Your blog category
ନରସିଂହପୁର ପଂଚାୟତରେ ଆମ ବ୍ୟାଙ୍କ ଉଦଘାଟିତ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ରାଜ୍ୟର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାଙ୍କିଙ୍ଗ ସେବାର ଆଭାସୀ ଜରିଆରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ପଂଚାୟତରେ ଆମ ବ୍ୟାଙ୍କକୁ ମୁଖ୍ୟମନ୍ତ୍ରୀ […]
