କେନ୍ଦ୍ରାପଡ଼ା,୨୯ା୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଚଉଦକୁଲାଟ ତମାଳଶାସନସ୍ଥିତ ଦଧିବାମନଜୀଉ ସଂସ୍କୃତ ମହାବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ନବାଗତ ଯୁକ୍ତଦୁଇ ଓ ଯୁକ୍ତତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ଜଣାଇବାକୁ ମହାବିଦ୍ୟାଳୟ ପରିସରରେ ଏକ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ରାମନାରାୟଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ୱାଗତ ଉତ୍ସବରେ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ପରେଶ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଚ୍ଚଶିକ୍ଷା ଗ୍ରହଣ […]

କେନ୍ଦ୍ରାପଡ଼ା, ୨୯ା୮: କେନ୍ଦ୍ରାପଡା ଜିଲ୍ଲାର ରାଜକିନିକା ବ୍ଲକରେ ଫର୍ଜରୀ ବିଲ୍ କରାଯାଇ ସରକାରୀ ଅର୍ଥ ଆତ୍ମସାତ୍ କରାଯାଇଥିବାରୁ ତାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦିବାରାତ୍ର ଧାରଣାରେ ବସିଛନ୍ତି ସୂଚନା ଅଧିକାର କର୍ମୀ ଦୁଷ୍ମନ୍ତ ନାରାୟଣ ଆଚାର୍ଯ୍ୟ । ଶ୍ରୀ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି ଯେ ରାଜକନିକା ବ୍ଲକର ସିକୋ ଏବଂ କାଟଣାବଣିଆ ଗ୍ରାମପଞ୍ଚାୟତର ଦୁଇଟି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ନିମନ୍ତେ ବ୍ଲକର କନିଷ୍ଠ ଯନ୍ତ୍ରୀ ପ୍ରିୟବ୍ରତ […]

କେନ୍ଦ୍ରାପଡ଼ା,୨୯ା୮: ଟିପିସିଓଡିଏଲ୍‌ର ବିଫଳତା ପାଇଁ ୨୨ଘଣ୍ଟା ବିଦ୍ୟୁତ୍ ସରବରାହ ବିଛିନ୍ନ ରହିିଲା । ପାଣି ପମ୍ପହାଉସ୍ ଜେନେରେଟର ଅଚଳ ଥିବାରୁ କେନ୍ଦ୍ରାପଡା ସହରବାସୀ ପାନୀୟଜଳ ପାଇଁ ହନ୍ତସନ୍ତ ହେଲେ । କେନ୍ଦ୍ରାପଡା ଜନସ୍ୱାସ୍ଥ୍ୟ ବିଭାଗ ନା ପାଣି ଯୋଗାଇ ଦେଲେ ନା ଟ୍ୟାଙ୍କରରେ ପିଇବା ପାଣି ଦେଲେ । ଏ ନେଇ ସହରରେ ଜନ ଅସନ୍ତୋଷ ତୀବ୍ର ହୋଇଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଭୟରେ ଲୁଚିଛନ୍ତି । ଠିକ ସେହିପରି […]

କେନ୍ଦ୍ରାପଡ଼ା,୨୯/୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ପଞ୍ଚାୟତ ରାସ୍ତା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି ଓ ଗଳି ଗଳିରେ ପଚା ପାଣି ଜମିରହିଛି । ସେହି ପାଣିରୁ ଜନ୍ମ ନେଉଛନ୍ତି ମଶା ଆଉ ମାଛି । ଯାହାଦ୍ୱାରା ବହୁଲୋକ ଝାଡା ବାନ୍ତିର ଶିକାର ମଧ୍ୟ ହେଉଛନ୍ତି । ଡ୍ରେନେଜ ଏବଂ ଗ୍ରାମରେ ନିଜସ୍ୱ ସ୍ମଶାନ ପାଇଁ ପଞ୍ଚାୟତ ନିର୍ବାଚିତ ପ୍ରତିନିଧିମାନେ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ସମ୍ପୂର୍ଣ ଭାବେ […]

କେନ୍ଦ୍ରାପଡା,ତା.୨୯.୦୮- ଭାରତର କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ସ୍ମୃତିରେ ପ୍ରତି ବର୍ଷ ଅଗଷ୍ଟ ୨୯ ତାରିଖରେ ପାଳିତ ହୁଏ ଜାତୀୟ କ୍ରୀଡ଼ା ଦିବସ । ଏହି ଉପଲକ୍ଷେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ (କ୍ରୀଡା ବିଭାଗ) ଆନୁକୁଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ୨୦୨୪ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅୟୋଜିତ ଏହି ଦିବସରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଯୋଗ ଦେଇ ହକି […]

