କେନ୍ଦ୍ରାପଡ଼ା,୨୨ା୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ସଂପୃକ୍ତ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ପାଇଁ ଜାତୀୟ ମାନବାଧିକାର ଆୟୋଗରେ ଏକ ମାମଲା ରୁଜୁ କରାଯାଇଛି। ଏଥିସହ ପରିବାର ସଦସ୍ୟଙ୍କୁ ମାନସିକ ଯନ୍ତ୍ରଣା ପାଇଁ ଅତିରିକ୍ତ ୨୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଦାବି କରାଯାଇଛି। ଏହି ମାମଲା ରୁଜୁ […]

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଗୁରୁବାର ପଟ୍ଟାମୁଣ୍ଡାଇ ଅଂଚଳ ଗସ୍ତରେ ଆସି ଅଂଚଳର ବିକାଶ ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ । ସାଂସଦ ପଣ୍ଡା ହେଲିକ୍ୟାପ୍ଟର ଯୋଗେ କଖାରୁଣୀ ପଡିଆରେ ଅବତରଣ କରିବା ପରେ ରାଜନଗର ଭାଜପା ନେତା ଲଳିତ ବେହେରା, ବରିଷ୍ଠ ସଂଖ୍ୟାଲଘୁନେତା ଏସ କେ ସଲିମ, ପଟ୍ଟାମୁଣ୍ଡାଇ ନଗର ଭାଜପା ସଭାପତି ଶଶିକାନ୍ତ ସ୍ୱାଇଁ, ନଗର ଭାଜପା […]

କେନ୍ଦ୍ରାପଡ଼ା, ୨୧ା୮: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ସ୍ୱାଗତ କରାଯାଇଛି। ଏହି ଉପଲକ୍ଷେ କମିଟିର ସଭାପତି ତଥା ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତି, ଉପସଭାପତି ସଞ୍ଜୟ କୁମାର ସ୍ୱାଇଁ, ସମ୍ପାଦକ ରମଣୀରଞ୍ଜନ ରାଉତରାୟ, ଉପଦେଷ୍ଟା ନିରଞ୍ଜନ ମେକାପ, ପ୍ରଦୀପ କୁମାର ସିଂ, ପ୍ରଭାତ କୁମାର ନାୟକ, ସଞ୍ଜୟ କୁମାର ଜେନା, ସତ୍ୟବ୍ରତ ସିଂ, ଧିରେନ୍ଦ୍ର ଦାସ […]

କେନ୍ଦ୍ରାପଡ଼ା ୨୧ା୮: ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ନୟ କମିଟି ବୈଠକ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଅନୁଷ୍ଠିତ ହୋଇଯାଇଛି । ତମାଖୁ ନିୟନ୍ତ୍ରଣ ହେଉଛି ନୈତିକ ଦାୟିତ୍ୱ । ବ୍ୟତିଗତ ଭାବେ ଏହାପ୍ରତି ସଚେତନ ହେବା ଦରକାର । ତମାଖୁ ନିରୋଧ ଆଇନ କାର୍ଯ୍ୟକାରୀ ଦ୍ୱାରା ତମାଖୁ ସେବନ ହଟେଇବା ୨୦ପ୍ରତିଶତ ସଫଳ ହୋଇଥାଏ […]

କେନ୍ଦ୍ରାପଡ଼ା, ୨୧ା୮: କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ ଆୟବା ଗ୍ରାମର ଭ୍ରମରବର ନାୟକଙ୍କ ପୁତ୍ର ଜଟିଆ ଓରଫ୍ ବଳରାମ ନାୟକ(୫୩)ଙ୍କ ବଜ୍ରାଘାତରେ ଆଜି ମୃତ୍ୟୁ ହୋଇଯାଇଛି । ସେ ବିଲରେ ଧାନ ରୋଉଥିବା ବେଳେ ଆଜି ଅପରାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇ ବଜ୍ରପାତ ହୋଇଥିଲା । ସେହି ବଜ୍ରପାତରେ ଜଟିଆ ବିଲରେ ଅଚେତ ହୋଇ ପଡିଯାଇଥିଲେ । ନିକଟରେ ବିଲ ରୋଉଥିବା ଅନ୍ୟ ବ୍ୟକ୍ତିମାନେ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନେଇଯାଇଥିଲେ […]

କେନ୍ଦ୍ରାପଡ଼ା, ୨୧ା୮: ଶିକ୍ଷାନୁଷ୍ଠାନ, ମନ୍ଦିର ଏବଂ ଗ୍ରାମାଞ୍ଚଳ ବ୍ୟବସାୟୀ କେନ୍ଦ୍ର ନିକଟରେ ଚାଲୁଥିବା ବାବର ବିଦେଶୀ ମଦ ଦୋକାନକୁ ତୁରନ୍ତ ସେଠାରୁ ସ୍ଥାନାନ୍ତର କରାଯିବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ନିକଟରେ ଦାବି କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ବାବର ଗ୍ରାମ ପଞ୍ଚାୟତର ବାବର ବଜାରରେ ଠିପିବନ୍ଦ ମଦ ଦୋକାନ ଓ ଠିପି ଖୋଲା ମଦ ଦୋକାନ ଖୋଲାଯାଇ ବ୍ୟବସାୟ କରିଆସୁଛନ୍ତି । ଏହା […]

କେନ୍ଦ୍ରାପଡା, ୨୦ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ ବନ୍ଦ କରାଯାଇଛି । ଏହାକୁ ସମର୍ଥନ ଜଣାଇ ଜିଲ୍ଲାର ସମସ୍ତ ଏସି ଏସଟି ସଙ୍ଗଠନମାନ ଯଥା ମୂଳନିବାସୀ ୟୁନାଇଟେଡ୍ ଫୋରମ, ଆମ୍ବେଦକର ଯୁବ ମୋର୍ଚ୍ଚା ଓ ସାବିତ୍ରୀବାଇ ଫୁଲେ ତରଫରୁ କେନ୍ଦ୍ରାପଡାର ମୁଖଶାଳା ତିନିମୂହାଣୀ ଠାରେ ସକାଳ ୭ଘଟିକା ଠାରୁ ଅପରାହ୍ନ […]

ପଟ୍ଟାମୁଣ୍ଡାଇ ୨୧/୮ -ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଂଟିଆ ଭାରତ ବନ୍ଦ ଡାକରା ପଟ୍ଟାମୁଣ୍ଡାଇ ଅଂଚଳରେ ଆଂଶିକ ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ସହରରେ ଦୋକାନ ବଜାର […]

କେନ୍ଦ୍ରାପଡା,୨୧/୮: କେନ୍ଦ୍ରାପଡା କୋରୋସ୍ଥିତ ପାବନ କ୍ଷେତ୍ର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀକ୍ଷେତ୍ର ନୀତି ପରମ୍ପରା ଅନୁସାରେ ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ସପ୍ତଦିବସ ବ୍ୟାପୀ ପବିତ୍ର ଝୁଲଣ ଯାତ୍ରା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ ୨୦ ତାରିଖରେ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ବିଶିଷ୍ଟ ପ୍ରବକ୍ତା ତଥା ଶିକ୍ଷାବିତ୍ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉତ୍କଳୀୟ ତଥା ଶ୍ରୀଜଗନ୍ନାଥଙ୍କ ମହିମାମୟ ସଂସ୍କୃତିରେ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ପାଇଁ ପୌର ପରିଷଦ ପକ୍ଷରୁ ବୁଧବାର ଆରମ୍ଭ ହୋଇଛି ଜବର ଦଖଲ ଉଚ୍ଛେଦ । ସହରର ମୁଖ୍ୟ ରାସ୍ତାରୁ ଜବର ଦଖଲ ଖାଲି କରିବାକୁ ୭ ଦିନ ତଳେ ପ୍ରଶାସନ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରିଥିଲା । ଆଜି ସହରର ପୁରୁଣା ବାଇପାସ ଛକ ଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ରାସ୍ତା ପାର୍ଶ୍ୱ ପାଦ ଚଲା ରାସ୍ତାକୁ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ନେତୃତ୍ୱରେ ବରିଷ୍ଠ ସଭ୍ୟ ପ୍ରଫେସର କୈଳାଶ ଚନ୍ଦ୍ର ପାତ୍ର, ପ୍ରଫେସର ଗୋଲକ ମହାରଣା, କୋଷାଧ୍ୟକ୍ଷ ଚର୍ତୁଭୂଜ ରାଉଳ, ସହସମ୍ପାଦକ ବିଜୟ କୁମାର ସାହୁ, କାର୍ଯ୍ୟକାରୀ ସଭାପତି କଣ୍ଡୁରି ଚରଣ ସ୍ୱାଇଁ, ଆଡଭୋକେଟ ବୀର କିଶୋର ଦାସ, ପ୍ରାକ୍ତନ ପ୍ରଧାନ […]

