କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ଯୁବ ବ୍ୟାପାର, କ୍ରୀଡ଼ା ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଶ୍ୱର ସର୍ବ ବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡାର କାର୍ଯ୍ୟକର୍ତ୍ତର୍ାମାନେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…
Category: ଆନ୍ତର୍ଜାତୀୟ
ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ
କେନ୍ଦ୍ରାପଡା,୧୬ା୧: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିନରେ ଗୁରୁବାର କେନ୍ଦ୍ରାପଡା ଟାଉନହଲ୍ଠାରୁ ୧୦୧ଜଣ ବରିଷ୍ଠ ତୀର୍ଥଯାତ୍ରୀ ଶିରିଡି-ନାସିକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଅପରାହ୍ନ ୩ଟାରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ…
ତୃତୀୟ ଜିଲ୍ଲାସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟଉଦ୍ଯାପିତ , ମେଡିଆ ଏକାଦଶ ଚମ୍ପିଆନ
କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବୁଧବାର ଦିନ ଉଦ୍ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚରେ ପୋଲିସ ଏକାଦଶକୁ ହରାଇ…
ପୁସ୍ତକମେଳା ବୁଲିଲେ ସ୍ୱତନ୍ତ୍ର ଶିଶୁ
କେନ୍ଦ୍ରାପଡା,୧୬ା୧: ବାହାର ଦୁନିଆରେ ସଂଗଠିତ ହେଉଥିବା ଉତ୍ସବ ଓ ଅନୁଷ୍ଠିତ ମେଳାସବୁରେ ସାଧାରଣତଃ ଦିବ୍ୟାଙ୍ଗ ଶିଶୁମାନେ ଅଂଶଗ୍ରହଣ କରିବାରୁ ବଞ୍ôଚତ ହୋଇଥାନ୍ତି। ମୁଖ୍ୟସ୍ରୋତର ସମାଜରେ ଅନୁଷ୍ଠିତ ହେଉଥିବା ଏହି ସବୁ ମେଳା ମହୋତ୍ସବର ନିଆରା ଅନୁଭବ ସହ ଦିବ୍ୟାଙ୍ଗ ଶିଶୁମାନଙ୍କୁ ସଂଶ୍ଲିଷ୍ଟ…
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଲୟରେ ମହିଳା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର
କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଏହି ଶିବିର ଗତ ୬ତାରିଖରେ ଆରମ୍ଭ ହୋଇଥିବା ବେଳେ ୧୫ତାରିଖରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରାଧ୍ୟାପକ ଅଭିଜିତ ବୋଷ ଅଧ୍ୟକ୍ଷତା…
କଂସାର ସାହାସପୁର ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ
କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ରାଉଳ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଂସାର ପଞ୍ଚାୟତ ସରପଞ୍ଚ ସରୋଜିନୀ ନାୟକ ମୁଖ୍ୟ…
ଯୁବ ସମାଜସେବୀ ଦିଲ୍ଲିପ ସାହୁଙ୍କ ବିୟୋଗ
କେନ୍ଦ୍ରାପଡ଼ା,୧୬ା୧: ଯୁବ ସମାଜସେବୀ ଦିଲ୍ଲିପ କୁମାର ସାହୁ(ବିଜୁ)ଙ୍କର ଚିକିତ୍ସିତ ଅବସ୍ଥାରେ ଗୁରୁବାର ପ୍ରାତଃ ୪ଟାରେ ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ବିଜୁଙ୍କୁ ୪୯ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ସାନଭାଇ…
ମହାବିଦ୍ୟାଳୟ ଖୁବଶୀଘ୍ର ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ହେବେ : ଉଚ୍ଚଶିକ୍ଷା ମନ୍ତ୍ରୀ
କେନ୍ଦ୍ରାପଡ଼ା,୧୫ା୧:କେନ୍ଦ୍ରାପଡ଼ା ମହାବିଦ୍ୟାଳୟକୁ ଖୁବଶୀଘ୍ର ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାକୁ ବୁଧବାର ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଅବସରରେ ସେ ଏହି ଘୋଷଣା କରିଛନ୍ତି।…
ପରିଣତ ବୟସରେ ବର୍ଦ୍ଧିତ ଭତ୍ତା ପ୍ରଦାନ ବରଦାନ ସଦୃଶ- ଉଚ୍ଚଶିକ୍ଷା ମନ୍ତ୍ରୀ
କେନ୍ଦ୍ରାପଡ଼ା,୧୫ା୧: ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜନସେବା ଦିବସ ଭାବେ ପାଳିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି…
ବୟୋଜ୍ୟୋଷ୍ଠ ବ୍ୟକ୍ତି ସମାଜର ମାର୍ଗ ଦର୍ଶକ
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ବାପା ଓ ଜେଜେ ମା’ ସମ୍ମିଳନୀ ପଟ୍ଟାମୁଣ୍ଡାଇ ୧୫/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ ମୂଳବସନ୍ତ ପଂଚାୟତର ସାନ ମୂଳବସନ୍ତ ଠାରେ ଜେଜେ ବାପା ଜେଜେ ମା’ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର…
ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ପଞ୍ଚାୟତସ୍ଥିତ ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟର ପୁରାତନ ଛାତ୍ର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ…
ଜିଲ୍ଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ପ୍ରଥମ ଲିଗ୍ ମ୍ୟାଚ୍ରେ ଶ୍ରୀ କ୍ଷେତ୍ରପାଳ ସ୍ପୋର୍ଟିଂ ୟୁନିୟନ୍ ବିଜୟୀ
କେନ୍ଦ୍ରାପଡ଼ା,୧୫ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଜୁନିୟର୍ (୧୯ବର୍ଷରୁ କମ୍) ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ଆଜି ଆରମ୍ଭ ହୋଇଯାଇଛି । ଏଥିରେ ୮ଟି ଦଳ ଭାଗ ନେଇଛନ୍ତି…
ସଂକ୍ରାନ୍ତି ପୁରୁଷ ଫକୀରମୋହନ ଓଡିଆ ଜାତିର ଅସ୍ମିତା
କେନ୍ଦ୍ରାପଡା,୧୪ା୧: ଆଜି କେନ୍ଦ୍ରାପଡାର ନବଗଠିତ ସଂସ୍ଥା “କେନ୍ଦ୍ରାପଡା ଜିଲ୍ଲା ନାଟ୍ୟକଳା ସାହିତ୍ୟ ପରିଷଦ” ଦ୍ୱାରା ଉତ୍କଳୀୟ ସାହିତ୍ୟର ଉତ୍କଳ ସାହିତ୍ୟ ସ୍ରଷ୍ଟା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ଉପଲକ୍ଷେ ଏକ ସ୍ମୃତିସଭା ଅନୁଷ୍ଠାନର ସଭାପତି ଆଇନଜୀବୀ ପ୍ରଦୀପ କୁମାର ଦାସଙ୍କ…
ବଳଦେବ ଉଚ୍ଚ ବିଦ୍ୟାଳୟରେ ପଞ୍ଚସଖା ଶିକ୍ଷା ସେତୁର ସଭା
କେନ୍ଦ୍ରାପଡା,୧୪ା୧: ପୌରାଞ୍ଚଳସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟର ସଭାଗୃହରେ ପଞ୍ଚସଖା ଶିକ୍ଷା ସେତୁର ସଭାପତି ପ୍ରାକ୍ତନ ଅଧ୍ୟକ୍ଷ ଅଜୟ କୁମାର ସାମଲଙ୍କ ସଭାପତିତ୍ୱରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ରାତ୍ରି ଜଗୁଆଳି, ସଫେଇ କର୍ମଚାରୀ ଓ ଶିକ୍ଷକ ନିଯୁକ୍ତି…
ତୃତୀୟ ଜିଲ୍ଲାସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ
କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ସୋମବାର ଦିନ ଉଦ୍ଘାଟିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି…
ମାର୍କେଟ କମ୍ଲେକ୍ସ ଗୃହ ଉଦଘାଟିତ
କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହାସପୁର ଠାରେ ମାର୍କେଟ କମ୍ପେ୍ଲକ୍ସ ଗୃହ ମଙ୍ଗଳବାର ପବିତ୍ର ମକରସଂକ୍ରାନ୍ତୀ ଅବସରରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ସରପଞ୍ଚ ସରୋଜିନୀ ନାୟକ ଓ ସମିତିସଭ୍ୟ ସରୋଜରଞ୍ଜନ ଜେନା ଅତିଥି ଭାବେ…
କବାଡିଆ ବେପାରୀଙ୍କ କବଜାରେ ଫୁଟ୍ପାଥ
କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ସହରର ଗୋବରୀ ନଦୀ ବାଇପାସ ରାସ୍ତାକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏକ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଏହାର ଅଧିକାଂଶ ଅଂଶ ଏବେ ଜବରଦଖଲରେ ଥିବା ଦେଖିବାକୁ ମିଳିଛି। କେତେକ ଦୁଇଚକିଆ ଗାଡି ଗ୍ୟାରେଜ ବାଲା ଏହି…
