ବାସୁଦେବପୁର ଗ୍ରାମରେ ମାରାଣା ଷଣ୍ଢର ଅକ୍ରମଣରେ ୪ ଆହତ

9 October 2024 kanika odisha 0

ପଟ୍ଟାମୁଣ୍ଡାଇ ୮/୧୦ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଦୋଷିଆ ପଂଚାୟତ ବାସୁଦେବପୁର ଗାଁ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବୁଲା ଷଣ୍ଢ ଆକ୍ରମଣରେ ୪ଜଣ ଲୋକ ଆହତ ହୋଇଥିବା ବେଳେ ୨ଜଣଙ୍କ ମଟରସାଇକେଲ ଭାଙ୍ଗି ଦେଇଛି […]

ମହାକାଳପଡା ବିକାଶ ମଞ୍ଚ ପକ୍ଷରୁ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ଓ ସ୍ୱଚ୍ଛ ଭାରତ ଅଭିଯାନ

8 October 2024 kanika odisha 0

କେନ୍ଦ୍ରାପଡ଼ା, ୮ା୧୦: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ବିକାଶ ମଞ୍ଚର ସଭାପତି ପରିବେଶବିତ୍ ତଥା ଅବସରପ୍ରାପ୍ତ ଶିକ୍ଷା ଅଧିକାରୀ ସମାଜସେବୀ କାଶିନାଥ ରାଉତରାୟଙ୍କ ନେତୃତ୍ୱରେ ଗରାପୁର ଭିଆଇପି ରୋଡଠାରେ ବକୁଳ, କୃଷ୍ଣଚୂଡା, ରାଧାଚୂଡା ପ୍ରଭୃତି […]

ଗୋ ଜାତିର ଦୁର୍ଗତିରେ ଦେଶର ଦୁର୍ଗତି

8 October 2024 kanika odisha 0

ଗୋ ଜାତିର ଦୁର୍ଗତିରେ ଦେଶର ଦୁର୍ଗତି । ଗୃହପାଳିତ ପ୍ରାଣୀ ଯାହାକି ଆମେ କରିଥିବା ଘରର ଦାଣ୍ଡ ଘରେ ଗାଈ ଓ ବଳଦଙ୍କୁ ରଖୁଥିଲେ ଏବଂ ଶୁଭ ବୋଲି ବିଶ୍ୱାସ କରାଯାଏ। ଆମେ ଖାଇବା […]

ଦିଗହରା ଜନନୀ ସୁରକ୍ଷା ଯୋଜନା , ବିଶେଷଜ୍ଞ ଡାକ୍ତର ଅଭାବରୁ ସୁରକ୍ଷିତ ପ୍ରସବ ହୋଇପାରୁ ନି

8 October 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୧୦ –ଜନନୀ ସୁରକ୍ଷାକୁ ସର୍ବାଧିକ ଗୁରୂତ୍ୱ ଦେଉଥିବା ରାଜ୍ୟ ସରକାର ମାଳମାଳ ଯୋଜନା ପ୍ରସ୍ତୁତ କରିଛନ୍ତି ସତ କିନ୍ତୁ ସରକାର ଉତମ ସ୍ୱାସ୍ଥ୍ୟ ସେବା ଓ ଆସନ୍ନ ପ୍ରସବାଙ୍କୁ ସୁରକ୍ଷିତ ଡାକ୍ତରୀ ସେବା […]

ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ଆଲୋଚନା ଚକ୍ର

8 October 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ “ଗ୍ରୁପ ଅଫ କ୍ୱାଟରନିୟନ” ବିଭାଗ ସ୍ଥରୀୟ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁ ଙ୍କ ପୌରହିତରେ ସୋମବାର ଅନୁଷ୍ଠିତ ହୋଇଯାଇଛି । […]

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

7 October 2024 kanika odisha 0

କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦୁହୁରିଆସ୍ଥିତ ରତ୍ନାକର ନୋଡାଲ ଉଚ୍ଚ ବିଦ୍ୟାଳୟ ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ ନାରାୟଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜମଧର ଠାରେ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ […]

