ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ ଡେରାବିଶ ଥାନାରେ ଅବସ୍ଥାପିତ କରାଯାଇଥିବା ବେଳେ ମୁଖ୍ୟାଳୟରେ ଥିବା ତପନ କୁମାର ନାୟକଙ୍କୁ…

୬ଷ୍ଠ ରାଜ୍ୟ ଅର୍ଥ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା ଜିଲ୍ଲାରେ ପହଞ୍ଚିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଜିଲ୍ଲାପାଳ ସ୍ମୃତି ରଞ୍ଜନ…

ଅଷ୍ଟମପ୍ରହର ନାମ ଯଜ୍ଞ

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା, ପ୍ରବଚନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜକ ସୁରେନ୍ଦ୍ର ନାଥ ଶତପଥିଙ୍କ ଦ୍ୱାରା…

ମଦନମୋହନଜୀଉଙ୍କ ଦ୍ୱିତୀୟ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ମଙ୍ଗଳବାର ଦିନ ଘଟ ସ୍ଥାପନ ପରେ ଶୁଭାଧିବାସ…

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୨ତମ ସ୍ୱନକ୍ଷତ୍ର ଦିବସରେ ବରିଷ୍ଠ କୃଷି ବିଜ୍ଞାନୀ ସମ୍ମାନୀତ

କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ ପାଇଁ ବରିଷ୍ଠ କୃଷି ବିଜ୍ଞାନୀ ତଥା ମୃତ୍ତିକା ବିଶେଷଜ୍ଞ ତଥା କଟକ ଜାତୀୟ…

ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୧୨ା୨: କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ରାମନଗରପାଟଣାସ୍ଥିତ ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ ଚଳିତ ମାଘ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିଠାରୁ ମାଘ ପୂର୍ଣ୍ଣିମା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ରବିବାର ଦିନ…

ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ବୈଠକ

କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ କରିଥିଲେ । ମହାସଂଘର ରାଜ୍ୟ ସଭାପତି…

ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ ଏକତ୍ରିତ ହୋଇଥିଲେ । ଦୀର୍ଘଦିନ ପରେ…

ଗରାପୁର ଆଶ୍ରମରେ ଶିବାନନ୍ଦ ତୋରଣ ଉଦଘାଟିତ

କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ…

ନିଶା ମହରଣାଙ୍କ ନୃତ୍ୟକୁ ନେଇ ଛୁରାମାଡ , ଦୁଇ ଗୁରୁତର, ନୃତ୍ୟ ଆରମ୍ଭରୁ ଯାତ୍ରା ବନ୍ଦ

କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା ହେଉଥିବା ବେଳେ ଉକ୍ତ ରାତିରେ ଯାତ୍ରା ଆରମ୍ଭରୁ ବନ୍ଦ ହୋଇଯାଇଛି । ଧସ୍ତାଧସ୍ଥି…

ଦରଦୀ ରାଜନେତା ଥିଲେ ଇନ୍ଦ୍ରମଣି ରାଉତ

କେନ୍ଦ୍ରାପଡ଼ା,୯ା୨:ପୂର୍ବତନ ବିଧାୟକ ଇନ୍ଦ୍ରମଣି ରାଉତ ଶିକ୍ଷକତା ଜୀବନରୁ ରାଜନେତା ହୋଇଥିଲେ। ଶିକ୍ଷକତା କରିବା ସମୟରେ ତାଙ୍କର ସମାଜସେବାର ବାସ୍ନା ବାରି ହୋଇଥିଲା। ସେ ନିଜସ୍ୱ ଅର୍ଥରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ସହାୟକ ହୋଇଥିଲେ। ମାଗୁଣୀ ନାମକ ଜଣେ କିଶୋର ବୁଲା ବିକାଳୀଙ୍କୁ…

ଦୋକାନରେ ଲାଗିଗଲା ନିଆଁ , ପୋଡିହୋଇ ଜଣେ ମୃତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମହିଳା ଜଣଙ୍କ ହେଲେ ସ୍ଥାନୀୟ ବକ୍ତାରପୁର ଗ୍ରାମର…

ପଟ୍ଟାମୁଣ୍ଡାଇ ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ପଟ୍ଟାମୁଣ୍ଡାଇ ତା ୭/୨-ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ହାଇସ୍କୁଲ୍ ପଡିଆରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବି ଏସ ଏସ…

ପାରାଦୀପ- ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ସମୀକ୍ଷା

କେନ୍ଦ୍ରାପଡା,୨୭ା୧: ପାରାଦୀପ – ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥର ୮ ଲେନ ରାସ୍ତା ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ…

