ଚିତ୍ରଗୁରୁ ସୌମ୍ୟରଞ୍ଜନଙ୍କୁ ସମ୍ବର୍ନ୍ଧିତ କଲେ ମୁଖ୍ୟମନ୍ତ୍ରୀ

4 October 2024 kanika odisha 0

କେନ୍ଦ୍ରାପଡା,୪/୧୦: କେନ୍ଦ୍ରାପଡାର ଚିତ୍ରଗୁରୁ ତଥା କେନ୍ଦ୍ରାପଡାକୁ ପ୍ରତିନିଧିତ୍ୱ କରି ଦେଶ ଓ ବିଦେଶରେ ବହୁ ପ୍ରଦର୍ଶନୀରେ ଭାଗ ନେଇ କେନ୍ଦ୍ରାପଡା ପାଇଁ ଗୌରବ ଆଣିଥିବା ବିଶିଷ୍ଟ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀ […]

ତହସିଲଦାରଙ୍କୁ ଦିଆଯିବ ଅନ୍‌ଲାଇନ୍ ତାଲିମ : ଉଚ୍ଛେଦ ନୋଟିସ୍ ସଂପର୍କରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

4 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖରିପାଳ ଗ୍ରାମର  ଜବରଦଖଲ  ଉଚ୍ଛେଦ ପାଇଁ ତହସିଲଦାରଙ୍କ ତରଫରୁ ଜାରି ନୋଟିସ୍‌କୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ଏକ ମାମଲାର ଶୁଣାଣି ସମୟରେ ରାଜ୍ୟର […]

୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ […]

ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳଙ୍କୁ ଦାବି

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। […]

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବାବୁରାମ ସାହୁ […]

ସମାଜସେବୀ ରମେଶ ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ ପୂର୍ବତନ ସରପଂଚ ରାତିକାନ୍ତ ସାହାଣୀଙ୍କ ପୌରହିତ୍ୟରେ […]

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଜ୍ରମହାକାଳୀ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋବିନ୍ଦଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର […]

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ପାଳିତ

3 October 2024 kanika odisha 0

କେନ୍ଦ୍ରାପଡ଼ା, ୨ା୧୦: ଭୟ ଓ ଆତଙ୍କ ପୂର୍ଣ୍ଣ ଯୁଦ୍ଧୋନ୍ମୁଖୀ ଆନ୍ତର୍ଜାତୀୟ ପରିସ୍ଥିତିରେ ମାନବ ସମାଜର ସ୍ଥାୟିତ୍ୱ ତଥା ବିଶ୍ୱ ଶାନ୍ତି ପାଇଁ ଗାନ୍ଧିଜୀଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସା ବିଚାରର ଆବଶ୍ୟକତା ସମଗ୍ର ବିଶ୍ୱ […]

ଛାତ୍ରଙ୍କୁ ଛୁରି ଦେଖାଇବା ନେଇ ତିନି ଫେରି ବେପାରୀଙ୍କୁ ପୋଲିସର ଜିମା ଦେଲେ ଲୋକେ

3 October 2024 kanika odisha 0

https://youtu.be/OBpyAC-2-dQ ପଟ୍ଟାମୁଣ୍ଡାଇ ୨/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଦୋଷିଆ ପଂଚାୟତ ଆନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗତକାଲି ୩ଜଣ ଛାତ୍ରୀଛାତ୍ରଙ୍କୁ ଦୁଇ ମହିଳା ଜଣେ ଯୁବକଙ୍କୁ ଫେରି ବେପାରୀ ଛୁରି […]

କଳିଙ୍ଗ ନବଦିଗନ୍ତ ପକ୍ଷରୁ ଗାନ୍ଧି ଜୟନ୍ତୀ ପାଳନ

2 October 2024 kanika odisha 0

ପଟ୍ଟାମୁଣ୍ଡାଇ:୨/୧୦ -କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ସଂପାଦକ ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ସହ ନିଶା ନିବାରଣ ଓ ସ୍ୱଚ୍ଛ ଭାରତ ସମ୍ପର୍କରେ ଜନସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ […]

ସରକାରୀ ବିଫଳତା ବିରୋଧରେ ବିଜେଡିର ରଣହୁଙ୍କାର : ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା

2 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨/୧୦ -ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମସ୍ତଙ୍କୁ ଏକଜୁଟ ହୋଇ ଦଳପାଇଁ କାମ […]

ଡ଼ିଜେ ବ୍ୟାନ୍ ପାଇଁ ଦାବି

1 October 2024 kanika odisha 0

କେନ୍ଦ୍ରାପଡ଼ା,୩୦ା୯: ପାର୍ବଣ ଋତୁ ଆଗମନରେ କେନ୍ଦ୍ରାପଡା ଓ ତାହର ଆଖପାଖ ଅଞ୍ଚଳରେ ବିଭିନ୍ନ ଉତ୍ସବ ପାଳିତ ହେଉଛି । ଏହି ସମୟରେ ଡିଜେ ଓ ଉଚ୍ଚଶକ୍ତି ସମ୍ପନ୍ନ ବାଜା ବଜାଯାଉଛି । ଯାହାଫଳରେ ବିଭିନ୍ନ […]

କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

1 October 2024 kanika odisha 0

ପଟ୍ଟାମୁଣ୍ଡାଇ,୧/୧୦: ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଏଚକେ ହାଇସ୍କୁଲ ଡାମରପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରଂଜନ କୁମାର ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ […]

ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ସେମିନାର

1 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୦-ପଟ୍ଟାମୁଣ୍ଡାଇ କଲେଜ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସେମିନାରରେ କେନ୍ଦ୍ରାପଡ଼ା ତୁଳସୀ ମହିଳା […]

ପଟ୍ଟାମୁଣ୍ଡାଇ କଲେଜରେ ଅଭିଭାବକ-ଶିକ୍ଷକ ବୈଠକ

1 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ଼ ଦୁଃଶାସନ ପରିଡାଙ୍କ ପୌରହିତ୍ୟରେ ରସାୟନ ବିଜ୍ଞାନ […]

କେନ୍ଦ୍ରାପଡାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ , ଯୋଗଦ୍ୱାରା ସୁସ୍ଥ ରହିବେ ବରିଷ୍ଠ ନାଗରିକ

1 October 2024 kanika odisha 0

କେନ୍ଦ୍ରାପଡ଼ା,୧ା୧୦: ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପୌରପାଳିକା ଟାଉନ ହଲରେ ପାଳିତ ହୋଇଯାଇଛି। ସକାଳେ ସେମାନଙ୍କ ପାଇଁ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଯୋଗଗୁରୁ ସଞ୍ଜୟ ମଥାନ ସେମାନଙ୍କୁ ଯୋଗାଭ୍ୟାସ କରାଇଥିଲେ। ଏହାପରେ […]

କେନ୍ଦ୍ରାପଡା ଖାଦ୍ୟ ସୁରକ୍ଷା ଅଧିକାରୀ ଲାଞ୍ଚ ନେଇ ଧରା ପଡିଲେ

1 October 2024 kanika odisha 0

କେନ୍ଦ୍ରାପଡ଼ା,୧ା୧୦: ଜନୈକ ବ୍ୟବସାୟୀଙ୍କ ଠାରୁ ଲାଇସେନ୍ସ କରିଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର ଦୁର୍ନୀତି ନିବାରଣ ବିଭାଗ ହାତରେ ଧରାପଡିଛନ୍ତି। […]

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

1 October 2024 kanika odisha 0

କେନ୍ଦ୍ରାପଡ଼ା, ୧ା୧୦: କେନ୍ଦ୍ରାପଡ଼ା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ମଙ୍ଗଳବାର କେନ୍ଦ୍ରାପଡା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ […]

ବରିଷ୍ଠ ନାଗରିକମାନେ ପରିବାର ଓ ସମାଜର ବୋଝ ନୁହନ୍ତି ବରଂ ଅମୂଲ୍ୟ ସମ୍ପଦ , ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ତରଫରୁ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

1 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୦ –ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା ସହ ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସ ପହିଲାରେ ସାରା ବିଶ୍ୱରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଉଛି । […]

ପୁରୁଣା ଗୋବରୀ ନଦୀ ଖନନ ପାଇଁ ଡ୍ରେନେଜକଟ ଯନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ , ଡିପିଆର ପ୍ରସ୍ତୁତି

30 September 2024 kanika odisha 0

ପଟ୍ଟାମୁଣ୍ଡାଇ ୩୦/୯ – ପଟ୍ଟାମୁଣ୍ଡାଇ ସହର ଜଳ ନିଷ୍କାସନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସରକାର ଓ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ସାମାନ୍ୟ ବର୍ଷାରେ ଉବୁଟୁବୁ ହେଉଥିବା ପଟ୍ଟାମୁଣ୍ଡାଇ ସହର […]

ଅଭିଭାବକ ଓ ଶିକ୍ଷକ ସମାରୋହ

30 September 2024 kanika odisha 0

କେନ୍ଦ୍ରାପଡ଼ା,୩୦/୯: ଇନ୍ଦୁପୁରସ୍ଥିତ ବିରୂପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ସହ ଅଭିଭାବକ ଓ ଶିକ୍ଷକମାନଙ୍କର ଏକ ସମାବେଶ ଅନୁଷ୍ଠିତ ହୋଇଥିଲା । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ […]

ବିଜେଡି ସାଂଗଠନିକ ବୈଠକ

30 September 2024 kanika odisha 0

କେନ୍ଦ୍ରାପଡ଼ା,୩୦/୯: ଚଳିତବର୍ଷ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅଭିଯାନ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀଠାରୁ ଆରମ୍ଭ ହେବ । ସେହିପରି ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀଠାରୁ ବିଜୁ ଜନତା […]

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଶାସନର ପ୍ରସ୍ତୁତି ବୈଠକ , ଭଷାଣରେ ଭାଗନେବେ ୪୭ ମେଢ଼

30 September 2024 kanika odisha 0

କେନ୍ଦ୍ରାପଡ଼ା,୩୦ା୯: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ […]

ନିପୁଣ ଓଡିଶା ମିଶନର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ଜିଲ୍ଲା ଓ ମଣ୍ଡଳ ଶିକ୍ଷା ଅଧିକାରୀମାନେ ସ୍କୁଲ ପରିଦର୍ଶନ କରନ୍ତୁ

30 September 2024 kanika odisha 0

କେନ୍ଦ୍ରାପଡ଼ା, ୩୦ା୯: ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନିପୁଣ ଓଡିଶା ମିଶନ-୨୦୨୪ର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି […]