ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ଶୁଭ ଦେଲେ ବିଧାୟକ

14 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୩/୧-ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ଓ ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ୭୬ତମ ବିଶ୍ୱଶାନ୍ତି ମହାଯଜ୍ଞର ପାରମ୍ପରିକ ରୀତିନୀତି ଅନୁଯାୟୀ ବଣିକ ସଂଘ ପକ୍ଷରୁ ଶୁଭ ଦିଆଯାଇଛି । ଏହି ଉପଲକ୍ଷେ ପଣ୍ଡିତ ବ୍ରହ୍ମାନନ୍ଦ […]

ବଳଦେବ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରଙ୍କ ଆଲୋଚନାଚକ୍ର

14 January 2025 kanika odisha 0

କେନ୍ଦ୍ରାପଡ଼ା,୧୩ା୧: କେନ୍ଦ୍ରାପଡା ସହରର ବଳଦେବ ଉଚ୍ଚ ବିଦ୍ୟାଳୟର ୨୦୦୫ବ୍ୟାଚର ପୁରାତନ ଛାତ୍ରମାନଙ୍କର ଏକ ଆଲୋଚନାଚକ୍ର ମା’ବରୁଣେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାଚକ୍ରରେ ପୁରାତନ ଛାତ୍ର ରୂପେ ଭବିଷ୍ୟତରେ ବିଦ୍ୟାଳୟର ଉନ୍ନତି ଓ ଅଧୁନା […]

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୨୮ତମ ବାର୍ଷିକ ଉଦଘାଟନୀ ଉତ୍ସବ

14 January 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୩/୧- ପଟ୍ଟାମୁଣ୍ଡାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୨୮ତମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଶିକ୍ଷାବିତ ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ […]

ଉଦ୍‌ଯାପିତ ହେଲା କେନ୍ଦ୍ରାପଡା ଦ୍ୱାବିଂଶତମ ପୁସ୍ତକ ମେଳା

14 January 2025 kanika odisha 0

କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ସୋମବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ କେମ୍‌ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ବିଶିଷ୍ଟ ଗବେଷକ […]

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର

13 January 2025 kanika odisha 0

କେନ୍ଦ୍ରାପଡ଼ା,୧୩ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବାଳିକା ଆମର ସୁରକ୍ଷା ତାଲିମ ଶିବିର ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଭକ୍ତବନ୍ଧୁ ଓଝାଙ୍କ ଦ୍ୱାରା ଉଦଘାଟିତ […]

ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ବନ୍ଧୁମିଳନ ସମାରୋହ

13 January 2025 kanika odisha 0

କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ପାରମ୍ପରିକ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପ୍ରାଣ ପ୍ରତିଷ୍ଠାତା ଆବାହକ ତଥା ବର୍ତ୍ତମାନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ […]

ପିଲାମାନେ ଆକାଶ ଛୁଇଁବାକୁ ଉଦ୍ୟମ କରନ୍ତୁ

12 January 2025 kanika odisha 0

ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ସଭାପତିତ୍ୱରେ […]

ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ଶେଷ ସୁପର ଲିଗ୍ ମ୍ୟାଚ୍‌ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍‌ସିଲ୍ ବିଜୟୀ

12 January 2025 kanika odisha 0

କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ଶେଷ ସୁପର ଲିଗ୍ ମ୍ୟାଚ୍‌ରେ ଆଳି କ୍ରିକେଟ୍ ଏବଂ ଷ୍ପୋର୍ସ କାଉନ୍‌ସିଲ୍ […]

ପାଠକଟିଏ ଲେଖକର ଅମ୍ଳଜାନ ସଦୃଶ୍ୟ

12 January 2025 kanika odisha 0

ପୁସ୍ତକମେଳାର ସପ୍ତମ ସନ୍ଧ୍ୟା କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୭ମ ଦିବସରେ କେମ୍‌ର ଉପଦେଷ୍ଟା […]

ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକର ଚଷମାରେ’ ଲୋକାର୍ପିତ

12 January 2025 kanika odisha 0

କେନ୍ଦ୍ରାପଡା,୧୨ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌)ର ଉପଦେଷ୍ଟା ଡ. ବିରଜା ରାଉତରାୟଙ୍କ ପୁସ୍ତକ ‘ସମ୍ପାଦକ ଚଷମାରେ’ ଆଜି ମଧ୍ୟାହ୍ନରେ ପୁସ୍ତକ ମେଳା ପରିସରରେ ଲୋକାର୍ପିତ ହୋଇଯାଇଛି । ଏହି ପୁସ୍ତକରେ ବିଗତ ୨୨ବର୍ଷ ଧରି […]

ବନ ବିଭାଗ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ , ଧରାପଡିଥିବା ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ

12 January 2025 kanika odisha 0

କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅନ୍ତର୍ଗତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରକୁ ମାଛ ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ରବିବାର ଦିନ […]

ବଡ଼ମୂଳବସନ୍ତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ

11 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୧/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ୟୁନାଇଟେଡ଼ ୟୁଥ କ୍ଲବ ପକ୍ଷରୁ ୪୦ବର୍ଷରୁ ଉର୍ଦ୍ଧ ଯୁବକଙ୍କୁ ନେଇ ଆୟୋଜିତ ୟୁ ୱା ସି କ୍ରିକେଟ ଟୁର୍ନାମେଂଟ ଉଦଘାଟିତ ହୋଇଯାଇଛି । ୟୁ ୱା ସି […]

