ହୋଇଛି। ଏଥିନିମନ୍ତେ ସ୍ଥାନୀୟ ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖା ଓ ଜିଲ୍ଲା କୋଷାଗାର ତଥା ଟ୍ରେଜେରୀ ତରଫରୁ ସୁବନ୍ଦୋବସ୍ତ କରଯାଇଛି। […]

ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

30 October 2024 kanika odisha 0

ପଟ୍ଟାମୁଣ୍ଡାଇ୩୦/୧୦ -ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ରାଜନଗର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଯିବାବେଳେ ପଟ୍ଟାମୁଣ୍ଡାଇ ବାଇପାସ ଛକ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ […]

ମୋ ଭାରତ ଓ ଦୀପାବଳୀ ଉତ୍ସବ ପାଳନ

30 October 2024 kanika odisha 0

କେନ୍ଦ୍ରାପଡ଼ା,୩୦ା୧୦: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମୋ ଯୁବ ଭାରତର ପ୍ରଥମ ବାର୍ଷିକୀ ଉତ୍ସବ ପାଳନ ଅବସରରେ ଆଲୋକର ପର୍ବ ଦୀପାବଳୀକୁ ନିଆରାଢଙ୍ଗରେ ପାଳନ କରାଯାଇଛି। ପ୍ରାୟ […]

ସିଡିପିଓଙ୍କ ନିର୍ଯ୍ୟାତନା ଯୋଗୁଁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟଣା ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ

30 October 2024 kanika odisha 0

  କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡା ଜିଲ୍ଲା ଅଧିନ ଡେରାବିଶ ବ୍ଲକର ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ(ଆଇସିଡିଏସ)ର ଜଣେ ଗର୍ଭବତୀ ମହିଳା କର୍ମଚାରୀ(କିରାଣୀ) ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ଙ୍କ ନିର୍ଯାତନା ଯୋଗୁଁ […]

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ , ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ?

29 October 2024 kanika odisha 0

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ […]

ଲୋକନାଥପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା

29 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୯/୧୦ – ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁଣୁପୁର ମା’ଛୁଆଳିଆ ପଂଚାୟତ ହାଇସ୍କୁଲ ପକ୍ଷରୁ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ […]

ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ

29 October 2024 kanika odisha 0

  ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି […]

ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା “ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ସେହି […]

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ଏକ ପଦଯାତ୍ରା ଓ ସଚେତନତା ରଥ […]

ପରିବେଶ ସୁରକ୍ଷା ପାଇଁ ଏକ ହୁଅ

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ ମନେପକାଇ ପରିବେଶ ସଚେତନତା ଉପରେ ଏକ […]

ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

28 October 2024 kanika odisha 0

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୫୬ଟି […]

ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

28 October 2024 kanika odisha 0

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର […]

ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

28 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦିଆଯାଇଛି । ପ୍ରକାଶ ଯେ ଗତ […]