ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗମ୍ୟାଚ

27 January 2025 kanika odisha 0

କେନ୍ଦ୍ରାପଡା,୨୭ା୧: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ […]

ଗ୍ରାମାଂଚଳର ଲୁକାୟିତ ପ୍ରତିଭାକୁ ଜାତୀୟ ସ୍ତରରେ ପରାକାଷ୍ଠା କରିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ଭୂମିକା ଅତୁଳନୀୟ-

27 January 2025 kanika odisha 0

ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୭/୧ – କେନ୍ଦ୍ରାପଡା ଜିଲ୍ଲାର ଏକ ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ସରକାରୀ ଆଇଟିଆଇ ନିକଟରେ ଥିବା ଫିଟ୍ ଅଫ୍ ଫାୟାର୍ ଡ୍ୟାନ୍ସ […]

ପ୍ରାଣକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲା ଜିଲ୍ଲା ହିନ୍ଦୀ ଶକ୍ଷକ ସଙ୍ଘ

25 January 2025 kanika odisha 0

କେନ୍ଦ୍ରାପଡା,୨୫ା୧: ଇଶାନେଶ୍ୱର ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସ୍ୱର୍ଗତ ପ୍ରାଣକୃଷ୍ଣ ନାୟକଙ୍କ ଦ୍ୱାଦଶାହ ଅବସରରେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ପକ୍ଷରୁ ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହିତ ତାଙ୍କ ପରିବାରକୁ ଆର୍ଥିକ ସହାୟତା […]

କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

25 January 2025 kanika odisha 0

କେନ୍ଦ୍ରାପଡ଼ା,୨୫ା୧ : କେନ୍ଦ୍ରାପଡା ଜିଲ୍ଲା ସରକାରୀ ଭତ୍ତାଧାରୀ କଳାକାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଏକ ୧୭ଦଫା ସମ୍ବଳିତ ଦାବିପତ୍ର ଶନିବାର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ […]

ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ କବି ସମ୍ମିଳନୀ

25 January 2025 kanika odisha 0

କେନ୍ଦ୍ରାପଡା,୨୫ା୧: ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୬ତମ ବାର୍ଷିକ ଉତ୍ସବ ଅବସରରେ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ, କବି ପୂଜନ ପର୍ବ, ଆଲୋଚନା ଚକ୍ର, ଆନୁଷ୍ଠାନିକ ସମ୍ବର୍ଦ୍ଧନା ଏବଂ ପୁସ୍ତକ […]

କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ

25 January 2025 kanika odisha 0

କେନ୍ଦ୍ରାପଡ଼ା ୨୫/୧- କେନ୍ଦ୍ରାପଡ଼ାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପରାକ୍ରମ ଦିବସ ଅବସରରେ ଭାରତ ସରକାରଙ୍କ ତରଫରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯକ୍ରମ ଅନ୍ତର୍ଗତ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ […]

ଅବଦୁଲ କରିମଖାନ ମେମୋରିଆଲ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୨୬ରେ

24 January 2025 kanika odisha 0

କେନ୍ଦ୍ରାପଡା,୨୪ା୧: ଆସନ୍ତା ୨୬ତାରିଖରେ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଜାତୀୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହେବାକୁ ଯାଉଛି। ଏହି ଟୁର୍ଣ୍ଣାମେଣ୍ଟଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ୨୬ତାରିଖରେ କେନ୍ଦ୍ରାପଡା ସରକାରୀ […]

ସ୍ୱେଛାକୃତ ରକ୍ତଦାନ ଶିବିର ୧୧୪ୟୁନିଟ ରକ୍ତ ସଂଗୃହିତ

23 January 2025 kanika odisha 0

କେନ୍ଦ୍ରାପଡା,୨୩ା୧: କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ମୋଟର୍ସ ପକ୍ଷରୁ ନେତାଜୀ ଜୟନ୍ତୀ ଉପଲକ୍ଷେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ପ୍ରତିବର୍ଷ ଭଳି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି […]

ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ , ଭାରତ ସରକାରଙ୍କ ପକ୍ଷରୁ ଫେଲୋସିପ

23 January 2025 kanika odisha 0

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଠ ଚିତ୍ରଶିଳ୍ପୀ ଅଶୋକ ନାୟକଙ୍କୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ କଳା ଓ ସଂସ୍କୃତିର ବିକାଶ ପାଇଁ ସିନିୟର ଫେଲୋସିପ ପ୍ରଦାନ କରାଯାଇଛି। ଏହି ଫେଲୋସିପ ତାଙ୍କୁ ଆଗାମୀ […]

ଭାରତ ସ୍ୱାଧୀନତା ପାଇବାରେ ନେତାଜୀଙ୍କ ବଳିଷ୍ଠ ଅବଦାନ ପରାକ୍ରମ ରହିଛି , ପରାକ୍ରମ ଦିବସ ଭାବେ ଚିତ ବିନୋଦନରେ ପ୍ରତିବର୍ଷ ପାଳନହେବ

23 January 2025 kanika odisha 0

ପଟ୍ଟାମୁଣ୍ଡାଇ ୨୩/ ୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଚିତ ବିନୋଦନ ଗୃହ ପରିସରରେ ନେତାଜୀ ଶୁଭାସ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ମହା ସମାରୋହରେ ପାଳତ ହୋଇଯାଇଛି […]

କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ

23 January 2025 kanika odisha 0

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ଗରାପୁରସ୍ଥିତ ‘ଶିକ୍ଷକ ଭବନ’ ରେ ମହାସମାରୋହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଂଘର ସଭାପତି ରାଜକିଶୋର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]

ସାରା ରାଜ୍ୟରେ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ

21 January 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୧: କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରଚେଷ୍ଟାରେ ଓଡିଶାର ସମସ୍ତ ଜିଲ୍ଲାରେ ଦୀର୍ଘ ୮ବର୍ଷ ହେବ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ ହୋଇଆସୁଅଛି। ବିଶ୍ୱରେ […]

ତୁଳସୀକ୍ଷେତ୍ର ପଣ୍ଡିତ ସଭାର ସାମୂହିକ ବ୍ରତୋପନୟନ

21 January 2025 kanika odisha 0

କେନ୍ଦ୍ରାପଡା,୨୧ା୧: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଆନୁକୂଲ୍ୟରେ ସାମୁଷିକ ବ୍ରତୋପନୟନ ତଳବାରଙ୍ଗସ୍ଥ ଶ୍ରୀ ଗୋପୀନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପବିତ୍ର ସାମୂହିକ ବ୍ରତୋପନୟନରେ ବିଲବଳରାମପୁରର ଦୀପ୍ତି ରଞ୍ଜନ କର, […]

ଜାତୀୟ ପାରାକ୍ରୀଡ଼ାବିତ୍ ସୁଧୀରଙ୍କୁ ସମ୍ୱର୍ଦ୍ଧନା

20 January 2025 kanika odisha 0

କେନ୍ଦ୍ରାପଡା ୨୦/୧- ଚଳିତ ଜାନୁୟାରୀ ୧୬ ତାରିଖରେ ସମାପ୍ତ ହୋଇଥିବା ନବମ ଜାତୀୟ ୱୋସିଆ ଚମ୍ପିୟାନସିପ୍ ୨୦୨୪-୨୫ ରେ କେନ୍ଦ୍ରାପଡ଼ାର ପାରାକ୍ରୀଡ଼ାବିତ୍ ସୁଧୀର ମଲିକ ସର୍ବଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ […]

ମା’ତାରିଣୀ ଏସଏଚଜି ହଟାଓ ରାଜକନିକାରେ ଶିଶୁମାନଙ୍କୁୁ ଅପପୃଷ୍ଟିରୁ ବଞ୍ଚାଅ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧରଣା

20 January 2025 kanika odisha 0

କେନ୍ଦ୍ରାପଡ଼ା,୨୦ା୧: ମା’ତାରିଣୀ ସ୍ୱୟଂ ସହାୟିକା ଗୋଷ୍ଠି ହଟାଅ ରାଜକନିକାରେ ଶିଶୁମାନଙ୍କୁ ଅପପୃଷ୍ଟିରୁ ବଞ୍ଚାଓ ନେଇ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଦିବସୀୟ ଧାରଣା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର […]

ଆସନ୍ତା୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ

19 January 2025 kanika odisha 0

ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ […]

ଅରଡ଼ପଲ୍ଲୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ

19 January 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୯/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅରଡ଼ପଲ୍ଲୀ ଆଞ୍ଚଳିକ ସରକାରୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶରତ ମଲିକଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅରଡ଼ପଲ୍ଲୀ ସରପଞ୍ଚ ବୁଦ୍ଧିରାମ ବେହେରା […]

ମହାକୁମ୍ଭରେ ଅଗ୍ନିକାଣ୍ଡ, ଅଧିକାଂଶ ଟେଣ୍ଟ ଜଳି ପାଉଁଶ

19 January 2025 kanika odisha 0

ପ୍ରୟାଗରାଜ, ରବିବାର ଅପରାହ୍ନରେ ମହାକୁମ୍ଭମେଳା ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମହାକୁମ୍ଭମେଳାର ସେକ୍ଟର ୨୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ ମେଳା ପରିସରରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ମହାକୁମ୍ଭ ଅଞ୍ଚଳରେ ଅଗ୍ନିକାଣ୍ଡ […]

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ଦିବସ ପାଳନ ପାଇଁ ସ୍ମୃତି କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ

19 January 2025 kanika odisha 0

କେନ୍ଦ୍ରାପଡା,୧୯ା୧: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ପାଳନ ନିମନ୍ତେ ସ୍ଥାନୀୟ ପବ୍ଲିକ ରିଡିଂରୁମ୍ ପରିସରରେ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । […]

ଜିଲ୍ଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ , ଲିଗ୍ ମ୍ୟାଚ୍‌ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ବିଜୟୀ

19 January 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ଓ ବାଲାବାବା କ୍ରିକେଟ୍ କ୍ଲବ […]

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସ୍ୱୟଂ ସହାୟକ ଗୋଷ୍ଠୀ ସଭା

19 January 2025 kanika odisha 0

କେନ୍ଦ୍ରାପଡା,୧୯ା୧: ବାରୋସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଂଯୋଜନାରେ ସୁସ୍ଥ ଗାଁ ଓ ସୁସ୍ଥ ସମାଜ ଗଢି ତୋଳିବାର ଉଦ୍ଦେଶ୍ୟ ରଖି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ସଭାର […]

ନିମପୁର ଶାସନ ହାଇସ୍କୁଲ ବାର୍ଷିକ ଉତ୍ସବ

19 January 2025 kanika odisha 0

ପଟ୍ଟାମୁଣ୍ଡାଇ,୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଳକ […]

ତାଲୁକଆଇନ ସେବା ସମିତି ସଚେତନତା

18 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୋକ୍ସୋ ଆକ୍ଟ ସମ୍ପର୍କରେ ଆଇନଗତ ସଚେତନତା ସୃଷ୍ଟି କରିବା ପାଇଁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କଲେଜରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ […]

ବେଣୀପୁର ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

18 January 2025 kanika odisha 0

କେନ୍ଦ୍ରାପଡା,୧୮ା୧: ଡେରାବିଶ ବ୍ଲକ ଅନ୍ତର୍ଗତ ବେଣୀପୁର ସରକାରୀ ହାଇସ୍କୁଲର ତିନିଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଶୀକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନ ଉତ୍ସବରେ ବେଣୀପୁର […]