ମେଳଣ ଉତ୍ସବରେ ୬୫ଡେସିବେଲ୍‌ରୁ ଅଧିକ ସାଉଣ୍ଡ ନ କରିବା ସହ ଡିଜେ ନ ବଜାଇବା ପାଇଁ ସୂଚନା

7 October 2024 kanika odisha 0

କେନ୍ଦ୍ରାପଡା,୭/୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜା ଆସନ୍ତା […]

ଦଶିପୁର ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା ଅଭିଯୋଗ

7 October 2024 kanika odisha 0

କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା କରାଯାଇଥିବା ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଚାୟତବାସୀଙ୍କ ପକ୍ଷରୁ […]

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

7 October 2024 kanika odisha 0

କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ ହଲ୍‌ରେ ଜିଲ୍ଲାପାଳ […]

ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

7 October 2024 kanika odisha 0

କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନାକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ରଙ୍କ […]

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୪୫ତମ ଶ୍ରାର୍ଦ୍ଧ ବାର୍ଷିକୀ ପାଳିତ

7 October 2024 kanika odisha 0

କେନ୍ଦ୍ରାପଡ଼ା,୭ା୧୦: ଆଜି କେନ୍ଦ୍ରାପଡାର ବରପୁତ୍ର, ବିକାଶ ପୁରୁଷ, ପୂର୍ବତନ ମନ୍ତ୍ରୀ ଓଡିଶା ଉଚ୍ଚ ନ୍ୟାୟାଳୟର ଆଡ ଭୋକେଟ ଜେନେରାଲ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୪୫ତମ ଶ୍ରାର୍ଦ୍ଧ ବାର୍ଷିକୀ ପାଲିତ ହୋଇଯାଇଅଛି । କେନ୍ଦ୍ରାପଡା ତହସିଲ […]

ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର

7 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୭/୧୦-ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପ୍ରତ୍ନତତ୍ୱ ମାଧ୍ୟମରେ ପ୍ରାଚୀନ ଓଡିଶାର ଇତିହାସ ଅନୁସନ୍ଧାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ […]

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର

7 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୭/୧୦- ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ରୀତିରୁ ରାଧାନାଥ ସୃଜନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ […]

ନର୍ସିଂହୋମ ଉପରେ ଚଢାଉ, ମାଲିକ ଫେରାର

7 October 2024 kanika odisha 0

କେନ୍ଦ୍ରାପଡ଼ା, ୬ା୧୦: କେନ୍ଦ୍ରାପଡା ପୈାରପାଳିକା ନିର୍ବାହୀ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ଏକ ନର୍ସିଂହୋମ ଚାଲୁଥିବା ଜାଣି କେନ୍ଦ୍ରାପଡା ଟାଉନ ଥାନା ପୋଲିସ ରବିବାର ଚଢାଉ କରିଛି। ଗିରଫ ହେବା ଭୟରେ ନର୍ସିଂହୋମର ମାଲିକ […]

ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଙ୍ଘ କେନ୍ଦ୍ରାପଡା ଡିଭିଜନ ଦ୍ୱିତୀୟ ଦ୍ୱିବାର୍ଷିକ ସମ୍ମିଳନୀର ଖୋଲା ଅଧିବେସନ

6 October 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୦: ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଙ୍ଘର କେନ୍ଦ୍ରାପଡା ଡିଭିଜନର ଦ୍ୱିତୀୟ ଦ୍ୱିର୍ଷିକ ସମ୍ମିଳନୀର ଖୋଲା ଅଧିବେସନ ରବିବାର କେନ୍ଦ୍ରାପଡା ମୁଖ୍ୟ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଓଡିଶା ସର୍କଲର ପୂର୍ବତନ […]

