ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଉଦ୍ ଯାପିତ

10 August 2025 kanika odisha 0

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ସ୍ଥିତ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଗୃହାଙ୍ଗନରେ ସଂସ୍ଥାପିତ ଶ୍ରୀରାମ ମନ୍ଦିରରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ଚରିତ ମାନସ ନବାହ୍ନ […]

ଫୋରଡ ଆଶ୍ରମରେ ଝୁଲଣ ମହୋତ୍ସବ , ଭଜନ ଓ ସଙ୍କୀର୍ତ୍ତନର ଅପୂର୍ବ ମୂର୍ଚ୍ଛନାରେ ଶ୍ରଦ୍ଧାଳୁ ବିଭୋର

10 August 2025 kanika odisha 0

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ସ୍ଥିତ ନାମାଚାର୍ଯ୍ୟବାୟା ବାବାଙ୍କ ଦ୍ୱାରା ଗୋବରୀ କୂଳରେ ସଂସ୍ଥାପିତ ବାୟା ଆଶ୍ରମରେ ଝୁଲଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମଠ ମହନ୍ତ ହୃଷୀକେଶ ଦାଶ ମହାରାଜଙ୍କ […]

କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକଙ୍କ ସମାବେଶ

10 August 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ କଳପଡା ମାର୍କେଟସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳପଡା ଗ୍ରାମର ଅଧିବାସୀ ତଥା ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସା […]

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମାହୂତି ଘଟଣା ; ଛାତ୍ରୀଙ୍କ ପୁରୁଷ ବନ୍ଧୁ ଗିରଫ ଓ କୋର୍ଟ ଚାଲାଣ

10 August 2025 kanika odisha 0

ପୁରୁଷ ବନ୍ଧୁଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ତେରୋହି ଗ୍ରାମବାସୀଙ୍କ ଗ୍ରାମାଂଚଳ ଥାନା ସମ୍ମୁଖରେ ଧାରଣା ପଟ୍ଟାମୁଣ୍ଡାଇ ୧୦/୮ -ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମର ଛାତ୍ରୀ ସଙ୍ଗୀତାଙ୍କ ପୋଡିହୋଇ ମୃତ୍ୟୁ ବରଣ […]

ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସିବର୍ଣ୍ଣବଶେ ଚିତ୍ର ଲୋକାର୍ପିତ

10 August 2025 kanika odisha 0

କେନ୍ଦ୍ରାପଡା,୧୦ା୮: ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ଜନ୍ମଭିଷେକ ନୀତି ପାଳନ ହେବା ଅବସରରେ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସୁବର୍ଣ୍ଣ ଅଳଙ୍କାର ପ୍ରସ୍ତୁତ କମିଟି ଦ୍ୱାରା ପ୍ରସ୍ତୁତ ଏକ ପରିକଳ୍ପିତ ସୁବର୍ଣ୍ଣ ବେଶର ଏକ ସୁନ୍ଦର […]

କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଜୟନ୍ତୀରେ ରକ୍ତଦାନ ଶିବିର

10 August 2025 kanika odisha 0

ପଟ୍ଟାମୁଣ୍ଡାଇ ୧୦/୮ ଆନ୍ତର୍ଜାତିକ ଖ୍ୟାତି ସଂପନ୍ନ କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ୬୬ତମ ଜନ୍ମ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବେଲତଳସ୍ଥିତ ହରିହରାନନ୍ଦ ଧ୍ୟାନ ମନ୍ଦିର ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି […]

ବଳଦେବସେନା ପକ୍ଷରୁ ରାକ୍ଷୀପୂର୍ଣ୍ଣିମାରେ ସେବାକାର୍ଯ୍ୟ

10 August 2025 kanika odisha 0

କେନ୍ଦ୍ରାପଡ଼ା,୯ା୮:ଆଜି ପବିତ୍ର ରକ୍ଷାବନ୍ଧନ ଓ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଜନ୍ମୋତ୍ସଭ ପାଇଁ ତୁଳସୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି।ଏହି ଦିବସରେ ମହାପ୍ରଭୁଙ୍କ କୃପା ଭିକ୍ଷା କରିବା ପାଇଁ ଦୂର ଦୂରାନ୍ତରୁ ଅନେକ ଶ୍ରଦ୍ଧାଳୁ ଆସିଥାନ୍ତି। […]

ପୁନର୍ବାସ ପକ୍ଷରୁ ଯୌନଶୋଷଣ ନିରୋଧ ସଚେତନତା ସଭା

9 August 2025 kanika odisha 0

କେନ୍ଦ୍ରାପଡା ୮/୮- ଉଭୟ ସଂଗଠିତ ଓ ଅସଂଗତିତ କ୍ଷେତ୍ରରେ କାର୍ଯ୍ୟରତା ମହିଳାମାନଙ୍କୁ ଏକ ସୁସ୍ଥ ଓ ନିରାପଦ କର୍ମ ପରିବେଶ ଯୋଗାଇ ଦେବା ଉଦ୍ଦେଶ୍ୟରେ ପୋସ୍ ଆଇନ, ୨୦୧୩ର ପ୍ରଣୟନ କରାଯାଇଅଛି । ଏହି […]

କେନ୍ଦ୍ରାପଡା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି

8 August 2025 kanika odisha 0

କେନ୍ଦ୍ରାପଡା ସଦର,୮ା୮ – କେନ୍ଦ୍ରାପଡା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ୫ଦଫା ଦାବି ନେଇ କେନ୍ଦ୍ରାପଡା ଜିଲ୍ଲା ସମନ୍ୱୟ ସମିତିର ପାଞ୍ଚ ଶହରୁ ଉର୍ଦ୍ଧ ଶିକ୍ଷକ, ଶିକ୍ଷିକା […]