ଭୁବନେଶ୍ୱର,୨୧।୮-ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ ଜନଜାତିଙ୍କ ସୁରକ୍ଷା ଦାବି କରୁଥିବା ବେଳେ ବିଧାୟକମାନେ ଏହାକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ୪ଟା ଯାଏ ଗୃହମୁଲତବୀ ଘୋଷଣା କରିଛନ୍ତି। […]

କେନ୍ଦ୍ରାପଡା,୨୦/୮: ପବିତ୍ର ଗହ୍ମା ପୂର୍ଣ୍ଣିମାରେ ବାରୁଅସ୍ଥିତ ଅଗ୍ରଣୀ ସାସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ ରକ୍ଷାବନ୍ଧନ ଉତ୍ସବ ଏବଂ କବି ଭାବଗ୍ରାହୀ ପରିଡାଙ୍କ ପତ୍ନୀ ଧର୍ମପ୍ରାଣା ସରୋଜିନୀ ପରିଡାଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧୋତ୍ସବ ଯଥାବିଧି ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତା ପରିଡାଙ୍କ ମଧ୍ୟମ ପୁତ୍ର ସଙ୍ଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ […]

କେନ୍ଦ୍ରାପଡା,୨୦/୮: ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମର ବିଶିଷ୍ଟ ପ୍ରବକ୍ତା ତଥା ଶିକ୍ଷାବିତ୍ ମାନସ ଭୂଷଣ ପଣ୍ଡିତ ହୃଷିକେଶ ରଥଙ୍କ ଗୃହାଙ୍ଗନରେ ଥିବା ଶ୍ରୀରାମ ମନ୍ଦିରରେ ପବିତ୍ର ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ରଥଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ନବ ଦିବସୀୟ କାର୍ଯ୍ୟକ୍ରମରେ କର୍ତ୍ତା ଭାବରେ ବିଶ୍ୱସ୍ୱରୂପ ରଥ, ମାନସ ପାରାୟଣରେ ପଣ୍ଡିତ ରାଜକିଶୋର ମିଶ୍ର, ସୁନ୍ଦରାକାଣ୍ଡ ପାରାୟଣରେ […]

ପଟ୍ଟାମୁଣ୍ଡାଇ ତା ୨୦/୮ -ପଟ୍ଟାମୁଣ୍ଡାଇ ବ୍ଲକ ବାଛରା ପଂଚାୟତ ମଣ୍ଡପଡା ଗ୍ରାମର ବିଶିଷ୍ଟ ସମାଜସେବୀ ବରାହ ଚରଣ ସାମଲ (କାଁହୁ )ଙ୍କ ଧର୍ମପତ୍ନୀ ମୟୀୟସୀ ମହିଳା ସରୋଜିନୀ ସାମଲଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସରୋଜିନୀ ସାମଲ ସ୍ମୃତି ସଂସଦ ପକ୍ଷରୁ ୩ୟ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମଣ୍ଡପଡା ଠାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଜଗଦଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ […]