ପଟ୍ଟାମୁଣ୍ଡାଇ ଏମ.ଏନ ହାଇସ୍କୁଲ ୮୨ତମ ପ୍ରତିଷ୍ଠା ଦିବସ
ପଟ୍ଟାମୁଣ୍ଡାଇ ୧୪ା୧- ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲର ୮୨ତମ ପ୍ରତିଷ୍ଠା ଦିବସ ପୁରାତନ ଛାତ୍ରସଂସଦ ପକ୍ଷରୁ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ କୁମାର ରାଉତରାୟଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପୁରାତନ…
ହଜାର ହଜାର ଭକ୍ତଙ୍କ ସମାଗମରେ ଚନ୍ଦ୍ରମୌଳି ପୀଠରେ ମକର ମେଳା
ପଟ୍ଟାମୁଣ୍ଡାଇ ୧୪ା୧ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉତିକଣ କେରଡା ଅଂଚଳ ସର୍ବ ପ୍ରଚିନର ଆରାଧ୍ୟ ଦେବତା ପ୍ରଭୁ ଚନ୍ଦ୍ରମୌଳିଙ୍କ ପ୍ରସିଦ୍ଧ ଶୈବପୀଠରେ ହଜାର ହଜାର ଭକ୍ତଙ୍କ ସମାଗମରେ ହିନ୍ଦୁ ରୀତିନୀତିର ଅନନ୍ୟ ମହୋତ୍ସବ ମକର ସକ୍ରାନ୍ତି ଉତ୍ସବ ଓ ମକର…
ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ଶୁଭ ଦେଲେ ବିଧାୟକ
ପଟ୍ଟାମୁଣ୍ଡାଇ ୧୩/୧-ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ଓ ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ୭୬ତମ ବିଶ୍ୱଶାନ୍ତି ମହାଯଜ୍ଞର ପାରମ୍ପରିକ ରୀତିନୀତି ଅନୁଯାୟୀ ବଣିକ ସଂଘ ପକ୍ଷରୁ ଶୁଭ ଦିଆଯାଇଛି । ଏହି ଉପଲକ୍ଷେ ପଣ୍ଡିତ ବ୍ରହ୍ମାନନ୍ଦ ନନ୍ଦ ଓ ଭ୍ରମରବର ତ୍ରିପାଠୀଙ୍କ ଯଥାବିଧି…
ବଳଦେବ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରଙ୍କ ଆଲୋଚନାଚକ୍ର
କେନ୍ଦ୍ରାପଡ଼ା,୧୩ା୧: କେନ୍ଦ୍ରାପଡା ସହରର ବଳଦେବ ଉଚ୍ଚ ବିଦ୍ୟାଳୟର ୨୦୦୫ବ୍ୟାଚର ପୁରାତନ ଛାତ୍ରମାନଙ୍କର ଏକ ଆଲୋଚନାଚକ୍ର ମା’ବରୁଣେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାଚକ୍ରରେ ପୁରାତନ ଛାତ୍ର ରୂପେ ଭବିଷ୍ୟତରେ ବିଦ୍ୟାଳୟର ଉନ୍ନତି ଓ ଅଧୁନା ବିଦ୍ୟାଳୟରେ ପଢୁଥିବା ପିଲା ମାନଙ୍କ ପାଇଁ…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୨୮ତମ ବାର୍ଷିକ ଉଦଘାଟନୀ ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୩/୧- ପଟ୍ଟାମୁଣ୍ଡାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୨୮ତମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଶିକ୍ଷାବିତ ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମହାକାଳପଡ଼ା ବିଧାୟକ ଡ଼ ଦୂର୍ଗା…
ଉଦ୍ଯାପିତ ହେଲା କେନ୍ଦ୍ରାପଡା ଦ୍ୱାବିଂଶତମ ପୁସ୍ତକ ମେଳା
କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ସୋମବାର ଦିନ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ କେମ୍ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ବିଶିଷ୍ଟ ଗବେଷକ ଓ ଲେଖକ ଅନିଲ କୁମାର ଧୀର…
ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର
କେନ୍ଦ୍ରାପଡ଼ା,୧୩ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବାଳିକା ଆମର ସୁରକ୍ଷା ତାଲିମ ଶିବିର ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଭକ୍ତବନ୍ଧୁ ଓଝାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଳିକା ଆତ୍ମ…









