ପଟ୍ଟାମୁଣ୍ଡାଇ କୋର୍ଟରେ ଆଇନ ସଚେତନତା ଶିବିର

ପଟ୍ଟାମୁଣ୍ଡାଇ ୩୦/୧କଳ୍ପତରୁ ନାୟକ- ସୁପ୍ରିମ କୋର୍ଟଙ୍କ ରାୟକୁ ଇଂରାଜୀ ଭାଷା ବଦଳରେ ଆଂଚଳିକ ଭାଷାରେ ଅନୁବାଦ କରିବା ସମ୍ପର୍କରେ ତାଳୁକ ଆଇନ ସେବା ସମିତି ପକ୍ଷରୁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସିଭିଲ…

“ଦୁହିତା” ଉନ୍ମୋଚନ ଓ କବିତା ପାଠ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୩୦/୧-ଓଡ଼ିଆ ଭାଷାର ଅସ୍ମିତା ସମ୍ପର୍କରେ ଆଲୋଚନାଚକ୍ର, ପତ୍ରିକା “ଦୁହିତା” ଉନ୍ମୋଚନ ଓ ମନୋଜ୍ଞ କବିତା ପାଠ ଉତ୍ସବ କଥାକାର ପ୍ରଫେସର ଡ଼ ନୀଳମଣି ଲେଙ୍କାଙ୍କ ପୌରହିତ୍ୟରେ ବଡ଼ମୋହନପୁର ଠାରେ ଅନୁଷ୍ଠିତ ହୋଇଯାଇଛି । କବି ଡା ମନୋରଞ୍ଜନ ଦାଶ…

ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ସ୍ମ୍ରୁତି ଚାରଣ ସଭା

କେନ୍ଦ୍ରାପଡ଼ା, ୨୯ା୧: ସ୍ୱାଧିନତା ସଂଗ୍ରାମୀ ସ୍ମ୍ରୁତି ସଂସଦ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ୨୪ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ସଂଗ୍ରାମୀଙ୍କ ସ୍ମ୍ରୁତି ଚାରଣ ଓ ସମ୍ବର୍ଦ୍ଧନା ସଭା ବଗଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରବୀନ୍ଦ୍ର ପ୍ରସାଦ…

କନ୍ଧା ଚାଷୀଙ୍କ ମହାସମାବେଶ , ହକ୍ ପାଇଁ ଚାଷୀ ହେଲେ ଏକ 

କେନ୍ଦ୍ରାପଡ଼ା, ୨୯ା୧ : ରାମଚଣ୍ଡି କୃଷକ ସଭା ଓ ଅଖିଳ ଭାରତ କୃଷକ ସଭାର ମିଳିତ ଡାକରାରେ ଗୋପ ଛକ ଠାରୁ ଏକବିଶାଳ କୃଷକ ଶୋଭାଯାତ୍ରା, ସାଥି ନିରଞ୍ଜନ ଦାଶ, ସାଥି ବିଚିତ୍ର ମଲ୍ଲ, ସାଥି ସୁବାଷ ମହାପାତ୍ର, ସାଥି ଶୋହାନା…

କେନ୍ଦ୍ରାପଡା ପାଲାଗାୟକ ପରିଷଦ ନୂତନ କର୍ମକର୍ତ୍ତାଙ୍କ ଶପଥପାଠ

କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ଶାଖାର ନୀଳାଚଳ ନିଖିଳୋତ୍କଳ ପାଲାଗାୟକ ପରିଷଦର ବାର୍ଷିକ ଉତ୍ସବ ରାଣୀପୋଖରୀଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୂତନ ଭାବେ କର୍ମକର୍ତ୍ତା ନିର୍ବାଚିତ ହୋଇଥିବା ସଦସ୍ୟମାନଙ୍କୁ ବୁଧବାର ତିନିମୁହାଣୀ ରାମମନ୍ଦିରଠାରେ ପାଲାଗାୟକ ପର୍ଶୁରାମ ପଣ୍ଡାଙ୍କ ସଭାପତିତ୍ୱରେ ଶପଥ ଗ୍ରହଣ ଉତ୍ସବ…

ବଜ୍ରମହାକାଳୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୨୯ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତ ଜରିଆବାଡସ୍ଥିତ ବଜ୍ର ମହାକାଳୀ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦୁଇଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନ ଉତ୍ସବରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ପଟ୍ଟାମୁଣ୍ଡାଇ କଲେଜ ଉଦ୍ଭିଦ ବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୨୯/୧-ପଟ୍ଟାମୁଣ୍ଡାଇ କଲେଜ ଉଦ୍ଭିଦ ବିଜ୍ଞାନ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ଉଦ୍ଭିଦ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ…

ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି କର୍ମଶାଳା

ପଟ୍ଟାମୁଣ୍ଡାଇ ୨୯/୧- ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି ଆନୁକୂଲ୍ୟରେ ଏନଭାରମେଂଟ ଏଂଟରପେନିଓରସିପ ଆଣ୍ଡ ଇଣ୍ଡଷ୍ଟ୍ରି ଇନ ଦ କଂଟେଟ ଅଫ ଏନଇପି-୨୦୨୦ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ସୁଭାଶିଷ ମିଶ୍ରଙ୍କ…

ଅବକାରୀ ବିଭାଗର ଚଢାଉ , ମଦ ସହ ଜଣେ ଗିରଫ

ପଟ୍ଟାମୁଣ୍ଡାଇ ୨୮/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବାଲିପଡା ଗ୍ରାମରେ ଜଣଙ୍କ ଘରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ନକଲି ମଦ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି । ତାଙ୍କ ନାମରେ ଏକ…

କେନ୍ଦ୍ରାପଡା ଜିଲ୍ଲା ନାଟ୍ୟ-କଳା-ସାହିତ୍ୟ ପରିଷଦ ଉତ୍ସବ

କେନ୍ଦ୍ରାପଡ଼ା,୨୮ା୧: କେନ୍ଦ୍ରାପଡା ଜିଲ୍ଲା ନାଟ୍ୟ-କଳା-ସାହିତ୍ୟ ପରିଷଦ ତରଫରୁ ଆୟୋଜିତ କବିତା ପାଠୋତ୍ସବ, ସମ୍ବର୍ଦ୍ଧନା ପର୍ବ ଓ ନାଟ୍ୟ ଉତ୍ସବ ପରିଷଦର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ଥାନୀୟ ଚଣ୍ଡିଆ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କବି…

ବଡପଡା ସରପଂଚ ଉପନିର୍ବାଚନ ; ୬୫.୦୩ ପ୍ରତିଶତ ମତଦାନ, ଭୋଟ ବାକ୍ସରେ ୩ ପ୍ରାର୍ଥୀଙ୍କ ଭାଗ୍ୟ

ପଟ୍ଟାମୁଣ୍ଡାଇ ୨୮।୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତରେ ସରପଂଚ ପଦ ନିମନ୍ତେ ମଙ୍ଗଳବାର ଉପନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିବା ବେଳେ ଏଥିରେ ୬୫.୦୩ ପ୍ରତିଶତ ମତଦାନ ହୋଇଛି । ୩ ପ୍ରାର୍ଥୀଙ୍କ ଭାଗ୍ୟ ଏବେ…

ଯୁଗରୂପା ବିଦ୍ୟା ଭବନର ସୁବର୍ଣ୍ଣ ଜୟନ୍ତୀର ପ୍ରସ୍ତୁତି

କେନ୍ଦ୍ରାପଡା,୨୮ା୧: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ପଞ୍ଚାୟତସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଯୁଗରୂପା ବିଦ୍ୟା ଭବନର ସୁବର୍ଣ୍ଣ ଜୟନ୍ତୀ ପାଇଁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦର ସଭାପତି ପ୍ରଭାସ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ସଂସଦର ସମ୍ପାଦକ ଭାସ୍କର…

କେନ୍ଦ୍ରାପଡା ମହାବିଦ୍ୟାଳୟ “ଇତିହାସ” ବିଭାଗରେ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨୭ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଥିବା ଗାନ୍ଧିଭବନରେ ଇତିହାସ ବିଭାଗ ମୁଖ୍ୟ ପ୍ରଫେସର ତୁଷାରକାନ୍ତି ଭୂୟାଁଙ୍କ ସଭାପତିତ୍ୱରେ “ଭାରତରେ ଜାତୀୟତାବାଦୀ ଆନ୍ଦୋଳନର ଉତ୍ପତ୍ତି” ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ପାନରେ ବିଷୟ ବିଶାରଦ ଭାବରେ…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ

କେନ୍ଦ୍ରାପଡା,୨୮ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ପ୍ରଥମ ସେମିଫାଇନାଲ ମ୍ୟାଚ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ…

ଜବର ଦଖଲରେ କନିକା ରାଜ ଚାରିଟେବୁଲଟ୍ରଷ୍ଟ ଜମି ଜିଲ୍ଲାପାଳଙ୍କୁ ଭେଟିଲେ ରାଜା ଶିବେନ୍ଦ୍ର ନାରାୟଣ

କେନ୍ଦ୍ରାପଡା,୨୮ା୧: ଜବର ଦଖଲରେ ରହିଛି କନିକା ରାଜାଙ୍କ ଜମି। କେତେକ ଦୁର୍ବୁତ୍ତ ରାଜାଙ୍କ ସମ୍ପତ୍ତିକୁ ଜବରଦଖଲ କରିଛନ୍ତି। ଏହି ଜବରଦଖଲକୁ ରାଜାଙ୍କ ପରିବାର ବିରୋଧ କଲେ ସେମାନଙ୍କୁ ମରଣାନ୍ତକ ଆକ୍ରମଣର ଧମକ ଦିଆଯାଉଛି। ଏନେଇ ଥାନାରେ ଅଭିଯୋଗ କଲେ ପୋଲିସ ଅଭିଯୁକ୍ତମାନଙ୍କ…

ଉଦ୍‌ଯାପନ ହେଲା ଏସଓଏସ ଗ୍ରୁପ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସର ନବାଗତ ମହୋତ୍ସବ

କେନ୍ଦ୍ରାପଡ଼ା,୨୭ା୧: ଏସଓଏସ ଗ୍ରୁପ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଦୁଇ ଦିନିଆ ନବାଗତ ସ୍ୱାଗତ ମହୋତ୍ସବର ଉଦ୍‌ଯାପନୀ ହୋଇଯାଇଛି । ଏହି ଉଦ୍‌ଯାପନୀ ଦିବସରେ ତୁଳସୀ ଏଏନଏମ ଓ ଜିଏନଏମ ଟ୍ରେନିଂ ସେଣ୍ଟରର ଏଏନଏମ, ଜିଏନଏମ ଓ…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍‌ଙ୍କ ସଭାପତିତ୍ୱରେ…

ବି ଏନ ଆର ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ପଟ୍ଟାମୁଣ୍ଡାଇ ତା ୨୭/୧-ଭୁବନେଶ୍ୱର ବି ଏନ ଆର ଏଜୁକେସନାଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଳିପୁର ବି ଏନ ଏନ ଆର ପବ୍ଲିକ ସ୍କୁଲ ଠାରେ ଦିବଂଗତ ସମାଜସେବୀ ଇଂ ବିଭୁତି ଭୂଷଣ ପାତ୍ରଙ୍କ ସ୍ମୃତି ଉଦେଶ୍ୟରେ ପବିତ୍ର…

କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ବି. ପରମେଶ୍ୱରନ୍ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗମ୍ୟାଚ

କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ…

ଗ୍ରାମାଂଚଳର ଲୁକାୟିତ ପ୍ରତିଭାକୁ ଜାତୀୟ ସ୍ତରରେ ପରାକାଷ୍ଠା କରିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ଭୂମିକା ଅତୁଳନୀୟ-

ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୭/୧ – କେନ୍ଦ୍ରାପଡା ଜିଲ୍ଲାର ଏକ ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ସରକାରୀ ଆଇଟିଆଇ ନିକଟରେ ଥିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ୬ଷ୍ଠ ବାର୍ଷିକ ଉତ୍ସବ “ଗ୍ଲୋ…

ପ୍ରାଣକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଜିଲ୍ଲା ହିନ୍ଦୀ ଶକ୍ଷକ ସଙ୍ଘ

କେନ୍ଦ୍ରାପଡା,୨୫ା୧: ଇଶାନେଶ୍ୱର ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସ୍ୱର୍ଗତ ପ୍ରାଣକୃଷ୍ଣ ନାୟକଙ୍କ ଦ୍ୱାଦଶାହ ଅବସରରେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ପକ୍ଷରୁ ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହିତ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଓଷ୍ଟାର ସଭାପତି ଅଶୋକ…

କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୫ା୧ : କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ୧୭ଦଫା ସମ୍ବଳିତ ଦାବିପତ୍ର ଶନିବାର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରୀ ଭତ୍ତାଧାରୀ କଳାକାରଙ୍କ…

ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ କବି ସମ୍ମିଳନୀ

କେନ୍ଦ୍ରାପଡା,୨୫ା୧: ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଅବସରରେ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ, କବି ପୂଜନ ପର୍ବ, ଆଲୋଚନା ଚକ୍ର, ଆନୁଷ୍ଠାନିକ ସମ୍ବର୍ଦ୍ଧନା ଏବଂ ପୁସ୍ତକ ଲୋକାର୍ପଣ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ…