ବାତ୍ୟା ପ୍ରସ୍ତୁତି, ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଧିକାରୀଙ୍କୁ ଜିଲ୍ଲା ଦାୟୀତ୍ୱ

22 October 2024 kanika odisha 0

କେନ୍ଦ୍ରାପଡ଼ା, ୨୨ା୧୦: ବାତ୍ୟା ‘ଦାନା’ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି, ଉଦ୍ଧାର ଏବଂ ରିଲିଫ ପ୍ରଦାନ ପ୍ରଭୃତି କାର୍ଯ୍ୟକୁ ତଦାରଖ କରିବା ପାଇଁ ପର୍ଯ୍ୟଟନ ବିଭାଗ […]

ସମ୍ଭାବ୍ୟ ବାତ୍ୟା ନିମନ୍ତେ ଜିଲ୍ଲାପ୍ରଶାସନ ପ୍ରସ୍ତୁତ: ଜିଲ୍ଲାପାଳ

22 October 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୧୦: ଆଇଏମ୍‌ଡିର ସତର୍କ ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ଓ ବାତ୍ୟା ଜନିତ କ୍ଷୟକ୍ଷତି ଆଶଙ୍କା ସୃଷ୍ଟି କରିଛି। ରାଜ୍ୟ […]

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ପୂଜା ଓ ମେଲଣ ଉତ୍ସବ ପାଇଁ ଜରୁରୀ ବୈଠକ

22 October 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୧୦: କେନ୍ଦ୍ରାପଡା ସହରରେ ଚଳିତ ବର୍ଷ ପାଇଁ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଓ ଭଷାଣୀ ଉତ୍ସବ ଶାନ୍ତି ଓ ଶୃଙ୍ଖଳାର ସହିତ ପାଳନ କରାଯିବା ନିମନ୍ତେ ସମସ୍ତ ମେଢ କମିଟିର ସଭାପତି, ସମ୍ପାଦକ ଓ […]

ଗୁଣ୍ଠି ଗାଁ ପୁଅ ଚନ୍ଦନ ଦାସ ଓଏଏସ ପାଇଲେ

21 October 2024 kanika odisha 0

ପଟ୍ଟାମୁଣ୍ଡାଇ : ତା-୨୧/୧୦ପଟ୍ଟାମୁଣ୍ଡାଇ ବ୍ଲକର ସଂସାରଫଳ ପଞ୍ଚାୟତ ଗୁଣ୍ଠି ଗାଁର ଚନ୍ଦନ ଦାସ ସଦ୍ୟ ପ୍ରକାଶିତ ଓଡିଶା ପ୍ରଶାସନିକ ସେଵା ଫଳାଫଳ ତାଲିକାର ୪୫୫ନମ୍ବର ସ୍ଥାନ ହାସଲ କରି ନିଜ ଗ୍ରାମ ଗୁଣ୍ଠି ତଥା […]

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନିକ ପ୍ରସ୍ତୁତି ଜୋରଦାର , ଅତ୍ୟାବଶ୍ୟକ ସାମଗ୍ରୀ କଳା ବଜାର ଉପରେ କଡା ନଜର

21 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୧/୧୦ -ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏ ଦିଗରେ ଜିଲ୍ଲାର […]

ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ତୁଳସୀ […]

ଷଷ୍ଠ ଦିନରେ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ମା’ଙ୍କ ଦର୍ଶନ ସହ ଠୁଙ୍କାପୁରୀ ମଜା ନେଲେ ଦର୍ଶକ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜାର ସୋମବାର ଥିଲା ଷଷ୍ଠ ଦିବସ। ଆଗକୁ ବାତ୍ୟାର ସମ୍ଭାବନା ଥିବାରୁ ପ୍ରବଳ ଭିଡ଼ ହୋଇଥିଲା। ଦୁହୁରିଆ ପାଖରୁ ଭିଡ଼ ଆରମ୍ଭ ହୋଇ ଯାଇଥିଲା। ଦୁହରିଆ ବଜାର କମିଟି […]

ବଳଦେବ ହାଇସ୍କୁଲର ୧୯୭୭ବ୍ୟାଚ ଗୁରୁ ପୂଜନ

20 October 2024 kanika odisha 0

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡା ବଳଦେବ ହାଇସ୍କୁଲର ୧୯୭୭ମାଟ୍ରିକ ବ୍ୟାଚ ପକ୍ଷରୁ ଏକ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅଙ୍ଗୁଳାଇସ୍ଥିତ ପିଏନଏସ ଯାନ୍ତ୍ରିକ ବୈଷୟିକ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ଉତ୍ସବରେ […]

ଓମ୍‌ସାର ସଭାପତି ହେଲେ ଡା. କିଶୋର ମିଶ୍ର ସଞ୍ଜିତ ପୂର୍ବ ଜୋନ୍ ଯୁଗ୍ମ ସମ୍ପାଦକ, ନୃପେନ କାର୍ଯ୍ୟକାରୀ କମିଟି ସଦସ୍ୟ

20 October 2024 kanika odisha 0

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. କିଶୋର ଚନ୍ଦ୍ର ମିଶ୍ର ଓମ୍‌ସାର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସଭାପତି ପଦ ପାଇଁ ମୋଟ୍ […]

ପଟ୍ଟାମୁଣ୍ଡାଇ ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇଲେ

20 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୦/୧୦ – ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌‌) ପରୀକ୍ଷାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ  ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ […]

ମାଇଁ ଏନ୍‌ସିସି ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

20 October 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ‘ମାଇ ଏନ୍‌ସିସି ଆଲୁମିନି ଆସୋସିଏସନ’କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଥିବା ଆନ୍ତଃଜିଲ୍ଲା ମେଗା ପ୍ରତିଯୋଗିତା ପାଇଁ ଏକ ପ୍ରାକ୍ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ମହାବିଦ୍ୟାଳୟ […]

ଏମ ଏନ ହାଇସ୍କୁଲରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଆଲୋଚନାଚକ୍ର

18 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୦-କେନ୍ଦ୍ରାପଡ଼ା ଜିଲା ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ ଦର୍ଶନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୂର୍ଯ୍ୟ କୁମାର ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି କବି […]

କର୍କଟ ପିଡିତାଙ୍କୁ ସହଯୋଗର ହାତ ବଢାଇଲା ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ

18 October 2024 kanika odisha 0

କେନ୍ଦ୍ରାପଡ଼ା, ୧୮ା୧୦: ଜଣେ କର୍କଟ ପିଡିତା ମହିଳାଙ୍କୁ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ଆର୍ଥିକ ସହଯୋଗର ହାତ ବଢାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ତଥା ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ […]

କୁମାର ଉତ୍ସବରେ ନୃତ୍ୟ ଓ ସଙ୍ଗୀତରେ ସଭିଏଁ ବିଭୋର

18 October 2024 kanika odisha 0

କେନ୍ଦ୍ରାପଡା, ୧୮ା୧୦: ପବିତ୍ର କୁମାର ପୂର୍ଣ୍ଣିମା ଉପଲକ୍ଷେ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ କୁମାର ଉତ୍ସବ-୨୦୨୪ ମହାସମାରୋହରେ […]

ଶ୍ରୀ ବଳଦେବଜୀଉଙ୍କ ଅନନ୍ତ ବେଶ

17 October 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୦ : ଅରିଲୋ ଆଶ୍ରମର ବାବା ବଳିଆଙ୍କ ଅନନ୍ତ ବଳିଆ ଟ୍ରଷ୍ଟ କେନ୍ଦ୍ରାପଡା ଶାଖା ପକ୍ଷରୁ ବୁଧବାର ଶ୍ରୀ ବଳଦେବଜୀଉଙ୍କ ସପ୍ତଦଶତମ ବାର୍ଷିକ ଅନନ୍ତ ବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ଶ୍ରୀ ଜୀଉଙ୍କ […]

ଜିଲ୍ଲା ମଦ୍ରାସା ଶିକ୍ଷକ ସଂଘର ବୈଠକ

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୁଲ ଇସଲାମ୍‌ରେ କେନ୍ଦ୍ରାପଡା ଜିଲ୍ଲା ମଦ୍ରାସା ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୟଦା ସୁହିଲ୍ ଅଖତରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି […]

ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟକାରୀ କମିଟିର ସଭା

16 October 2024 kanika odisha 0

ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ ନେତା ବିଜୟ କୁମାର ସାହୁଙ୍କ ସଭାପତିତ୍ୱ […]

ଚେତନା ସମାଜ ପକ୍ଷରୁ କୁମାରୋତ୍ସବ

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: ସଂସ୍କୃତି ଗୋଟିଏ ଜାତିର ଆତ୍ମା ପରି। ଆତ୍ମାହୀନ ଶରୀର ଯେପରି ପ୍ରାଣ ସ୍ପନ୍ଦନ ହୀନ ହୋଇ ପଡି ରହେ, ସଂସ୍କୃତି ହୀନ ଜାତିଟିଏ ସେହିପରି ବେଶୀକାଳ ବଞ୍ଚି ରହିପାରେ ନାହିଁ। ଇଂରେଜ […]

ଓଡିଶା ବିକାଶର ସ୍ଥପତି ସାଜିଥିଲେ ନବୀନ , ନବୀନଙ୍କ ଜନ୍ମଦିନ ଅବସରରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ରକ୍ତ ଦାନ ଶିବିର

16 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ନଗର ଓ […]

ଜିଲ୍ଲା କୈବର୍ତ୍ତ ସମାଜ ପକ୍ଷରୁ ମହାଲକ୍ଷ୍ମୀ ପୂଜା

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡ଼ା ଜିଲ୍ଲା କୈବର୍ତ୍ତ ସମାଜ ପକ୍ଷରୁ ମହାଲକ୍ଷ୍ମୀଙ୍କ ପୂଜା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ତୁଳସୀକ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ କୈବର୍ତ୍ତ ସମାଜ ପକ୍ଷରୁ ନିର୍ମିତ ମହାଲକ୍ଷ୍ମୀଙ୍କ […]

୬ ସମିତି ସଭ୍ୟ ଭାଜପା ଯୋଗ ଦେବା ଖବରକୁ ବିଜେଡିର ଖଣ୍ଡନ

15 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୦-ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୬ଜଣ ବିଜେଡି ସମର୍ôଥତ ସମିତି ସଭ୍ୟ ଶାସକ ଭାଜପା ଦଳରେ ସାମିଲ ହୋଇଥିବା ନେଇ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ ବିଜେଡି ପକ୍ଷରୁ ଖଣ୍ଡନ କରାଯାଇଛି । […]

ଦିଲ୍ଲୀ ଭାଜପା ପ୍ରଭାରୀ ହେଲେ ବୈଜୟନ୍ତ ପଣ୍ଡା

15 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୦-ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ଦଳର ବିପୁଳ ବିଜୟ ପାଇଁ କେନ୍ଦ୍ରୀୟ ଭାଜପା ପକ୍ଷରୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ରାଷ୍ଟ୍ରୀୟ ଭାଜପା ସଭାପତି ଜେ ପି ନଡ୍ଡା ଭାଜପା […]

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

15 October 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ […]

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

15 October 2024 kanika odisha 0

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା ହେଉଛି ଏହି ଛିଠି ଗୁଡିକ ସଦ୍ୟ […]