କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କରଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଭାରେ ଇଚ୍ଛାପୁର କ୍ଲଷ୍ଟର୍‌ର ସାଧନ ସପ୍ସଯୋଜକ ବିଭୁପ୍ରସାଦ ନାୟକ, ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ଦେପୁରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ […]

କେନ୍ଦ୍ରାପଡ଼ା,୨୫ା୭ : ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳ ରଘୁରାମ ଆର.ଆୟାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କମିଟି ସଭାପତି ବରିଷ୍ଠ ଆଇନିଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ପରାମର୍ଶ କ୍ରମେ କମିଟି ସାଧାରଣ ସମ୍ପାଦକ ଆଇନିଜୀବୀ ରମଣୀରଞ୍ଜନ ରାଉତରାୟଙ୍କ ନେତୃତ୍ୱରେ ସଂଯୋଜକ ସଞ୍ଜୟ କୁମାର ଜେନା, ସତ୍ୟବ୍ରତ ସିଂ, ଧିରେନ୍ଦ୍ର ଦାସ, ଗୋଲଖ ପରିଡା, ନିରଞ୍ଜନ ବଳ, ଅକ୍ଷୟପ୍ରିୟ ଦାସ, ଗବେଷକ ନିରଞ୍ଜନ ମେକାପ, ଉପଦେଷ୍ଟା […]

ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥର ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଛକରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟି ୨ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଦ୍ୱୟ ହେଲେ ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭୁଲୁକା ଗ୍ରାମର ସରୋଜ କୁମାର ଜେନା(୫୨) […]

ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ସାଂସ୍କୃତିକ ସଂନ୍ଧ୍ୟାରେ ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଜିଲ୍ଲା ସ୍ତରୀୟ ବିକାଶ ମେଳା ଅବସରରେ ପ୍ରତ୍ୟକ ସନ୍ଧ୍ୟାରେ ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରଙ୍କ ଚିତାକର୍ଶକ […]

ଭାରତର ଇଂରାଜୀ ନାମ ଇଣ୍ଡିଆ ମଧ୍ୟ ସିନ୍ଧୁ ନଦୀର ଇଂରାଜୀ ନାମ ଇଣ୍ଡସ୍‌ରୁ ଉଦ୍ଧୃତ । ସଂସ୍କୃତ ଭାଷାରେ ଏହି ନଦୀକୁ ସିନ୍ଧୁ ଓ ପାର୍ସୀ ଭାଷାରେ ଏହି ନଦୀକୁ ହିନ୍ଦୁ ବୋଲି କୁହାଯାଏ । ସଂସ୍କୃତରେ ସିନ୍ଧୁ ଶବ୍ଦର ଅର୍ଥ ହେଲା ସାଗର, ମହାସାଗର ଅଥବା କୌଣସି ବୃହତ୍ ଜଳାଶୟ । ପରବର୍ତ୍ତୀ ସମୟରେ ପାରସ୍ୟ ଭାଷାରେ ସିନ୍ଧୁ ନଦୀକୁ ଦରିଆ ବୋଲି ମଧ୍ୟ ନାମିତ କରାଯାଇଛି । […]

ପଟ୍ଟାମୁଣ୍ଡାଇ ୨୨/୪–କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ଶହଶହ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡିବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡିରହୁଛି । ଅଳଭା ଘେରିରୁ ଜଳନିସ୍କାଷନ ପାଇଁ ବ୍ରୀଟିସ ଅମଳରୁ ହୋଇଥିବା ସାଇଫନ ଜୋର ଜବରଦଖଲ ହୋଇଯାଇଛି । ଅଳଭାଠାରେ ଥିବା ଜଳବିଶୋଧନ କାରାଖାନାରୁ ନିର୍ଗତ ବର୍ଜ୍ୟଜଳ ନିଷ୍କାସନ ହୋଇନପାରି ବିଲବାଡିରେ ମାଡୁଛି । ଫଳରେ ଅଳଭା ଗ୍ରାମରେ […]