ଛାତ୍ରୀ ଆତ୍ମଦାହ ଘଟଣା, ବଡପଡାରେ ରାଜ୍ୟ ବିଜେଡି ଟିମ

8 August 2025 kanika odisha 0

ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ତଥ୍ୟ ଅନୁସନ୍ଧାନକାରୀ ଦଳ କଲେଜ ଛାତ୍ରୀ ଆତ୍ମଦାହ ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବା ପାଇଁ ରାଜନଗର […]

ବ୍ରାହ୍ମଣୀ ବନ୍ୟାରେ ଭାସି ଯାଇ ୧ମୃତ, ମୃତ ପରିବାରକୁ ସହାୟତା ଦାବୀ

29 July 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୯/୭- ବ୍ରାହ୍ମଣୀ ନଦୀରେ ୨ୟ ଥର ବନ୍ୟା ଆସିବା ଫଳରେ ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ଶାସନ ପଂଚାୟତ ର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇ ପଡିବା ସହିତ ହଜାର ହଜାର […]

ଡାକ୍ତରଖାନା ଟେଣ୍ଡରରେ ଅନିୟମିତା ଅଭିଯୋଗ

29 July 2025 kanika odisha 0

କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଅବହେଳା ପରେ ଏବେ ଟେଣ୍ଡର ପରିଚାଳନାରେ ଅନିୟମିତତା ହେଉଛି । ଏପରି ଅଭିଯୋଗ ଉତ୍କଳ ଏଣ୍ଟରପ୍ରାଇଜର୍ସର ମାଲିକ ଶେଖ ମହମ୍ମଦ ନିୟାଜଉଦ୍ଦିନ ଆଣି […]

ଅବସର କାଳୀନ ସମ୍ବର୍ଦ୍ଧନା ସଭା

26 July 2025 kanika odisha 0

କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। […]

ବିପ୍ଲବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

26 July 2025 kanika odisha 0

କେନ୍ଦ୍ରାପଡ଼ା,୨୫ା୭ : ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳ ରଘୁରାମ ଆର.ଆୟାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କମିଟି ସଭାପତି ବରିଷ୍ଠ ଆଇନିଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ପରାମର୍ଶ କ୍ରମେ […]

ନିର୍ମାଣାଧିନ ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁଯନ୍ତା

15 July 2025 kanika odisha 0

ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ […]

ଶ୍ରୀବଳଦେବଜିଉଙ୍କ ‘ତୁଳସି ରସିଆ’ ନୃତ୍ୟରେ ଭାବ ବିହୋଳିତ ହେଲେ ଦର୍ଶକ ,

21 June 2025 kanika odisha 0

ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ସାଂସ୍କୃତିକ ସଂନ୍ଧ୍ୟାରେ ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଜିଲ୍ଲା ସ୍ତରୀୟ […]

No Image

“ସିନ୍ଧୁ ନଦୀର ଇତିହାସ ଓ ଭାରତ ପାକିସ୍ତାନ ମୂଳ ଚୁକ୍ତି’

10 May 2025 kanika odisha 0

ଭାରତର ଇଂରାଜୀ ନାମ ଇଣ୍ଡିଆ ମଧ୍ୟ ସିନ୍ଧୁ ନଦୀର ଇଂରାଜୀ ନାମ ଇଣ୍ଡସ୍‌ରୁ ଉଦ୍ଧୃତ । ସଂସ୍କୃତ ଭାଷାରେ ଏହି ନଦୀକୁ ସିନ୍ଧୁ ଓ ପାର୍ସୀ ଭାଷାରେ ଏହି ନଦୀକୁ ହିନ୍ଦୁ ବୋଲି କୁହାଯାଏ […]

ଜବରଦଖଲ ଯୋଗୁଁ ପୋତି ହୋଇଗଲାଣି ବ୍ରୀଟିସ ଅମଳର ସାଇଫନ ଜଳ ନିଷ୍କାସନରେ ବାଧା, ଫସଲହାନି

26 April 2025 kanika odisha 0

ପଟ୍ଟାମୁଣ୍ଡାଇ ୨୨/୪–କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ଶହଶହ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡିବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡିରହୁଛି । ଅଳଭା […]

ଆତଙ୍କବାଦୀ ଆକ୍ରମଣ ବେଳେ ସୁରକ୍ଷା ବାହିନୀର ଅନୁପସ୍ଥିତି କାହିଁକି ଥିଲା? ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ପ୍ରଶ୍ନ

26 April 2025 kanika odisha 0

ନୂଆଦିଲ୍ଲୀ,୨୫/୪: ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ କେନ୍ଦ୍ର ସରକାର ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ […]

ଏବେକାର ଆରାମଦାୟକ , ଭବିଷ୍ୟତ ପିଢ଼ି ପାଇଁ କାଳ

13 March 2025 kanika odisha 0

ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି । ବଦ୍ଧିତ ସହରରେ ଲୋକେ ବ୍ୟସ୍ତତା ଭିତରେ […]

୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

10 March 2025 kanika odisha 0

କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। […]

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

10 March 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ […]

ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା

9 March 2025 kanika odisha 0

କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ […]

ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ

9 March 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି ।  ଏହି ଉପଲକ୍ଷେ […]