Your blog category
ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୨ା୧୦: ସମସ୍ତଙ୍କ ଭିତରେ ରହୁ ଶାନ୍ତିସୌହାର୍ଦ୍ଦ । ଅହିଂସାର ମନ୍ତ୍ରରେ ହୁଅନ୍ତୁ ସମସ୍ତେ ଉଦ୍ବୁଦ୍ଧ । ଆମ ସ୍ୱରାଜ୍ୟ ପରିଣତ ହେଉ ସୁରାଜ୍ୟରେ । ସାକାର ହେଉ ବାପୁଙ୍କ ସ୍ୱପ୍ନ । ଆଜି […]
Your blog category
କେନ୍ଦ୍ରାପଡ଼ା, ୨ା୧୦: ସମସ୍ତଙ୍କ ଭିତରେ ରହୁ ଶାନ୍ତିସୌହାର୍ଦ୍ଦ । ଅହିଂସାର ମନ୍ତ୍ରରେ ହୁଅନ୍ତୁ ସମସ୍ତେ ଉଦ୍ବୁଦ୍ଧ । ଆମ ସ୍ୱରାଜ୍ୟ ପରିଣତ ହେଉ ସୁରାଜ୍ୟରେ । ସାକାର ହେଉ ବାପୁଙ୍କ ସ୍ୱପ୍ନ । ଆଜି […]
କେନ୍ଦ୍ରାପଡ଼ା,୨ା୧୦: ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ଅବସରରେ ମଦ ବିରୋଧୀମାନଙ୍କର ଜିଲ୍ଲା ସଦର ମହକୁମାରେ ସଭା ଓ ଶୋଭାଯାତ୍ରା ସଂଗଠିତ ହୋଇଯାଇଛି । ମିଳିତ ଓଡିଶା ନିଶା ନିବାରଣ ଅଭିଯାନ ଆହ୍ୱାନରେ ସଂଗଠନର ଜିଲ୍ଲା କମିଟି ପକ୍ଷରୁ […]
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତ ସାହୁପଡା ଗ୍ରାମର ଅସହାୟା ରୋଗୀଣା ବୃଦ୍ଧା ସରୋଜିନୀ ମହାନ୍ତି ଓ ତାଙ୍କର ଏକମାତ୍ର ଦିବ୍ୟାଙ୍ଗ କନ୍ୟାଙ୍କ ଦୁର୍ଦଶାର କାହାଣୀ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ରାଜନଗର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ପକ୍ଷରୁ ସହରରେ ସ୍ୱଚ୍ଛତା ଅଭିଯାନ ଜାରି ରହିଛି । ସୋମବାର ଗାନ୍ଧିଜୟନ୍ତି ଉପଲକ୍ଷେ ପୌରପରିଷଦ ପକ୍ଷରୁ ବ୍ୟାପକ ସଫାଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ବେଳେ ସହରର ବିଭିନ୍ନ ସ୍ଥାନରେ […]
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁ ଓ ନଗର ବିଜେଡି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ପୌର ଅଧକ୍ଷ […]
ପଟ୍ଟାମୁଣ୍ଡାଇ ୨ା୧୦-ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଆଲୁମ୍ୟୁନି ଆସୋସିଏସନ ପକ୍ଷରୁ ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଆଲୁମ୍ୟୁନି ଆସୋସିଏସନର କାର୍ଯ୍ୟକର୍ତା ମାନେ ମହାବିଦ୍ୟାଳୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ […]
କେନ୍ଦ୍ରାପଡ଼ା, ୧ା୧୦ : କେନ୍ଦ୍ରାପଡା ସରକାରୀ ହାଇସ୍କୁଲର ୧୯୮୧ମସିହା ମାଟ୍ରିକ ବ୍ୟାଚ ଛାତ୍ରମାନଙ୍କ ବାର୍ଷିକ ବନ୍ଧୁମିଳନ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୁରାତନ ଛାତ୍ର ସାମ୍ବାଦିକ ସଚ୍ଚିଦାନନ୍ଦ ବେହେରାଙ୍କ […]
କେନ୍ଦ୍ରାପଡ଼ା, ୧ା୧୦ : କେନ୍ଦ୍ରାପଡା ସହର ସନ୍ନିକଟ ଗରାପୁରସ୍ଥିତ ଡିଏଭି ପବ୍ଲିକ ସ୍କୁଲ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଜଣାଇ “ଏକ ଅକ୍ଟୋବର ଏକ ଘଣ୍ଟା ଶ୍ରମ ଦାନ” କରି ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମକୁ […]
କେନ୍ଦ୍ରାପଡା,୧/୧୦- କେନ୍ଦ୍ରାପଡା ଜିଲ୍ଲାର ୧୮ତମ ଜିଲ୍ଲାସ୍ତରୀୟ କ୍ୟୁରୋସି ଏବଂ ସପ୍ତମ ଟ୍ୟୁମସି ଚମ୍ପିଆନସିପ୍ ଗରାପୁରସ୍ଥିତ ସୌଭାଗ୍ୟ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ତାଇକୋଣ୍ଡୋ ସଂଘର ସଭାପତି ବିମଳ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା, : କଟକ-ଚାନ୍ଦବାଲି ରାସ୍ତାର ଚଣ୍ଡିବଜାର ଠାରୁ ଚାନ୍ଦୋଳ ମଧ୍ୟରେ ଥିବା ରାସ୍ତାରେ ବହୁତ ଗୁଡିଏ ଖାଲଖମା ପରିପୂର୍ଣ୍ଣ ହୋଇଥିବାରୁ ସେହି ରାସ୍ତାରେ ବିଭିନ୍ନ ସମୟରେ ଦୂର୍ଘଟଣା ମାନ ଘଟି ଧନଜୀବନ କ୍ଷୟକ୍ଷତି ହେଉଥିବା […]
କେନ୍ଦ୍ରାପଡ.୧/୧୦- ପୌର ପରିଷଦ ଟାଉନ ହଲ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଟ ନାଗରିକ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ […]
କେନ୍ଦ୍ରାପଡା,୧ା୧୦ : ଗତ ଜୁଲାଇ ମାସରେ ବୋନ କ୍ୟାନସରରେ ପୁରୁଶତ୍ତମପୁର ଗ୍ରାମର ସୋମନାଥ ନାୟକଙ୍କ (ଓସିଏ ପ୍ୟାନେଲ ଅମ୍ପାୟାର) ମୃତ୍ୟୁ ଘଟିଥିଲା । ସୋମନାଥ ପରିବାର ମୁଖ୍ୟ ଉପାର୍ଜନକାରୀ ଥିବା ବେଳେ ମୃତ୍ୟୁ ପରେ […]
କେନ୍ଦ୍ରାପଡା,୧/୯- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ କେନ୍ଦ୍ରାପଡା କେନ୍ଦ୍ରୀୟବିଦ୍ୟାଳୟ ବାରିମୂଳଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଆୟୋଜନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ଅନୁଯାୟୀ ୧ ଅକ୍ଟୋବର ଦିନ ୧୦ ବେଳେ […]
କେନ୍ଦ୍ରାପଡା,୧/୧୦- ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ପୂର୍ବଦିନ“ସ୍ୱଚ୍ଛତା ହିଁ ସେବା”କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ରାପଡା ପୌରାଞ୍ଚଳର ୧୮ନଂ ୱାର୍ଡକୁ ସ୍ଥାନୀୟ ପୌରସଭ୍ୟ ଚୌଧୂରୀ ସୁକୁମାର ଦାସଙ୍କ ନେତୃତ୍ୱରେ ସଫେଇ କରାଯାଇଥିଲା । ଏହି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଉତିକଣ ଅଂଚଳ ୧୫ ପଂଚାୟତର ଚାଷୀମାନଙ୍କର ଏକମାତ୍ର ଭରସା ହେଉଛି ପଟ୍ଟାମୁଣ୍ଡାଇ କେନାଲକୁ ସଂଜୋଗ କରୁଥିବା ଗୋବରୀ ସମ୍ପ୍ରସାରିତ କେନାଲ । ଅତିତରେ ଏହି ଗୋବରୀ କେନାଲ ଦେଇ […]
ପଟ୍ଟାମୁଣ୍ଡାଇ ୧/୧୦ -ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ହୋଟେଲ କରିଥିବା ନେଇ ପଟ୍ଟାମୁଣ୍ଡାଇ ମେଡିକାଲଛକ ଓ ରାଜନଗରରେ ଗତ ୨୯ ତାରିଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତଳିକା ଦାହ, ଖବରଦାତା ସମ୍ମିଳନୀ […]
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଅନ୍ତର୍ଗତ ନିପାଣିଆ ସେତୁ ଉଦ୍ଘାଟନ ଓ ନିପାଣିଆ ଗ୍ରାମକୁ ରାସ୍ତା ନିର୍ମାଣ ନିମନ୍ତେ ଶିଳାନ୍ୟାସ ପାଇଁ ଆଜି ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଯିବାର ଥିଲା । ମାତ୍ର […]
କେନ୍ଦ୍ରାପଡ଼ା, ୩୦ା୯: ଗାନ୍ଧିବାଦୀ ନେତା, ଶିକ୍ଷାବିତ୍ ସମାଜସେବୀ ଭଜକୃଷ୍ଣ ରାଉତଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଚ୍ଛଗରିଆସ୍ଥିତ ବାସଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଣ୍ଡିତ ହୃଷିକେଶ ରଥଙ୍କ ପରିଚାଳନାରେ […]
କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ପ୍ରଦାନ କରାଯାଇଛି । ଅନ୍ୟ ୧୭ ଗୋଟି […]
କେନ୍ଦ୍ରାପଡା -୩୦/୯- ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ପବିତ୍ର ଇନ୍ଦୁପୂର୍ଣ୍ଣିମା ଓ ଭାଗବତଜନ୍ମ ଅବସରରେ ଆଜି ଆକାଶୀୟ ବୈଠକ (ଭର୍ତ୍ତୁଆଲ)ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ ମିଳନର […]
କେନ୍ଦ୍ରାପଡା ୩୦/୯-ମହାକାଳପଡା ବିଧାୟକ ତଥା ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ବତୀଘର ପଞ୍ଚାୟତକୁ ମାରାଥନ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଠାରେ ଏକ ଏଡିଜେ କୋର୍ଟ ଖୋଲିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଆଜି ପବିତ୍ର ବିଧାନସଭା ଗୃହରେ ମନ୍ତ୍ରୀ ପ୍ରକାଶ କରିଛନ୍ତି । ରାଜନଗର ବିଧାୟକ ଧ୍ରୁବ […]
ପଟ୍ଟାମୁଣ୍ଡାଇ କଲେଜର ୨୦୨୦-୨୧ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଶୈକ୍ଷିକ ଓ ପ୍ରଶାସନିକ ମାନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା କମିଟି ସଭାପତି ପ୍ରଫେସର ଅଧିକାରୀ ଲଷ୍ମୀନାରାୟଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ […]
Copyright © 2026 | WordPress Theme by MH Themes