ନୂଆଦିଲ୍ଲୀ,୨୫/୪: ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ କେନ୍ଦ୍ର ସରକାର ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନର ଗୋଟିଏ ଦିନ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ସର୍ବଦଳୀୟ ବୈଠକ ଡାକିଥିଲେ। ବୈଠକରେ ସମସ୍ତ ରାଜନୈତିକ ଦଳର ନେତାମାନଙ୍କୁ ଏହି […]

ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି । ବଦ୍ଧିତ ସହରରେ ଲୋକେ ବ୍ୟସ୍ତତା ଭିତରେ ଜୀବନ ଅତିବାହିତ କରୁଛନ୍ତି । ହେଲେ ବିକାଶରେ ସାହାଯ୍ୟ କରିଥିବା ପ୍ରାକୃତିକ ସମ୍ପଦଗୁଡ଼ିକ ପ୍ରତି କେହି ଧ୍ୟାନ ଦେଉନାହାଁନ୍ତି । ଲୋକେ ନବୀକରଣୀୟ ଶକ୍ତି ଆଡକୁ ମୁହାଁଇବା ଆରମ୍ଭ କରୁଥିବା ବେଳେ ପ୍ରାକୃତିକ ସମ୍ପଦ […]

କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। ବଳଦେବ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ଛାତ୍ରଛାତ୍ରୀ ମାନେ। ଅଭୁଲା ସ୍ମୃତିକୁ ମନେପକାଇ ସଭିଏଁ କହିଚାଲିଥିଲେ ସେଦିନର ସ୍କୁଲର ଘଟି ଜାଇଥିବା କଥା କେତେ ଭଲ ଥିଲା ଆମ ସ୍କୁଲ ଏବଂ […]

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ ଦିନ ଧରି ଇନ୍ଦୁପୁର ପାୟଲ ମ୍ୟୁଜିକ୍ ସ୍କୁଲ ପରିସରରେ ନୀଳମାଧବ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା […]

କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଆଦର୍ଶ ଶିକ୍ଷକ ତଥା ଗଣକବି ଗୋପାଳ ଦାଶ ସ୍ମୃତି ସଂସଦର ଆଜୀବନ ସଭାପତି ସ୍ୱର୍ଗତ ବିଶ୍ୱାଳଙ୍କ ସ୍ମୃତିଚାରଣ […]

ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି ।  ଏହି ଉପଲକ୍ଷେ ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଗ୍ରାମାଞ୍ଚଳ ଲୋକମାନଙ୍କୁ ବିଶୁଦ୍ଧ […]

ପଟ୍ଟାମୁଣ୍ଡାଇ ତା ୯/୩- ଭାରତବର୍ଷ କୁ ସବୁ ଦୃଷ୍ଟିରୁ ସୁରକ୍ଷିତ ରଖିବା ଓ ଅପରାଧମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ କେନ୍ଦ୍ର ସରକାର ନୂତନ ଅପରାଧୀକ ଆଇନ ପ୍ରଣୟନ କରିବା ସହିତ ଏହାକୁ ସଫଳତାର ସହିତ କାର୍ଯ୍ୟକାରୀ କରିବା ପାଇଁ ସବୁ ରାଜ୍ୟକୁ ନିର୍ଦେଶ ଦେଇଛନ୍ତି । ଓଡିଶା ସରକାର ଏହି ନୂତନ ଅପରାଧୀକ ଆଇନ ଲାଗୁ କରିବା ସହିତ ଏ ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ନିର୍ଦେଶ […]

କେନ୍ଦ୍ରାପଡା -ତା ୭.୩.୨୦୨୫. କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷାନୁଷ୍ଠାନ ମହାଵୀର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ନିକିରାଇ ୧୯୭୭ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ର ଏକ ନିଆରା ପରମ୍ପରା ରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନିକିରାଇ କଲେଜ ଛକ ସେଡୁଆ ମହାପୁରୁଷ ପୀଠରେ ଏକ ବନ୍ଧୁ ମିଳନ ଆନୁଷ୍ଠିତ ହୋଇଯାଇଅଛ । ଏହି ଉପଲକ୍ଷେ ଆୟୋଜିତ ସଭାରେ ଉକ୍ତ ବ୍ୟାଚର ପୁରାତନ ଛାତ୍ର ଉପେନ୍ଦ୍ର […]