ପୁନର୍ବାସ ପକ୍ଷରୁ ବିଶ୍ୱ ମସ୍ତିଷ୍କ ପକ୍ଷାଘାତ ଦିବସ ପାଳିତ

6 October 2024 kanika odisha 0

କେନ୍ଦ୍ରାପଡା,୬/୧୦: ମସ୍ତିଷ୍କ ପକ୍ଷାଘାତ ଏକ ଗମ୍ଭୀର ସ୍ନାୟୁ ଓ ମାଂସପେଶୀଜନିତ ଭିନ୍ନକ୍ଷମତା ଯାହା ମାତୃ ଗର୍ଭାବସ୍ଥା ଓ ପ୍ରସବକାଳୀନ ତଥା ପରବର୍ତ୍ତୀ ପାର୍ଶ୍ୱପ୍ରଭାବର ପରିଣାମ ଅଟେ। ସଚେତନତା ମାଧ୍ୟମରେ ଏହାର ପ୍ରତିରୋଧ ଓ ପ୍ରଭାବିତ […]

ଶିକ୍ଷାନୁଷ୍ଠାନର ବିକାଶ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଇଁ ପୁରାତନ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ , ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ […]

କମେଟମାରାକୁ କେନ୍ଦ୍ରକରି ଦୁଇ ଗୋଷ୍ଠିରେ ଗଣ୍ଡଗୋଳ , ୧୦କୋର୍ଟ ଚାଲାଣ

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ବଡମହନପୁର ହରିଜନ ସାହିରେ କମେଟମାରାକୁ କେନ୍ଦ୍ରକରି ଶନିବାର ରାତିରେ ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ । ଏନେଇ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ […]

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

5 October 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ […]

ଗଡ଼ମେକର ୩ କଣ୍ଠଶିଳ୍ପୀଙ୍କୁ ଆକାଶବାଣୀ ମାନ୍ୟତା

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦କ-ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର (ଗଡ଼ମେକର )ର ୩ଜଣ କଣ୍ଠଶିଳ୍ପୀ ଆକାଶବାଣୀ ବି ଗ୍ରେଡ଼ ମାନ୍ୟତା ପାଇଛନ୍ତି । ସେମାନେ ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା […]

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟର ସିଆରସିସି ସଂଘମିତ୍ରା ନାୟକଙ୍କ ପୌରହିତ୍ୟରେ […]

ଦାୟୀତ୍ୱରେ ଅବହେଳା ପାଇଁ ଡାକ ବିଭାଗକୁ ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନଙ୍କ ଜୋରିମାନା

4 October 2024 kanika odisha 0

କେନ୍ଦ୍ରାପଡ଼ା, ୪ା୧୦: କେନ୍ଦ୍ରାପଡା ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନ ଦାୟୀତ୍ୱରେ ଅବହେଳା ଓ ସେବା ଯୋଗାଇବାରେ ବିଫଳତା ପାଇଁ ଡାକ ବିଭାଗକୁ ଜୋରିମାନାରେ ଦଣ୍ଡିତ କରିଛନ୍ତି। କମିଶନ ଠାକୁରପାଟଣା ଉପ- ଡାକଘରର ଉପ-ଡାକପାଳ, […]

ଚିଙ୍ଗୁଡି ଘେରୀ ପାଇଁ ଧାନଚାଷ ନଷ୍ଟ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଚାଷୀ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବନିପାଳ ଗ୍ରାମର ଅଧିବାସୀମାନେ ଶୁକ୍ରବାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଞ୍ଚଳରେ ଲୁଣାପାଣି ଚିଙ୍ଗୁଡିଘେରୀ ପାଇଁ ଧାନଚାଷ ସଂପୂର୍ଣ୍ଣ ଉଜୁଡି ଯାଉଛି। ତୁରନ୍ତ […]

ଜିଲ୍ଲା ବରିଷ୍ଠ ନାଗରିକମାନଙ୍କ ଏକ ଗୃହ ନିମନ୍ତେ ସରକାରୀ ଜମି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

4 October 2024 kanika odisha 0

କେନ୍ଦ୍ରାପଡା, ୪/୧୦: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ୨୦୧୯ ମସିହାଠାରୁ ଏକ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଗଠନ କରାଯାଇ ସମାଜର ବିଭିନ୍ନ ବର୍ଗର ୨୫୦ରୁ ଅଧିକ ସକ୍ରିୟ ବରିଷ୍ଠ ନାଗରିକମାନଙ୍କୁ ନେଇ […]