କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଉଦଯାପିତ, ସାଇବର ସୁରକ୍ଷା ରଥ ବାହୁଡିଲା

15 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲାରେ ସଚେତନତା କାର୍ଯ୍ୟକ୍ରମ ସାରି ସାଇବର ସୁରକ୍ଷା ରଥ ଭୁବନେଶ୍ୱରକୁ ଆଜି ବାହୁଡି ଯାଇଛି । ଏହି ଉପଲକ୍ଷେ ପୋଲିସ ରିଜର୍ଭ ପଡିଆରେ ଆରକ୍ଷୀ ଅଧିକ୍ଷକ ମଡ଼କର ସମ୍ବିତ ସମ୍ପଦଙ୍କ ଅଧ୍ୟକ୍ଷତାରେ ଏକ […]

ରାଜ୍ୟ ସ୍ତରୀୟ ଶିରିଡି ସାଇ ସମ୍ମାନ ସମାରୋହ

15 October 2023 kanika odisha 0

କେନ୍ଦ୍ରାପଡ଼ା, ୧୫ା୧୦: ସାଇ ଏଜୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏକ ରାଜ୍ୟ ସ୍ତରୀୟ ଉତ୍ସବରେ ବାପାମାନଙ୍କୁ ଶିରିଡି ସାଇ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି । ଏହି ଉପଲକ୍ଷେ ସାଇ ଏଜୁ କେସନାଲ […]

ମେଡିକାଲ କଲେଜ ଓ ଅର୍ବାନ ସିଏଚସି ଦାବୀରେ କଂଗ୍ରେସର ଗଣ ଗର୍ଜନ ସମାବେଶ

15 October 2023 kanika odisha 0

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ କେନ୍ଦ୍ରାପଡା ମୁନିସିପାଲଟିରେ ଅର୍ବାନ ସିଏଚସି ପ୍ରତିଷ୍ଠା ଦାବିରେ ଆସନ୍ତା ଅକ୍ଟୋବର ୧୮ତାରିଖ ବୁଧବାର ଗଣ ଗର୍ଜନ ସମାବେଶ କରିବାକୁ ବ୍ଲକ ଓ ନଗର କଂଗ୍ରେସ ତରଫରୁ ମୀଳିତ ଭାବରେ […]

ଭାରତ ପାକିସ୍ତାନକୁ ୭ ୱିକେଟରେ ପରାସ୍ତ କଲା

14 October 2023 kanika odisha 0

ଅହମ୍ମଦାବାଦ୧୪/୧୦: ବୋଲରଙ୍କ ଘାତକ ବୋଲିଂ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଓ ଶ୍ରେୟାସ ଆୟାରଙ୍କ ଦାୟିତ୍ୱପୂର୍ଣ୍ଣ ବ୍ୟାଟିଂ ବଳରେ ପାକିସ୍ତାନ ଧରାଶାୟୀ ହୋଇଛି । ଉଭୟ ବୋଲିଂ ଓ ବ୍ୟାଟିଂରେ ଦମଦାର […]

କେନ୍ଦ୍ରାପଡ଼ା ସୈନିକ ସଂଘ ତରପରୁ ସିକିମରେ ସହୀଦ ହୋଇଥିବା ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି

14 October 2023 kanika odisha 0

କେନ୍ଦ୍ରାପଡ଼ାର ପୂର୍ବତନ ସୈନିକ ସଂଘ ଆନୁକୂଲ୍ୟରେ ତିନିମୁହାଣୀ ସ୍ଥିତ ସହୀଦ ସ୍ତମ୍ଭରେ ଶୁକ୍ରବାର କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସିକିମ ରେ ପ୍ରାକୃତିକ ଦୁର୍ବିର୍ପାକରେ ସହୀଦ ହୋଇଥିବା ସହୀଦ ମାନଙ୍କୁ ଦୀପଦାନ ତଥା […]

ଭିନ୍ନକ୍ଷମଙ୍କୁ ଯନ୍ତ୍ର ଚାଳିତ ତିନି ଚକିଆ ସାଇକେଲ ପ୍ରଦାନ ପରିକ୍ଷଣ ଶିବିର

14 October 2023 kanika odisha 0

ଭୂବନେଶ୍ୱରର ଆଲମିକୋ ସହାୟତାରେ ଜିଲ୍ଲାର ସମସ୍ତ ବ୍ଲକରେ ସେଣ୍ଟେମ୍ବର ୩୦ତାରିଖ ରୁ ଅକ୍ଟୋବର ୪ତାରିଖ ମଧ୍ୟରେ ୮୦% ରୁ ଅଧିକ ଭିନ୍ନକ୍ଷମତା ଥିବା ପୋଲିଓ ପରବର୍ତ୍ତୀ ସ୍ଥାୟୀ ମାଂସପେଶୀ ଦୁର୍ବଳତା, ଅଙ୍ଗ ଛେଦନ, ଶରୀର […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶୈକ୍ଷିକ ପରିଷଦର ବୌଠକ