କେନ୍ଦ୍ରାପଡ଼ା, ୨୯ା୮: ସ୍ୱାୟତ ଶାସନ ଦିବସଆସନ୍ତା ୩୧ତାରିଖରେ କେନ୍ଦ୍ରାପଡ଼ା ପୌରପରିଷଦ ଟାଉନ ହଲଠାରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେପୌରପରିଷଦ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କମଧ୍ୟରେକେନ୍ଦ୍ରାପଡ଼ା ଟାଉନ ହଲଠାରେ ଗତ ୨୬ ତାରିଖରୁ୨୮ତାରିଖ ପର୍ଯ୍ୟନ୍ତବକ୍ତୃତା, ଚିତ୍ରାଙ୍କନ, ନୃତ୍ୟ ବିଭାଗରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପୌରପରିଷଦର ଅଧ୍ୟକ୍ଷା ସରିତା ସାହୁଙ୍କ ଉପସ୍ଥିତି ଓ ନିର୍ବାହୀ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଉକ୍ତ ପ୍ରତିଯୋଗୀତା ସମ୍ପର୍ଣ୍ଣ ହୋଇଯାଇଛି । […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇକୁ ୧୯୫୧ରେ ନିର୍ବାଚନ ମଣ୍ଡଳୀ ଘୋଷଣା ହୋଇଥିବା ବେଳେ ପରବର୍ତୀ ସମୟରେ ୨୦୦୯ ସାଧାରଣ ନିର୍ବାଚନ ପୂର୍ବରୁ ସୀମାପୁନଃ ନିର୍ଧାରଣରେ ଓଡିଶାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ( ସଂ ) ନିର୍ବାଚନ ମଣ୍ଡଳୀ ନିଜର ସତା ହରାଇ ବସିଲା । ନିର୍ବାଚନମଣ୍ଡଳୀ ବିଲୋପ ପରେ ପଟ୍ଟାମୁଣ୍ଡାଇର ଅସ୍ଥିତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଲା । ବହୁ ଗୌରବରେ ଗୌରବାନ୍ୱିତ ପଟ୍ଟାମୁଣ୍ଡାଇର ସ୍ୱାର୍ଥ ସମ୍ମାନ ଓ ସ୍ୱାଭିମାନର ପୁନଃ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାମୁଣ୍ଡାଇ ବ୍ଳକ ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରେମବାଳା ମହାପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ଖବରଦାତା ଜଗନ୍ନାଥ ଆଚାର୍ଯ୍ୟ ଯୋଗ ଦେଇ ହକିର ଯାଦୁଗର ତଥା ଭାରତର କିମ୍ବଦନ୍ତୀ ହକି […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଶିଆ ପଂଚାୟତ ବାସୁଦେବପୁର ଗ୍ରାମର ବିଜୟ ମିଲକ ଚାଷ କାମ କରୁଥିବା ବେଳେ ଗତ ୧୮ ଦିନ ଆକସ୍ମିକ ଭାବେ ବଜ୍ରପାତ ଘଟି ତାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହାତ ହୋଇ କଟକ ବଡ ମେଡିକାଲରେ ଚିକିତ୍ସା ହେଉଥିଲେ । ମୃତ ବିଜୟଙ୍କ ପରିବାରର ଆର୍ଥିକ ସ୍ଥିତି ଦୁର୍ବଳ। ତେବେ  ଖବର ପାଇ କଳିଙ୍ଗ ନବଦିଗନ୍ତ ସାମାଜିକ ସଂଙ୍ଗଠନ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଇନପଡା ଆର ଆଇ ଅଫିସ ଗୃହ ୧୯୬୦ ମସିହାରେ ନିର୍ମାଣ କରାଯାଇଥିଲା । ଏକ ଆଜବେଷ୍ଟସ ଘରେ କୌଣସିମତେ ଆର ଆଇ ଅଫିସ ଚାଲିଛି । ମାତ୍ର ଦୀର୍ଘ ବର୍ଷ ହେବ ଏହା ଜୀର୍ଣ୍ଣଶୀର୍ଣ୍ଣ ହୋଇପଡିବା ସହିତ ଅତ୍ୟନ୍ତ ବିପଦ ସଂକୁଳ ଅବସ୍ଥାରେ ରହିଛି । କେଉଁ ମୁହୂର୍ତରେ ଭୁଶୁଡି ପଡ଼ିବାର ଆଶଙ୍କା ସୃଷ୍ଟି ହୋଇଛି । ଅଇନପଡା ଆର […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳରେ ଜଳନିଷ୍କାସନ ବ୍ୟବସ୍ଥା ପଙ୍ଗୁ ହୋଇଯାଇଛି । ଅସ ରାଏ ବର୍ଷା ହେଲେ ସହର ବିଭିନ୍ନ ସ୍ଥାନରେ ବର୍ଷା ଜଳ ସୁଅ ଛୁଟୁଛି । ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ହାଇସ୍କୁଲ ରାସ୍ତା ଓ କଲେଜ ରାସ୍ତାରେ ଦିନ ଦିନ ଧରି ବର୍ଷା ପାଣି ଜମି ରହି ଦୁର୍ଗନ୍ଧ ହେବା ସହିତ ଯାତାୟାତରେ ବାଧା ସୃଷ୍ଟି କରୁଛି । ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ହାଇସ୍କୁଲକୁ ଯିବା ଆସିବା […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତର ସରପଂଚଙ୍କ ଦିର୍ଘଦିନ ହେବ ଦେହାନ୍ତ ପରେ ମଧ୍ୟ ଉପନିର୍ବାଚନ ପାଇଁ ରାଜ୍ୟ ସରକାର କୌଣସି ପଦକ୍ଷେପ ନନେବାରୁ ପଂଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏନେଇ ବୁଦ୍ଧିଜିବୀ ପାରେଶ୍ୱର ସେଠୀ ପଂଚାୟତବାସୀ ଦସ୍ତଖତ ସହିତ ଏକ ଚିଠି ଲେଖି ଗତ ଜୁଲାଇ ମାସ ୨୯ରେ ରାଜ୍ୟ ନିର୍ବାଚନ କମିଶନର ଓ ପଂଚାୟତ ରାଜ ପାନୀୟଜଳ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । […]

ପଟ୍ଟାମୁଣ୍ଡାଇ ତା ୨୭/୯-ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଆଧ୍ୟାତ୍ମିକ ଚିନ୍ତା ଓ ଚେତନା ମଧ୍ୟରେ ଗଢି ଉଠିଥିବା ନିଆରା ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁ ଶିକ୍ଷାମନ୍ଦିରରେ ନନ୍ଦ ଉତ୍ସବ ଓ କୃଷ୍ଣବେଶ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନଆଚାର୍ଯ୍ୟ ଅଜିତ ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ସ୍ୱାମୀ ଅସୀମାନନ୍ଦ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନନ୍ଦଉତ୍ସବର ମହତ୍ୱ […]

କେନ୍ଦ୍ରାପଡା ୨୭/୮: ସରକାର ବିଭିନ୍ନ ଯୋଜନାରେ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଅଧିକାଂଶ ଯୋଜନା ସଠିକ ଭାବେ ସଫଳ ହେଉନାହିଁ । ତେବେ ମୌଳିକ ଆବଶ୍ୟକତା ଥିବା ଶିକ୍ଷାପ୍ରତି ବୈମାତୃକ ମନୋଭାବ କ’ଣ ପାଇଁ ବୋଲି ଆଜି ଆଲୋଚ୍ୟର ବିଷୟ ହୋଇଛି । ଏକ ରକମ୍ ପ୍ରାଥମିକ ଶିକ୍ଷା ଭୁଷୁଡି ପଡିଛି। କେନ୍ଦ୍ରାପଡା ଜିଲ୍ଲାରେ ଏହାର କରୁଣ ଦୃଶ୍ୟ କହିଲେ ନ ସରେ । ଏକାଧିକ […]

ପଟ୍ଟାମୁଣ୍ଡାଇ ୨୭/୯-ଓଡିଶାର ବିଶିଷ୍ଟ କଥାକାର ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ଶ୍ରୀକ୍ଷେତ୍ର ମହିମା ଉପରେ ୨୫ତମ ପୁସ୍ତକ ସ୍ୱର୍ଗ ଆଉ କେତେ ଦୂର ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ସାବିତ୍ରୀ ଭବନ ଠାରେ ଲେଖିକା ମିନା କୁମାରୀ ସିଂହଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସଂଗୀତ ନିର୍ଦେଶକ ରବୀନ୍ଦ୍ର ନାଥ ମିଶ୍ର ମୁଖ୍ୟଅତିଥି,କବି ଡା ମନୋରଞ୍ଜନ ଦାଶ ମୁଖ୍ୟବକ୍ତା ଓ କବୟିତ୍ରୀ ଚାରୁଲତା ଭୂୟାଁ ଓ […]

