ପ୍ରାଥମିକ ଚିକିତ୍ସା ଅଭାବରୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଇଥାଏ : ଏମ ଏନ ହାଇସ୍କୁଲରେ ହିନ୍ଦି ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଛତା ପକ୍ଷ ପାଳିତ

14 September 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି ଓ ଏହି ଉପଲକ୍ଷେ […]

ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି

14 September 2024 kanika odisha 0

ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଂଚଳରେ ଥିବା ସବୁ ସ୍କୁଲ-କଲେଜ […]

କାଳିଆ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା , ଅଯୋଗ୍ୟ ହିତାଧିକାରୀ ଫେରାଇବେ ଟଙ୍କା …

13 September 2024 kanika odisha 0

ଭୁବନେଶ୍ୱର,୧୩।୯-କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, […]

ମାର୍କ୍ସବାଦୀ ଦାର୍ଶନିକ ବିଶିଷ୍ଟ ରାଜନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ସିପିଆଇ(ଏମ୍‌)ର ଶୋକ

13 September 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୯: ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)ର ସର୍ବଭାରତୀୟ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗରେ ସିପିଆଇ(ଏମ୍‌) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଗୁରୁତର […]

ବେଲପାଳ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

13 September 2024 kanika odisha 0

କେନ୍ଦ୍ରାପଡ଼ା, ୧୩ା୯: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ବେଲପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ତିଳୋତ୍ତମା ବରାଳଙ୍କୁ ବହିଷ୍କାର କରିବା ପାଇଁ ପଞ୍ଚାୟତର ୱାର୍ଡ ସଭ୍ୟ/ସଭ୍ୟାମାନେ ଉପଜିଲ୍ଲାପାଳଙ୍କ ନିକଟରେ ଉପସ୍ଥିତ ହୋଇ ପ୍ରସ୍ତାବ ଆଗତ […]

ପ୍ରାଣୀ ଜଗତ ଓ ଉଦ୍ଭିଦ ଜଗତ ପରସ୍ପର ପରିପୁରକ, ବରିଷ୍ଠ ନାଗରିକ ମଂଚର ଚାରାରୋପଣ କାର୍ଯ୍ୟକ୍ରମ

13 September 2024 kanika odisha 0

କେନ୍ଦ୍ରାପଡା , ପଟ୍ଟାମୁଣ୍ଡାଇ ୧୩/୯ -ଦିନକୁ ଦିନ ବହୁସଂଖ୍ୟାରେ ଗଛକଟା ହେବା ଯୋଗୁ ଜଙ୍ଗଲ ଧ୍ୱଂସ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ ହରାଇବାକୁ ବସିଲାଣି। ପରିବେଶ ସନ୍ତୁଳନରେ ବାଧା ବି ଉପୁଜିଲାଣି। ମଣିଷ […]

କଲେକ୍ଟରେଟର ବଡବାବୁ କିଶୋର କରଙ୍କ ପରଲୋକ

13 September 2024 kanika odisha 0

କେନ୍ଦ୍ରାପଡ଼ା,୧୨ା୯:କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ବଡବାବୁ କିଶୋର ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ସେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ରାଜସ୍ୱ ବିଭାଗର ଜଣେ ଦକ୍ଷ କର୍ମଚାରୀ ଭାବରେ ନିଷ୍ଠାର […]

କୂଳସାହିରେ ଗଣେଶ ମୂର୍ତି ଭସାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ,ଫାଣ୍ଡିରେ ଦୁଇଟି ଏତଲା, ୫ଆହତ

13 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧିନ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ କୁଳସାହି ଗ୍ରାମରେ ଗତକାଲି ରାତିରେ ଗଣେଶ ମୂର୍ତି ଭସାଣି ଓ ଶୋଭାଯାତ୍ରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି […]

ସ୍ୱଚ୍ଛ ନିର୍ବାଚନ ପାଇଁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ଆବଶ୍ୟକ- ଜିଲ୍ଲାପାଳ

12 September 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ – ୨୦୨୫ ନିମନ୍ତେ ବୁଥସ୍ତରୀୟ ଅଧିକାରୀମାନଙ୍କ କର୍ମଶାଳା ତଥା […]

ଡିଲରଙ୍କ ମନମାନି ଯୋଗୁଁ ୮୫ ବର୍ଷର ବୃଦ୍ଧ ରାସନରୁ ବଞ୍ଚିତ

9 September 2024 kanika odisha 0

କେନ୍ଦ୍ରାପଡ଼ା,୯ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଏଣ୍ଡର ଗ୍ରାମରେ ଖାଉଟି ଦୋକାନୀଙ୍କ ମନମାନି ଯୋଗୁଁ ଜନୈକ ୮୫ ବର୍ଷର ବୃଦ୍ଧ ରାସନ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ରାସନରୁ ବଞ୍ଚିତ ହୋଇଥିବା […]

ବାଇକ ପୋଡି ଘଟଣାର ଗିରଫ ଅଭିଯୁକ୍ତ ଥାନାରୁ ଫେରାର

9 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ରାବିବାର ରାତି ସାଢେ ୭ ରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେରୋହି ଗାଁର ଳୀଳାଇ ସ୍ୱାଇଁ […]

ପୁନର୍ବାସ ପକ୍ଷରୁ ମେଗା ଫିଜିଓଥେରାପି ଶିବିର

8 September 2024 kanika odisha 0

କେନ୍ଦ୍ରାପଡ଼ା,୮ା୯:ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ପୁନର୍ବାସ ଏବଂ ନିରତାର, ଓଲଟପୁରର ସ୍ନାତକୋର ଫିଜିଓଥେରାପି ବିଭାଗର ସହଯୋଗରେ ଏକ ମେଗା ଫିଜିଓଥେରାପି ଶିବିର ସହରର ମାଧପୁରସ୍ଥିତ ଅମର ଉଦ୍ୟାନରେ ଅନୁଷ୍ଠିତ ହୋଇ ଯାଇଛି। ଫିଜିଓଥେରାପି ଆମର […]

ଆଧାର-ମୋବାଇଲ ସଂଯୋଗ ନଥିଲେ ବି ହେବ ‘ସୁଭଦ୍ରା’ ପଞ୍ଜିକରଣ

7 September 2024 kanika odisha 0

କେନ୍ଦ୍ରାପଡ଼ା,୬ା୯: ସୁଭଦ୍ରା ଯୋଜନାରୁ ଯେପରି କୌଣସି ହିତାଧିକାରୀ ବାଦ ନ ପଡ଼ନ୍ତି ସେଥିପ୍ରତି ରାଜ୍ୟ ସରକାର ସଜାଗ ଅଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଫର୍ମ ଦାଖଲ କରିବା ପାଇଁ […]

ପୁର୍ନବାସ ପକ୍ଷରୁ ମେରୁଦଣ୍ଡ ଆଘାତ ସଚେତନତା କର୍ମଶାଳା

7 September 2024 kanika odisha 0

କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ ଅତିବାହିତ କରି ଥାଆନ୍ତି । ପରିସଂଖ୍ୟାନରୁ […]

ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ

7 September 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୯ -ରାଜ୍ୟ ସରକାରଙ୍କ ନିର୍ଦେଶରେ ବାଣିଜ୍ୟକର ବିଭାଗ ପକ୍ଷରୁ ଏକ ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୌର ପରିଷଦ ପ୍ରେକ୍ଷାଳୟ ଗୃହରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବଣିକ ସଂଘ […]

ବେଆଇନ୍ ଭୃଣହତ୍ୟା ଘଟଣା : ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ୯ ଗିରଫ

7 September 2024 kanika odisha 0

କେନ୍ଦ୍ରାପଡ଼ା,୬ା୯: ବେଆଇନ୍ ଭୃଣହତ୍ୟା ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ୩ ମହିଳାଙ୍କ ସମେତ ୯ ଜଣଙ୍କୁ ଗିରଫ କରି ଆଜି କୋର୍ଟଚାଲାଣ କରିଛି। ଏହି ମହିଳାଙ୍କ ମଧ୍ୟରୁ ଜଣେ ନର୍ସ ହୋଇଥିବା ବେଳେ […]

ସମାଜସେବୀ ବିଶ୍ୱନାଥ ଧଳଙ୍କ ୮୦ତମ ଜୟନ୍ତୀ, ମେଧାପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ

6 September 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୯-ସମାଜବାଦୀ ଆନ୍ଦୋଳନର ଅନ୍ୟତମ ପ୍ରବକ୍ତା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅର୍ନ୍ତଗତ ଷଣ୍ଢପଲ୍ଲୀ ଗ୍ରାମର ବିଶିଷ୍ଟ ସମାଜସେବୀ ଦିବଗଂତ ବିଶ୍ୱନାଥ ଧଳଙ୍କ ୮୦ତମ ଜନ୍ମଜୟନ୍ତୀ , ମେଧା ପୁରସ୍କାର ଓ ସମ୍ବର୍ଦ୍ଧନା ସଭା […]

ବାଇକ ଚୋରୀ ରାକେଟର ୬ଗିରଫ, ୯ ବାଇକ ଓ ୬ଟି ମୋବାଇଲ ଜବତ

5 September 2024 kanika odisha 0

କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରୀ ର‌୍ୟାକେଟ୍‌ର ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ସେମାନଙ୍କ ଠାରୁ ୯ଟି ଚୋରୀ ବାଇକ ସମେତ ୬ଟି ମୋବାଇଲ ଫୋନ […]

ରାଜ୍ୟ ସ୍ତରୀୟ ଗୁରୁ ପୂଜନ ଓ ସ୍ୱର ମହ୍ଲାର ମହୋତ୍ସବ ୨୦୨୪ ପାଳିତ

5 September 2024 kanika odisha 0

କେନ୍ଦ୍ରାପଡା ୫/୯ – କେନ୍ଦ୍ରାପଡାର ପ୍ରମୁଖ ସଂଗଠନ ମୂର୍ଚ୍ଛନା ଓ ଓଡିଶା କଲଚର୍ ଆର୍ଟ ଏକାଡେମୀ ପକ୍ଷରୁ ଗୀତ ଗୀତ ଗୋବିନ୍ଦ ସଦନ ଠାରେ ଗତ ବୁଧବାର ଦିନ ରାଜ୍ୟ ସ୍ତରୀୟ ଗୁରୁ ପୁଜନ […]

ବୀର ହନୁମାନଜୀୟୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ତାଳବଣ” ସୃଷ୍ଟି କାର୍ଯ୍ୟକ୍ରମ

5 September 2024 kanika odisha 0

କେନ୍ଦ୍ରାପଡ଼ା, ୫/୯: ନିକିରାଇସ୍ଥିତ ବୀର ହନୁମାନଜୀୟୁ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟ ତରଫରୁ ଦିବଂଗତ ପ୍ରାକ୍ତନ ଜୀବ ବିଜ୍ଞାନ ବିଭାଗର ଡେମୋନ୍‌ଷ୍ଟ୍ରେଟର୍ ସ୍ୱର୍ଗତ ପ୍ରଫୁଲ୍ଲ କୁମାର ରାଉତଙ୍କ ସ୍ମୃତି ଉଦ୍ଦେଶ୍ୟରେ “ତାଳବଣ” ସୃଷ୍ଟି ଉପଲକ୍ଷେ ଏକ […]

ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ-୨୦୨୪

5 September 2024 kanika odisha 0

କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ-୨୦୨୪ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଗୁରୁବାର […]

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ନିଆରା ଗୁରୁ ଦିବସ ପାଳିତ

5 September 2024 kanika odisha 0

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ତା ୫/୯-ନୈତିକ ଆଧ୍ୟାତ୍ମିକ ଓ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପ୍ରଦାନ ପାଇଁ ଗୁରୁକୁଳ ପରମ୍ପରାରେ ଆଧ୍ୟାତ୍ମିକ ପୀଠ ରାଧାରମଣ ମଠ ପରିସରରେ ଗଢି ଉଠିଥିବା ନିଆରା ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁ ଶିକ୍ଷା […]

ସୁଭଦ୍ରା ଯୋଜନା ସମ୍ପର୍କରେ ଜିଲ୍ଲାପାଳଙ୍କ ଖବରଦାତା ସମ୍ମିଳନୀ

5 September 2024 kanika odisha 0

କେନ୍ଦ୍ରାପଡା ୫/୯ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏକ ଖବରଦାତା ସମ୍ମିଳନୀ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଖବରଦାତା ମାନଙ୍କୁ ସୁଚନାଦେଇ ଜିଲ୍ଲାପାଳ କହିଥିଲେ ଯେ […]

ସୁଭଦ୍ରା ଯୋଜନା ଫର୍ମ ବଂଟନ ଆରମ୍ଭ ; ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ପାଇଁ ଲମ୍ବା -ଲାଇନ୍‌

5 September 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୯-ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆବେଦନ ପ୍ରକିୟା ଆରମ୍ଭ ହୋଇଛି । ଆବେଦନ ପରେ କେ ୱାଇ ସି ଯାଂଚ କରାଯାଇ ହିତାଧିକାରୀ ତାଲିକା ଚୂଡାନ୍ତ ହେବ। ସେପ୍ଟମ୍ବର ୧୭ ତାରିଖରେ ଯୋଜନାର […]