କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ

କେନ୍ଦ୍ରାପଡ଼ା ୨୫/୧- କେନ୍ଦ୍ରାପଡ଼ାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରାକ୍ରମ ଦିବସ ଅବସରରେ ଭାରତ ସରକାରଙ୍କ ତରଫରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ ଅନ୍ତର୍ଗତ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୧୦୦ ଜଣ ପ୍ରତିଯୋଗୀ ଭାଗ…

ଅବଦୁଲ କରିମଖାନ ମେମୋରିଆଲ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୨୬ରେ

କେନ୍ଦ୍ରାପଡା,୨୪ା୧: ଆସନ୍ତା ୨୬ତାରିଖରେ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଜାତୀୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହେବାକୁ ଯାଉଛି। ଏହି ଟୁର୍ଣ୍ଣାମେଣ୍ଟଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ୨୬ତାରିଖରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଆରମ୍ଭ ହୋଇ ଆସନ୍ତା…

ସ୍ୱେଛାକୃତ ରକ୍ତଦାନ ଶିବିର ୧୧୪ୟୁନିଟ ରକ୍ତ ସଂଗୃହିତ

କେନ୍ଦ୍ରାପଡା,୨୩ା୧: କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ମୋଟର୍ସ ପକ୍ଷରୁ ନେତାଜୀ ଜୟନ୍ତୀ ଉପଲକ୍ଷେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ପ୍ରତିବର୍ଷ ଭଳି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା,…

ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ , ଭାରତ ସରକାରଙ୍କ ପକ୍ଷରୁ ଫେଲୋସିପ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ କଳା ଓ ସଂସ୍କୃତିର ବିକାଶ ପାଇଁ ସିନିୟର ଫେଲୋସିପ ପ୍ରଦାନ କରାଯାଇଛି। ଏହି ଫେଲୋସିପ ତାଙ୍କୁ ଆଗାମୀ ଦୁଇ ବର୍ଷ ପର୍ଯ୍ୟନ୍ତ ମିଳିବ। ଏହି…

ଭାରତ ସ୍ୱାଧୀନତା ପାଇବାରେ ନେତାଜୀଙ୍କ ବଳିଷ୍ଠ ଅବଦାନ ପରାକ୍ରମ ରହିଛି , ପରାକ୍ରମ ଦିବସ ଭାବେ ଚିତ ବିନୋଦନରେ ପ୍ରତିବର୍ଷ ପାଳନହେବ

ପଟ୍ଟାମୁଣ୍ଡାଇ ୨୩/ ୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଚିତ ବିନୋଦନ ଗୃହ ପରିସରରେ ନେତାଜୀ ଶୁଭାସ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ମହା ସମାରୋହରେ ପାଳତ ହୋଇଯାଇଛି । ମଂଚ ବରିଷ୍ଠ ସଭ୍ୟ ଚତୃର୍ଭୁଜ…

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ଗରାପୁରସ୍ଥିତ ‘ଶିକ୍ଷକ ଭବନ’ ରେ ମହାସମାରୋହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଂଘର ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା…

ସାରା ରାଜ୍ୟରେ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ

କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରଚେଷ୍ଟାରେ ଓଡିଶାର ସମସ୍ତ ଜିଲ୍ଲାରେ ଦୀର୍ଘ ୮ବର୍ଷ ହେବ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ ହୋଇଆସୁଅଛି। ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ନିମନ୍ତେ ଶ୍ରୀମା’ଙ୍କ ଏହି…

ତୁଳସୀକ୍ଷେତ୍ର ପଣ୍ଡିତ ସଭାର ସାମୂହିକ ବ୍ରତୋପନୟନ

କେନ୍ଦ୍ରାପଡା,୨୧ା୧: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଆନୁକୂଲ୍ୟରେ ସାମୁଷିକ ବ୍ରତୋପନୟନ ତଳବାରଙ୍ଗସ୍ଥ ଶ୍ରୀ ଗୋପୀନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପବିତ୍ର ସାମୂହିକ ବ୍ରତୋପନୟନରେ ବିଲବଳରାମପୁରର ଦୀପ୍ତି ରଞ୍ଜନ କର, ଗରଦପୁରର ଦିବ୍ୟଦର୍ଶନ ପତି, ଜଜାଙ୍ଗର ଲକ୍ଷ୍ମୀକାନ୍ତ…

ଜାତୀୟ ପାରାକ୍ରୀଡ଼ାବିତ୍ ସୁଧୀରଙ୍କୁ ସମ୍ୱର୍ଦ୍ଧନା

କେନ୍ଦ୍ରାପଡା ୨୦/୧- ଚଳିତ ଜାନୁୟାରୀ ୧୬ ତାରିଖରେ ସମାପ୍ତ ହୋଇଥିବା ନବମ ଜାତୀୟ ୱୋସିଆ ଚମ୍ପିୟାନସିପ୍ ୨୦୨୪-୨୫ ରେ କେନ୍ଦ୍ରାପଡ଼ାର ପାରାକ୍ରୀଡ଼ାବିତ୍ ସୁଧୀର ମଲିକ ସର୍ବଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ ପଦକ ହାସଲ କରିଥିବାରୁ ଭିନ୍ନକ୍ଷମମାନଙ୍କ ନିମନ୍ତେ…

ମା’ତାରିଣୀ ଏସଏଚଜି ହଟାଓ ରାଜକନିକାରେ ଶିଶୁମାନଙ୍କୁୁ ଅପପୃଷ୍ଟିରୁ ବଞ୍ଚାଅ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧରଣା

କେନ୍ଦ୍ରାପଡ଼ା,୨୦ା୧: ମା’ତାରିଣୀ ସ୍ୱୟଂ ସହାୟିକା ଗୋଷ୍ଠି ହଟାଅ ରାଜକନିକାରେ ଶିଶୁମାନଙ୍କୁ ଅପପୃଷ୍ଟିରୁ ବଞ୍ଚାଓ ନେଇ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଦିବସୀୟ ଧାରଣା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର ସୂଚନା ଅଧିକାର କର୍ମୀ ତଥା ଓଡିଶା…

ଆସନ୍ତା୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ

ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ ସରକାର…

ଅରଡ଼ପଲ୍ଲୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୯/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅରଡ଼ପଲ୍ଲୀ ଆଞ୍ଚଳିକ ସରକାରୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶରତ ମଲିକଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅରଡ଼ପଲ୍ଲୀ ସରପଞ୍ଚ ବୁଦ୍ଧିରାମ ବେହେରା ମୁଖ୍ୟଅତିଥି, ପଞ୍ଚସଖା ସେତୁ ଅଭିଯାନ କମିଟି…

ମହାକୁମ୍ଭରେ ଅଗ୍ନିକାଣ୍ଡ, ଅଧିକାଂଶ ଟେଣ୍ଟ ଜଳି ପାଉଁଶ

ପ୍ରୟାଗରାଜ, ରବିବାର ଅପରାହ୍ନରେ ମହାକୁମ୍ଭମେଳା ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମହାକୁମ୍ଭମେଳାର ସେକ୍ଟର ୨୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ ମେଳା ପରିସରରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ମହାକୁମ୍ଭ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ…

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ଦିବସ ପାଳନ ପାଇଁ ସ୍ମୃତି କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,୧୯ା୧: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ପାଳନ ନିମନ୍ତେ ସ୍ଥାନୀୟ ପବ୍ଲିକ ରିଡିଂରୁମ୍ ପରିସରରେ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି କମିଟି ସ୍ଥାୟୀ ସଭାପତି ବିଚିତ୍ରାନନ୍ଦ…

ଜିଲ୍ଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ , ଲିଗ୍ ମ୍ୟାଚ୍‌ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୯ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ଓ ବାଲାବାବା କ୍ରିକେଟ୍ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି…