କେନ୍ଦ୍ରାପଡ଼ା, ୨୭ା୮ : ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ ଜିଲ୍ଲା କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର ଓ ସିଡିପିଓମାନଙ୍କୁ ନିର୍ଦେଶ ଦେଇଥିଲେ ଯେ ଏହି ଯୋଜନା କେନ୍ଦ୍ରାପଡ଼ା ଜିଲ୍ଲାରେ ଯେପରି ସଫଳ ହେବ ସେଥିପାଇଁ ଗ୍ରାମପଞ୍ଚାୟତ, ବ୍ଲକସ୍ତରରେ ନୋଡାଲ ଅଫିସର ନିଯୁକ୍ତ […]

କେନ୍ଦ୍ରାପଡା,୨୬ା୮ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡ଼ା ଗ୍ରାମପଞ୍ଚାୟତର ସୁବଳା ଗ୍ରାମର ସମାଜସେବୀ ଭାବଗ୍ରାହୀ ଧଳଙ୍କର ୮୫ବର୍ଷ ବୟସରେ ତାଙ୍କ ସୁବଳାସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର ଅସିତବନ୍ଧୁ, ଭଗବାନ, ଅଜିତବନ୍ଧୁ, ବୋହୁ ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମମତାରାଣୀ ଧଳ, ପୂଜାଶ୍ରୀ, ନାତି ଅବନିମୋହନ, ଦିପକ, ରୁଦ୍ର, ଯଯାଜୀକେଶରୀ, ନାତୁଣୀ ରାଜଲକ୍ଷ୍ମୀ ଓ ଶୁଭଲକ୍ଷ୍ମୀ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ […]

କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭାଗବତ ପୁର ଗ୍ରାମ ପଞ୍ଚାୟତର ବାଲିଆ ହାଟ ଠାରେ ଅନୁଷ୍ଠିତ ହେଉଥିବା ଶାରଦୀୟ ଦୁର୍ଗାପୂଜା ନିମିତ୍ତ ପବିତ୍ର ମୃତ୍ତିକା ଉତ୍ତୋଳନ ଉତ୍ସବ ସୋମବାର ଶ୍ରୀକୃଷ୍ଣ ଜନ୍ମ ଓ ମାଆ ଦୁର୍ଗାଙ୍କ ଆବିର୍ଭାବ ଦିବସରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଉଦ୍ୟୋକ୍ତା ତଥା ପୂଜା କମିଟି ଅଧ୍ୟକ୍ଷ ନାରାୟଣ ପତିଙ୍କର ପ୍ରତ୍ୟେକ୍ଷ ତତ୍ୱ୍ୱାବଧାନ ଓ କମିଟିର ସଦସ୍ୟ ବୃନ୍ଦ ଏବଂ ଏହି ଅଞ୍ଚଳର ଶ୍ରଦ୍ଧାଳୁ ଭକ୍ତମାନଙ୍କ […]

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଢାଖଣ୍ଡ ମଠସାହି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାଧନକେନ୍ଦ୍ର ପକ୍ଷରୁ ସାଧନକେନ୍ଦ୍ର ସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅଢାଖଣ୍ଡ ମଠସାହି ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ରାମ ଚନ୍ଦ୍ର ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମୁଖ୍ୟ ଅତିଥି, ସି ଆର ସି ସି ମଳୟ ଜେନା ମୁଖ୍ୟବକ୍ତା, ସି […]

କେନ୍ଦ୍ରାପଡ଼ା,୨୬ା୮:କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀଉ ମନ୍ଦିରରେ ଜନ୍ମାଷ୍ଟମୀ ତଥା ଶ୍ରୀକୃଷ୍ଣ ଜନ୍ମୋତ୍ସବ ମହାସମାରୋହରେ ପାଳିତ ହୋଇଛି । ମନ୍ଦିରକୁ ଆଲୋକମାଳାରେ ସଜା ଯାଇଛି। ହଜାର ହଜାର ଶ୍ରଦ୍ଧାଳୁ ଏହି ମହୋତ୍ସବରେ ସାମିଲ ହୋଇ ଶ୍ରୀଜୀଉଙ୍କ ଆଶୀର୍ବାଦ ନେଇଛନ୍ତି। ପ୍ରାତଃ ୪ଟାରୁ ମନ୍ଦିର ପହୁଡ ଖୋଲିଥିଲା । ନୀତିକାନ୍ତି କରାଯାଇ ଶ୍ରୀଜୀଉଙ୍କୁ ନୂତନ ବସ୍ତ୍ର ପରିଧାନ କରାଯାଇଥିଲା । ଜନ୍ମୋତ୍ସବ ଅବସରରେ ଭକ୍ତମାନଙ୍କୁ ଖିରିପିଠା ବଣ୍ଟନ କରାଯାଇଥିଲା […]

କେନ୍ଦ୍ରାପଡ଼ା,୨୬ା୮:କେନ୍ଦ୍ରାପଡ଼ା ସଦର ଥାନା ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଥାନା ଅଧିକାରୀ ସରୋଜ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିରରେ ୬୬ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ଶିବିର ପୂର୍ବାହ୍ନ ୧୦ଘଟିକା ସମୟରୁ ଆରମ୍ଭ ହୋଇ ଅପରାହ୍ନ ୩ ଘଟିକାରେ ଶେଷ ହୋଇଥିଲା। ଏସ୍‌ଡିପିଓ ଦେବେନ୍ଦ୍ର ମଲ୍ଲିକ, ଟାଉନ୍ ଥାନାଧିକାରୀ ଦିଲ୍ଲୀପ କୁମାର ସାହୁ, ପଣ୍ଡିତ ହୃଷିକେଶ ରଥ, ଅକ୍ଷୟ ପାଣି ପ୍ରମୁଖ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରପାଳିକା ଅନ୍ତର୍ଗତ ପହରାଜପୁରସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ମହାଆଡମ୍ବର ସହ ସୋମବାର ପାଳିତ ହୋଇଯାଇଛି। ଶିଶୁମନ୍ଦିର ପରିଚାଳନା କମିଟି ଉପସଭାପତି ସୁଜାତା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର ଯୋଗଦେଇ ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ […]

ପଟ୍ଟାମୁଣ୍ଡାଇ ତା ୨୫/୮-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ତରଡ଼ିପାଳ ପଂଚାୟତ ତରଡ଼ିପାଳ ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ବହୁ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା ସର୍ଗତ ଭିକାରୀ ଚରଣ ବିଶ୍ୱାଳଙ୍କ ଧର୍ମପତ୍ନୀ ମୟୀ ୟସୀ ମହିଳା ରୁକ୍ମଣୀ ଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ସମାରୋହରେ ପାଳିତ ହୋଇଯାଇଛି । ପଣ୍ଡିତ ବାସୁଦେବ ପାଢ଼ୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସମସ୍ତ କର୍ମ ଓ ପିଣ୍ଡଦାନ ଯଥା ରୀତି ସମ୍ପନ୍ନ କରାଯାଇଥିଲା । ଏଇ ଅବସରରେ ମୟୀୟସୀ ମହିଳା […]

କେନ୍ଦ୍ରାପଡ଼ା,୨୫ା୮: କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ବଙ୍ଗାଳପୁର ଗ୍ରାମପଞ୍ଚାୟତର ହୁରାସାହି- କୋରୁଆ ଭାୟା ମାହାଳ ରାସ୍ତାଟି ଖାଲଖମାରେ ପରିପୂର୍ଣ୍ଣ ହୋଇଯାଇଛି। ଫଳରେ ସେହି ରାସ୍ତାଦେଇ ଯିବାଆସିବା କରୁଥିବା ସ୍ଥାନୀୟ ୧୦ଟି ପଞ୍ଚାୟତର ଅଞ୍ଚଳବାସୀଙ୍କ ସମେତ ବାଟୋଇମାନେ ନାହିଁନଥିବା ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି। ରାସ୍ତା ମରାମତି ପାଇଁ ଅଞ୍ଚଳବାସୀ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଅଞ୍ଚଳବାସୀ କହିଛନ୍ତି ବଙ୍ଗାଳପୁର, ସାନଅଢଙ୍ଗା, ଓଢଙ୍ଗା, କଳାବୁଦା, ତଳକୁସୁମା, ତିକନପୁର, ବଡବେତରା, ମଧୁ ପ୍ରଭୃତି […]