ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବୈଠକ ; ପାଞ୍ଚ ଦଫା ବାଦି ପୁରଣ ନହେଲେ ଆନ୍ଦୋଳନ ତିବ୍ର କରିବାକୁ ଚେତାବନୀ

17 February 2025 kanika odisha 0

କେନ୍ଦ୍ରାପଡା,୧୭ା୨: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆନ୍ଦୋଳନରେ କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ଜିଲ୍ଲା ଓଷ୍ଟା କାର୍ଯ୍ୟାଳୟଠାରେ ଜିଲ୍ଲା ଓଷ୍ଟା ସଭାପତି ଅଶୋକ କୁମାର ପରିଡାଙ୍କ […]

କେନ୍ଦ୍ରାପଡ଼ା ହେବ ରାଜ୍ୟର ଶିଳ୍ପ କରିଡର: ବୈଜୟନ୍ତ

15 February 2025 kanika odisha 0

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ଜିଲ୍ଲା ରାଜ୍ୟର ଏକ ଶିଳ୍ପ କରିଡର ହେବ ବୋଲି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା ଶୁକ୍ରବାର ଅପରାହ୍ନରେ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗଣମାଧ୍ୟମକୁ […]

ମା’ ସ୍ତରକୁ ନଆସିଲେ ଜଣେ ଆଦର୍ଶ ଶିକ୍ଷକ ହୋଇପାରିବ ନାହିଁ : ପ୍ରେରଣା ତାଲିମ୍ କେନ୍ଦ୍ରରେ ଯୋଗଦେଇ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକଙ୍କ ପରାମର୍ଶ

14 February 2025 kanika odisha 0

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ୫ ଦିନ ବ୍ୟାପି ପ୍ରେରଣା ତାଲିମ […]

କୁତରଙ୍ଗ ପଞ୍ଚାୟତ ହାଇସ୍କୁଲ ରେ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ

14 February 2025 kanika odisha 0

କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ […]

ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଦ୍ୱାରା ପୁଲବାମା ସହିଦ ଦିବସ ପାଳିତ

14 February 2025 kanika odisha 0

କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। […]

ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

13 February 2025 kanika odisha 0

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ ଡେରାବିଶ ଥାନାରେ ଅବସ୍ଥାପିତ କରାଯାଇଥିବା ବେଳେ […]

୬ଷ୍ଠ ରାଜ୍ୟ ଅର୍ଥ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦ୍ରାପଡା ଗସ୍ତ

13 February 2025 kanika odisha 0

କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା ଜିଲ୍ଲାରେ ପହଞ୍ଚିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ […]

ଅଷ୍ଟମପ୍ରହର ନାମ ଯଜ୍ଞ

13 February 2025 kanika odisha 0

କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା, ପ୍ରବଚନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। […]

ମଦନମୋହନଜୀଉଙ୍କ ଦ୍ୱିତୀୟ ବାର୍ଷିକ ଉତ୍ସବ

13 February 2025 kanika odisha 0

କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ମଙ୍ଗଳବାର […]

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୨ତମ ସ୍ୱନକ୍ଷତ୍ର ଦିବସରେ ବରିଷ୍ଠ କୃଷି ବିଜ୍ଞାନୀ ସମ୍ମାନୀତ

13 February 2025 kanika odisha 0

କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ ପାଇଁ ବରିଷ୍ଠ କୃଷି ବିଜ୍ଞାନୀ ତଥା […]

ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ

12 February 2025 kanika odisha 0

କେନ୍ଦ୍ରାପଡା,୧୨ା୨: କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ରାମନଗରପାଟଣାସ୍ଥିତ ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ ଚଳିତ ମାଘ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିଠାରୁ ମାଘ ପୂର୍ଣ୍ଣିମା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । […]

ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ବୈଠକ

10 February 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ […]

ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

10 February 2025 kanika odisha 0

କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ […]

No Image

ଗରାପୁର ଆଶ୍ରମରେ ଶିବାନନ୍ଦ ତୋରଣ ଉଦଘାଟିତ

10 February 2025 kanika odisha 0

କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର […]

ନିଶା ମହରଣାଙ୍କ ନୃତ୍ୟକୁ ନେଇ ଛୁରାମାଡ , ଦୁଇ ଗୁରୁତର, ନୃତ୍ୟ ଆରମ୍ଭରୁ ଯାତ୍ରା ବନ୍ଦ

9 February 2025 kanika odisha 0

କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା ହେଉଥିବା ବେଳେ ଉକ୍ତ ରାତିରେ ଯାତ୍ରା […]

ଦରଦୀ ରାଜନେତା ଥିଲେ ଇନ୍ଦ୍ରମଣି ରାଉତ

9 February 2025 kanika odisha 0

କେନ୍ଦ୍ରାପଡ଼ା,୯ା୨:ପୂର୍ବତନ ବିଧାୟକ ଇନ୍ଦ୍ରମଣି ରାଉତ ଶିକ୍ଷକତା ଜୀବନରୁ ରାଜନେତା ହୋଇଥିଲେ। ଶିକ୍ଷକତା କରିବା ସମୟରେ ତାଙ୍କର ସମାଜସେବାର ବାସ୍ନା ବାରି ହୋଇଥିଲା। ସେ ନିଜସ୍ୱ ଅର୍ଥରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ସହାୟକ ହୋଇଥିଲେ। ମାଗୁଣୀ […]

ଦୋକାନରେ ଲାଗିଗଲା ନିଆଁ , ପୋଡିହୋଇ ଜଣେ ମୃତ

9 February 2025 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମହିଳା […]

ପଟ୍ଟାମୁଣ୍ଡାଇ ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

7 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୭/୨-ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ହାଇସ୍କୁଲ୍ ପଡିଆରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏହି ଉପଲକ୍ଷେ […]

ପାରାଦୀପ- ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ସମୀକ୍ଷା

7 February 2025 kanika odisha 0

କେନ୍ଦ୍ରାପଡା,୨୭ା୧: ପାରାଦୀପ – ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥର ୮ ଲେନ ରାସ୍ତା ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ […]

ଗୁଲନଗର ଗ୍ରାମରେ ଶାରଳା ମେଳା

7 February 2025 kanika odisha 0

କେନ୍ଦ୍ରାପଡା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଉନବିଂଶ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଇଯାଇଛି । ଝଙ୍କଡ ମା’ ଶାରଳାଙ୍କ ମନ୍ଦିରରୁ ଆଜ୍ଞାମାଳ […]

ବଳଭଦ୍ରପୁରରେ ରାସ୍ତା ମଝିରେ ବିଦ୍ୟୁତ ଖୁଣ୍ଟ,ଜନତା ଅତିଷ୍ଠ ତୁରନ୍ତ ପ୍ରତିକାର ନହେଲେ ୧୪ରେ ବିଦ୍ୟୁତ ଅଫିସରେ ଧାରଣା

6 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୨-ପଟ୍ଟାମୁଣ୍ଡାଇ ବ୍ଲକର ବଳଭଦ୍ରପୁର ଏକ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ଜଣାଶୁଣା  । ବନ୍ୟା ବିପନ୍ନ ଏହି ପଂଚାୟତ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ମାତୃ ସ୍ଥାନୀୟ ପ୍ରଶାସନ ଓ […]

ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ବିଷ୍ଣୁ ମହାଯଜ୍ଞ ଆରମ୍ଭ

6 February 2025 kanika odisha 0

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞର ଗୁରୁବାର ଶୁଭାରମ୍ଭ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ […]

ମାର୍ଶାଘାଇ ବ୍ଲକର ଅଙ୍ଗନୱାଡିକେନ୍ଦ୍ର ଗୁଡିକ ଭାଉଚର ନଥାଇ ସାମଗ୍ରୀ କିଣୁଥିବା ଅଭିଯୋଗ

6 February 2025 kanika odisha 0

କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା(ଆଇ.ସି.ଡି.ଏସ.) କାର୍ଯ୍ୟାଳୟ ଅଧିନରେ ଥିବା ଅଙ୍ଗନୱାଡିକେନ୍ଦ୍ର ଗୁଡିକ କିଣୁଥିବା ସାମଗ୍ରୀର କୈାଣସି ଭାଉଚର ରଖିନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଜିଲ୍ଲାର […]

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

6 February 2025 kanika odisha 0

କେନ୍ଦ୍ରାପଡ଼ା, ୬ା୨: ଶ୍ରୀମତୀ ଦେବୀ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. […]