Your blog category
ମଦନପୁର ୟୁ କେ ମହାବୀର କଲେଜରେ କ୍ରୀଡା ପ୍ରତିଯୋଗିତା
କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର କଲେଜରେ ନୂଆ-ଓ କାର୍ଯ୍ୟକ୍ରମ ଅନୁଯାୟୀ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । କଲେଜ ଅଧ୍ୟକ୍ଷ ପ୍ରଫେସର ସବ୍ୟସାଚୀ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର […]