ଗୁଲନଗର ଗ୍ରାମରେ ଶାରଳା ମେଳା

କେନ୍ଦ୍ରାପଡା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଉନବିଂଶ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଇଯାଇଛି । ଝଙ୍କଡ ମା’ ଶାରଳାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ଶ୍ରୀବଳଦେବଜୀଉ ମନ୍ଦିରରୁ କରପଲ୍ଲବ…

ବଳଭଦ୍ରପୁରରେ ରାସ୍ତା ମଝିରେ ବିଦ୍ୟୁତ ଖୁଣ୍ଟ,ଜନତା ଅତିଷ୍ଠ ତୁରନ୍ତ ପ୍ରତିକାର ନହେଲେ ୧୪ରେ ବିଦ୍ୟୁତ ଅଫିସରେ ଧାରଣା

ପଟ୍ଟାମୁଣ୍ଡାଇ ତା ୬/୨-ପଟ୍ଟାମୁଣ୍ଡାଇ ବ୍ଲକର ବଳଭଦ୍ରପୁର ଏକ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ଜଣାଶୁଣା  । ବନ୍ୟା ବିପନ୍ନ ଏହି ପଂଚାୟତ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ମାତୃ ସ୍ଥାନୀୟ ପ୍ରଶାସନ ଓ ପଂଚାୟତ ପ୍ରତିନିଧିଙ୍କ ସହଯୋଗରେ ପର୍ଯ୍ୟାୟକ୍ରମେ ଅନେକ…

ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ବିଷ୍ଣୁ ମହାଯଜ୍ଞ ଆରମ୍ଭ

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞର ଗୁରୁବାର ଶୁଭାରମ୍ଭ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା…

ମାର୍ଶାଘାଇ ବ୍ଲକର ଅଙ୍ଗନୱାଡିକେନ୍ଦ୍ର ଗୁଡିକ ଭାଉଚର ନଥାଇ ସାମଗ୍ରୀ କିଣୁଥିବା ଅଭିଯୋଗ

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା(ଆଇ.ସି.ଡି.ଏସ.) କାର୍ଯ୍ୟାଳୟ ଅଧିନରେ ଥିବା ଅଙ୍ଗନୱାଡିକେନ୍ଦ୍ର ଗୁଡିକ କିଣୁଥିବା ସାମଗ୍ରୀର କୈାଣସି ଭାଉଚର ରଖିନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିପୁର ଗ୍ରାମର…

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା, ୬ା୨: ଶ୍ରୀମତୀ ଦେବୀ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ…

କେନ୍ଦ୍ରାପଡା କଲେଜରେ ମେଗା ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡା,୬ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ଆସନ୍ତା ୧୦ତାରିଖ ସୋମବାର କଲେଜ ଯୁବ ରେଡକ୍ରସ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ମହାବିଦ୍ୟାଳୟର ମୁଖଶାଳାରେ ଅବସ୍ଥିତ ଗାନ୍ଧିଭବନରେ ସେହିଦିନ ସକାଳ ୯ଟାରେ ଏହି ରକ୍ତଦାନ…

ସମାଜସେବୀ କେଶବ ପଣ୍ଡାଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୫/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତର ବିଶିଷ୍ଟ ସମାଜସେବୀ କେଶବ ପଣ୍ଡା ଙ୍କ ଏକାଦଶାହ ଅବସରରେ ଜନ୍ମମାଟି କୁନ୍ଦୁପୁର ଠାରେ ଧ୍ରୁବ ଅନ୍ନପୂର୍ଣ୍ଣା ସେବା ପରିଷଦ ସଭାପତି ନଳିନୀକାନ୍ତ ସ୍ବାଇଁଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ରେ…

ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ବେଳେ ଯୁବ ଓ ଛାତ୍ରକଂଗ୍ରେସ ପକ୍ଷରୁ ବ୍ଲକ ଘେରାଉ ଉଦ୍ୟମ

ପଟ୍ଟାମୁଣ୍ଡାଇ ୫/୨ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିଥିଲା ବେଳେ ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦବୋଦ୍ଧନ ଦେଉଥିଲେ । ଏହି ସମୟରେ ଛାତ୍ର…

ପଟ୍ଟାମୁଣ୍ଡାଇରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

ପଟ୍ଟାମୁଣ୍ଡାଇ୫/୨ – ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

୬୧୦ପୂର୍ଣ୍ଣ ଅନୁଦାନପ୍ରାପ୍ତ ବରିଷ୍ଠ ପ୍ରଧାନ ଶିକ୍ଷକଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୫ା୨: ୬୧୦ସ୍କିମ ଅନ୍ତର୍ଗତ ୫୧ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଅବସରପ୍ରାପ୍ତ ପ୍ରଧାନଶିକ୍ଷକମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବଡଚଣା ବ୍ଲକ ଅଧିନସ୍ତ ଉଦୟଗିରିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ମଲ୍ଲିକ, ସୁବାସ ପଣ୍ଡା,…