କେନ୍ଦ୍ରାପଡା, ୨୧/୫: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ବିଭାଗ ସହଯୋଗିତାରେ ମାଧପୁରସ୍ଥିତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ କେନ୍ଦ୍ରରେ ଥେରାପି ଗ୍ରହଣ କରୁଥିବା ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିନ ଇନ୍ଦୁପୁର…
Category: ଆନ୍ତର୍ଜାତୀୟ
କେନ୍ଦ୍ରାପଡା ଜିଲ୍ଲାରେ ୩ ଲୋକସଭା ଓ ୪ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ ନାକଚ
କେନ୍ଦ୍ରାପଡ଼ା, ୧୫ା୫: ଚଳିତ ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ କେନ୍ଦ୍ରାପଡା ଲୋକସଭା ନିମନ୍ତେ ଦାଖଲ କରିଥିବା ୩ ସାଂସଦ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଥିବା ବେଳେ କେନ୍ଦ୍ରାପଡା ଓ ଆଳି ବିଧାନସଭା କ୍ଷେତ୍ର ପାଇଁ ଦାଖଲ କରାଯାଇଥିବା ୪ଜଣ ବିଧାନସଭା ପ୍ରାର୍ଥୀଙ୍କ…
ନାମାଙ୍କନ ପୂର୍ବରୁ ଶକ୍ତି ପ୍ରଦର୍ଶନ , ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ନେତା
ସାଧାରଣ ନିର୍ବାଚନ ପାଇଁ ମଇ ୭ତାରିଖ ବୁଧୁବାରଠାରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଭରୁଛନ୍ତି ନେତା । ପ୍ରବଳ ଖରା ସତ୍ୱେ ବିଭିନ୍ନ ଦଳର ନେତା ଦଳ…
କଂସାର ପଞ୍ଚାୟତରେ ମତଦାତା ସଚେତନତା ଶୋଭାଯାତ୍ରା
କେନ୍ଦ୍ରାପଡା: କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କଂସାର ପଞ୍ଚାୟତରେ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ଓ ମା କୃପାମୟୀ ଯୁବକ ସଂଘ ପକ୍ଷରୁ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷ କଂସାର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ୱେଚ୍ଛାସେବୀ ମାନେ ସଚେତନତା ପ୍ରଚାରପତ୍ର…
ଚକ୍ରୋଡା ଗ୍ରାମପଞ୍ଚାୟତରେ ବିଜେଡିର ବନ୍ଧୁମିଳନ
କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ଠାରେ ବିଜୁଜନତାଦଳର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡିର ବରିଷ୍ଠ ନେତା ପ୍ରଦୀପ୍ତ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ଭାରତୀୟ ଜନତା ପାର୍ଟିର କର୍ମୀ ସମ୍ମିଳନୀ
କେନ୍ଦ୍ରାପଡ଼ା, ୮/୫: କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର କେନ୍ଦ୍ରାପଡ଼ା ସହରସ୍ଥିତ ଦ ଡେଷ୍ଟିନେସନ କାକଟଠାରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଅଞ୍ଚଳର ଏକ ବିଶାଳ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡ଼ା ବିଧାନସଭା ସଂଯୋଜକ ଉପିନ ରାଉତଙ୍କ ସଂଯୋଜନାରେ କେନ୍ଦ୍ରାପଡ଼ା ନଗରର…
ଧୋୟାଞ୍ଚଳରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ସ୍ୱାଇଁଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଞ୍ଚଳର ୭ଟି ପଂଚାୟତ ପକ୍ଷରୁ ରାଜ୍ୟ ବିଜେଡିର ନବନିଯୁକ୍ତ ସାଧାରଣସମ୍ପାଦକ ବିଜୟ କେତନ ସ୍ୱାଇଁଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଟାଣୁଆ ନେତା ତଥା ପଟ୍ଟାମୁଣ୍ଡାଇ -ରାଜନଗର ବିକାଶ…
ପ୍ରବଳ ଗ୍ରୀଷ୍ମପ୍ରବାହ ବେଳେ ପାନୀୟଜଳରୁ ବଞ୍ଚିତ ଆୟତପୁର ପଞ୍ଚାୟତବାସୀ , ଉଚ୍ଚକ୍ଷମତା ସମ୍ପନ୍ନ ପାଣିଟାଙ୍କି ଥାଇବି ଯୋଗାଣ ବନ୍ଦ
କେନ୍ଦ୍ରାପଡା, ୮ା୫: ୧ଲକ୍ଷ ଲିଟରର ଉଚ୍ଚକ୍ଷମତା ସମ୍ପନ୍ନ ପାଣିଟାଙ୍କି ଥାଇବି ଗତ ଦୁଇଦିନ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ ବେଳେ ପିଇବା ପାଣିରୁ ବଞ୍ଚିତ ହୋଇ ଡହଳବିକଳ ହେଉଛନ୍ତି ଆୟତପୁର ପଞ୍ଚାୟତବାସୀ । ଏ ନେଇ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ…
ଜିଲ୍ଲା କଳାକାର ସମ୍ମିଳନୀ
ରାଜ୍ୟ ସରକାର କଳାକାର ଭତା ବୃଦ୍ଧି ଠାରୁ ଆରମ୍ଭ କରି କଳା, ସାହିତ୍ୟ ଓ ସଂସ୍କୃତିକୁ ପ୍ରୋତ୍ସାହନ ଦେବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଚଳିତ ସାଧାରଣ ନିର୍ବାଚନରେ କଳାକାରମାନଙ୍କ ଅକୁଣ୍ଠ ସମର୍ଥନ ହାସଲ କରିବା ପାଇଁ ସ୍ୱତନ୍ତ୍ର…
ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରର ବ୍ୟାପକ ଦୁର୍ନୀତି ବିରୋଧରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା, ୭ା୫: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମପଞ୍ଚାୟତର ବଜାରଦାଣ୍ଡି ଅଙ୍ଗନୱାଡି କେନ୍ଦ୍ରରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ନିମନ୍ତେ ମହୁ ଗ୍ରାମର ଗଙ୍ଗାଧର ପାତ୍ରଙ୍କ ପତ୍ନୀ ମଞ୍ଜୁଲତା ପାତ୍ର ଆଜି ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ନିକଟରେ…
ଓଡିଆ ପୁଅ ବିଜେପିର ମୁଖ୍ୟମନ୍ତ୍ରୀ ହବ : ଜିଲ୍ଲା ବିଜେପିର ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡ଼ା, ୭ା୫: ବିଗତ ୨୫ବର୍ଷ ଧରି ରାଜ୍ୟରେ ଶାସନ କରୁଥିବା ବିଜେଡି ସରକାର ଦୁର୍ନୀତିରେ ବୁଡିରହିଛି । ରାଜ୍ୟରେ ଯେଭଳି ବିକାଶ ହେବା କଥା ତାହା ହୋଇନାହିଁ । ଚଳିତ ନିର୍ବାଚନ ପରେ ଓଡିଶାରେ ବିଜେପିର ମୁଖ୍ୟମନ୍ତ୍ରୀ ଜଣେ ଓଡିଆ ହେବେ…
ରାଜନଗର ନିର୍ବାଚନ ମଣ୍ଡଳୀ ; ହାତ ଧରି ପାରନ୍ତି ଅଲେଖ !
ପଟ୍ଟାମୁଣ୍ଡାଇ ୧୬/୪ କଳ୍ପତରୁ ନାୟକ -ଉପକୂଳ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି । ବିଜୁ ଜନତା ଦଳ ବର୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ଚଳିତ ନିର୍ବାଚନ ପାଇଁ ପୁଣିଥରେ…
ଆନ୍ତର୍ଜାତୀୟ ଅଶୋଭନୀୟତା ନିରୋଧ ଦିବସ ପାଳିତ
କେନ୍ଦ୍ରାପଡ଼ା, ୮ା୪: କେନ୍ଦ୍ରାପଡା ଗରାପୁରସ୍ଥିତ ଶୋଭନୀୟ ଶିକ୍ଷାଶ୍ରମ ମୁଖ୍ୟ ଫାଟକ ନିକଟରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଆନ୍ଦୋଳନର କେନ୍ଦ୍ରାପଡା ସଂଯୋଜିକା ମମତା ମଲ୍ଲଙ୍କ ସଂଯୋଜନାରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଦିବସ ଓ ପୂଜ୍ୟ କୁମାର ଭାଇଙ୍କ ୭୭ତମ ଜୟନ୍ତୀ ପାଳିତ ହୋଇଯାଇଛି…
ଅଯୋଧ୍ୟାରେ ଅନୁଷ୍ଠିତ ହୋଇଥିବା “ରାମ ଉତ୍ସବ” ଜାତୀୟ ସ୍ତରୀୟ ଚିତ୍ର କର୍ମଶାଳାରେ ଏକମାତ୍ର ଓଡିଆ ଯୁବ ଚିତ୍ରଶିଳ୍ପୀ ଭାବେ ସୌମ୍ୟରଂଜନ ପଟ୍ଟନାୟକ ସମ୍ମାନିତ ।
କେନ୍ଦ୍ରାପଡା ମହିପାଳ ସରକାରୀ ହାଇସ୍କୁଲର ଚିତ୍ରକଳା ଶିକ୍ଷକ ତଥା କ୍ରିଷ୍ଣା ଆର୍ଟ ଆଣ୍ଡ କଲଚର ଏକାଡେମୀର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଅଯୋଧ୍ୟାରେ ଅନୁଷ୍ଠିତ ହୋଇଥିବା “ରାମ ଉତ୍ସବ” ଶୀର୍ଷକ ଚିତ୍ର କର୍ମଶାଳାରେ ସମ୍ମାନୀତ କରାଯାଇଅଛି । ଚଳିତ ମାସ…
ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ : କଂଗ୍ରେସର ଗ୍ୟାରେଣ୍ଟି- ସୁଖି ଓଡିଶା ସମୃଦ୍ଧ ଓଡିଶା
କେନ୍ଦ୍ରାପଡ଼ା, ୨୩ା୩: ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶରେ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ ସଭାପତି ଲୋକନାଥ ମହାରଥୀଙ୍କ ପୌରୋହିତ୍ୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର…
ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଘର ଭବ୍ୟ ସ୍ୱାଗତ
କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଆଜି ନବରଙ୍ଗପୁରର ପୂର୍ବ ଡିଇଓ ପ୍ରଦୀପ କୁମାର ନାଗ ଦାୟିତ୍ୱ ଗ୍ରହଣ କରିବା ପରେ ଶିକ୍ଷକ ସଂଘ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଇତ୍ୟବସରରେ ଜିଲ୍ଲା ମିଳିତ…
ରାଜ୍ୟରେ ମଡେଲ କୋର୍ଡ ଅଫ କଣ୍ଡକ୍ଟ ଲାଗୁ
ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…
ମାର୍ଚ୍ଚ ୫ରେ ଯାତ୍ରୀବାହୀ ରେଳ ଚଳାଚଳ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ୱର
କେନ୍ଦ୍ରାପଡ଼ା,୨ା୩: ଆସନ୍ତା ମାର୍ଚ୍ଚ ୫ ତାରିଖ ଦୈତାରୀ-ପାରାଦ୍ୱୀପ ଜାତୀୟ ରାଜପଥର ୮ ଲେନ୍ ପ୍ରଶସ୍ତିକରଣ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡିଖୋଲ ଗସ୍ତ କାର୍ଯ୍ୟକ୍ରମକୁ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ସ୍ୱାଗତ କରିବା ସହ କେନ୍ଦ୍ରାପଡାବାସୀଙ୍କୁ ରେଳସେବା ଯୋଗାଇ ଦେବାକୁ ଦାବି…
ଶ୍ରୀ ରାଧା ଗୋବିନ୍ଦଜୀୟୁଙ୍କ ବସନ୍ତ ଉତ୍ସବ
କେନ୍ଦ୍ରାପଡ଼ା,୧୫ା୨: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ…
ସଡକ ଦୁର୍ଘଟଣାରେ ବରିଷ୍ଠ ଆଇନଜୀବୀଙ୍କ ମୃତ୍ୟୁ
ଗତକାଲି ଦୁର୍ଘଟଣାରେ ଗୁରୁତର ହୋଇଥିବା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ତଥା ସଂସାର ଫଳ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ, ବରିଷ୍ଠ ଆଇନଜୀବୀ ଶିବ ପ୍ରସାଦ ସାମନ୍ତରାୟଙ୍କ ପରଲୋକ ଘଟିଛି। ଗତକାଲି ଦୁର୍ଘଟଣାର ଶିକାର ହୋଇ ଅତ୍ୟନ୍ତ ମୁମୁର୍ଷ ଅବସ୍ଥାରେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରରେ…
କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗର ଆଲୋଚନାଚକ୍ର
କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନ ଶାସ୍ତ୍ର ବିଭାଗ ଆନୁକୂଲ୍ୟରେ “ଅତି ଭୈାତିକ ବିଦ୍ୟା ଅନୁସାରେ ଆତ୍ମାର ପରିଚୟ ଏବଂ ପରିଭାଷା”ଶୀର୍ଷକ ଏକ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଆଜି ଅନୁଷ୍ଠିତ ହୋଇଯାଇଛି । ଦର୍ଶନଶାସ୍ତ୍ର ବିଭାଗ ମୁଖ୍ୟ…
ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ : କଳାକାର ମାନଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା
କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ୫ମ ବାର୍ଷିକ ଉତ୍ସବ ଦୁଇ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି । ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ସଭାପତି କୁଞ୍ଜ ବିହାରୀ ତ୍ରିପାଠୀଙ୍କ…
ଓଡିଶାରୁ ଲୋକସଭାରେ ୨ ବିଧାନସଭାରେ ୭ ଆସନ ଦାବିକଲା ସଂଖ୍ୟାଲଘୁ
କେନ୍ଦ୍ରାପଡା ୭ା୨- ଓଡିଶା ରାଜ୍ୟର ମୁସଲିମମାନଙ୍କ ସଂଖ୍ୟା ଅନୁପାତରେ ବିଧାନସଭା ନିମନ୍ତେ ୭ଟି ଆସନ ଏବଂ ଲୋକସଭା ପାଇଁ ୨ଟି ଆସନ ଓଡିଶାରେ ସଂରକ୍ଷିତ ରଖିବାକୁ ରାଜ୍ୟ ମୁସଲିମ ସଂଘ (ଆରଏମଏସ) କେନ୍ଦ୍ରାପଡାରେ ଅନୁଷ୍ଠିତ ସମାବେଶରେ ଦାବିକୁ ଯୋରଦାର କରିଛନ୍ତି ।…
ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗର ରାଜ୍ୟସ୍ତରୀୟ ଆଲୋଚନାଚକ୍ର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ପକ୍ଷରୁ “ସ୍ତୋକାଷ୍ଟିକ ପ୍ରୋସେସ ଓ କଂପ୍ଲେକ୍ସ ଡିନାମିକସ ” ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଆୟୋଜିତ ରାଜ୍ୟ ସ୍ତରୀୟ ଆଲୋଚନାଚକ୍ରରେ…