ପଟ୍ଟାମୁଣ୍ଡାଇ ତା ୨୦/୮ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ପଂଚାୟତ ପ୍ରତିନିଧିମାନଙ୍କୁ ଉପଯୁକ୍ତ ଭାବେ ତାଲିମ କରିବା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକରେ ୱାର୍ଡ ସଭ୍ୟ ମାନଙ୍କୁ ନେଇ ଏକ ତାଲିମ ଶିବିର ଗତ ୨ ତାରିଖ ରୁ ଆରମ୍ଭ ହୋଇ ୨୦ ତାରିଖରେ ଉଦଯାପିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରି ସମସ୍ତ ସରକାରୀ […]

ପଟ୍ଟାମୁଣ୍ଡାଇ ୨୦/୮-ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୯୧ତମ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ଜିଲ୍ଲା ଓବିସି ସେଲ ପ୍ରାକ୍ତନ ସଭାପତି ମଳୟ ଦାସ, ଜିଲ୍ଲା ଦଳିତ ସେଲ ପ୍ରାକ୍ତନ ସଭାପତି ସର୍ବେଶ୍ୱର ସେଠୀ, ପ୍ରାକ୍ତନ ଜିଲ୍ଲା ପରିଷଦ ସଦସ୍ୟ ପ୍ରଭାତ ସେଠୀ, ତପନ ପାତ୍ର, ଦିଲ୍ଲୀପ […]

କେନ୍ଦ୍ରାପଡ଼ା,୧୯ା୮: କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ ଆରଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ଜନ୍ମୋତ୍ସବ ସୋମବାର ପାଳିତ ହୋଇଯାଇଛି। ଶ୍ରୀଜୀଉଙ୍କ ଜନ୍ମୋତ୍ସବ ଅବସରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା ବୋଲି ଶ୍ରୀଜୀଉଙ୍କ ମନ୍ଦିର ଟ୍ରଷ୍ଟବୋର୍ଡର ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ସୂଚନା ଦେଇଛନ୍ତି । ଜନ୍ମୋତ୍ସବ ପାଇଁ ଶ୍ରୀଜୀଉଙ୍କୁ ସକାଳ ୬ଟାରେ ଜୟମଙ୍ଗଳା ଆଳତୀ, ୮ଟାରେ ନୀତିସ୍ନାନ ବଲ୍ଲଭ, ୯ଟାରେ ଖେଚୁଡି ଧୂପ ଓ ପୂର୍ବାହ୍ନ୧୧ଟାରେ […]

କେନ୍ଦ୍ରାପଡ଼ା,୧୯ା୮ : କାକଟ- ଦାନପୁର କେନାଲ ବନ୍ଧ ରାସ୍ତାରୁ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ରାସ୍ତାଟି ୧୫ଦିନ ହେବ ବିଛିନ୍ନ ହୋଇପଡିଛି। ଫଳରେ ସେହି ରାସ୍ତାଦେଇ କଚେରିଡିହ ବଟେଶ୍ୱର ମହାଦେବଙ୍କ ମନ୍ଦିରକୁ ଦୈନିକ ଯାଉଥିବା ଶହ ଶହ ଲୋକ ନାହିଁନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଜଣେ ଚାଷୀ କାହାକୁ କିଛି ନକହି ପ୍ରାୟ ୩ଫୁଟ୍ ଉଚ୍ଚା ଓ ଦେଢ ଫୁଟ୍ ଚଉଡାର ରାସ୍ତାଟିକୁ ହାଣିଦେଇ ସେଠାରେ ଏକ ସୋଠ ବସାଇ ଦେଇଛନ୍ତି। […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଚନ୍ଦ୍‌ନନଗର ପଂଚାୟତ ଗୋପ୍ତିରା ଗ୍ରାମର ଦିନ ଦରିଦ୍ର ସରସ୍ୱତୀ ବାୟୀ ଗତ ଦୁଇ ବର୍ଷ ହେବ ରକ୍ତ କର୍କଟ ରୋଗରେ ରୋଗାକ୍ରାନ୍ତ ହୋଇ ଶଯ୍ୟାଶାୟୀ ହୋଇ ପଡ଼ିଛନ୍ତି। ମୁଣ୍ଡ ଗଞିିବାକୁ ଘର ଖଣ୍ଡେ ନଥିବାରୁ ବର୍ଷା ହେଲେ ପରଘରେ ଆଶ୍ରା ନେଉଛନ୍ତି । ସ୍ତ୍ରୀ ରୋଗାଗ୍ରସ୍ତ ହେବା ଦିନରୁ ସ୍ୱାମୀ ନରେଶ ତାଙ୍କ ସେବାରେ ଦିନ ଯାଉଛି । ରୋଜଗାର ବନ୍ଦ ହୋଇଯିବାରୁ ଦୁଇ […]

