ଶିଶୁ ପ୍ରତିଭା ବିକାଶ ହେଲେ ଦେଶ ସଶକ୍ତ ହେବ . କଖାରୁଣୀରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୪

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-ଦେଶର ଆଗାମୀ ଭବିଷ୍ୟତ ଶିଶୁ ମାନଙ୍କ ଅନ୍ତର୍ନିହିତ ପ୍ରତିଭା ବିକାଶ ହେଲେ ଦେଶ ସଶକ୍ତ ହେବ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଖାରୁଣୀ ଠାରେ କଖାରୁଣୀ ଉନ୍ନୀତ ଉପ୍ରା ବିଦ୍ୟାଳୟ କ୍ଲଷ୍ଟର […]

ଶିକ୍ଷାନୁଷ୍ଠାନର ବିକାଶ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଇଁ ପୁରାତନ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ , ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ […]

କମେଟମାରାକୁ କେନ୍ଦ୍ରକରି ଦୁଇ ଗୋଷ୍ଠିରେ ଗଣ୍ଡଗୋଳ , ୧୦କୋର୍ଟ ଚାଲାଣ

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ବଡମହନପୁର ହରିଜନ ସାହିରେ କମେଟମାରାକୁ କେନ୍ଦ୍ରକରି ଶନିବାର ରାତିରେ ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ । ଏନେଇ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ […]

ଶ୍ରୀବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ ସନ୍ଧ୍ୟା ନୀତିରେ ବିଳମ୍ବ

5 October 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀସିଦ୍ଧବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ କରାଯାଉଛି। ଯାହାକୁ ନେଇ କେତେକ ସେବାୟତ ପ୍ରଶ୍ନ ଉଠାଇଛନ୍ତି। ଏହାକୁ ନେଇ ଗୁରୁବାର ସନ୍ଧ୍ୟାରେ ସନ୍ଧ୍ୟା ନୀତି ବିଳମ୍ବ ଘଟିଛି। ଏହା ପ୍ରଚାରିତ ହେବା […]

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

5 October 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ […]

ମୟୀୟସୀ ପାଳୁଣୀ ଦେବୀ ଶ୍ରଦ୍ଧାଞ୍ଜଳି ସଭା

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୫/୧୦-ପଟ୍ଟାମୁ ଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଗ୍ରାମ ପଞ୍ଚାୟତର ବିଶିଷ୍ଟ ସମାଜବାଦୀ ଅକ୍ଷୟ ସାମଲଙ୍କ ମାଁ ମୟୀୟସୀ ପାଲୁଣୀ ସାମଲଙ୍କ ଏକାଦଶାହ ଅବସରରେ ଵାଘତୈଳା ଗ୍ରାମରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ […]

ଗଡ଼ମେକର ୩ କଣ୍ଠଶିଳ୍ପୀଙ୍କୁ ଆକାଶବାଣୀ ମାନ୍ୟତା

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦କ-ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର (ଗଡ଼ମେକର )ର ୩ଜଣ କଣ୍ଠଶିଳ୍ପୀ ଆକାଶବାଣୀ ବି ଗ୍ରେଡ଼ ମାନ୍ୟତା ପାଇଛନ୍ତି । ସେମାନେ ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା […]

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟର ସିଆରସିସି ସଂଘମିତ୍ରା ନାୟକଙ୍କ ପୌରହିତ୍ୟରେ […]

ଦାୟୀତ୍ୱରେ ଅବହେଳା ପାଇଁ ଡାକ ବିଭାଗକୁ ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନଙ୍କ ଜୋରିମାନା

4 October 2024 kanika odisha 0

କେନ୍ଦ୍ରାପଡ଼ା, ୪ା୧୦: କେନ୍ଦ୍ରାପଡା ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନ ଦାୟୀତ୍ୱରେ ଅବହେଳା ଓ ସେବା ଯୋଗାଇବାରେ ବିଫଳତା ପାଇଁ ଡାକ ବିଭାଗକୁ ଜୋରିମାନାରେ ଦଣ୍ଡିତ କରିଛନ୍ତି। କମିଶନ ଠାକୁରପାଟଣା ଉପ- ଡାକଘରର ଉପ-ଡାକପାଳ, […]

ଜିଲ୍ଲା ବୋଇତବନ୍ଦାଣ ସମିତି କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: ଜିଲ୍ଲା ବୋଇତବନ୍ଦାଣ ସମିତି, କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ ଶୁକ୍ରବାର ଗରାପୁରସ୍ଥିତ ହନୁମାନଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାୟି ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଥମେ […]

