ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କଲେ ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ : ପଟ୍ଟାମୁଣ୍ଡାଇ ସରସ୍ୱତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ପାଳନ

26 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରପାଳିକା ଅନ୍ତର୍ଗତ ପହରାଜପୁରସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ମହାଆଡମ୍ବର ସହ ସୋମବାର ପାଳିତ ହୋଇଯାଇଛି। ଶିଶୁମନ୍ଦିର ପରିଚାଳନା କମିଟି ଉପସଭାପତି ସୁଜାତା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ […]

ବାଇକରେ ସାଇଟମରାକୁ ନେଇ ଦୁଇ ଗୋଷ୍ଠି ଭିତରେ ଗଣ୍ଡଗୋଳ

26 August 2024 kanika odisha 0

କେନ୍ଦ୍ରାପଡ଼ା, ୨୫ା୮, କଟକ – ଚାନ୍ଦବାଲି ରାସ୍ତାର ତିନିମୂହାଣୀଛକରୁ ମାରୁତି ଛକ ଯିବା ବେଳେ ଜନୈକ ଯୁବକଙ୍କୁ ୪ ଜଣ ଦୁର୍ବୁତ୍ତବାଇକରେ ଆସି ପ୍ରଥମେ ସାଇଡ୍‌ମାରି ଥିଲେ। ଯୁବକ ଜଣଙ୍କ ପ୍ରତିବାଦ କରିବାରୁ ସେମାନେ […]

ଶିବାନନ୍ଦ ଆଶ୍ରମରେ ସ୍ୱାସ୍ଥ୍ୟସେବା ଶିବିର

25 August 2024 kanika odisha 0

କେନ୍ଦ୍ରାପଡ଼ା, ୨୪ା୮: କେନ୍ଦ୍ରାପଡା ଶିବାନନ୍ଦ ଆଶ୍ରମ ଆନୁକୂଲ୍ୟରେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଗଇଦୁଆସ୍ଥିତ ଶିବାନନ୍ଦ ଚିକିତ୍ସାଳୟରେ ଏକ ଦାତବ୍ୟ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଦିବଗଂତ ବ୍ୟାସଦେବ […]

ମଣ୍ଡଳସ୍ତରୀୟ ବନ ମହୋତ୍ସବ ପାଳନ

23 August 2024 kanika odisha 0

କେନ୍ଦ୍ରାପଡା,୨୩/୮: ଜଙ୍ଗଲ ଓ ପରିବେଶ ବିଭାଗ ଅଧିନରେ ବିଦ୍ୟାଳୟସ୍ତରରେ ଗଠିତ ହୋଇଥିବା ଇକୋ କ୍ଲବମାନଙ୍କୁ ନେଇ ମଣ୍ଡଳସ୍ତରୀୟ ବନ ମହୋତ୍ସବ ନିକିରାଇସ୍ଥିତ ମହାବୀର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ […]

ବିନୋଦବିହାରୀ ମନ୍ଦିରର ପୁନର୍ଗଠନ ପାଇଁ ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡା ବିଧାୟକ

23 August 2024 kanika odisha 0

କେନ୍ଦ୍ରାପଡା,୨୩/୮: କେନ୍ଦ୍ରାପଡା ପୌରପାଳିକା ଅନ୍ତର୍ଗତ ୱାର୍ଡ ନଂ ୧୮ର କାକଟ ମୌଜାରେ ବହୁ ପ୍ରାଚୀନ ମନ୍ଦିର ଶ୍ରୀ ଶ୍ରୀ ବିନୋଦବିହାରୀ ମନ୍ଦିର ଉପରେ ଗତ ୧୯ ତାରିଖରେ ବଜ୍ରାଘାତରେ ଆକସ୍ମିକ ଭାବେ ଦଧିନଉତି ଓ […]