14 October 2023 kanika odisha 0

କେନ୍ଦ୍ରାପଡା ସ୍ୱୟଂଶାସିତ ମାହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ୨୦୨୩-୨୪ ଶୈକ୍ଷିକ ବର୍ଷ ନିମିତ୍ତ ମହାବିଦ୍ୟାଳୟର ଶୈକ୍ଷିକ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ରଖିଥିଲେ […]

ଜିଲ୍ଲାସ୍ତରୀୟ ଲୋକଅଦାଲତ ; ୧୭୪୦ ମାମଲା ସମାଧାନ, ୧୨ଲକ୍ଷ ଟଙ୍କା ଜୋରିମାନା ଆଦାୟ

14 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ନ୍ୟାୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି । ଆଜି ଅନୁଷ୍ଠିତ ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ମୋଟୋରଯାନ ଦୁର୍ଘଟଣା, […]

ପଟ୍ଟାମୁଣ୍ଡାଇରେ ପରମ୍ପରିକ ଦୁର୍ଗାପୂଜା ପାଇଁ ସଜବାଜ

14 October 2023 kanika odisha 0

ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି ଫେରିଛି ଶରତ ଋତୁର ଆଶ୍ୱିନ ମାସ । ସାଙ୍ଗରେ ଆଣିଛି […]

ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ

14 October 2023 kanika odisha 0

ପାର୍ବଣ ଋତୁର ଆଗମନରେ ଶାରଦିଅ ଦୁର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ଶନିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ପରିସରରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି […]

ପଟ୍ଟାମୁଣ୍ଡାଇ ଥାନା ପକ୍ଷରୁ ସାଇବର ସଚେତନତା ଶୋଭାଯାତ୍ରା

14 October 2023 kanika odisha 0

ସମ୍ପ୍ରତି ସାଇବର ଅପରାଧ ସରକାର ଓ ପ୍ରଶାସନ ପାଇଁ ଆହ୍ୱାନ ସୃଷ୍ଟି କରିଛି । ପ୍ରତ୍ୟେକ ଦିନ ବହୁ ନିରୀହ ସାଧାରଣଲୋକମାନେ ସାଇବର ଠକେଇର ଶିକାର ହେବା ଦେଖାଯାଉଛି । ସାଇବର ଅପରାଧ ସମ୍ପର୍କରେ […]

ପଟ୍ଟାମୁଣ୍ଡାଇ ସରକାରୀ ଦପ୍ତରରେ କର୍ମଚାରୀ ଅଭାବ

14 October 2023 kanika odisha 0

ଲୋକାଭିମୁଖୀ ଯୋଜନା ହେଉନି କାର୍ଯ୍ୟକାରୀ ନିରାଶରେ ଫେରିଛନ୍ତି ଜନସାଧାରଣ ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ବହୁ ଯୋଜନା ପ୍ରଣୟନ କରି ଚାଲିଛନ୍ତି । ମାତ୍ର ସରକାର ପ୍ରଣୟନ କରୁଥିବା ଯୋଜନାଗୁଡିକ ବାସ୍ତବରେ […]

ଲୁଚିଯିବାକୁ ବସିଲାଣି ଢିଙ୍କି

14 October 2023 kanika odisha 0

ସମୟ ବଦଳିବା ସହିତ ମନୁଷ୍ୟ ମଧ୍ୟ ପରିବର୍ତନ ହେଉଛି । ଆଧୁନିକତାର ଚାକଚକ୍ୟ ସମୟର ସ୍ପଳ୍ପତା ଭିତରେ ଆଜିର ମଣିଷ ପୁରୁଣା ଓ ପାରମ୍ପରିକ ଘରକରଣା ଜିନିଷକୁ ହଜେଇ ଦେଇ ଆଧୁନିକ ମେସିନ୍‌ର ବ୍ୟବହାର […]

କିଶୋରୀ ସଶକ୍ତିକରଣ ପାଇଁ ଅଦ୍ୱିକା କପ୍‌-୨୦୨୩

13 October 2023 kanika odisha 0

କେନ୍ଦ୍ରାପଡ଼ା, ତା୧୪/୧୦: ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ କ୍ରୀଡ଼ା ମାଧ୍ୟମରେ କିଶୋରୀ ସଶକ୍ତିକରଣ ପାଇଁ ଅଦ୍ୱିକା କପ୍ ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ, ୟୁନିସେଫ୍ ଏବଂ ଆକ୍ସନ୍ ଏଡ୍‌ର ମିଳିତ ଆନୁକୂଲ୍ୟରେ […]

ପୁଣ୍ୟ ଜନ୍ମ ଭୂମିରେ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ପାଳିତ

13 October 2023 kanika odisha 0

କେନ୍ଦ୍ରାପଡା ୧୩/୧୦- ଗତକାଲି ସନ୍ଧ୍ୟାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳାନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଓଡିଆ ସଙ୍ଗୀତ ଜଗତର ଅପ୍ରତିଦ୍ୱନ୍ଦୀ ବାଦଶାହା, ପ୍ରବାଦ ପୁରୁଷ […]

ବଡପଡାରେ ଶିଶୁ ମହୋତ୍ସବ ସୁରଭି

13 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡପଡା ଉପ୍ରା ବିଦ୍ୟାଳୟ ଠାରେ ଉତ୍କଳମଣି ନୋଡାଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୩ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଧୁଭୂଷଣ ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ […]

ମଦନପୁର ହାଇସ୍କୁଲରେ ଶିଶୁମହୋତ୍ସବ ସୁରଭି

13 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର ହାଇସ୍କୁଲ ଠାରେ ଲଷ୍ମୀସୁବଳ କ୍ଲଷ୍ଟର ପକ୍ଷରୁ ଶିଶୁମହୋତ୍ସବ ସୁରଭି ବୁଧବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଜୟ କୁମାର ବେହେରାଙ୍କ ପୌରହିତ୍ୟରେ […]

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

13 October 2023 kanika odisha 0

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର କାଙ୍କଦିଆ ଗ୍ରାମର ନିଳମଣୀ ମଲିକଙ୍କ ପୁଅ ମୀନକେତନ ମଲିକ(୩୩) କହ୍ନଇପୁର ଗ୍ରାମ ରାସ୍ତାରେ ଏକ ପିକଅପ ଭ୍ୟାନ ଚଳାଇ ଯାଉଥିବା ବେଳେ ହଠାତ୍ ୧୧କେଭି ବିଦ୍ୟୁତ […]

ମଦ୍ରାସା ଆରବିୟା ତାଲିମୁଲ ଇସଲାମରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ

13 October 2023 kanika odisha 0

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୁଲ ଇସଲାମରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ବିଜେଡି ସଂଖ୍ୟାଲଘୁ […]

ବିଶ୍ୱ ଅଣ୍ଡା ଦିବସ – ୨୦୨୩

13 October 2023 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ “ବିଶ୍ୱ ଅଣ୍ଡା ଦିବସ-୨୦୨୩” କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଡ଼ମଙ୍ଗଳାସ୍ଥିତ କଳିଙ୍ଗ ପ୍ୟାଲେସ୍‌ରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ପ୍ରାଣୀ […]

କେନ୍ଦ୍ରାପଡା ଜିଲ୍ଲାରେ ଜନ ଶିକ୍ଷଣ ସଂସ୍ଥାନ କାର୍ଯ୍ୟକ୍ରମ

13 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲାରେ ଜନ ଶିକ୍ଷଣ ସଂସ୍ଥାନ ତରଫରୁ ଆଜି ୧୧ ଘଟିକା ସମୟରେ ଜିଲ୍ଲା ଶିଳ୍ପ କେନ୍ଦ୍ର କେନ୍ଦ୍ରାପଡାର ସମ୍ମିଳନୀ ଗୃହରେ ଜନ ଶିକ୍ଷଣ ସଂସ୍ଥାନରୁ ୨୦୨୨-୨୦୨୩ର ପାସ୍ କରିଥିବା ୧୬୦ ଜଣ ଛାତ୍ରଛାତ୍ରୀମାନଙ୍କୁ […]

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ମୁନିସିପାଲଟିରେ ଅର୍ବାନ ସିଏଚସି ଦାବିରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିବ କଂଗ୍ରେସ

12 October 2023 kanika odisha 0

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଓ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖଡିଅଙ୍ଗ ଠାରେ ମଞ୍ଜୁରୀ ପ୍ରାପ୍ତ ୟୁପିଏଚସି କାର୍ଯ୍ୟକ୍ଷମ କରିବା ଦାବିରେ ଆସନ୍ତା ଅକ୍ଟୋବର ୧୮ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ ନଗର […]

ପଟ୍ଟାମୁଣ୍ଡାଇ କଲେଜର ଦୁଇ +୨ଓ+୩ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ପୋଲିସ ହସ୍ତକ୍ଷେପ ପରେ ସ୍ଥିତି ସ୍ୱାଭାବିକ

12 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜରେ ଆଜି +୨ ଓ +୩ ଛାତ୍ରଙ୍କ ମଧ୍ୟରେ ବଚସାରୁ ଗଣ୍ଡଗୋଳ ସୃଷ୍ଟି ହୋଇ ପରିସ୍ଥିତି ଉତେଜନାପୂର୍ଣ୍ଣ ହୋଇପଡିଥିଲା । ଖବର ପାଇ ପଟ୍ଟାମୁଣ୍ଡାଇ ପୋଲିସ ଘଟଣାସ୍ଥଳରେ ପହଂଚି ହସ୍ତକ୍ଷେପ […]

ସୁସ୍ଥ ନେତ୍ର ପାଇଁ ୨୦-୨୦-୨୦ରୁଲ

12 October 2023 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ‘ବିଶ୍ୱ ଦୃଷ୍ଟି ଦିବସ-୨୦୨୩’ ପୁରୁଣା ଡାକ୍ତରଖାନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନିମନ୍ତ୍ରିତ ଅତିଥିମାନେ ସୁସ୍ଥ ନେତ୍ର ପାଇଁ ୨୦-୨୦-୨୦ ରୁଲ୍ ସମସ୍ତେ ପାଳନ […]