ପ୍ରାକ୍ତନ ସେନା କର୍ମଚାରୀଙ୍କୁ ଛୁରାମାଡ

15 June 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଧିନ ସାନଅଢଙ୍ଗା ଗ୍ରାମ ସନ୍ନିକଟସ୍ଥ ଏକ ମଦ କାଉଁଟର ପାଖରେ ଜଣେ ପ୍ରାକ୍ତନ ସେନା କର୍ମଚାରୀ ପ୍ରମୋଦ ରାଉତଙ୍କୁ ଆଜି ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଛୁରା […]

କାକଟ ମଙ୍ଗଳା କ୍ଲବରେ ରଜ ମହତ୍ସବ

15 June 2024 kanika odisha 0

କେନ୍ଦ୍ରାପଡା ୧୫/୬- କେନ୍ଦ୍ରାପଡା ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଶ୍ରୀ ଶ୍ରୀ ମା କାକଟ ମଙ୍ଗଳା କ୍ଳବ୍ ଆନୁକୁଲ୍ୟରେ ପବିତ୍ର ରଜପର୍ବ ଉପଲକ୍ଷେ ଏକ ବିରାଟ ରଜ ମହୋତ୍ସବ ଶୁକ୍ରବାର ପ୍ରଥମ ରଜ ଉପଲକ୍ଷେ […]

ପ୍ରିୟଶ୍ଳୋକ ଆର୍ଯ୍ୟ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ , ଭିନ୍ନକ୍ଷମ ଓ ଅସହାୟଙ୍କୁ ଆର୍ଥିକ ସହାୟତା

8 June 2024 kanika odisha 0

କେନ୍ଦ୍ରାପଡ଼ା, ୮ା୬: କେନ୍ଦ୍ରାପଡା ଜିଲ୍ଲା ପ୍ରିୟଶ୍ଳୋକ ଆର୍ଯ୍ୟ ଫାଉଣ୍ଡେସନ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଆଜି ଶନିବାର ଦିନ କେଶପୁର ବଜାରଠାରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଆଇନଜୀବୀ ଲଳିତେନ୍ଦୁ ପଣ୍ଡା ସଭା […]

ବିଜେଡି ପ୍ରାର୍ଥୀ ଧ୍ରୁବ ସାହୁଙ୍କ ବିପୁଳ ବିଜୟ

4 June 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ରାଜନଗରରେ ବିଜେଡି ପ୍ରାର୍ଥୀ ପ୍ରଭାବଶାଳୀ ଯୁବନେତା ଧ୍ରୁବ ସାହୁ ବିପୁଳ ବିଜୟ ହାସଲ କରି ନିଜର ନିକଟମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ଲଳିତ ବେହେରାଙ୍କୁ ୧୮ […]

କେନ୍ଦ୍ରାପଡା ବିଧାନସଭା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

28 May 2024 kanika odisha 0

କେନ୍ଦ୍ରାପଡ଼ା, ୨୮ା୫: ନିଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ହଳଧର ସେଠୀଙ୍କ ସଭାପତିତ୍ୱରେ କଜଳାସ୍ଥିତ କଂଗ୍ରେସ ଭବନରେ କେନ୍ଦ୍ରାପଡା ବିଧାନସଭା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । […]

ପୁନର୍ବାସରେ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

21 May 2024 kanika odisha 0

କେନ୍ଦ୍ରାପଡା, ୨୧/୫: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ବିଭାଗ ସହଯୋଗିତାରେ ମାଧପୁରସ୍ଥିତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ କେନ୍ଦ୍ରରେ ଥେରାପି ଗ୍ରହଣ କରୁଥିବା ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । […]

କେନ୍ଦ୍ରାପଡା ଜିଲ୍ଲାରେ ୩ ଲୋକସଭା ଓ ୪ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ ନାକଚ

15 May 2024 kanika odisha 0

କେନ୍ଦ୍ରାପଡ଼ା, ୧୫ା୫: ଚଳିତ ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ କେନ୍ଦ୍ରାପଡା ଲୋକସଭା ନିମନ୍ତେ ଦାଖଲ କରିଥିବା ୩ ସାଂସଦ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଥିବା ବେଳେ କେନ୍ଦ୍ରାପଡା ଓ ଆଳି ବିଧାନସଭା କ୍ଷେତ୍ର ପାଇଁ […]

ନାମାଙ୍କନ ପୂର୍ବରୁ ଶକ୍ତି ପ୍ରଦର୍ଶନ , ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ନେତା

13 May 2024 kanika odisha 0

ସାଧାରଣ ନିର୍ବାଚନ ପାଇଁ ମଇ ୭ତାରିଖ ବୁଧୁବାରଠାରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଭରୁଛନ୍ତି ନେତା । ପ୍ରବଳ ଖରା […]

କଂସାର ପଞ୍ଚାୟତରେ ମତଦାତା ସଚେତନତା ଶୋଭାଯାତ୍ରା

12 May 2024 kanika odisha 0

କେନ୍ଦ୍ରାପଡା: କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କଂସାର ପଞ୍ଚାୟତରେ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ଓ ମା କୃପାମୟୀ ଯୁବକ ସଂଘ ପକ୍ଷରୁ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷ କଂସାର ପଞ୍ଚାୟତର ବିଭିନ୍ନ […]

ଚକ୍ରୋଡା ଗ୍ରାମପଞ୍ଚାୟତରେ ବିଜେଡିର ବନ୍ଧୁମିଳନ

12 May 2024 kanika odisha 0

କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ଠାରେ ବିଜୁଜନତାଦଳର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡିର ବରିଷ୍ଠ ନେତା ପ୍ରଦୀପ୍ତ […]

ଭାରତୀୟ ଜନତା ପାର୍ଟିର କର୍ମୀ ସମ୍ମିଳନୀ

9 May 2024 kanika odisha 0

କେନ୍ଦ୍ରାପଡ଼ା, ୮/୫: କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର କେନ୍ଦ୍ରାପଡ଼ା ସହରସ୍ଥିତ ଦ ଡେଷ୍ଟିନେସନ କାକଟଠାରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଅଞ୍ଚଳର ଏକ ବିଶାଳ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡ଼ା ବିଧାନସଭା ସଂଯୋଜକ […]

ଧୋୟାଞ୍ଚଳରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ସ୍ୱାଇଁଙ୍କୁ ସମ୍ବର୍ଦ୍ଧନା

8 May 2024 kanika odisha 0

କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଞ୍ଚଳର ୭ଟି ପଂଚାୟତ ପକ୍ଷରୁ ରାଜ୍ୟ ବିଜେଡିର ନବନିଯୁକ୍ତ ସାଧାରଣସମ୍ପାଦକ ବିଜୟ କେତନ ସ୍ୱାଇଁଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଟାଣୁଆ […]

ପ୍ରବଳ ଗ୍ରୀଷ୍ମପ୍ରବାହ ବେଳେ ପାନୀୟଜଳରୁ ବଞ୍ଚିତ ଆୟତପୁର ପଞ୍ଚାୟତବାସୀ , ଉଚ୍ଚକ୍ଷମତା ସମ୍ପନ୍ନ ପାଣିଟାଙ୍କି ଥାଇବି ଯୋଗାଣ ବନ୍ଦ

8 May 2024 kanika odisha 0

କେନ୍ଦ୍ରାପଡା, ୮ା୫: ୧ଲକ୍ଷ ଲିଟରର ଉଚ୍ଚକ୍ଷମତା ସମ୍ପନ୍ନ ପାଣିଟାଙ୍କି ଥାଇବି ଗତ ଦୁଇଦିନ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ ବେଳେ ପିଇବା ପାଣିରୁ ବଞ୍ଚିତ ହୋଇ ଡହଳବିକଳ ହେଉଛନ୍ତି ଆୟତପୁର ପଞ୍ଚାୟତବାସୀ । ଏ ନେଇ […]

ଜିଲ୍ଲା କଳାକାର ସମ୍ମିଳନୀ

7 May 2024 kanika odisha 0

ରାଜ୍ୟ ସରକାର କଳାକାର ଭତା ବୃଦ୍ଧି ଠାରୁ ଆରମ୍ଭ କରି କଳା, ସାହିତ୍ୟ ଓ ସଂସ୍କୃତିକୁ ପ୍ରୋତ୍ସାହନ ଦେବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଚଳିତ ସାଧାରଣ ନିର୍ବାଚନରେ କଳାକାରମାନଙ୍କ ଅକୁଣ୍ଠ […]

ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରର ବ୍ୟାପକ ଦୁର୍ନୀତି ବିରୋଧରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଅଭିଯୋଗ

7 May 2024 kanika odisha 0

କେନ୍ଦ୍ରାପଡ଼ା, ୭ା୫: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମପଞ୍ଚାୟତର ବଜାରଦାଣ୍ଡି ଅଙ୍ଗନୱାଡି କେନ୍ଦ୍ରରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ନିମନ୍ତେ ମହୁ ଗ୍ରାମର ଗଙ୍ଗାଧର ପାତ୍ରଙ୍କ ପତ୍ନୀ ମଞ୍ଜୁଲତା ପାତ୍ର ଆଜି […]

ଓଡିଆ ପୁଅ ବିଜେପିର ମୁଖ୍ୟମନ୍ତ୍ରୀ ହବ : ଜିଲ୍ଲା ବିଜେପିର ସାମ୍ବାଦିକ ସମ୍ମିଳନୀ

7 May 2024 kanika odisha 0

କେନ୍ଦ୍ରାପଡ଼ା, ୭ା୫: ବିଗତ ୨୫ବର୍ଷ ଧରି ରାଜ୍ୟରେ ଶାସନ କରୁଥିବା ବିଜେଡି ସରକାର ଦୁର୍ନୀତିରେ ବୁଡିରହିଛି । ରାଜ୍ୟରେ ଯେଭଳି ବିକାଶ ହେବା କଥା ତାହା ହୋଇନାହିଁ । ଚଳିତ ନିର୍ବାଚନ ପରେ ଓଡିଶାରେ […]

No Image

ରାଜନଗର ନିର୍ବାଚନ ମଣ୍ଡଳୀ ;  ହାତ ଧରି ପାରନ୍ତି ଅଲେଖ !

16 April 2024 kanika odisha 0

ପଟ୍ଟାମୁଣ୍ଡାଇ ୧୬/୪ କଳ୍ପତରୁ ନାୟକ -ଉପକୂଳ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି । ବିଜୁ ଜନତା ଦଳ ବର୍ତମାନ ବିଧାୟକ ଧ୍ରୁବ […]

No Image

ଆନ୍ତର୍ଜାତୀୟ ଅଶୋଭନୀୟତା ନିରୋଧ ଦିବସ ପାଳିତ

8 April 2024 kanika odisha 0

କେନ୍ଦ୍ରାପଡ଼ା, ୮ା୪: କେନ୍ଦ୍ରାପଡା ଗରାପୁରସ୍ଥିତ ଶୋଭନୀୟ ଶିକ୍ଷାଶ୍ରମ ମୁଖ୍ୟ ଫାଟକ ନିକଟରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଆନ୍ଦୋଳନର କେନ୍ଦ୍ରାପଡା ସଂଯୋଜିକା ମମତା ମଲ୍ଲଙ୍କ ସଂଯୋଜନାରେ ଆନ୍ତର୍ଜାତିକ ଅଶୋଭୋନୀୟତା ନିରୋଧ ଦିବସ ଓ ପୂଜ୍ୟ କୁମାର […]

 ଅଯୋଧ୍ୟାରେ ଅନୁଷ୍ଠିତ ହୋଇଥିବା “ରାମ ଉତ୍ସବ” ଜାତୀୟ ସ୍ତରୀୟ ଚିତ୍ର କର୍ମଶାଳାରେ ଏକମାତ୍ର ଓଡିଆ ଯୁବ ଚିତ୍ରଶିଳ୍ପୀ ଭାବେ ସୌମ୍ୟରଂଜନ ପଟ୍ଟନାୟକ ସମ୍ମାନିତ ।

26 March 2024 kanika odisha 0

କେନ୍ଦ୍ରାପଡା ମହିପାଳ ସରକାରୀ ହାଇସ୍କୁଲର ଚିତ୍ରକଳା ଶିକ୍ଷକ ତଥା କ୍ରିଷ୍ଣା ଆର୍ଟ ଆଣ୍ଡ କଲଚର ଏକାଡେମୀର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଅଯୋଧ୍ୟାରେ ଅନୁଷ୍ଠିତ ହୋଇଥିବା “ରାମ ଉତ୍ସବ” ଶୀର୍ଷକ ଚିତ୍ର କର୍ମଶାଳାରେ […]

ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ : କଂଗ୍ରେସର ଗ୍ୟାରେଣ୍ଟି- ସୁଖି ଓଡିଶା ସମୃଦ୍ଧ ଓଡିଶା

23 March 2024 kanika odisha 0

କେନ୍ଦ୍ରାପଡ଼ା, ୨୩ା୩: ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶରେ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ ସଭାପତି ଲୋକନାଥ ମହାରଥୀଙ୍କ ପୌରୋହିତ୍ୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । […]

ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଘର ଭବ୍ୟ ସ୍ୱାଗତ

18 March 2024 kanika odisha 0

କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଆଜି ନବରଙ୍ଗପୁରର ପୂର୍ବ ଡିଇଓ ପ୍ରଦୀପ କୁମାର ନାଗ ଦାୟିତ୍ୱ ଗ୍ରହଣ କରିବା ପରେ ଶିକ୍ଷକ ସଂଘ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ […]

ରାଜ୍ୟରେ ମଡେଲ କୋର୍ଡ ଅଫ କଣ୍ଡକ୍ଟ ଲାଗୁ

16 March 2024 kanika odisha 0

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏହି ଅନୁଯାୟୀ, ସମଗ୍ର ଦେଶରେ […]

ମାର୍ଚ୍ଚ ୫ରେ ଯାତ୍ରୀବାହୀ ରେଳ ଚଳାଚଳ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ୱର

2 March 2024 kanika odisha 0

କେନ୍ଦ୍ରାପଡ଼ା,୨ା୩: ଆସନ୍ତା ମାର୍ଚ୍ଚ ୫ ତାରିଖ ଦୈତାରୀ-ପାରାଦ୍ୱୀପ ଜାତୀୟ ରାଜପଥର ୮ ଲେନ୍ ପ୍ରଶସ୍ତିକରଣ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡିଖୋଲ ଗସ୍ତ କାର୍ଯ୍ୟକ୍ରମକୁ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ସ୍ୱାଗତ କରିବା ସହ […]

ଶ୍ରୀ ରାଧା ଗୋବିନ୍ଦଜୀୟୁଙ୍କ ବସନ୍ତ ଉତ୍ସବ

15 February 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୨: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ […]