ସମ୍ବର୍ଦ୍ଧିତ ହେଲେ ଶତାଧିକ ଭିନ୍ନକ୍ଷମ ପଟ୍ଟାମୁଣ୍ଡାଇ ତା ୧୭/୯- ବ୍ରାହ୍ମଣୀ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ନିର୍ମଳ ଚନ୍ଦ୍ର ବିଶ୍ୱାଳଙ୍କ ଧର୍ମପତ୍ନୀ ଦିବଂଗତl ବିଦ୍ୟୁତଲତା ଦେଵୀଙ୍କ ୪ର୍ଥ ବାର୍ଷିକୀ ଶ୍ରାଦ୍ଧ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ତରଡ଼ିପାଳ ଠାରେ ଡ଼ ଦେବପ୍ରସାଦ ସାମଲଙ୍କ ପୌରହିତ୍ୟ ଓ ସାମ୍ବାଦିକ ଚିତ୍ତରଞ୍ଜନ ମଲ୍ଲିକଙ୍କ ସଂଯୋଜନା ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ରେ ହୋଇଥିବା ସଭାରେ କେନ୍ଦ୍ରା ପଡ଼ା ବିଧାୟକ […]
ଆସନ୍ତୁ ଭାବିବା
Your blog category
କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ରାଧାରମଣ ମଠ ଠାରେ ଠାକୁର ଶ୍ରୀଶ୍ରୀ ହରି ଦାସଙ୍କ ତିରୋଭାବ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ପଟ୍ଟାମୁଣ୍ଡାଇ ରାଧାରମଣ ମଠ ମହନ୍ତ ସ୍ୱାମୀ ଅସୀମାନନ୍ଦ ଦାସ ମହାରାଜଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରତ୍ୟୁଷରୁ ପ୍ରଭୁ ରାଧାରମଣ, ପ୍ରଭୁ ଶ୍ରୀ ଜଗନ୍ନାଥ,ପ୍ରଭୁ ବଳଭଦ୍ର ଓ ମା ସୁଭଦ୍ରା, ପ୍ରଭୁ ଗୋପେଶ୍ୱର ମହାଦେବ ଓ ପ୍ରଭୁ […]
କେନ୍ଦ୍ରାପଡ଼ା,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ସେହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ନିମନ୍ତେ କେନ୍ଦ୍ରାପଡା ବ୍ଲକ ପକ୍ଷରୁ କେନ୍ଦ୍ରାପଡା ସହରର ଇଛାପୁର ରଥଦାଣ୍ଡରେ ବ୍ୟବସ୍ଥା କରାଯାଇଥିଲା। ବ୍ଲକର ବିଡିଓ ବନ୍ଦନା ଖଟୁଆ ବ୍ଲକର ସମସ୍ତ ପଞ୍ଚାୟତ ଗୁଡିକରେ ଥିବା ଗ୍ରାମପଞ୍ଚାୟତ ମିଶନଶକ୍ତି ମହାସଙ୍ଘର ସିଆରପିମାନଙ୍କୁ ନିର୍ଦେଶ ଦେଇଥିଲେ ଯେ ସେହି ମହାସଙ୍ଘ ଅଧିନରେ ଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକର […]
କେନ୍ଦ୍ରାପଡ଼ା,୧୭ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରରେ ଏକ ଜିଲ୍ଲା ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ପରିଷଦର ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଏବଂ ପ୍ରଧାନ ଆଚାର୍ଯ୍ୟ ବିଭୁତିରଞ୍ଜନ ରାଉତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ଜିଲ୍ଲାର ଶିକ୍ଷା ବିକାଶ ସଂସ୍ଥାନ ସହବନ୍ଧିତ ଥିବା ୧୨ଟି ବିଦ୍ୟାଳୟର ପ୍ରାୟ ଏକଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସେମାନଙ୍କର […]
କେନ୍ଦ୍ରାପଡ଼ା,୧୭ା୯:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୪ତମ ଜନ୍ମଦିବସରେ ଭୁବନେଶ୍ୱର ଜନତା ମଇଦାନରେ ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀମାନଙ୍କୁ ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୌରପରିଷଦ ପକ୍ଷରୁ ସିଧା ପ୍ରସାରଣ ନିମନ୍ତେ ବ୍ୟବସ୍ଥା କରାଯାଇଥିଲା । ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀ ଓ ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ସଦସ୍ୟାମାନେ କେନ୍ଦ୍ରାପଡ଼ା ବ୍ଲକ ପକ୍ଷରୁ ଆୟୋଜିତ […]
କେନ୍ଦ୍ରାପଡ଼ା,୧୭ା୯: କେନ୍ଦ୍ରାପଡା କପାଳେଶ୍ୱର ପଞ୍ଚାୟତ ଯଝାଙ୍ଗ ଗ୍ରାମର ଜଗବନ୍ଧୁ ଦାସଙ୍କ ଏକମାତ୍ର ପୁଅ ରମେଶ ଦାସ (୨୬) ଗତ କାଲି ବିଳମ୍ବିତ ରାତିରେ ଡିଜେର ବିକଟାଳ ଶବ୍ଦରେ ମୃତ୍ୟୁ ହୋଇଯାଇଛି। ଜଗବନ୍ଧୁଙ୍କ ଏକମାତ୍ର ପୁତ୍ର ଥିଲେ ରାମେଶ। ଡିଜେ ବା ଉଚ୍ଚ ଶକ୍ତି ସଂପନ୍ନ ବାଜା ବଜାଇବା ଉପରେ ଉଭୟ ହାଇକୋର୍ଟ ଓ ସୁପ୍ରିମକୋର୍ଟ ଅଙ୍କୁଶ ଲଗାଇଥିବା ବେଳେ ଜିଲା ପ୍ରଶାସନ ଏ ଦିଗରେ ନିଷ୍କ୍ରିୟ ରହିଛି। ରାତି ୧୦ଟା […]
କେନ୍ଦ୍ରାପଡ଼ା,୧୭ା୯:କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ଶିବ ମନ୍ଦିର ନିକଟରେ ଏକ ବାଇକ ଓ ସ୍କୁଟି ଧକ୍କା ହେବାରୁ ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତରିତ ହୋଇଛନ୍ତି। ଗୁରୁତର ହୋଇଥିବା କବି ପ୍ରସାଦ ମଲ୍ଲିକଙ୍କୁ ପ୍ରଥମେ କେନ୍ଦ୍ରାପଡା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ରେଫର କରିଛନ୍ତି । ଅନ୍ୟ ଜଣେ ଆହତ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ […]
ପଟ୍ଟାମୁଣ୍ଡାଇ ୧୭/୯- ପୋଖରୀରେ ପାଣିରେ ବୁଡି ତିନି ବର୍ଷର ଶିଶୁପୁତ୍ର ମୃତ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ମାଳିପୁର ଗାଁରେ । ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ, ମାଳିପୁର ଗାଁର ଗଣେଶ ସେନାପତିଙ୍କର ତିନି ବର୍ଷର ଶିଶୁପୁତ୍ର ଗୌରବ ସେନାପତିଙ୍କ ଖେଳୁଥିବାବେଳେ, ଘର ପାଖ ପୋଖରୀରେ ବୁଡି ଯାଇଥିଲେ। ଏନେଇ ପରିବାର ଲୋକ ବହୁତ ଖୋଜାଖୋଜି କରି ପୋଖରୀରେ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରାଯିବା ସହିତ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ସ୍ୱଛତା ଶପଥ ନିଆଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ବିଶାଳ ସମାବେଶ ଆୟୋଜନ କରାଯାଇଥିଲା । ବ୍ଲକ ସୋସିଆଲ ଅଡିଟର ନଳିନୀକାନ୍ତ ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ସମାବେଶରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲା ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ […]
କେନ୍ଦ୍ରାପଡ଼ା, ୧୭ା୯: ପବିତ୍ର ବିଶ୍ୱକର୍ମାଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଶ୍ରମ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଭାରତୀୟ ମଜଦୁର ସଂଘ ଜିଲ୍ଲା ସମିତି ଏକ ବୈଠକର ଆୟୋଜନ କରିଥିଲା । ପରମ ପୂଜ୍ୟ ଭାରତ ମାତା, ଦେବ ଶିଳ୍ପୀ ଭଗବାନ ବିଶ୍ୱକର୍ମା ଓ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ସ୍ୱର୍ଗତ ଦନ୍ତୋପନ୍ଥ ଠେଙ୍ଗିଣୀଙ୍କୁ ଧୂପ, ଦୀପ, ପୁଷ୍ପ ଅର୍ପଣ କରାଯାଇ ବୈଠକ ଆରମ୍ଭ କରାଯାଇଥିଲା । ଜିଲ୍ଲା ସଭାପତି ପ୍ରଭାତ କୁମାର […]
କେନ୍ଦ୍ରାପଡ଼ା,୧୬ା୯: ଶତାୟୁ ସ୍ୱାଧୀନତା ସଂଗ୍ରାମୀ ତଥା କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ଉପସଭାପତି ଫକିର ମୋହନ ଦାସଙ୍କର ୧୦୧ବର୍ଷ ବୟସରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଅପରାହ୍ନ ୩ଟା ୧୮ମିନିଟରେ ଦେହାନ୍ତ ହୋଇଯାଇଛି। ପୂର୍ବରୁ ସ୍ୱର୍ଗତ ଦାସ ମୁତ୍ର ସଂକ୍ରମଣ ଜନିତ ରୋଗରେ ପିଡିତ ଥାଇ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଦେହ ଭଲ ହେବା ପରେ ଗ୍ରାମକୁ ଆସି ସେ ରହୁଥିଲେ। ଆଜି ହଠାତ […]
