କିଏ ଏହି ରେଭେନ୍ସା, କେମିତି ହୋଇଥିଲା ରେଭେନ୍ସା ବିଶ୍ୱ ବିଦ୍ୟାଳୟ , ନଅଙ୍କ ଦୁର୍ଭିକ୍ଷ ପାଇଁ ରେଭେନ୍ସାଙ୍କୁ ଦାୟୀ କାହିଁକି କରାଯାଏ:

5 September 2024 kanika odisha 0

  ଭୁବନେଶ୍ବର ଡ଼.ରଶ୍ମିତା ସେଠୀ: ରେଭେନ୍ସା ବିଶ୍ୱବିଦ୍ୟାଳୟ କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (ଞଷକ୍ଟଜ୍ଞବଗ୍ଦ ଋୟଙ୍ଗବକ୍ସୟ ଜବଙ୍ଖରଦ୍ଭଗ୍ଦଷବଙ୍ଗ) , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ୧୫ ନଭେମ୍ବର ୨୦୦୬ରେ […]

ସେପଟମ୍ବର ୫ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

3 September 2024 kanika odisha 0

କେନ୍ଦ୍ରାପଡ଼ା, ୩/୯ : ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ ତରଫରୁ ପୂର୍ବ ବର୍ଷ ଭଳି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪ ବ୍ୟବସ୍ଥା ଚୁଡାନ୍ତ କରାଯାଇଛି । ଏହି ଉପଲକ୍ଷେ […]

ଆସନ୍ତା ୧୪ରେ ରାଷ୍ଟ୍ରୀୟ ଲୋକ ଅଦାଲତ

3 September 2024 kanika odisha 0

କେନ୍ଦ୍ରାପଡା ୩/୯ ଜନସାଧାରଣଙ୍କୁ ବିନାମୂଲ୍ୟରେ ଆଇନ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ରାଷ୍ଟ୍ରୀୟ ଲୋକ ଅଦାଲତ । ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା […]

ସରକାରୀ ଅର୍ଥ ଆତ୍ମସାତ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପ୍ରତିଶୃତି , ଧାରଣା ସ୍ଥଗିତ

3 September 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲାର ରାଜକିନିକା ବ୍ଲକ ଅନ୍ତର୍ଗତ ସିକୋ ଏବଂ କାଟଣାବଣିଆ ଗ୍ରାମପଞ୍ଚାୟତରେ ମିଥ୍ୟା ବିଲ୍ କରି ସରକାରୀ ଅର୍ଥକୁ ଆତ୍ମସାତ୍ କରାଯାଇଥିବା ଘଟଣାରେ ସଂପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଜିଲ୍ଲାପାଳଙ୍କ […]

ଶିକ୍ଷକଙ୍କ ଡେପୁଟେସନକୁ ବିରୋଧ- ସ୍କୁଲ ଗେଟରେ ତାଲା ପାକାଇବା ସହ ଧାରଣାରେ ଗ୍ରାମବାସୀ

1 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ସ୍ଥିତ ପଦ୍ମଲୋଚନ ବିଦ୍ୟାପୀଠରେ ଆବଶ୍ୟକୀୟ ଶିକ୍ଷକ ନଥିବା ବେଳେ ଜିଲ୍ଲା ଶିକ୍ଷାଧିକାରୀ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେସନରେ ପଠାଯିବାକୁ ବିରୋଧ କରି ଶନିବାର ଅଭିଭାବକ, ଗ୍ରାମବାସୀ ଓ୍ର […]

ବଜ୍ର ମହାକାଳୀ ପଞ୍ଚାୟତ ହାଇସ୍କୁଲରେ ପରିବେଶ ସଚେତନତା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

1 September 2024 kanika odisha 0

ମଣିଷ ପ୍ରତି ମୁହୁର୍ତ୍ତରେ ପ୍ରକୃତି ଓ ପରିବେଶକୁ କ୍ଷତାକ୍ତ କରିଚାଲିଛି । ସୃଷ୍ଟିର ସର୍ବ ଶ୍ରେଷ୍ଠ ଜୀବ ଭାବେ ମଣିଷ ନିଜକୁ ପରିଚିତ କରାଉଥିବା ବେଳେ ତା’ର ସ୍ୱାର୍ଥପରତା ଯୋଗୁ ସମୁଦାୟ ଜୀବଜଗତ ଦିନେ […]

ଅଷ୍ଟ୍ରେଲିଆରେ କେନ୍ଦ୍ରାପଡ଼ାର ପୁଅ ସମ୍ମାନିତ

1 September 2024 kanika odisha 0

କେନ୍ଦ୍ରାପଡ଼ା,୧ା୯: ଅଷ୍ଟ୍ରେଲିଆ ଓ ଭାରତର ସମ୍ପର୍କ ସୃଦୃଢ଼ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାର ପୁଅ। ଗରଦପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ମେଲବର୍ଣ୍ଣ ସ୍ଥିତ ଭିକ୍ଟୋରିଆ […]

କୃଷି ସମସ୍ୟା ନେଇ ସି.ପି.ଆଇ.ର ଜିଲ୍ଲା କମିଟି ବୈଠକରେ ଉଦବେଗ

1 September 2024 kanika odisha 0

କେନ୍ଦ୍ରାପଡ଼ା, ୧ା୯: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଜିଲ୍ଲା କମିଟି ବୈଠକ ଗୋପ ଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଉତ୍ପନ୍ନ ସାମାଜିକ, ରାଜନୈତିକ ଏବଂ ସାଧାରଣ ମଣିଷଙ୍କ ଜୀବନ ଧାରଣ ଅବସ୍ଥା […]

ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ୬୦ତମ ପୂର୍ତ୍ତି ପ୍ରତିଷ୍ଠା ଦିବସ

30 August 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୯/୮-ବିଶ୍ୱ ହିନ୍ଦୁ ପରିଷଦ,ବଜରଙ୍ଗ ଦଳ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ମହୋତ୍ସବ,ନନ୍ଦ ଉତ୍ସବ ଓ ଚୀର ଅମର ବେଦାନ୍ତ କେଶରୀ ସ୍ୱାମୀ ଲଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ସମାରୋହରେ ପାଳିତ […]

କୃଷକନେତାଙ୍କ ସ୍ମୃତି ସଭା ଓ ଭଜନ ସମାରୋହ

30 August 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡଗରା ଗ୍ରାମର ବିଶିଷ୍ଟ କୃଷକନେତା ରାଜକିଶୋର ପ୍ରଧାନଙ୍କ ବଜ୍ରାଘାତରେ ଅକାଳ ବିୟୋଗ ପରେ ତାଙ୍କ ଏକାଦଶାହରେ ସ୍ମୃତି ସଭା ଓ ଭଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଯୁବସମାଜସେବୀ ନଳିନୀକାନ୍ତ […]

ବଗଡା ହାଇସ୍କୁଲରେ ଜାତୀୟ କ୍ରୀଡା ଦିବସ ପାଳିତ

29 August 2024 kanika odisha 0

କେନ୍ଦ୍ରାପଡ଼ା, ୨୯ା୮ : ଜାତୀୟ କ୍ରୀଡା ଦିବସ ଉପଲକ୍ଷେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମପଞ୍ଚାୟତର ସିଦ୍ଧ ମରିଚାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରତିଯୋଗିତା କ୍ରୀଡା ଶିକ୍ଷକ ଉମାକାନ୍ତ କରଙ୍କ ତତ୍ୱାବଧାନରେ […]

ଦଧିବାମନଜୀଉ ସଂସ୍କୃତ ମହାବିଦ୍ୟାଳୟରେ ସ୍ୱାଗତ ଉତ୍ସବ

29 August 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଚଉଦକୁଲାଟ ତମାଳଶାସନସ୍ଥିତ ଦଧିବାମନଜୀଉ ସଂସ୍କୃତ ମହାବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ନବାଗତ ଯୁକ୍ତଦୁଇ ଓ ଯୁକ୍ତତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ଜଣାଇବାକୁ ମହାବିଦ୍ୟାଳୟ ପରିସରରେ ଏକ ସ୍ୱାଗତ ଉତ୍ସବ […]

କେନ୍ଦ୍ରାପଡାରେ ୨୨ଘଣ୍ଟା ବିଦ୍ୟୁତ୍ ବିଭ୍ରାଟ : ଜନସ୍ୱାସ୍ଥ୍ୟ ବିଭାଗ ବିଫଳ, ପମ୍ପ ହାଉସ୍ ଜେନେରେଟର ଅଚଳ , ପାନୀୟ ଜଳ ବିନା ସହର ଓ ସହରତଳି ଅଞ୍ଚଳବାସୀ ହନ୍ତସନ୍ତ

29 August 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୮: ଟିପିସିଓଡିଏଲ୍‌ର ବିଫଳତା ପାଇଁ ୨୨ଘଣ୍ଟା ବିଦ୍ୟୁତ୍ ସରବରାହ ବିଛିନ୍ନ ରହିିଲା । ପାଣି ପମ୍ପହାଉସ୍ ଜେନେରେଟର ଅଚଳ ଥିବାରୁ କେନ୍ଦ୍ରାପଡା ସହରବାସୀ ପାନୀୟଜଳ ପାଇଁ ହନ୍ତସନ୍ତ ହେଲେ । କେନ୍ଦ୍ରାପଡା ଜନସ୍ୱାସ୍ଥ୍ୟ ବିଭାଗ […]

କେନ୍ଦ୍ରାପଡାରେ ଜାତୀୟ କ୍ରୀଡାଦିବସ ପାଳିତ

29 August 2024 kanika odisha 0

କେନ୍ଦ୍ରାପଡା,ତା.୨୯.୦୮- ଭାରତର କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ସ୍ମୃତିରେ ପ୍ରତି ବର୍ଷ ଅଗଷ୍ଟ ୨୯ ତାରିଖରେ ପାଳିତ ହୁଏ ଜାତୀୟ କ୍ରୀଡ଼ା ଦିବସ । ଏହି ଉପଲକ୍ଷେ କେନ୍ଦ୍ରାପଡା ଜିଲ୍ଲା […]

ସ୍ୱାୟତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା ଆୟୋଜନ

29 August 2024 kanika odisha 0

କେନ୍ଦ୍ରାପଡ଼ା, ୨୯ା୮: ସ୍ୱାୟତ ଶାସନ ଦିବସଆସନ୍ତା ୩୧ତାରିଖରେ କେନ୍ଦ୍ରାପଡ଼ା ପୌରପରିଷଦ ଟାଉନ ହଲଠାରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେପୌରପରିଷଦ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କମଧ୍ୟରେକେନ୍ଦ୍ରାପଡ଼ା ଟାଉନ ହଲଠାରେ ଗତ ୨୬ […]

କ୍ରୀଡା ଦିବସ ଏକ ଉତ୍ସବ ନୁହେଁ କ୍ରୀଡା ଆମ ଜୀବନକୁ ସମୃଦ୍ଧ କରେ : ନିମପୁର ଶାସନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

29 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ […]

କଳିଙ୍ଗ ନବ ଦିଗନ୍ତ ସଂଗଠନ ପକ୍ଷରୁ ବଜ୍ରଘାତରେ ମୃତ ପରିବାରଙ୍କୁ ସହାୟତା

29 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଶିଆ ପଂଚାୟତ ବାସୁଦେବପୁର ଗ୍ରାମର ବିଜୟ ମିଲକ ଚାଷ କାମ କରୁଥିବା ବେଳେ ଗତ ୧୮ ଦିନ ଆକସ୍ମିକ ଭାବେ ବଜ୍ରପାତ ଘଟି ତାଙ୍କର ମୃତ୍ୟୁ ଘଟିଥିବା […]

ବିପଦ ସଂକୁଳ ଘରେ ଅଇନପଡା ଆର ଆଇ ଅଫିସ, ପୁନଃରୁଦ୍ଧାର ପାଇଁ ସରପଂଚଙ୍କ ନିବେଦନ

28 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଇନପଡା ଆର ଆଇ ଅଫିସ ଗୃହ ୧୯୬୦ ମସିହାରେ ନିର୍ମାଣ କରାଯାଇଥିଲା । ଏକ ଆଜବେଷ୍ଟସ ଘରେ କୌଣସିମତେ ଆର ଆଇ ଅଫିସ ଚାଲିଛି […]

 ପଟ୍ଟାମୁଣ୍ଡାଇ କଲେଜ ରୋଡ଼ରେ ଫେବର ଦବି ଯାତାୟତରେ ବାଧା ,ଆକ୍ସିସ ବ୍ୟାଙ୍କ ସମ୍ମୁଖ ରାସ୍ତାରେ ବର୍ଷାଜଳ ସୁଅ ଛୁଟୁଛି     

28 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳରେ ଜଳନିଷ୍କାସନ ବ୍ୟବସ୍ଥା ପଙ୍ଗୁ ହୋଇଯାଇଛି । ଅସ ରାଏ ବର୍ଷା ହେଲେ ସହର ବିଭିନ୍ନ ସ୍ଥାନରେ ବର୍ଷା ଜଳ ସୁଅ ଛୁଟୁଛି । ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ହାଇସ୍କୁଲ […]

ଦିର୍ଘଦିନ ହେଲା ବଡପଡା ସରପଂଚଙ୍କ ଦେହାନ୍ତ , ପଂଚାୟତ ଉପ ନିର୍ବାଚନ ବିଳମ୍ବ

28 August 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତର ସରପଂଚଙ୍କ ଦିର୍ଘଦିନ ହେବ ଦେହାନ୍ତ ପରେ ମଧ୍ୟ ଉପନିର୍ବାଚନ ପାଇଁ ରାଜ୍ୟ ସରକାର କୌଣସି ପଦକ୍ଷେପ ନନେବାରୁ ପଂଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । […]

ସରସ୍ବତୀ ଶିଶୁଶିକ୍ଷାମନ୍ଦିରରେ ନନ୍ଦ ଉତ୍ସବ ଓ କୃଷ୍ଣବେଶ ପ୍ରତିଯୋଗିତା

27 August 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୭/୯-ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଆଧ୍ୟାତ୍ମିକ ଚିନ୍ତା ଓ ଚେତନା ମଧ୍ୟରେ ଗଢି ଉଠିଥିବା ନିଆରା ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁ ଶିକ୍ଷାମନ୍ଦିରରେ ନନ୍ଦ ଉତ୍ସବ ଓ କୃଷ୍ଣବେଶ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ […]

ସ୍ୱର୍ଗ ଆଉ କେତେ ଦୂର ପୁସ୍ତକ ଉନ୍ମୋଚିତ

27 August 2024 kanika odisha 0

ପଟ୍ଟାମୁଣ୍ଡାଇ ୨୭/୯-ଓଡିଶାର ବିଶିଷ୍ଟ କଥାକାର ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ଶ୍ରୀକ୍ଷେତ୍ର ମହିମା ଉପରେ ୨୫ତମ ପୁସ୍ତକ ସ୍ୱର୍ଗ ଆଉ କେତେ ଦୂର ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ସାବିତ୍ରୀ […]

ସମାଜସେବୀ ଭାବଗ୍ରାହୀ ଧଳଙ୍କ ପରଲୋକ

26 August 2024 kanika odisha 0

କେନ୍ଦ୍ରାପଡା,୨୬ା୮ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡ଼ା ଗ୍ରାମପଞ୍ଚାୟତର ସୁବଳା ଗ୍ରାମର ସମାଜସେବୀ ଭାବଗ୍ରାହୀ ଧଳଙ୍କର ୮୫ବର୍ଷ ବୟସରେ ତାଙ୍କ ସୁବଳାସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର […]

ଗୋବିନ୍ଦଜୀଉ ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ

26 August 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୮:କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀଉ ମନ୍ଦିରରେ ଜନ୍ମାଷ୍ଟମୀ ତଥା ଶ୍ରୀକୃଷ୍ଣ ଜନ୍ମୋତ୍ସବ ମହାସମାରୋହରେ ପାଳିତ ହୋଇଛି । ମନ୍ଦିରକୁ ଆଲୋକମାଳାରେ ସଜା ଯାଇଛି। ହଜାର ହଜାର ଶ୍ରଦ୍ଧାଳୁ ଏହି ମହୋତ୍ସବରେ […]