ଚିଙ୍ଗୁଡି ଘେରୀ ପାଇଁ ଧାନଚାଷ ନଷ୍ଟ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଚାଷୀ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବନିପାଳ ଗ୍ରାମର ଅଧିବାସୀମାନେ ଶୁକ୍ରବାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଞ୍ଚଳରେ ଲୁଣାପାଣି ଚିଙ୍ଗୁଡିଘେରୀ ପାଇଁ ଧାନଚାଷ ସଂପୂର୍ଣ୍ଣ ଉଜୁଡି ଯାଉଛି। ତୁରନ୍ତ […]

ଜିଲ୍ଲା ବରିଷ୍ଠ ନାଗରିକମାନଙ୍କ ଏକ ଗୃହ ନିମନ୍ତେ ସରକାରୀ ଜମି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

4 October 2024 kanika odisha 0

କେନ୍ଦ୍ରାପଡା, ୪/୧୦: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ୨୦୧୯ ମସିହାଠାରୁ ଏକ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଗଠନ କରାଯାଇ ସମାଜର ବିଭିନ୍ନ ବର୍ଗର ୨୫୦ରୁ ଅଧିକ ସକ୍ରିୟ ବରିଷ୍ଠ ନାଗରିକମାନଙ୍କୁ ନେଇ […]

ନରସିଂହପୁରରେ ଶିଶୁ ମହୋତ୍ସବ ସୁରଭି-୨୦୨୪

4 October 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଢାଖଣ୍ଡ -ମଠସାହି କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ସଞ୍ଜୟ ସାହୁଙ୍କ ପୌରହିତ୍ୟରେ […]

ପଟ୍ଟାମୁଣ୍ଡାଇ କଲେଜ ପ୍ରାଥମିକ ଚିକିତ୍ସା ତାଲିମ ଶିବିର

4 October 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୧୦ – ପଟ୍ଟାମୁଣ୍ଡାଇ କଲେଜ ଜୁନିୟର ରେଡକ୍ରସ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ […]

କେନ୍ଦ୍ରାପଡା କଲେଜ ୧୯୯୫ବ୍ୟାଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୫ବ୍ୟାଚ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଠାରେ ସୂଚନା ଯୋଗ୍ୟ ଯେ କଲେଜ ପରିସରରେ […]

ଅର୍କ ଏକାଡେମୀ ଅଫ ମ୍ୟାନେଜମେଣ୍ଟ ଷ୍ଟଡିଜ ପକ୍ଷରୁ ଗାନ୍ଧୀ ଓ ଶାସ୍ତୀ ଜୟନ୍ତୀ ପାଳନ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: ଅର୍କ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍ ପକ୍ଷରୁ ବୁଧବାର ମହାତ୍ମାଗାନ୍ଧୀଙ୍କ ୧୫୫ତମ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ ପାଳିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅନୁଜ କୁମାର ପ୍ରଧାନଙ୍କ […]

ଚିତ୍ରଗୁରୁ ସୌମ୍ୟରଞ୍ଜନଙ୍କୁ ସମ୍ବର୍ନ୍ଧିତ କଲେ ମୁଖ୍ୟମନ୍ତ୍ରୀ

4 October 2024 kanika odisha 0

କେନ୍ଦ୍ରାପଡା,୪/୧୦: କେନ୍ଦ୍ରାପଡାର ଚିତ୍ରଗୁରୁ ତଥା କେନ୍ଦ୍ରାପଡାକୁ ପ୍ରତିନିଧିତ୍ୱ କରି ଦେଶ ଓ ବିଦେଶରେ ବହୁ ପ୍ରଦର୍ଶନୀରେ ଭାଗ ନେଇ କେନ୍ଦ୍ରାପଡା ପାଇଁ ଗୌରବ ଆଣିଥିବା ବିଶିଷ୍ଟ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀ […]

ତହସିଲଦାରଙ୍କୁ ଦିଆଯିବ ଅନ୍‌ଲାଇନ୍ ତାଲିମ : ଉଚ୍ଛେଦ ନୋଟିସ୍ ସଂପର୍କରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

4 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖରିପାଳ ଗ୍ରାମର  ଜବରଦଖଲ  ଉଚ୍ଛେଦ ପାଇଁ ତହସିଲଦାରଙ୍କ ତରଫରୁ ଜାରି ନୋଟିସ୍‌କୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ଏକ ମାମଲାର ଶୁଣାଣି ସମୟରେ ରାଜ୍ୟର […]

୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ […]

ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳଙ୍କୁ ଦାବି

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। […]

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବାବୁରାମ ସାହୁ […]

ଚନ୍ଦନନଗରରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜନଗର […]

ମଣ୍ଡପଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଠାରେ ବାଲିପାଟଣା ନୋଡାଲ ହାଇସ୍କୁଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମଣ୍ଡପଡା-ବାଛରା ନୋଡାଲ ଉପ୍ରା […]

ସମାଜସେବୀ ରମେଶ ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା

3 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ ପୂର୍ବତନ ସରପଂଚ ରାତିକାନ୍ତ ସାହାଣୀଙ୍କ ପୌରହିତ୍ୟରେ […]