ପାନୀୟ ଜଳର ଅପବ୍ୟବହାର: ପଞ୍ଚାୟତବାସୀ ପାଣି ପାଉନଥିବା ଅଭିଯୋଗ

22 October 2023 kanika odisha 0

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହସପୁର ଗ୍ରାମର କୁମ୍ଭାର ସାହି ଗଡାରେ ଜନୈକ ବ୍ୟବସାୟୀ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳକୁ ଅପବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ […]

କେନାଲ ପାଣିରେ ବୁଡି ଜଣେ ମୃତ

22 October 2023 kanika odisha 0

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ନାନକାର ଗ୍ରାମର ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ପୁତ୍ର ରଘୁନାଥ ବିଶ୍ୱାଳ(୫୮) ରବିବାର ସକାଳେ ସ୍ଥାନୀୟ ଗୋବରୀ କେନାଲର ହୁଡାଘାଟକୁ ଶୈାଚହେବା ପାଇଁ ଯାଇଥିବା ବେଳେ ତାଙ୍କୁ ହଠାତ […]

ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ,ପୀଠରେ ମହାଷ୍ଟମୀ ପୂଜା

21 October 2023 kanika odisha 0

ଦଶହରାକୁ ନେଇ ପଟ୍ଟାମୁଣ୍ଡାଇ ଅଂଚଳ ଚଳଚଂଚଳ । ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି । ଚଳିତ ବର୍ଷଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ ଘରେ ମା’ଙ୍କ ପୂଜା ପାଇଁ ସମସ୍ତେ […]

ସାତ ଭାୟାବାସୀଙ୍କ ଜୀବନ ପାଇଁ ୫ ଦଶନ୍ଧୀର ସଂଘର୍ଷ ଶେଷ ହେଲା ସିନା ଜୀବିକାକୁ ନେଇ ଚିନ୍ତାବଢୁଛି

21 October 2023 kanika odisha 0

କେନ୍ଦ୍ରାପଡ଼ା ଜିଲାର ସମୁଦ୍ର ତଟରେ ଜୀବନର ସୁରକ୍ଷା ପାଇଁ ଦୀର୍ଘ ୫ ଦଶନ୍ଧୀ ଧରି ସଂଘର୍ଷ କରୁଥିବା ମାଟିର ମଣିଷ ସାତଭାୟାବାସୀଙ୍କ ସେହି ସଂଘର୍ଷର ବିଳମ୍ବରେ ହେଲେ ବି ଅନ୍ତଘଟିଛି । ଜିଲ୍ଲା ପ୍ରଶାସନ […]

ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କେନ୍ଦ୍ରାପଡାରୁ ୨୫ଜଣ ବୃଦ୍ଧାଙ୍କ ଶ୍ରୀକ୍ଷେତ୍ର ଯାତ୍ରା

21 October 2023 kanika odisha 0

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଜଇପୁରା ଗ୍ରାମରୁ ୨୫ଜଣ ବୃଦ୍ଧା ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଯାତ୍ରା କରିଛନ୍ତି । ସମାଜସେବୀ ଲୋକନାଥ ଦାସ ଏହି ବୃଦ୍ଧାମାନଙ୍କୁ ନିଜ ଖର୍ଚ୍ଚରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରାଇବାକୁ […]

କେନ୍ଦ୍ରାପଡାରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

21 October 2023 kanika odisha 0

କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଶନିବାର ୬୪ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ […]

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର, ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

21 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି ଶାରଦୀୟ ଉତ୍ସବର ଲମ୍ବା ଇତିହାସ ରହିଛି […]

ଓଡିଶାର ନାଁ ଉତ୍କଳ କରିବା ପାଇଁ ଜନଶକ୍ତି ପାର୍ଟିର ରଥ ପରିକ୍ରମା

21 October 2023 kanika odisha 0

ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ପାଇଁ ବିଭିନ୍ନ ପ୍ରସଙ୍ଗରେ ଲଢେଇ କରି ଆସୁଥିବା ଜନଶକ୍ତି ପାର୍ଟି ପୁଣି ଏକ ସମବେଦନଶୀଳ ପ୍ରସଙ୍ଗକୁ ନେଇ ଅଭିଯାନ ଆରମ୍ଭ କରିଛି । ଓଡିଶା ରାଜ୍ୟର ନାଁ […]

ମାନସ ବିକାଶ ମଞ୍ଚ ପକ୍ଷରୁ ସ୍ବେଛାସେବୀ ସମ୍ମାନ ସମାରୋହ

21 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ମାନସ ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ସ୍ବେଛାସେବୀ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମାନସ ବିକାଶ […]

ବିଜେପିର ବିଶାଳ ସମାବେଶ ; ଯୋଗଦେଲେ ମନମୋହନ

21 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକରେ ଆଳି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପୂଜ୍ୟପୂଜା ବିଶାଳ ଯୁବ ସମାବେଶ ଓ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ରାଜକନିକା ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି […]

ଡେଙ୍ଗୁ ରୋଗୀଙ୍କ ପାଇଁ ଘାତକ କୋଭିଡ୍ ଆଣ୍ଟିବଡିଜ

21 October 2023 kanika odisha 0

ଭୁବନେଶ୍ବର-କୋଭିଡ୍‌-୧୯ ମହାମାରୀ ରୋଗପ୍ରତିରୋଧକାରୀ ଶକ୍ତି ଡେଙ୍ଗୁ ଆକ୍ରାନ୍ତଙ୍କ ଉପରେ ପଡିପାରେ ଗମ୍ଭୀର ପ୍ରଭାବ । ସରକାରଙ୍କ ଟ୍ରାନ୍ସନେସନାଲ ହେଲଥ୍ ସାଇନ୍ସ ଆଣ୍ଡ ଟେକନୋଲଜି ପକ୍ଷରୁ କରାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ଗବେଷଣାରୁ ଏହି ତଥ୍ୟ ସାମନାକୁ […]

ଓଡ଼ିଶାରେ ଶକ୍ତିପୂଜା

21 October 2023 kanika odisha 0

ଡାକ୍ତର ରଶ୍ମିତା ସେଠୀ ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ । କିନ୍ତୁ ନିଜସ୍ୱ ସଂସ୍କୃତି ଓ ପରମ୍ପରାକୁ ଓଡି଼ଆ ଜାତି କେବେ ଭୁଲିଯାଇନାହିଁ । ଓଡି଼ଶାର ଶାକ୍ତ ପରମ୍ପରା ସୁପ୍ରାଚୀନ । […]

ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

20 October 2023 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । […]

ଇଭିଏମ ଓ ଭିଭିପିଏଟିର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଶେଷ

20 October 2023 kanika odisha 0

ଆଗାମୀ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅମ୍ରିତ୍ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଇଭିଏମ୍ ଓ ଭିଭିପିଏଟିର […]

ନିଖୋଜ ଚାଷୀର ମୃତ ଦେହ ଉଦ୍ଧାର

20 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର କୃଷକ ନିଖୋଜ ଘଟଣାର ଦିନକ ପରେ ତାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।ପ୍ରକାଶ ଯେ, ଗୁରୁବାର ପଟ୍ଟାମୁଣ୍ଡାଇ ଧୋୟାଂଚଳ ଅଣ୍ଢରା ଗ୍ରାମର […]

ପଟ୍ଟାମୁଣ୍ଡାଇ ବ୍ଲକରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର

20 October 2023 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିପିଓ ପ୍ରଭାତ କୁମାର ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ […]

ବିରି ବୁଣିବାକୁ ଯାଇ ଚାଷୀ ନିଖୋଜ

20 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର ଭେଡାକୁ ବିରି ବୁଣି ବାକୁ ଯାଇ ଜଣେ କୃଷକ ନିଖୋଜ ହେବା ଘଟଣା ସ୍ଥାନୀୟ ଅଂଚଳରେ ଚହଳ ପକାଇଚି । ନିଖୋଜ ଚାଷୀ […]

ରାଜନଗରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ୨୯ଟି ପଚାଂୟତ ପାଇଁ ୧୪କୋଟି ୫୦ଲକ୍ଷ ଅର୍ଥ ମଂଜୁର

20 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହିଁଷାସୁର ପଚାଂୟତ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିଓ ନିଶାନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ […]

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି : ମୁଖ୍ୟମନ୍ତ୍ରୀ

20 October 2023 kanika odisha 0

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର […]

ସରକାରୀ ଚାକିରୀର ମାନ୍ୟତା ପଦୋନ୍ନତି ଓ ପେନସନ ଦାବିରେ ଆଶାକର୍ମୀଙ୍କ ସମ୍ମିଳନୀ

19 October 2023 kanika odisha 0

କେନ୍ଦ୍ରାପଡ଼ା, ୧୯ା୧୦ : ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ(ଏ.ଆଇ.ଟି.ୟୁ.ସି.)ଇନ୍ଦୁପୁର ସିଏଚସି କମିଟିର ଏକ ସମ୍ମିଳନୀ କେନ୍ଦ୍ରାପଡା ସହର ନିକଟସ୍ଥ କପାଳେଶ୍ୱର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସିଏଚସି ସଭାପତି ସାଥି ସରସ୍ୱତୀ ସ୍ୱାଇଁଙ୍କ […]

ଶ୍ରୀବଳଦେବଜୀଉ ମଣ୍ଡଳରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

19 October 2023 kanika odisha 0

କେନ୍ଦ୍ରାପଡ଼ା ବ୍ଲକ ଅଧିନ ଶ୍ରୀବଳଦେବଜୀଉ ମଣ୍ଡଳ (ଜୋନ -୮)ର କପାଳେଶ୍ୱର ଓ ବଗଡ଼ା ପଂଚାୟତରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗରାପୁର ହନୁମାନ ମନ୍ଦିର ନିକଟରୁ ଏହି କାର୍ଯ୍ୟକ୍ରମ […]

ପଟ୍ଟାମୁଣ୍ଡାଇରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ:୩୧ ପଂଚାୟତ ପାଇବେ ୧୫ କୋଟି ୫୦ ଲକ୍ଷ

19 October 2023 kanika odisha 0

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ବ୍ଲକରେ ଶୁଭାରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପଡିଆରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ […]

କେନ୍ଦ୍ରପଡ଼ାର ଜିଲ୍ଲାରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

19 October 2023 kanika odisha 0

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମରେ ପ୍ରତି […]

ମା’ଦଶଭୁଜାଙ୍କ ପୂଜା ଭିଜିବ କି ବର୍ଷାରେ

18 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇରେ ଧୁମଧାମରେ ପାଳନ ହେବାକୁ ଯାଉଛି ଦୁର୍ଗାପୂଜା । ଏଥିପାଇଁ ସହରର ସମସ୍ତ ପୂଜା ମଣ୍ଡପରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେଉଁଠି ରଙ୍ଗ କାମ ସରିବା ପରେ ମାଆଙ୍କୁ ପୋଷାକ […]