କେନ୍ଦ୍ରାପଡାରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

22 August 2024 kanika odisha 0

କେନ୍ଦ୍ରାପଡ଼ା ୨୨ା୮: ସଂସ୍କୃତ ଭାରତୀ ଆନୁକୂଲ୍ୟରେ ବିଶ୍ୱ ସଂସ୍କୃତ ଦିବସ କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ପ୍ରଥମେ ପଣ୍ଡିତ ମାନଙ୍କ ଦ୍ୱାରା ବଳଦେବ ସହସ୍ରନାମ ପାଠ କରାଯାଇଥିଲା। […]

ଇନ୍ଦୁପୁର ହତ୍ୟାକାଣ୍ଡରେ ୬ ଗିରଫ

22 August 2024 kanika odisha 0

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ବିରୂପା ନଦୀ ଉପରୁ ଜଣେ ଯୁବକ ମଂଟୁଙ୍କୁ କେତେଜଣ ଯୁବାକ ବାଡେଇ ବାଡେଇ ପୋଲ ଉପରୁ ନଦୀକୁ ଫିଙ୍ଗିଦେବା ଘଟଣାରେ ନିକିରାଇ ପୋଲିସ ବିଭିନ୍ନ ସ୍ଥାନରୁ ଚଢାଉ କରି […]

ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ଘଟଣା ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆରସିରେ ମାମଲା

22 August 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ସଂପୃକ୍ତ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା […]

ପାବନ କ୍ଷେତ୍ରରେ ଝୁଲଣ ଯାତ୍ରା ଉଦ୍‌ଯାପିତ

21 August 2024 kanika odisha 0

କେନ୍ଦ୍ରାପଡା,୨୧/୮: କେନ୍ଦ୍ରାପଡା କୋରୋସ୍ଥିତ ପାବନ କ୍ଷେତ୍ର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀକ୍ଷେତ୍ର ନୀତି ପରମ୍ପରା ଅନୁସାରେ ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ସପ୍ତଦିବସ ବ୍ୟାପୀ ପବିତ୍ର ଝୁଲଣ ଯାତ୍ରା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ […]

ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ଓ ଟ୍ରାଫିକ ସମସ୍ୟା ଦୂର ପାଇଁ ପଦକ୍ଷେପ , ଜବରଦଖଲକାରୀ ଦୋକାନୀଙ୍କୁ ଉଛେଦ କଲା ପୌରପାଳିକା

21 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ପାଇଁ ପୌର ପରିଷଦ ପକ୍ଷରୁ ବୁଧବାର ଆରମ୍ଭ ହୋଇଛି ଜବର ଦଖଲ ଉଚ୍ଛେଦ । ସହରର ମୁଖ୍ୟ ରାସ୍ତାରୁ ଜବର ଦଖଲ ଖାଲି କରିବାକୁ ୭ ଦିନ […]

ବିଧାନସଭାର ଦ୍ୱିତୀୟ ଦିନ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ଅପରାହ୍ନ ୪ଟା ଯାଏ ଗୃହମୁଲତବୀ

21 August 2024 kanika odisha 0

ଭୁବନେଶ୍ୱର,୨୧।୮-ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି […]

ମୟୀୟସୀ ସରୋଜିନୀ ସାମଲଙ୍କ ଶ୍ରାଦ୍ଧବାର୍ଷିକୀରେ ଭିନ୍ନକ୍ଷମ ସମ୍ବର୍ଦ୍ଧିତ

20 August 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୦/୮ -ପଟ୍ଟାମୁଣ୍ଡାଇ ବ୍ଲକ ବାଛରା ପଂଚାୟତ ମଣ୍ଡପଡା ଗ୍ରାମର ବିଶିଷ୍ଟ ସମାଜସେବୀ ବରାହ ଚରଣ ସାମଲ (କାଁହୁ )ଙ୍କ ଧର୍ମପତ୍ନୀ ମୟୀୟସୀ ମହିଳା ସରୋଜିନୀ ସାମଲଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ […]