1

କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ “ସଶକ୍ତ ମହିଳା ସଶକ୍ତ ବିଶ୍ୱ’ ଶୀର୍ଷକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ତଥା ବରିଷ୍ଠ ବିଚାରପତି ସୁମିତ୍ରା ସାହୁ ଯୋଗ ଦେଇ ଏକ […]

କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି କହିଥିଲେ ଯେ ୧୯୭୭ ଠାରୁ ଜାତିସଂଘ ଦ୍ୱାରା ଘୋସିତ ଏହି ଦିବସ ବିଶ୍ୱରେ ପାଳିତ ହେଉଛି । ଚଳିତ ବର୍ଷ ଏହି ଦିବସର ସ୍ଲଗାନ ହେଉଛି “ସମସ୍ତ […]

କେନ୍ଦ୍ରାପଡ଼ା,୮ା୩: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଉଦୟବଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସର୍ବେଶ୍ୱର ସ୍ୱାଇଁ(୫୩)ଙ୍କର ଦେହାନ୍ତ ହୋଇଯାଇଛି । ସେ ଗତ ୬ମାସ ହେବ କର୍କଟ ରୋଗରେ ପୀଡିତ ଥିଲେ । ଜନ୍ମସ୍ଥାନ ମାର୍ଶାଘାଇ ଅନ୍ତର୍ଗତ ଗିରଙ୍ଗ ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହୋଇଥିଲା । ଶ୍ରୀ ସ୍ୱାଇଁ ୨୦୦୮ ମସିହାରୁ ଶିକ୍ଷକତା କରି ସ୍ଥାନୀୟ ଅଞ୍ଚଳରେ ଖ୍ୟାତି ଅର୍ଜନ କରିଥିଲେ । ତାଙ୍କର ବଡପୁଅ ମୁଖାଗ୍ନି ଦେଇଥିଲେ । […]

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍‌ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲରେ ୧୮୧ଟି ଏନ୍‌.ଆର୍‌. ମାମଲା୍ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୩୪ଟି ମାମଲା ସମାଧାନ ହୋଇ ୧,୭୯,୧୯୫ ଟଙ୍କା ଜୋରିମାନା ଆଦାୟ ହୋଇଥିଲା । ଟଙ୍କା […]

କେନ୍ଦ୍ରାପଡା,୭ା୩: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚର ଏକାଡେମୀର ପ୍ରତିଷ୍ଠାତା ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରକୃତି ସୁରକ୍ଷା ବିଷୟ ବସ୍ତୁକୁ ନେଇ କାନ୍‌ଭାସରେ ଅଙ୍କିତ ଚିତ୍ର ଦିଲ୍ଲୀସ୍ଥିତ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଜାତୀୟ ଲଳିତ କଳା ଏକାଡେମୀ ଦ୍ୱାରା ବାର୍ଷିକ ଚିତ୍ର ପ୍ରଦର୍ଶନୀ ପାଇଁ ମନୋନୀତ ହୋଇଛି। ଏହି ପ୍ରଦର୍ଶନୀରେ ଭାରତର ବିଭିନ୍ନ ରାଜ୍ୟରୁ ୧୫୧ଟି ଚିତ୍ର ମନୋନିତ ହୋଇଥିବା ବେଳେ […]

କେନ୍ଦ୍ରାପଡ଼ା ୭ /୩ ଓଡିଆ ସାହିତ୍ୟର ବିଶିଷ୍ଟ କବି ସ୍ୱର୍ଗତ ଦୀପକ ମିଶ୍ରଙ୍କ ୮୭ତମ ଜୟନ୍ତୀ ସ୍ଥାନୀୟ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଗାନ୍ଧି ଭବନରେ କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ଓ ଓଡିଶା ସାହିତ୍ୟ ଏକାଡେମୀ ମିଳିତ ଉଦ୍ୟମରେ ପାଳିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରା କବି ଦୀପକ ମିଶ୍ରଙ୍କ ସହ ତାଙ୍କର ଅନ୍ତରଙ୍ଗତା ସଂପର୍କରେ ବର୍ଣ୍ଣନା […]

କେନ୍ଦ୍ରାପଡା ୭/୩ – ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଘଟଣା ଘଟିଛି କେନ୍ଦ୍ରାପଡା ଛାଞ୍ଚୁଣିଆ ଗାଁର ବ୍ୟବସାୟୀ ଅନନ୍ତ ଚରଣ ପାତ୍ର । ଆକ୍ରମଣର ଶିକାର ହୋଇଥିବା ଅନନ୍ତ ଏବେ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି । ଅନ୍ୟପକ୍ଷରେ ସୁରକ୍ଷା ନମିଳିଲେ ଗାଁ ଛାଡି ପଳାଇବେ ବୋଲି କହିଛନ୍ତି […]

କେନ୍ଦ୍ରାପଡ଼ା,୬ା୩: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରି ର‌୍ୟାକେଟ ଠାବ କରିଛି। ଏହି ର‌୍ୟାକେଟ୍‌ରେ ଥିବା ଦୁଇ ଚୋରଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୫ଟି ଚୋରା ବାଇକ ଜବତ କରାଯାଇଛି। ଅଭିଯୁକ୍ତ ଦ୍ୱୟ ହେଲେ ମାର୍ଶାଘାଇ ଥାନା ଅନ୍ତର୍ଗତ ତୁଳସିପୁର ଗ୍ରାମର ଜ୍ଞାନରଞ୍ଜନ ସେଠୀ(୨୫) ଓ ସେହି ଗ୍ରାମର ରାଜେଶ ଜେନା(୨୨)। ଏହି ଚୋରମାନେ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇର ବିଭିନ୍ନ ଅଞ୍ଚଳରୁ ବାଇକ ଚୋରି […]

  ପଟ୍ଟାମୁଣ୍ଡାଇ ତା ୬/୩-ଆନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ ରାଷ୍ଟ୍ରନାୟକ ପ୍ରବାଦ ପୁରୁଷ ପଂଚାୟତରାଜ ବ୍ୟବସ୍ଥାର ଜନକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟନାୟକଙ୍କ ଜୟନ୍ତୀ ତିନି ଦଶନ୍ଧି ଧରି ପଂଚାୟତରାଜ ଦିବସ ଭାବେ ପାଳିତ ହୋଇ ସରକାରୀ ଛୁଟି ଘୋଷିତ ହୋଇ ଆସୁଥିବାବେଳେ ରାଜ୍ୟ ବିଜେପି ସରକାର ଏହାକୁ ପରିବର୍ତନ କରି ପ୍ରବାଦପୁରୁଷଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଅସମ୍ମାନ କରିଛନ୍ତି ବୋଲି ଅଭିଯୋଗ କରି ବିଜେଡି ପକ୍ଷରୁ ରାଜ୍ୟ ବ୍ୟାପି ପ୍ରତିବାଦ […]

କେନ୍ଦ୍ରାପଡା,୬ା୩: କେନ୍ଦ୍ରାପଡା ସହରସ୍ଥ ଇଚ୍ଛାପୁରସ୍ଥିତ ତୁଳସୀ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ବୃତ୍ତି ପରୀକ୍ଷାରେ ସଫଳତାର ସହ କୃତିତ୍ୱ ଅର୍ଜନ କରିଛନ୍ତି । ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଜ୍ୟୋତିପ୍ରିୟା ସାମଲ ଓ ପ୍ରସନ୍ନଜିତ ବାରିକ ସଫଳ ହୋଇଥିବା ବେଳେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ସାଇ ରିତେଶ ସାହୁ ଓ ରାଜେଶ୍ୱରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି । ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ରବିନ୍ଦ୍ର କୁମାର ଦାଶ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା […]