ଦୀର୍ଘ ୪୨ବର୍ଷ ପରେ ଉପ୍ରା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ମିଳନ

5 October 2023 kanika odisha 0

ଭୂବନେଶ୍ୱର, ୪ା୧୦–  ଆପଣ ଜାଣି ବିଶ୍ମିତ ହେବେ କି ୪୨ବର୍ଷ ଧରି ସ୍କୁଲ ଛାଡି ଥିବା ବୟବୃଦ୍ଧ ଛାତ୍ର ଛାତ୍ରୀ ମାନେ ଏବେ ସେମାନେ ଏକାଠି ହୋଇଛନ୍ତି । କିଏ କିଏ ସରକାରୀ ବାକିରୀରୁ ଅବସର […]

ପ୍ରଭୁ ସିଦ୍ଧ ବଳଦେବଜୀଉଙ୍କ ରସାବଳୀକୁ ଜି ଆଇ ମାନ୍ୟତା ,ରସାବଳୀ ବଂଟନ ଉତ୍ସବ ପଟ୍ଟାମୁଣ୍ଡାଇ ମନାଇଲା ଯୁବଛାତ୍ରବିଜେଡି

5 October 2023 kanika odisha 0

ସମଗ୍ର କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ହୃଦୟର ଆରାଧ୍ୟ ଦେବତା ପ୍ରଭୁ ସିଦ୍ଧ ବଳଦେବଜୀଉଙ୍କ ପ୍ରିୟ ଭୋଗ ରସାବଳୀକୁ ଜିଆଇ ମାନ୍ୟତା ମିଳିଛି । ଯାହାଫଳରେ ଦୀର୍ଘ ୭୦୦ବର୍ଷର ମହାନ ପରମ୍ପରା ଓ ସଂସ୍କୃତିର ବିଜୟ ହୋଇଛି […]

ଘରେ ଘରେ କଂଗ୍ରେସ, ଘରେ ଘରେ ହାତ ନିମନ୍ତେ ପ୍ରସ୍ତୁତି ବୌଠକ

5 October 2023 kanika odisha 0

କେନ୍ଦ୍ରାପଡ଼ା, ୪ା୧୦ : ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ କେନ୍ଦ୍ରାପଡାରେ ଘରେ ଘରେ କଂଗ୍ରେସ, ଘରେ ଘରେ ହାତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜୋନ୍ ନଂ […]

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମାନ୍ୟତା ମିଳିବା ପରେ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ରସାବଳି ବଣ୍ଟନ

4 October 2023 kanika odisha 0

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗର ମାନ୍ୟତା ମିଳିବା ପରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ମହାପ୍ରଭୁଙ୍କୁ ସମର୍ପିତ ଦିବ୍ୟ ନୈବେଦ୍ୟ ରସାବଳି ପ୍ରସାଦକୁ ମନ୍ଦିର […]

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା କମିଟି ବୈଠକ

4 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା କମିଟି ବୈଠକ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ଘନଶ୍ୟାମ ସା ଜିଲ୍ଲାରେ ଚାଲୁଥିବା […]

ମନରେଗା ପ୍ରକଳ୍ପରେ ଦୁର୍ନୀତି: ସରକାରୀ ଅଧିକାରୀଙ୍କ ଠାରୁ ଅର୍ଥ ଆଦାୟ ସହ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଲୋକାୟୁକ୍ତଙ୍କ ନିର୍ଦେଶ

4 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ମଧୁଶାସନ ଗ୍ରାମପଞ୍ଚାୟତରେ ମନରେଗା ଯୋଜନାରେ ୨ଟି ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ହୋଇଥିବାରୁ ସେଥିରେ ସଂପୃକ୍ତ ଗରଦପୁର ବ୍ଲକର ତତ୍କାଳୀନ ସହକାରୀ ଯନ୍ତ୍ରୀ ଅଧୁନା ସମଲ ବ୍ୟାରେଜର ଅଧିକ୍ଷଣ […]

ଟ୍ରକରେ ଚମଡା-ହାଡ ଚାଲାଣ ସନ୍ଦେହ, ଗାଡି ଜବତ, ଦୁଇ ଅଟକ

4 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଛକ ନିକଟରୁ ବୁଧବାର ରାତି ପ୍ରାୟ ସାଢେ ୯ ଟା ବେଳେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ଗୋ ମାଂସ ଚମଡା ସନ୍ଦେହରେ ଏକ ଟ୍ରକକୁ ଜବତ କରିବା […]

ଯାଦବ ସଭା ପକ୍ଷରୁ ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ଉପଲକ୍ଷେ ସମ୍ବର୍ଦ୍ଧନା ଉତ୍ସବ

4 October 2023 kanika odisha 0

ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ଅବସରରେ ପଟ୍ଟାମୁଣ୍ଡାଇ ଆଂଚଳିକ ଯାଦବ ସଭା ଆନୁକୂଲ୍ୟରେ ଚଉଦକୁଲାଟ ଶ୍ରୀ ରଘୁନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ଦୋଳଗୋବିନ୍ଦ ଦାସଙ୍କ ପୌରହିତରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । […]

ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ

4 October 2023 kanika odisha 0

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତର ଦୋବନ୍ଧା ଗ୍ରାମର ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକବୃନ୍ଦ, ପରିଚାଳନା କମିଟିର […]

କଖାରୁଣୀ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ

4 October 2023 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସି ଆର ସି ସି ମନୋଜ […]

ଜନଶିକ୍ଷଣ ସଂସ୍ଥାନ ପକ୍ଷରୁ ଗାନ୍ଧୀ ଜୟନ୍ତୀ

4 October 2023 kanika odisha 0

କେନ୍ଦ୍ରାପଡା ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ସଂସ୍ଥାନର ସଭାଗୃହରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ପୂର୍ବତନ ଜିଲ୍ଲା ପଞ୍ଚାୟତ ଅଧିକାରୀ ପିତାମ୍ବର ଦାସ ମୁଖ୍ୟ ଅତିଥି ଭାବେ […]

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ୱଛତା ଅଭିଯାନ

4 October 2023 kanika odisha 0

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ସ୍ୱଛତା ଅଭିଯାନ ଅବସରରେ ଜାତୀୟ ସେବା ସଂସ୍ଥା ଓ କେନ୍ଦ୍ରାପଡା ପୈାରପାଳିକାର ମିଳିତ ସହଯୋଗରେ ମହାବିଦ୍ୟାଳୟ ପରିସରକୁ ସଫେଇ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ […]

କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ଗାନ୍ଧୀ ଜୟନ୍ତୀ

3 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ଗାନ୍ଧୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ସଦସ୍ୟ ନରୋତ୍ତମ ଜେନାଙ୍କ ଗରାପୁରସ୍ଥିତ ବାସଭବନରେ ଉତ୍କଳ ସମ୍ମିଳନୀର ଜିଲ୍ଲା ସଭାପତି ସୁଦର୍ଶନ […]

ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ଛାତ୍ର ମିନି ମାରାଥନ ଦୈାଡରେ ପ୍ରଥମ

3 October 2023 kanika odisha 0

କେନ୍ଦ୍ରାପଡା ରଣପଡାସ୍ଥିତ ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ଦ୍ୱିତୀୟ ଶ୍ରେଣୀର ଛାତ୍ର ସାହାଦତ ଖାନ ଜିଲ୍ଲାର ଆଳି ଠାରେ ଅନୁଷ୍ଠିତ ଶରତ କୁମାର ଦେବ (୫କିଲୋମିଟର) ମିନି ମାରାଥନ ଦୈାଡରେ ପ୍ରଥମ ସ୍ଥାନ ଅଧିକାର […]

ନାବାର୍ଡର ପ୍ରଚେଷ୍ଟା ଏବଂ ସହଯୋଗରେ କେନ୍ଦ୍ରାପଡା ରସାବଳିକୁ ଜି.ଆଇ.ଟ୍ୟାଗ ମିଳିଲା

3 October 2023 kanika odisha 0

କେନ୍ଦ୍ରାପଡ଼ା,୩ା୧୦ : ବହୁ ପ୍ରତିକ୍ଷୀତ କେନ୍ଦ୍ରାପଡା ରସାବଳିକୁ ଶେଷରେ ଜି.ଆଇ. ଟ୍ୟାଗ ମିଳିଛି । ବହୁ ଘାତ ଓ ପ୍ରତିଘାତ ସତ୍ୱେ ନାବାର୍ଡର ପ୍ରଚେଷ୍ଟା ଓ ସହଯୋଗରେ କେନ୍ଦ୍ରାପଡା ରସାବଳିକୁ ଏହି ଜି.ଆଇ. ଟ୍ୟାଗ […]

ସାଇବର ଅପରାଧ ରୋକିବାକୁ ଗଡିଲା ସଚେତନତା ରଥ

3 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଳା ଓଡିଶା ପୋଲିସ ତରଫରୁ ସାଇବର ସୁରକ୍ଷା ଅଭିଯାନ ଓଡିଶା-୨୦୨୩ କାର୍ଯ୍ୟକ୍ରମ ସୋମବାର ଠାରୁ ଆରମ୍ଭ ହୋଇ ସାଇବର ସଚେତନତା ରଥ ମଙ୍ଗଳବାର ପଟ୍ଟାମୁଣ୍ଡାଇ ସହରର ପହଁଚି ସାଇବର ଅପରାଧ ସମ୍ପର୍କରେ ପଟ୍ଟାମୁଣ୍ଡାଇ […]