କେନ୍ଦ୍ରାପଡ଼ା,୧୯ା୮ : ବିଭିନ୍ନ ସରକାରୀ ଅନୁଷ୍ଠାନ ଓ କାର୍ଯ୍ୟାଳୟରେ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଭଳି ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପନ କରାଯାଉଛି। କିନ୍ତୁ କିଛିଦିନ ପରେ ଏହି ପ୍ରତିମୂର୍ତ୍ତି କେଉଁ ଅବସ୍ଥାରେ ରହୁଛି ତାହାକୁ କେହି ନଜର ଦେଉ ନାହାଁନ୍ତି। ସମସ୍ତେ ନିଜ ନିଜ ସ୍ୱାର୍ଥରେ ବୁଡି ରହୁଛନ୍ତି। ଫଳରେ ବରପୁତ୍ରମାନଙ୍କୁ ଅସମ୍ମାନ କରାଯାଉଥିବା ନେଇ ଅଭିଯୋଗ ହେଉଛି। କେବଳ ଲୋକଦେଖାଣିଆ […]

କେନ୍ଦ୍ରାପଡା ଅଫିସ ,୧୯/୮: କେନ୍ଦ୍ରାପଡା ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମସ୍ଥିତ ଶ୍ରୀ ରାମ ମନ୍ଦିରରେ ଚଳିତମାସ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀ ରାମଚରିତ ମାନସ ଓ ନବାହ୍ନ ପାରାୟଣ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି । ମାନସ ଭୂଷଣ ପଣ୍ଡିତ ହୃଷିକେଶ ରଥଙ୍କ ତତ୍ତ୍ୱାବଧାନରେ ୯ଦିନ ବ୍ୟାପୀ ପାରାୟଣ ଉତ୍ସବରେ ପଣ୍ଡିତ ରାଜକିଶୋର ମହାପାତ୍ର ବ୍ୟାସ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବେଳେ ବିଶ୍ୱସ୍ୱରୁପ ରଥ […]

କେନ୍ଦ୍ରାପଡା, ୧୯ା୮ – ରାଜ୍ୟ ସାମ୍ବାଦିକ ସଂଘ କେନ୍ଦ୍ରାପଡା ଶାଖା ପକ୍ଷରୁ ଏକ ପ୍ରାନ୍ତିୟ ସମାବେଶ ଓ ଆଲୋଚନା ଚକ୍ର ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ବରିଷ୍ଠ ସାମ୍ବାଦିକ ସତ୍ୟପ୍ରକାଶ ନାୟକ ମୁଖ୍ୟବକ୍ତା, ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ, ଯୁବନେତା ତେଜେଶ୍ୱର ପରିଡା […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଷିଆ ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଗତକାଲି ବ୍ରଜପାତରେ ମୃତ୍ୟୁବରଣ କରିଥିବା ଚାଷୀ ବିଜୟ ମଳିକଙ୍କ ପରିବାରକୁ ରାଜନଗର ବିଧାୟକ ଧ୍ରୁବ ସାହୁ ଭେଟି ସମବେଦନା ଜ୍ଞାପନ କରିବା ସହିତ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ବିଧାୟକଙ୍କ ସହିତ ପୂର୍ବତନ ସରପଞ୍ଚ ପ୍ରଭାତ ପ୍ରଧାନ, ଶ୍ୟାମସୁନ୍ଦରପୁର ସମବାୟ ସମିତି ସଭାପତି ସୁଦାମ ରାଉତ, ପ୍ରାକ୍ତନ ସଭାପତି ଗୌରାଙ୍ଗ ସ୍ଵାଇଁ ଧ୍ରୁବ ଅନ୍ନପୂର୍ଣ୍ଣା ସେବା […]