ପଟ୍ଟାମୁଣ୍ଡାଇ -ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ଇସଲାମ ଧର୍ମର ମହାନ ପ୍ରବର୍ତକ ହଜରତ ମହମଦଙ୍କ ଜନ୍ମ ଦିବସ ଇଦ ମିଲାଦୁନ ନବି ସମାରୋହରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି । ପୌରାଂଚଳର ୧୧ନଂ ୱାର୍ଡ ସଂଖ୍ୟାଲଘୁ ବସ୍ତିର ମଦ୍ରାସା ନିକଟରୁ ସୋମବାର ଏକ ବିରାଟ ଶୋଭାଯାତ୍ରା ବାହାରି ପଟ୍ଟାମୁଣ୍ଡାଇ ସହର ପରିକ୍ରମା କରିବା ପରେ ମଦ୍ରାସା ନିକଟରେ ପହଂଚି ଥିଲା । ମୁସଲମାନ ବସ୍ତିର ମାନ୍ୟଗଣ୍ୟ ବ୍ୟକ୍ତି ଓ […]
କେନ୍ଦ୍ରାପଡା ୧୫/୯ -ଋତୁଚକ୍ର ପରିବର୍ତନର ତାଳେତାଳେ ବଦଳିଥାଏ ପ୍ରକୃତିର ଚିତ୍ର । ଶରତର ଆଗମନରେ ପାର୍ବଣର ବାର୍ତା ନେଇ ଧରା ପୃଷ୍ଠରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ପସରା ମେଲି ଦୋଳି ଖେଳୁଛି। ପ୍ରକୃତିର ଏଇ ଅମୂଲ୍ୟ ଉପହାର ଦେଖାଦେଇଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଲମାଳ, ରାସ୍ତାକଡ, ନଈପଠା ଓ ଖାଲୁଆ ଜମିରେ ଦେଖିବାକୁ ମିଳୁଛି। ନୀଳ ଆକାଶର ତଳେ […]
କେନ୍ଦ୍ରାପଡ଼ା,୧୫/୯: କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ପ୍ରାକ୍ତନ ମନ୍ତ୍ରୀ ତଥା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଉତ୍ସବକୁ ଉଦ୍ଘାଟନ କରିଥିଲେ । ପାୟଲ ମ୍ୟୁଜିକ ସ୍କୁଲର ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିବାବେଳେ ଯୁଗ୍ମ ସମ୍ପାଦକ ଟିଟିକାନ୍ତ ନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ । […]
କେନ୍ଦ୍ରାପଡା,୧୫/୯: ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ଗତ ୨ ଦିନ ଧରି ଗରାପୁର ସ୍ୱୟଂସିଦ୍ଧା କଣ୍ଟିନେଣ୍ଟାଲ ପରିସରରେ ୨ୟ ବାର୍ଷିକ ତୁଳସୀ ମହୋତ୍ସବ-୨୦୨୩-୨୪ ଶନିବାର ରାତିରେ ଉଦ୍ଯାପିତ ହୋଇଯାଇଛି । ବାରୋ ଭାବଗ୍ରାହୀ କଳା ନିକେତନର ପ୍ରତିଷ୍ଠାତା ସଂଗୀତ ନିର୍ଦ୍ଦେଶକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମହୋତ୍ସବରେ ଉଦ୍ଘାଟକ ଭାବେ ପ୍ରଫେସର […]
କେନ୍ଦ୍ରାପଡ଼ା,୧୫ା୯: କେନ୍ଦ୍ରାପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର କପାଳେଶ୍ୱର ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନାମବନ୍ଧୁ ଧଳ ସ୍ମୃତି ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ମୃତି ପରିଷଦର ସଭାପତି ଧିରେନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତିସଭାରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ସ୍ୱର୍ଗତ ଅନାମବନ୍ଧୁ ଜଣେ […]
ପଟ୍ଟାମୁଣ୍ଡାଇତା ୧୫/୯-ରାଜ୍ୟ ସରକାରଙ୍କ ବହୁ ଚର୍ଚିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ସୁଭଦ୍ରା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲଗି ସାରା ରାଜ୍ୟରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ଆୟୋଜିତ ହୋଇଛି । ଏହି କ୍ରମରେ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ପକ୍ଷରୁ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ପାଇଁ ବ୍ୟାପକ ଆୟୋଜନ କରାଯାଇଥିଲା । ପୋଖରୀଆପଡା ହରପାର୍ବତୀ ମନ୍ଦିର ଠାରୁ ସୁଭଦ୍ରା […]
କେନ୍ଦ୍ରାପଡ଼ା,୧୫ା୯: ଓଡ଼ିଶାର ମା’ ଭଉଣୀମାନଙ୍କୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ ତଥା ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମହତାକାଂକ୍ଷୀ ସୁଭଦ୍ରା ଯୋଜନାର ବହୁଳ ପ୍ରଚାର ପ୍ରସାର କରିବା ନିମନ୍ତେ ରବିବାର କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଦର ମହକୁମାରେ “ସୁଭଦ୍ରା ସ୍ୱାଗତ ପଦଯାତ୍ରା’ ଆୟୋଜିତ ହୋଇଯାଇଛି। ଏଥି ସହିତ ସମସ୍ତ ବ୍ଲକ ପ୍ରଶାସନ ପକ୍ଷରୁ ମଧ୍ୟ ଏହି ପଦଯାତ୍ରାର ଆୟୋଜନ କରାଯାଇଛି। ଜିଲ୍ଲା ସ୍ତରୀୟ ପଦଯାତ୍ରା […]
କେନ୍ଦ୍ରାପଡ଼ା,୧୪ା୯: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂଘର ସଭାପତି ଅନନ୍ତ କୁମାର ପରିଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପୂର୍ବତନ ସଭାପତି ବିଶ୍ୱବଂଧୁ ଜେନା, ପୂର୍ବତନ ସମ୍ପାଦକ ଶେକ ଖତିବ ପ୍ରମୁଖ ସେମାନଙ୍କ ସମୟର କାର୍ଯ୍ୟକ୍ରମ ଓ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଆୟବ୍ୟୟର ହିସାବ ପୂର୍ବତନ କୋଷାଧ୍ୟକ୍ଷ ଗାଙ୍ଗେୟ ବିଶ୍ୱାଳ […]
କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କୁମ୍ଭୀରକୁ ଅନ୍ୟତ୍ର ଛାଡିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି।ସୂଚନା ଯୋଗ୍ୟ, ସ୍ଥାନୀୟ ନଦୀରୁ ବର୍ଷା ପାଣିରେ କୁମ୍ଭୀରଟି ପୋଖରୀକୁ ଚାଳିଆସିଥିବା ଅନୁମାନ କରାଯାଉଛି। […]
କେନ୍ଦ୍ରାପଡ଼ା,୧୪ା୯: ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ ପ୍ରାଧିକରଣ ସଚିବ ସୁମିତ୍ରା ସାହୁ ପରିଚାଳନା କରିଥିଲେ। ଏଥିସହିତ ଜିଲ୍ଲାର ପଟ୍ଟମୁଣ୍ଡାଇ, ଆଳି ଓ ରାଜନଗର କୋର୍ଟ ଗୁଡିକରେ ମଧ୍ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି […]
କେନ୍ଦ୍ରାପଡ଼ା,୧୪ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକକୁ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ଜେନା ପରିଚାଳନା କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ ପରେ ହିନ୍ଦୀ ଦିବସ ସମ୍ବନ୍ଧିତ ଏକ ସମବେତ ନୃତ୍ୟ ପରିବେଷଣ କରାଯାଇଥିଲା। ହିନ୍ଦୀ ଦିବସ ଉପରେ ଛାତ୍ରଛାତ୍ରୀମାନେ ନିଜ ନିଜର ବକ୍ତବ୍ୟ […]
ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି ଓ ଏହି ଉପଲକ୍ଷେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଜୟ କୁମାର ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଦ୍ୟାଳୟର ହିନ୍ଦି ଶିକ୍ଷକ ଅଶୋକ ଦାଶ ହିନ୍ଦି ଦିବସର ତାପର୍ଯ୍ୟ ଓ ରାଷ୍ଟ୍ରଭାଷା ହିନ୍ଦିର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରି ପ୍ରତିବର୍ଷ […]
କେନ୍ଦ୍ରାପଡ଼ା, ୧୪ା୯: ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ବନମାଳିପୁର ପଞ୍ଚାୟତର ଚଣ୍ଡିଆ ଗ୍ରାମର ଏକ ସ୍କୁଲରେ ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର ଓ ଯୁବପିଢି ଏବଂ ଛୋଟ ବଡ ପିଲାମାନଙ୍କୁ ଶିକ୍ଷା ଓ ନୈତିକ ଶିକ୍ଷାର ଆବଶ୍ୟକତା ସମ୍ପର୍କରେ ବୁଝାଇଥିଲେ । ସମାଜ ଏବଂ ଯୁବପିଢି ଯଦି ଏକ ମୁଖ୍ୟସ୍ରୋତରେ ଗତି କରିବ ତେବେ ଏକ ସୁସ୍ଥ ସମାଜ ଗଢି ତୋଳିବାରେ ଶିକ୍ଷାର ଭୂମିକା […]