ଭାଜପା ପକ୍ଷରୁ ବସ୍ତି ସମ୍ପର୍କ ଅଭିଯାନ

3 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଖଡିଅଂଟା ପଂଚାୟତ ଜିଗରଣ ବଙ୍ଗଳିସାହିରେ  ଭାଜପା ପକ୍ଷରୁ ବସ୍ତି ସମ୍ପର୍କ ଅଭିଯାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଘରକୁ ଘର ବୁଲି ପ୍ରଧାମନ୍ତ୍ରୀଙ୍କର ୯ ବର୍ଷ ପୂର୍ତି ଅବସରରେ […]

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ୱଛତା ଅଭିଯାନ

3 October 2023 kanika odisha 0

କେନ୍ଦ୍ରାପଡ଼ା, ୩ା୧୦ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ସ୍ୱଛତା ଅଭିଯାନ ଅବସରରେ ଜାତୀୟ ସେବା ସଂସ୍ଥା ଓ କେନ୍ଦ୍ରାପଡା ପୈାରପାଳିକାର ମିଳିତ ସହଯୋଗରେ ମହାବିଦ୍ୟାଳୟ ପରିସରକୁ ସଫେଇ କରାଯାଇଛି । ଏହି […]

ରେସୱା ପରିସରରେ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ ଉଦଘାଟିତ

3 October 2023 kanika odisha 0

କେନ୍ଦ୍ରାପଡ଼ା, ୩ା୧୦ : ମଣିଷ ବଞ୍ଚିରହିବା ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହର ଆବଶ୍ୟକତା ରହିଛି । କିନ୍ତୁ ଏସବୁ ସତ୍ୱେ ଯଦି ପରିବେଶ ସ୍ୱଛ ନରହିବା ତେବେ ମଣିଷ ରୋଗଗ୍ରସ୍ତ ହୋଇପଡିବ । […]

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

3 October 2023 kanika odisha 0

କେନ୍ଦ୍ରାପଡ଼ା, ୩ା୧୦ : କେନ୍ଦ୍ରାପଡା ସଦରମହକୁମାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୈାରସଂସ୍ଥା ଟାଉନ୍ ହଲ୍ ଠାରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ […]

ମହାନଦୀ ବ୍ରିଜ ଅଧାରେ ଲଟକି ବସ୍‌ , ଟଳିଗଲା ଏକ ବଡ଼ ବିପଦ , ଅଳ୍ପକେ ବର୍ତ୍ତିଗଲେ ୫୦ରୁ ଅଧିକ ଲୋକେ

3 October 2023 kanika odisha 0

କଟକ ଜିଲା ବାଙ୍କୀ ନିକଟସ୍ଥ ଯାତମୁଣ୍ଡିଆ ଠାରେ ଥିବା ମହାନଦୀ ବ୍ରିଜ ଉପରେ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। […]

ଓଡିଶା ଲୋକସେବା ଆୟୋଗ ପରୀକ୍ଷାରେ ପ୍ରଥମ

3 October 2023 kanika odisha 0

କେନ୍ଦ୍ରାପଡ଼ା, ୨ା୧୦ : ଓଡିଶା ଲୋକସେବା ଆୟୋଗ(ଓ.ପି.ଏ.ସି) ପରିଚାଳିତ ଓ.ଇ.ଏସ୍ ପରୀକ୍ଷାରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଡଃ ଭାବାନୀ ଶଙ୍କର ରାଉତ । ଡଃ ରାଉତ କେନ୍ଦ୍ରାପଡା ସହରସ୍ଥ କାକଟ ନିବାସୀ […]

ଗାନ୍ଧି ବିଚାରର ବିରୋଧୀ ଶାସନ ବିରୋଧରେ ବିଜେପିର ସାମ୍ବାଦିକ ସମ୍ମିଳନୀ

3 October 2023 kanika odisha 0

କେନ୍ଦ୍ରାପଡା ୨/୧୦- ଗାନ୍ଧିବାଦୀ ବିଚାର ବିରୋଧି ଶାସନ ଆପଣେଇ ରାଜ୍ୟ ସରକାର ଗାନ୍ଧି ଜୟନ୍ତୀକୁ ଲୋକଙ୍କୁ ଠକିବା ପାଇଁ ବ୍ୟବହାର କରିବାକୁ ତୀବ୍ର ବିରୋଧ କରିଛି ବିଜେପି । ନାରୀ ସଶକ୍ତିକରଣ ବାଜା ବଜାଉଥିବା […]

ରାଜନଗର ବ୍ଲକ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ

2 October 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଜେଡିର ଜନସଂପର୍କ ପଦଯାତ୍ରାର ଶୁଭାରମ୍ଭ କରାଯାଇଛି । ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଅକ୍ଟୋବର ୨ରୁ ୧୧ ପର୍ଯ୍ୟନ୍ତ […]