କେନ୍ଦ୍ରାପଡ଼ା,୨୭ା୨: ଗତକାଲି କେନ୍ଦ୍ରାପଡ଼ା ନିକଟସ୍ଥ ବାରୁଅ ଗ୍ରାମ ଇଟ୍ଟୀପୁର ପ୍ରସିଦ୍ଧ ଗିରିମଠ ପରିସରରେ ଚଳିତ ବର୍ଷ -୨୦୨୫ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ବାର୍ଷିକ ଯଜ୍ଞ ଉତ୍ସବ, ଆଧ୍ୟାତ୍ମିକ ସଭା, ସମ୍ବର୍ଦ୍ଧନାସଭା, ଭଜନ କାର୍ଯ୍ୟକ୍ରମ ଇତ୍ୟାଦି ସ୍ଥାନୀୟ ମହାଦେବ ସେନା ତରଫରୁ ଅନୁଷ୍ଠିତ…
Category: ଆନ୍ତର୍ଜାତୀୟ
କଜଳା ବିଲେଶ୍ୱର ମହାଦେବଙ୍କ ଜାଗର ଯାତ୍ରା
କେନ୍ଦ୍ରାପଡା୨୬/୨-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ ମଙ୍ଗଳା ଆରତି କାରାଯିବା ପରେ ବଡସିଂହାର ବେଷ ଅନୁଷ୍ଠିତ ହୋଇଥିଲା । ହଜାର…
ପଟ୍ଟାମୁଣ୍ଡାଇରେ ମହାଶିବରାତ୍ରି ଓ ଜାଗରଯାତ୍ରା
ପଟ୍ଟାମୁଣ୍ଡାଇ ତା ୨୬/୨-ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପବିତ୍ର ମହାଶିବରାତ୍ରି ଓ ଜାଗର ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ପ୍ରସିଦ୍ଧ ଶୈବ ପୀଠ ଚନ୍ଦନନଗର ଚନ୍ଦ୍ରମଉଳି ପୀଠରେ ମହାଶିବ ରାତ୍ରି ଉପଲକ୍ଷେ…
ତୁଳସୀକ୍ଷେତ୍ରରେ ମହାଶିବରାତ୍ରୀ ପାଳିତ
କେନ୍ଦ୍ରାପଡା,୨୬ା୨: ତୁଳସୀ କ୍ଷେତ୍ରରେ ବୁଧବାର ପବିତ୍ର ମହାଶିବରାତ୍ରି ଜାଗର ଯାତ୍ରା ନୀତି ଧୁମ୍ଧାମରେ ପାଳିତ ହୋଇଯାଇଛି। କ୍ଷେତ୍ର ମଧ୍ୟସ୍ଥ ବ୍ୟକଣ୍ଠେସ୍ୱର, କାଶୀବିଶ୍ୱନାଥ, ସିଦ୍ଧେଶ୍ୱ. ୟେଶାନିଶ୍ୱର୍, କ୍ଷେତ୍ର ପାର୍ଶ୍ୱବର୍ତ୍ତୀ ବୈଦ୍ୟନା. ଦେଉଳେଶ୍ୱର, ଦଣ୍ଡେଶ୍ୱର କୁମାରେଶ୍ୱର୍ ଭରତପୁରର ବଟେଶ୍ୱର ଓ ପ୍ରସିଦ୍ଧ ଅମରେଶ୍ୱର ପ୍ରଭୃତି…
ଦୁଷ୍କର୍ମ ଉଦ୍ୟମ ଅପରାଧରେ ଦୋଷୀଙ୍କୁ ସାଢେ ୩ବର୍ଷ ଜେଲଦଣ୍ଡ
କେନ୍ଦ୍ରାପଡା,୨୫ା୨: ଏକ ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାର କରି କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଅତିରିକ୍ତ ଜିଲ୍ଲାଜଜ ତ୍ରିବିକ୍ରମକେଶରୀ ଚିନ୍ନାରା ଦୋଷୀଙ୍କୁ ସାଢେ ତିନି ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜନୈକ ଲୋକଙ୍କର…
ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ଫୁଲବାଣୀର ଜେଡି କ୍ଲବ କଟକର ଟାର୍ଜନ କ୍ଲବକୁ ୧-୦ଗୋଲରେ ହରାଇ ଚମ୍ପିୟନ
କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଫାଇନାଲ ମ୍ୟାଚ୍ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ…
କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୮ତମ ସ୍ୱନକ୍ଷତ୍ର ଦିବସ , ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
କେନ୍ଦ୍ରାପଡ଼ା,୨୪ା୨: ରାଜ୍ୟର ଅଗ୍ରଣୀ ସମବାୟ ଅନୁଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୩୮ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କ ପରିଚାଳନା ପରିଷଦର ସଭାପତି ଗୁରୁପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ବାଲିପାଟଣାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର
ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉତ୍କଳ ହସ୍ପିଟାଲର ଅଭିଜ୍ଞ ଡାକ୍ତର ଦୀପକ ବେହେରା (ହୃଦରୋଗ ବିଶେଷଜ୍ଞ), ଡାକ୍ତର ଦୀପକ…
ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ବନ୍ଧୁତ୍ୱପୂର୍ଣ୍ଣ ବାଳିକା ମ୍ୟାଚରେ ୩-୦ଗୋଲରେ କେନ୍ଦ୍ରାପଡା ବିଜୟୀ
କେନ୍ଦ୍ରାପଡ଼ା,୨୩ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଏକ ବନ୍ଧୁତ୍ୱପୂର୍ଣ୍ଣ ବାଳିକା ଫୁଟବଲ ମ୍ୟାଚ୍ ରବିିବାର ସନ୍ଧ୍ୟାରେ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ…
ଗୋବରୀ ମହୋତ୍ସବ ଅନୁଷ୍ଠିତ ରାଜ୍ୟର ବହୁ ପ୍ରତିଭା ସମ୍ବର୍ଦ୍ଧିତ
କେନ୍ଦ୍ରାପଡା,୨୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଠାରେ ମୁର୍ଛନା ଏବଂ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ଗୋବରୀ ମହୋତ୍ସବ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୁର୍ଛନାର ନିର୍ଦେଶକ ବସନ୍ତ କୁମାର ଦାସଙ୍କ ପୈାରହିତ୍ୟରେ ଏବଂ ସଂଗୀତ ନିର୍ଦେଶକ ଦୀନେଶ ମଲ୍ଲିକଙ୍କ ସଂଯୋଜନାରେ…
ଡେଲି ପାସେଞ୍ଜର୍ ରେଳଗାଡି ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା,୨୩ା୨: ପାରାଦ୍ୱୀପ-ହରିଦାସପୁର ରେଳପଥରେ କେନ୍ଦ୍ରାପଡା ଷ୍ଟେସନ୍ରୁ କଟକରୁ ଭୁବନେଶ୍ୱର ଡେଲି ପାସେଞ୍ଜର ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ସମାଜସେବୀ ସମୀର ଚାନ୍ଦ କେନ୍ଦ୍ରାପଡା ଷ୍ଟେସନ୍ ମାଷ୍ଟର୍ କାହ୍ନୁଚରଣ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରେଳମନ୍ତ୍ରୀ, ପ୍ରଧାନମନ୍ତ୍ରୀ, କେନ୍ଦ୍ରାପଡା ସାଂସଦ,…
ଜିଲ୍ଲା ଓକିଲ ସଂଘ ଦ୍ୱାରା ନୂତନ ଫୌଜଦାରୀ ଆଇନ ସମ୍ପର୍କରେ ଆଲୋଚନା ଚକ୍ର
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା ଚକ୍ର ଜିଲ୍ଲା ଓକିଲ ସଂଘ ସଭାପତି…
ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ସେମିଫାଇନାଲ ମ୍ୟାଚ୍
କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ…
ଶାସନ ନୋଡାଲ ହାଇସ୍କୁଲରେ ଅନ୍ତର୍ଜାତୀୟ ଭାଷା ଦିବସ
ପଟ୍ଟାମୁଣ୍ଡାଇ : ୨୧/୦୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ହାଇସ୍କୁଲରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୈାରହିତ୍ୟରେ ଆୟୋଜିତ ସଭାରେ କଥାକାର ପ୍ରଦୀପ ନାୟକ ,…
ଖଡ଼ିଅଣ୍ଟାରେ ନୂତନ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ
ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କଳସ ଶୋଭାଯାତ୍ରାରେ ଗ୍ରାମର ମହିଳା ଓ ପୁରୁଷମାନେ ସାମିଲ…
ଅନ୍ତାଲୋ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ଦାବି
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ ଗତ ୧୯୭୮ମସିହାରୁ ଅନ୍ତାଲୋ ଗ୍ରାମର ମଧ୍ୟଭାଗରେ…
ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀକୁ ଉଦଘାଟନ କରି ଜିଲ୍ଲା ସାଧାରଣ ସମ୍ପାଦକ ଆଇନଜୀବୀ ରମଣୀରଞ୍ଜନ ରାଉତରାୟ…
ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଯୋଗଦେଇ ଶିକ୍ଷାର୍ଥୀ ମାନଙ୍କର ଉତ୍ତମ ଚରିତ୍ର ଗଠନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।…
ପୋଖରୀଆପଡା ସ୍କୁଲରେ ନିପୁଣ ମେଳା
ପଟ୍ଟାମୁଣ୍ଡାଇ ତା୧୮/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆ ପଡା କ୍ଲଷ୍ଟର ପକ୍ଷରୁ ପୋଖରୀଆ ପଡା ନୋଡାଲ ସ୍କୁଲ ଠାରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ ଛାତ୍ରୀଛାତ୍ର…
ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବୈଠକ ; ପାଞ୍ଚ ଦଫା ବାଦି ପୁରଣ ନହେଲେ ଆନ୍ଦୋଳନ ତିବ୍ର କରିବାକୁ ଚେତାବନୀ
କେନ୍ଦ୍ରାପଡା,୧୭ା୨: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆନ୍ଦୋଳନରେ କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ଜିଲ୍ଲା ଓଷ୍ଟା କାର୍ଯ୍ୟାଳୟଠାରେ ଜିଲ୍ଲା ଓଷ୍ଟା ସଭାପତି ଅଶୋକ କୁମାର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ…
କେନ୍ଦ୍ରାପଡ଼ା ହେବ ରାଜ୍ୟର ଶିଳ୍ପ କରିଡର: ବୈଜୟନ୍ତ
କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ଜିଲ୍ଲା ରାଜ୍ୟର ଏକ ଶିଳ୍ପ କରିଡର ହେବ ବୋଲି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା ଶୁକ୍ରବାର ଅପରାହ୍ନରେ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗଣମାଧ୍ୟମକୁ କହିଛନ୍ତି। ଶ୍ରୀ ପଣ୍ଡା ଆହୁରି କହିଥିଲେ…
ମା’ ସ୍ତରକୁ ନଆସିଲେ ଜଣେ ଆଦର୍ଶ ଶିକ୍ଷକ ହୋଇପାରିବ ନାହିଁ : ପ୍ରେରଣା ତାଲିମ୍ କେନ୍ଦ୍ରରେ ଯୋଗଦେଇ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକଙ୍କ ପରାମର୍ଶ
କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ୫ ଦିନ ବ୍ୟାପି ପ୍ରେରଣା ତାଲିମ ପ୍ରଦାନ କରାଯାଇଛି । ଚଳିତ ମାସ…
କୁତରଙ୍ଗ ପଞ୍ଚାୟତ ହାଇସ୍କୁଲ ରେ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ
କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ…
ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଦ୍ୱାରା ପୁଲବାମା ସହିଦ ଦିବସ ପାଳିତ
କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ…