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସ୍ୱୟଂ ସହାୟକ ଗୋଷ୍ଠୀ ସଭା

କେନ୍ଦ୍ରାପଡା,୧୯ା୧: ବାରୋସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଂଯୋଜନାରେ ସୁସ୍ଥ ଗାଁ ଓ ସୁସ୍ଥ ସମାଜ ଗଢି ତୋଳିବାର ଉଦ୍ଦେଶ୍ୟ ରଖି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ସଭାର ଆୟୋଜନ ହୋଇଥିଲା । ଲୋକ ସଚେତନ…

ନିମପୁର ଶାସନ ହାଇସ୍କୁଲ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ,୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଳକ ଶିକ୍ଷା ଅଧିକାରୀ ହରିହର ଦଳାଇ ମୁଖ୍ୟଅତିଥି…

ତାଲୁକଆଇନ ସେବା ସମିତି ସଚେତନତା

ପଟ୍ଟାମୁଣ୍ଡାଇ ୧୮/୧ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୋକ୍ସୋ ଆକ୍ଟ ସମ୍ପର୍କରେ ଆଇନଗତ ସଚେତନତା ସୃଷ୍ଟି କରିବା ପାଇଁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କଲେଜରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ଅତିରିକ୍ତ ଜିଲ୍ଲା ଜଜ…

ବେଣୀପୁର ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୧୮ା୧: ଡେରାବିଶ ବ୍ଲକ ଅନ୍ତର୍ଗତ ବେଣୀପୁର ସରକାରୀ ହାଇସ୍କୁଲର ତିନିଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଶୀକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନ ଉତ୍ସବରେ ବେଣୀପୁର ଗ୍ରାମପଞ୍ଚାୟତର ସରପଞ୍ଚ ମୋହନ ଚରଣ ସାହୁ,…

ଜିଏସଟି ସର୍ବକ୍ଷମା ଯୋଜନା କର୍ମଶାଳା

କେନ୍ଦ୍ରାପଡ଼ା,୧୮ା୧: କେନ୍ଦ୍ରାପଡାସ୍ଥିତ ନିୟନ୍ତ୍ରିତ ବଜ଼ାର କମିଟି ସଭାଗୃହରେ ଜି.ଏସ.ଟି.ସର୍ବକ୍ଷମା ଯୋଜନାର ଏକ ସଚେତନତା କର୍ମଶାଳା ଶନିବାର ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ଜି. ଏସ୍‌. ଟି ବିଭାଗର ଅତିରିକ୍ତ ଆୟୁକ୍ତ ମୁକ୍ତି ରଞ୍ଜନ ଆଚାର୍ଯ୍ୟ, ଯୁଗ୍ମ ଆୟୁକ୍ତ ରମେଶ କୁମାର ମଣ୍ଡଳ ଓ…

ଗୋବରୀ ନଦୀର ଅସ୍ତିତ୍ୱ ପ୍ରତି ସରକାର ସମ୍ବେଦନଶୀଳ ନୁହଁନ୍ତି

ଗୋବରୀ ପୁନଉଦ୍ଧାର ନାଆଁରେ ୧୧ କୋଟି ଚଳୁ ପଟ୍ଟାମୁଣ୍ଡାଇ ୧୭/୧- -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଏବେ ଶୁଷ୍କ ହୋଇପଡିଛି । ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶବର ଶତାଧିକ ଗ୍ରାମବାସୀ…

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

କେନ୍ଦ୍ରାପଡ଼ା,୧୮ା୧: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଗତ ୭ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ତାଲିମ ଶିବିରରେ ୧୦୨ଜଣ ଛାତ୍ରୀ ଯୋଗଦେଇ ଆତ୍ମ ସୁରକ୍ଷା କୈାଶଳ ତାଲିମ…

ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଇର୍ମର୍ଜିଙ୍ଗ ଟ୍ରେଣ୍ଡସ ଇନ ହାଇ ଏନେର୍ଜି ଫିଜକସ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ…

ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବାଳିକା ଆତ୍ମସୁରକ୍ଷା ଶିବିର

ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ୮ଦିନ ଧରି ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଶିବିରରେ ପଟ୍ଟାମୁଣ୍ଡାଇ…