ସୁପର ଲିଗ୍ ମ୍ୟାଚ୍‌ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ

11 January 2025 kanika odisha 0

ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୯ତମ ମ୍ୟାଚ୍‌ରେ […]

ପାଠକୀୟ ଚାହିଦାରେ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ

11 January 2025 kanika odisha 0

କେନ୍ଦ୍ରାପଡ଼ା ୧୧/୧: ଦ୍ୱାବିଶଂତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍‌ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି । ଏହି ଆକର୍ଷଣୀୟ ପରିପାଟିରେ ପ୍ରକାଶିତ […]

ଯୁବଶକ୍ତିର ସାମଗ୍ରୀକ ବିକାଶ ହେଲେ ଜିଲ୍ଲାର ବିକାଶ ସମ୍ଭବ

11 January 2025 kanika odisha 0

ପୁସ୍ତକମେଳାର ଷଷ୍ଠ ସନ୍ଧ୍ୟା କେନ୍ଦ୍ରାପଡା,୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୬ଷ୍ଠ ଦିବସରେ କେମ ଦ୍ୱାରା […]

ଉଚ୍ଚାଭିଳାଷି ହେଲେ ଭବିଷ୍ୟତରେ ଲକ୍ଷ୍ୟ ପଥରେ ପହଞ୍ଚି ପାରିବ

11 January 2025 kanika odisha 0

ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ   କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ପୈାରହିତ୍ୟରେ […]

ଗୋପବନ୍ଧୁ ସ୍କାଉଟ ଟ୍ରୁପ ଓ ଝାଂଶିରାଣୀ ଗାଇଡ଼ ଗଠିତ

11 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୧/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀରାମପୁର ପାଳପାଟଣା ସ୍ଥିତ ରାମଚଣ୍ଡୀ ନୋଡ଼ାଲ ବିଦ୍ୟାଳୟରେ ଛାତ୍ର ଓ ଅଭିଭାବକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ନୂତନ ଭାବେ ଏକ […]

ଛୋଟ ପ୍ରୟାସ ଦୁନିଆକୁ ବଦଳାଇ ପାରେ !

11 January 2025 kanika odisha 0

ଦିବ୍ୟାଙ୍ଗଙ୍କୁ କଳିଙ୍ଗ ନବଦିଗନ୍ତ ସ୍ୱେଛାସେବୀ ସଂଗଠନର ସହାୟତା କେନ୍ଦ୍ରାପଡ଼ା,୧୧ା୧: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର କିରଣ ସ୍ୱାଇଁ ଜଣେ ଦାଦନ ଶ୍ରମିକ ଭାବେ ସୁଦୁର ବାଙ୍ଗାଲୋରରେ ପାଣି ପାଇପ ମିସ୍ତ୍ରୀ […]

ପଟ୍ଟାମୁଣ୍ଡାଇ ବ୍ଲକ ପିଇଓ ସଂଘ କର୍ମକର୍ତ୍ତା ନିର୍ବାଚନ

10 January 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୦/୧-ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଂଚାୟତରେ କାର୍ଯ୍ୟରତ ପଂଚାୟତ ନିର୍ବାହୀ ଅଧିକାରୀ ( ପି ଇ ଓ )ମାନଙ୍କ ଏକ ବୈଠକ ପ୍ରଭାତ ମଲ୍ଲିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ହୋଇଯାଇଛି । ଏଥିରେ […]

କେନ୍ଦ୍ରାପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ଚେତାବନୀ ସମାବେଶ

10 January 2025 kanika odisha 0

ଦାବି ପୂରଣ ନହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ କେନ୍ଦ୍ରାପଡ଼ା, ୧୦ା୧: ପାଞ୍ଚଦଫା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ଶୁକ୍ରବାର ରାଜ୍ୟ ବ୍ୟାପି ଚେତାବନୀ ସମାବେଶ ପରିପ୍ରେକ୍ଷୀରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ […]

ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡି ଶୁଭ ଉଦଘାଟନ

10 January 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୧: ଜମଧରସ୍ଥିତ ନିୟନ୍ତ୍ରିତ ବଜାର କମିଟିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଧାନକ୍ରୟ ମଣ୍ଡିର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, […]

ଜିଲ୍ଲାସ୍ତରୀୟ ସିନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ସୁପର ଲିଗ୍ ମ୍ୟାଚ୍‌ରେ ଇଲେଭେନ୍ ଷ୍ଟାର୍ କ୍ରିକେଟ କ୍ଲବ ବିଜୟୀ

10 January 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୧୮ତମ ମ୍ୟାଚ୍‌ରେ ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ବିଜୟୀ […]

ଅଣନିଶ୍ୱାସ ଜୀବନରେ ଜୀବନର ସଂଜ୍ଞା ବୋଧହୁଏ ଲେଖିବାରେ ମିଳିଯାଏ

10 January 2025 kanika odisha 0

ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା କେନ୍ଦ୍ରାପଡା,୧୦ା୧: କେନ୍ଦ୍ରାପଡା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମ ସନ୍ଧ୍ୟା ଅପରାହ୍ନରେ ନେତାଜୀ ମଡେଲ ସ୍କୁଲ ଆନୁକୂଲ୍ୟରେ ଚିତ୍ତାକର୍ଷକ ସାଂସ୍କୃତିକ ବିଚିତ୍ରା ଓ କୁଇଜ୍ […]