କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ପାରମ୍ପରିକ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପ୍ରାଣ ପ୍ରତିଷ୍ଠାତା ଆବାହକ ତଥା ବର୍ତ୍ତମାନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ ମନ୍ମଥ କୁମାର ରାୟ ସଭାପତିତ୍ୱ କରିଥିଲେ…
Category: ଆନ୍ତର୍ଜାତୀୟ
ପିଲାମାନେ ଆକାଶ ଛୁଇଁବାକୁ ଉଦ୍ୟମ କରନ୍ତୁ
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବରେ ରାଜ୍ୟ…
ପଟ୍ଟାମୁଣ୍ଡାଇ କଲେଜରେ ଜାତୀୟ ଯୁବଦିବସ
ପଟ୍ଟାମୁଣ୍ଡାଇ ତା ୧୨/୧-ପଟ୍ଟାମୁଣ୍ଡାଇ କଲେଜ ୟୁଥ ରେଡକ୍ରସ, ଏନ ଏସ ଏସ, ଏନ ସି ସି ଓ ରେଡ ରିବନ କ୍ଲବ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ…
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ଶେଷ ସୁପର ଲିଗ୍ ମ୍ୟାଚ୍ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍ସିଲ୍ ବିଜୟୀ
କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ଶେଷ ସୁପର ଲିଗ୍ ମ୍ୟାଚ୍ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍ସିଲ୍ ବିଜୟୀ ହୋଇଛି। ରବିବାର ଦିନ କେନ୍ଦ୍ରାପଡା…
ପାଠକଟିଏ ଲେଖକର ଅମ୍ଳଜାନ ସଦୃଶ୍ୟ
ପୁସ୍ତକମେଳାର ସପ୍ତମ ସନ୍ଧ୍ୟା କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୭ମ ଦିବସରେ କେମ୍ର ଉପଦେଷ୍ଟା ଡ. ବିରଜା ରାଉତରାୟଙ୍କ ସଂଯୋଜନାରେ କଥା…
ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକର ଚଷମାରେ’ ଲୋକାର୍ପିତ
କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍)ର ଉପଦେଷ୍ଟା ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକ ଚଷମାରେ’ ଆଜି ମଧ୍ୟାହ୍ନରେ ପୁସ୍ତକ ମେଳା ପରିସରରେ ଲୋକାର୍ପିତ ହୋଇଯାଇଛି । ଏହି ପୁସ୍ତକରେ ବିଗତ ୨୨ବର୍ଷ ଧରି କେମ୍ ଦ୍ୱାରା ପ୍ରକାଶିତ ପୁସ୍ତକମେଳାର ‘କେନ୍ଦ୍ରାପଡା…
ବନ ବିଭାଗ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ , ଧରାପଡିଥିବା ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ
କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅନ୍ତର୍ଗତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରକୁ ମାଛ ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ରବିବାର ଦିନ ୨ ଟା ସମୟରେ ବାବୁବାଲି ଠାରୁ…
ବଡ଼ମୂଳବସନ୍ତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ
ପଟ୍ଟାମୁଣ୍ଡାଇ ୧୧/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ୟୁନାଇଟେଡ଼ ୟୁଥ କ୍ଲବ ପକ୍ଷରୁ ୪୦ବର୍ଷରୁ ଉର୍ଦ୍ଧ ଯୁବକଙ୍କୁ ନେଇ ଆୟୋଜିତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ ହୋଇଯାଇଛି । ୟୁ ୱା ସି ସଭାପତି ସଂଗ୍ରାମ କେଶରୀ ସ୍ୱାଇଁଙ୍କ ପୌରହିତ୍ୟରେ…
ସୁପର ଲିଗ୍ ମ୍ୟାଚ୍ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୯ତମ ମ୍ୟାଚ୍ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ…
ପାଠକୀୟ ଚାହିଦାରେ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ
କେନ୍ଦ୍ରାପଡ଼ା ୧୧/୧: ଦ୍ୱାବିଶଂତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି । ଏହି ଆକର୍ଷଣୀୟ ପରିପାଟିରେ ପ୍ରକାଶିତ ଏହି ସଂଗ୍ରହ୍ୟ ବିଶେଷାଙ୍କରେ ଭିତରକନିକାର ଜୈବ…
ଯୁବଶକ୍ତିର ସାମଗ୍ରୀକ ବିକାଶ ହେଲେ ଜିଲ୍ଲାର ବିକାଶ ସମ୍ଭବ
ପୁସ୍ତକମେଳାର ଷଷ୍ଠ ସନ୍ଧ୍ୟା କେନ୍ଦ୍ରାପଡା,୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୬ଷ୍ଠ ଦିବସରେ କେମ ଦ୍ୱାରା ଆୟୋଜିତ ଆଶୁ କୁଇଜ ପ୍ରତିଯୋଗୀତା ଅନୁଷ୍ଠିତ…
ଉଚ୍ଚାଭିଳାଷି ହେଲେ ଭବିଷ୍ୟତରେ ଲକ୍ଷ୍ୟ ପଥରେ ପହଞ୍ଚି ପାରିବ
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ଆମେରିକାସ୍ଥିତ…
ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାଂଶିରାଣୀ ଗାଇଡ଼ ଗଠିତ
ପଟ୍ଟାମୁଣ୍ଡାଇ ୧୧/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀରାମପୁର ପାଳପାଟଣା ସ୍ଥିତ ରାମଚଣ୍ଡୀ ନୋଡ଼ାଲ ବିଦ୍ୟାଳୟରେ ଛାତ୍ର ଓ ଅଭିଭାବକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ନୂତନ ଭାବେ ଏକ ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାନ୍ସୀରାଣୀ…
ଛୋଟ ପ୍ରୟାସ ଦୁନିଆକୁ ବଦଳାଇ ପାରେ !
ଦିବ୍ୟାଙ୍ଗଙ୍କୁ କଳିଙ୍ଗ ନବଦିଗନ୍ତ ସ୍ୱେଛାସେବୀ ସଂଗଠନର ସହାୟତା କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର କିରଣ ସ୍ୱାଇଁ ଜଣେ ଦାଦନ ଶ୍ରମିକ ଭାବେ ସୁଦୁର ବାଙ୍ଗାଲୋରରେ ପାଣି ପାଇପ ମିସ୍ତ୍ରୀ ଭାବେ କାମ କରନ୍ତି। କାମ କରିବା…
ପଟ୍ଟାମୁଣ୍ଡାଇ ବ୍ଲକ ପିଇଓ ସଂଘ କର୍ମକର୍ତ୍ତା ନିର୍ବାଚନ
ପଟ୍ଟାମୁଣ୍ଡାଇ ତା ୧୦/୧-ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଂଚାୟତରେ କାର୍ଯ୍ୟରତ ପଂଚାୟତ ନିର୍ବାହୀ ଅଧିକାରୀ ( ପି ଇ ଓ )ମାନଙ୍କ ଏକ ବୈଠକ ପ୍ରଭାତ ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ହୋଇଯାଇଛି । ଏଥିରେ ମାଧବ ଦଳାଇ, ସୁରଜ କୁମାର ମହାନ୍ତି,…
କେନ୍ଦ୍ରାପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ଚେତାବନୀ ସମାବେଶ
ଦାବି ପୂରଣ ନହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ କେନ୍ଦ୍ରାପଡ଼ା, ୧୦ା୧: ପାଞ୍ଚଦଫା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ଶୁକ୍ରବାର ରାଜ୍ୟ ବ୍ୟାପି ଚେତାବନୀ ସମାବେଶ ପରିପ୍ରେକ୍ଷୀରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ…
ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡି ଶୁଭ ଉଦଘାଟନ
କେନ୍ଦ୍ରାପଡ଼ା,୧୦ା୧: ଜମଧରସ୍ଥିତ ନିୟନ୍ତ୍ରିତ ବଜାର କମିଟିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡିର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, କେନ୍ଦ୍ରାପଡା ଲୋକସଭା ସାଂସଦଙ୍କ ପ୍ରତିନିଧି ତଥା…
ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ସୁପର ଲିଗ୍ ମ୍ୟାଚ୍ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ
କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୮ତମ ମ୍ୟାଚ୍ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ ହୋଇଛି। ସୋମବାର ଦିନ ଇଲେଭେନ ଷ୍ଟାର…
ଅଣନିଶ୍ୱାସ ଜୀବନରେ ଜୀବନର ସଂଜ୍ଞା ବୋଧହୁଏ ଲେଖିବାରେ ମିଳିଯାଏ
ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା କେନ୍ଦ୍ରାପଡା,୧୦ା୧: କେନ୍ଦ୍ରାପଡା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା ଅପରାହ୍ନରେ ନେତାଜୀ ମଡେଲ ସ୍କୁଲ ଆନୁକୂଲ୍ୟରେ ଚିତ୍ତାକର୍ଷକ ସାଂସ୍କୃତିକ ବିଚିତ୍ରା ଓ କୁଇଜ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ…
ସ୍ୱାଭିମାନୀ ପଟ୍ଟାମୁଣ୍ଡାଇର ପରିଚୟ ଫେରାଇବା ପାଇଁ ଦାବୀ
ପଟ୍ଟାମୁଣ୍ଡଇ ୧୦/୧;ସ୍ୱାଧୀନ ଭାରତରେ ଓଡ଼ିଶାର ଅନ୍ୟତମ ପ୍ରମୁଖ ନିର୍ବାଚନମଣ୍ଡଳୀ ଭାବେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ସ୍ୱତନ୍ତ୍ର ପରିଚିତି ଲାଭ କରିଥିଲା। ୨୦୦୯ ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନଆସନର ବିଲୋପ ଘଟିଛି । ସୀମା ପୁନଃ ନିର୍ଦ୍ଧାରଣ…
କେନ୍ଦ୍ରାପଡାରୁ ଆରଏମଏସ ସେବା ଉଚ୍ଛେଦ ନିଷ୍ପତ୍ତି , ମୁଖ୍ୟ ଡାକପାଳଙ୍କୁ ଚିଠି ଲେଖିଲେ ବିଧାୟକ ଗଣେଶ୍ୱର
କେନ୍ଦ୍ରାପଡ଼ା, ୯ା୧: କେନ୍ଦ୍ରାପଡ଼ା ଜିଲ୍ଲାରୁ ରେଳବାଇ ଡାକସେବା ଉଚ୍ଛେଦ କରିବା ନେଇ ଯେଉଁ ନିଷ୍ପତ୍ତି ହୋଇଛି ତାହାକୁ ପ୍ରତ୍ୟାହାର କରିବା ପାଇଁ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଓଡିଶା ସର୍କଲ ମୁଖ୍ୟ ଡାକପାଳଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ବେହେରା ଚିଠିରେ ଉଲ୍ଲେଖ…
ମଦର୍ସ ଇଣ୍ଟର ନ୍ୟାସନାଲ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ
କେନ୍ଦ୍ରାପଡ଼ା,୯ା୧: କେନ୍ଦ୍ରାପଡା ସହରସ୍ଥ ମଦର୍ସ ଇଣ୍ଟ ନ୍ୟାସନାଲ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ୭ଓ ୮ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ଉଦ୍ଘାଟନୀ ଉତ୍ସବରେ କେନ୍ଦ୍ରାପଡା ଜିଲ୍ଲା କ୍ରୀଡା ସଂସଦର ସମ୍ପାଦକ ସୟଦ ଅକମଲ ଅଲ୍ଲୀ ମୁଖ୍ୟ…
ନୂତନ ଅତିରିକ୍ତ ଜିଲ୍ଲାଜଜ ବିଦ୍ୟାଧର ପୃଷ୍ଟିଙ୍କୁ ସମ୍ବର୍ଦ୍ଧନା
ପଟ୍ଟାମୁଣ୍ଡାଇ ତା ୯/୧-ପଟ୍ଟାମୁଣ୍ଡାଇ ଏ ଡି ଜେ କୋର୍ଟର ନୂତନ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟିଙ୍କୁ ଓକିଲ ସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।ଏହି ଉପଲକ୍ଷେ ଓକିଲ ସଂଘ ସଭାପତି ତପନ କୁମାର ମିଶ୍ର ଙ୍କ ପୌରହିତ୍ୟରେ…
ଏସଆଇପିଟି ଛାତ୍ରୀଛାତ୍ର , ସଡ଼କ ସୁରକ୍ଷା ପରିବାର ରକ୍ଷାର ଦେଲେ ବାର୍ତା
ପଟ୍ଟାମୁଣ୍ଡାଇ ୯/୧- ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଉପଲକ୍ଷେ ପଟ୍ଟାମୁଣ୍ଡାଇ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ତରଫରୁ ଗୁରୁବାର ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।କେନ୍ଦ୍ରାପଡା ଆରଟିଓ ଧିରେନ କୁମାର ନାୟକଙ୍କ ତତ୍ୱାବଧାନରେ ପଟ୍ଟାମୁଣ୍ଡାଇ ଏସଆଇପିଟି ଅଧ୍ୟକ୍ଷ ଲଷ୍ମୀକାନ୍ତ ବିଶ୍ୱାଳଙ୍କ…