ପଟ୍ଟାମୁଣ୍ଡାଇ ବ୍ଲକରେ ୱାର୍ଡ ସଭ୍ୟ ତାଲିମ ଶିବିର ଉଦଯାପିତ

20 August 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୦/୮ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ପଂଚାୟତ ପ୍ରତିନିଧିମାନଙ୍କୁ ଉପଯୁକ୍ତ ଭାବେ ତାଲିମ କରିବା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକରେ ୱାର୍ଡ ସଭ୍ୟ ମାନଙ୍କୁ ନେଇ ଏକ ତାଲିମ ଶିବିର ଗତ […]

ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀ ଜୟନ୍ତୀ ପାଳିତ

20 August 2024 kanika odisha 0

ପଟ୍ଟାମୁଣ୍ଡାଇ ୨୦/୮-ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୯୧ତମ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶଙ୍କ ପୌରହିତ୍ୟରେ ଆୟୋଜିତ […]

କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଜନ୍ମୋତ୍ସବ

19 August 2024 kanika odisha 0

କେନ୍ଦ୍ରାପଡ଼ା,୧୯ା୮: କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ ଆରଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ଜନ୍ମୋତ୍ସବ ସୋମବାର ପାଳିତ ହୋଇଯାଇଛି। ଶ୍ରୀଜୀଉଙ୍କ ଜନ୍ମୋତ୍ସବ ଅବସରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା ବୋଲି […]

ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତାଙ୍କୁ ସହାୟତା

19 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଚନ୍ଦ୍‌ନନଗର ପଂଚାୟତ ଗୋପ୍ତିରା ଗ୍ରାମର ଦିନ ଦରିଦ୍ର ସରସ୍ୱତୀ ବାୟୀ ଗତ ଦୁଇ ବର୍ଷ ହେବ ରକ୍ତ କର୍କଟ ରୋଗରେ ରୋଗାକ୍ରାନ୍ତ ହୋଇ ଶଯ୍ୟାଶାୟୀ ହୋଇ ପଡ଼ିଛନ୍ତି। ମୁଣ୍ଡ […]

ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ୩ ବଖରା ଚାଳଘର

19 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ ବଡପାଳ ଆରଆଇ ସର୍କଲ ଅଧିନ ଓଉପଦା ପଂଚାୟତ କଜଳବନ୍ଧ ଗାଁର ସୁଶାନ୍ତ କୁଣ୍ଡଙ୍କ ଘରେ ସୋମବାର ସଂନ୍ଧ୍ୟା ୭ଟାରେ ଅଗ୍ନିକାଣ୍ଡ ଘଟି ୩ ବଖରା ଚାଳଘର ପୋଡ଼ି ପାଉଁଶ […]

ବଜ୍ରାଘାତରେ ମନ୍ଦିରରୁ ଖସିଲା ପଥର , ବିପଦଶଙ୍କୁଳ ସ୍ଥିତିରେ ମନ୍ଦିର

19 August 2024 kanika odisha 0

କେନ୍ଦ୍ରାପଡା,୧୯/୮: ବଜ୍ରାଘାତରେ କେନ୍ଦ୍ରାପଡା ସହରସ୍ଥ ଏକ ପ୍ରାଚୀନ ମନ୍ଦିର ଶ୍ରୀ ଗୋପୀନାଥଜୀଉ ବିନୋଦବିହାରୀ ମନ୍ଦିରରୁ ୧୨ଟି ପଥର ଖସିପଡି ବିପଦ ସୃଷ୍ଟି କରିଛି । ସୋମବାର  ପ୍ରାୟ ସନ୍ଧ୍ୟା ୬ଟା ୪୫ମିନିଟ ସମୟରେ ବଜ୍ରପାତ […]

ଶ୍ରୀବଳଦେବଜୀଉଙ୍କୁ ଲାଗି ହେବା ପାଇଁ ଆସିଲା ଏକଲକ୍ଷ ତୁଳସୀ

19 August 2024 kanika odisha 0

କେନ୍ଦ୍ରାପଡ଼ା,୧୮ା୮ : କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ଲାଗି ହେବା ପାଇଁ ଏକଲକ୍ଷ ତୁଳସୀ ଆସି ଇଛାପୁରସ୍ଥିତ ଶ୍ରୀଜୀଉଙ୍କ ମନ୍ଦିରରେ ପହଞ୍ଚିଛି। ଏହି ତୁଳସୀ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ଗୟାସପୁରର ବିଣାପାଣୀ […]

କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତଙ୍କୁ ନୂଆ ଦାୟିତ୍ୱ ,ବିଭିନ୍ନ ମହଲରୁ ଶୁଭେଚ୍ଛା

18 August 2024 kanika odisha 0

ପଟ୍ଟାମୁଣ୍ଡାଇ ୧୭/୮ -ଭାଜପା କେନ୍ଦ୍ରାପଡା ଲୋକସଭା ସଦସ୍ୟ ବୈଜୟନ୍ତ ପଣ୍ଡାଙ୍କୁ ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ ମିଳିଛି । ଏମ୍‌ପି ବୈଜୟନ୍ତଙ୍କ ଉପରେ ଆସ୍ଥା ପ୍ରକଟ କରି ଲୋକସଭା ବାଚସ୍ପତି […]

ଚିକିତ୍ସାରେ ଅର୍ଥ ବାଧକ, ସହାୟତା ଲୋଡ଼ିଲେ କର୍କଟ ଆକ୍ରାନ୍ତ

17 August 2024 kanika odisha 0

କେନ୍ଦ୍ରାପଡା – ଜୀବନରେ ଦୁଃଖ କେତେବେଳେ ଆସେ କାହାକୁ ବି ଜଣାନଥାଏ । ଆଉ ଚିକିତ୍ସାରେ ଯେବେ ଅର୍ଥ ବାଧକ ସାଜେ ସେତେବେଳେ ଦୁଃଖ ଆହୁରି ବଢିଯାଏ । ଆଜକୁ ପାଖାପାଖି ୨ ବର୍ଷ […]

ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ହର ଘର ଏକ ପୈାଦ୍ଧା

17 August 2024 kanika odisha 0

କେନ୍ଦ୍ରାପଡା,୧୭ା୮: ଏକ ସୁସ୍ଥ ପରିବେଶ ଗଠନ ନିମନ୍ତେ ସବୁଜ ବନାନୀର ଅନସ୍ୱୀକାର୍ଯ୍ୟ। ବୃକ୍ଷ ପ୍ରାଣୀ ଜଗତର ପରମବନ୍ଧୁ। ପ୍ରାଣୀ ଓ ଉଭିଦ୍ଦ ନିର୍ଭରଶୀଳ। ତେଣୁ ବୃକ୍ଷଲତା ବିନା ପ୍ରାଣୀଜଗତ ତିଷ୍ଠି ରହିବା ଅସମ୍ଭବ। ବର୍ତ୍ତମାନର […]

ବିପଦ ଶଙ୍କୁଳ ଅବସ୍ଥାରେ ବିଦ୍ୟୁତ ତାର, ଦୂର୍ଘଟଣା ଘଟିବାର ଆଶଙ୍କା

17 August 2024 kanika odisha 0

କେନ୍ଦ୍ରାପଡା,୧୭ା୮: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ବନ୍ଧକଟା ପଞ୍ଚାୟତର ମୁଷାଡିହା ଗ୍ରାମର ଦିଲ୍ଲିପ ଦାଶଙ୍କ ଘର ପାଖରୁ ଗ୍ରାମ ଭିତରକୁ ଯାଇଥିବା ଏଲଟି ଲାଇନ ବିଦ୍ୟୁତ ତାର ଉପରେ ଏକ ବାଉଁଶ ବୁଦା […]

ବକେୟା ଦରମା ଦାବୀରେ ସଫେଇ କର୍ମଚାରୀଙ୍କ ତାଲା ବନ୍ଦ ଆନ୍ଦୋଳନ

17 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦର ସଫେଇ କର୍ମଚାରୀମାନେ ଦୀର୍ଘ ଦିନ ଧରି ଦରମା ପାଇବାରୁ ବଂଚିତ ହୋଇଥିବାରୁ ପ୍ରତିବାଦରେ ଆଜି ପୌର ପରିଷଦର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ ।  ଏଥିରେ […]