କେନ୍ଦ୍ରାପଡ଼ା, ୨୧/୫- ଭାରତୀୟ ଜନତା ପାର୍ଟି କେନ୍ଦ୍ରାପଡା ଜିଲ୍ଲା ତରଫରୁ ହୋଟେଲ ସ୍ୱୟଂସିଦ୍ଧାଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଲୋକସଭା ସଂଚାଳନ କମିଟିର ମୁଖ୍ୟ ସଞ୍ଜୟ ରଥ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ କଳ୍ପନା ମଲ୍ଲିକ, ମିଡିଆସେଲ୍ ପ୍ରମୁଖ ନେହେରୁ କୁମାର ସାହୁଙ୍କ ଉପସ୍ଥିତିରେ ନିର୍ବାଚନ ୨୦୨୪ରେ କେନ୍ଦ୍ରାପଡା ଜିଲ୍ଲାରେ ମହିଳାମାନଙ୍କୁ […]

  କେନ୍ଦ୍ରାପଡା, ୨୧/୫: ଆଜିର ସମୟ ଚକ୍ରରେ ମଣିଷ ସବୁବେଳେ ନିଜର ବ୍ୟକ୍ତିଗତ ଜୀବନ ପାଇଁ ବ୍ୟସ୍ତ ରହିଥାଏ । ମଣିଷ ଗୋଟେ ସାମାଜିକ ପ୍ରାଣୀ । ସମାଜ ପ୍ରତି କିଛି କର୍ତ୍ତବ୍ୟ ମଧ୍ୟ ରହିଛି । ଜୀବନରେ ବିବାହ ନୂତନ ସ୍ୱାଦ ଆଣିଥାଏ । ଯଦି ମଣିଷ ଏହି ସମୟରେ ସମାଜ ପାଇଁ କିଛି କର୍ମ କରି ଉଦାହରଣ ପାଲଟେ ତେବେ ଏହା ଅତି ସୁନ୍ଦର ଓ ସୁଉଚ୍ଚ […]

କେନ୍ଦ୍ରାପଡା ୨୧/୫: କେନ୍ଦ୍ରାପଡା ଲୋକସଭା ନିର୍ବାଚନର ପ୍ରଚାର ଓ ପ୍ରସାରକୁ ତ୍ୱରାନ୍ୱିତ କରିବା ନେଇ ଓଡିଶା ପ୍ରଦେଶ ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସଙ୍କ ନିର୍ଦେଶ କ୍ରମେ କେନ୍ଦ୍ରାପଡା ଲୋକସଭା ପ୍ରଚାର କମିଟି ଗଠନ କରାଯାଇଛି । ଏହାର ଅଧ୍ୟକ୍ଷ ସେକ ଜାହିର ମହମ୍ମଦ ନାମ ତାଲିକା ଘୋଷଣା କରିଛନ୍ତି । ଉକ୍ତ କମିଟିରେ ଉଦୟଭାନୁ ପଢିହାରୀ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିବା ବେଳେ ଆବାହକ ଭାବେ ସତ୍ୟପ୍ରିୟ […]

କେନ୍ଦ୍ରାପଡ଼ା ୨୧/୫-ଭାରତୀୟ ଷ୍ଟେଟବ୍ୟାଙ୍କ, କେନ୍ଦ୍ରାପଡା ମୁଖ୍ୟ ଶାଖାରେ ନୂତନଭାବେ ଯୋଗଦେଇଥିବା ମୁଖ୍ୟ ପ୍ରବନ୍ଧକ ବିଶ୍ୱଜିତ ରାଉତରାୟଙ୍କୁ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ପୁଷ୍ପଗୁଚ୍ଛ ପ୍ରଦାନକରି ସମ୍ବର୍ଦ୍ଧିତ କରାଯାଇଅଛି । ସଂଘ ତରଫରୁ ସଭାପତି ପୀତାମ୍ବର ଦାସ, କାର୍ଯ୍ୟକାରୀ ସଭାପତି ବ୍ରଜକିଶୋର ଜେନା, ସାଧାରଣ ସମ୍ପାଦକ ହେମନ୍ତ କୁମାର ଜେନା ପ୍ରମୁଖ ସମ୍ବର୍ଦ୍ଧିତ କରିଥିଲେ । ବରିଷ୍ଠ ନାଗରିକ ତଥା ପେନସନଧାରୀ ମାନଙ୍କୁ ବ୍ୟାଙ୍କ ତରଫରୁ ସମସ୍ତ ସହଯୋଗ ଯୋଗାଇ […]

କେନ୍ଦ୍ରାପଡା, ୨୧/୫: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ବିଭାଗ ସହଯୋଗିତାରେ ମାଧପୁରସ୍ଥିତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ କେନ୍ଦ୍ରରେ ଥେରାପି ଗ୍ରହଣ କରୁଥିବା ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିନ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଭବତୋଷ ବୋଷ ଏହି ସ୍ୱତନ୍ତ୍ର ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ମସ୍ତିଷ୍କ ପକ୍ଷାଘାତ, ଅଟିଜିମ ଓ ଅନ୍ୟ […]

୨୦୨୪ ସାଧାରଣ ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧି ଲଗାଇବା ସହ ଅନେକ କଟକଣା ଲଗାଇଛନ୍ତି । ଏଥିରେ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ବିଶେଷ କରି ନିର୍ବାଚନରେ ଜନମତକୁ ପ୍ରଭାବିତ କରିବା ପାଇଁ ଯେଭଳି ଅର୍ଥ କାରବାର ହୋଇ ନ ପାରିବ ସେଥପ୍ରତି ଦୃଷ୍ଟି ଦେବାକୁ ସ୍ୱତନ୍ତ୍ର ଫ୍ଲାଇଙ୍ଗ ସ୍କ୍ୱାର୍ଡ ଗଠନ କରାଯାଇଥିବା […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ପଟ୍ଟାମୁଣ୍ଡାଇ କଲେଜର ପୂର୍ବତନ ପ୍ରାଧ୍ୟାପକ ରବୀନ୍ଦ୍ର ପରିଡାଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଆମୋଦ ପ୍ରମୋଦ ଗୃହରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ମଞ୍ଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ସମ୍ପାଦକ ପ୍ରଫେସର ଭରତ ପାତ୍ର,କାର୍ଯ୍ୟକାରୀ ସଭାପତି କଣ୍ଡୁରୀ ସ୍ୱାଇଁ,ପ୍ର. ଦୁର୍ଯ୍ୟୋଧନ ପରିଡା,ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ଡ଼ କେଳୁ […]

ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ବିଜୟ କେତନ ସ୍ୱାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ନିର୍ବାଚନମଣ୍ଡଳୀ ବୁଲି ନବୀନ ସରକାରଙ୍କ ସଫଳତାର ବାର୍ତା ପ୍ରଚାର କରିବା ସହିତ ବିଜେଡିର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖ ଚି଼ହ୍ନରେ ବିଜୟୀ କରିବାକୁ ଆହ୍ୱାନ ଦେଉଛନ୍ତି । ଏଇ ପରିପ୍ରେକ୍ଷୀରେ ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଖଣତା ଓ ଓଉପଦା ପଂଚାୟତ […]

କେନ୍ଦ୍ରାପଡ଼ା, ୨୦ା୫: ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ନିକ୍ଷେପକ ମଧୁସୂଦନ ମଲିକ ୫୮ବର୍ଷ ବୟସରେ ଇହଳୀଳା ସମ୍ବରଣ କରିଛନ୍ତି । ଗତ ମେ ୧୭ ତାରିଖ ଶୁକ୍ରବାର ସଂଧ୍ୟାରେ ଅଫିସ କାମସାରି ଘରକୁ ଫେରୁଥିବା ବେଳେ ତାଙ୍କ ପୈତୃକ ଘର ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ଖଣ୍ଡସାହି ଗ୍ରାମ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲର ଟ୍ରମା କେୟାର ୱାର୍ଡ଼ର ଆଇସିୟୁ […]

କେନ୍ଦ୍ରାପଡ଼ା, ୨୦/୫- କେନ୍ଦ୍ରାପଡା ବ୍ଲକର ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପଠାରେ ମହିଳା ଭାରତୀୟ ଜନତା ପାର୍ଟିର ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାପତି ପ୍ରୀତିପ୍ରଭା ଭୋଳ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ପ୍ରୟଦର୍ଶିନୀ ନନ୍ଦ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ତଥା ଜିଲ୍ଲା ମହିଳା ମୋର୍ଚ୍ଚା ପ୍ରଭାରୀ ଜ୍ୟୋସ୍ନାମୟୀ ଜେନା ଯୋଗଦେଇ ରାଜ୍ୟ ସରକାରଙ୍କ ବିପକ୍ଷରେ ବର୍ଷିଥିଲେ । […]

ରାଜନଗର-ପଟ୍ଟାମୁଣ୍ଡାଇ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସଙ୍କଳ୍ପବଦ୍ଧ ନିର୍ବାଚନ ଆସିଲେ ବିରୋଧି କନ୍ଦନ୍ତି କୁମ୍ଭିର କାନ୍ଦଣା ବିଜୁଜନତା ଦଳର ବରିଷ୍ଠ ନେତା କାର୍ତୀକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଅନ୍ତର୍ଗତ ରାଜନଗର ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ପ୍ରଚାର କରି ଓଡିଶାରେ ଡବଲ ଇଞ୍ଜିନ ସରକାର ନୁହେଁ କେବଳ ନବୀନ ଇଞ୍ଜିନ ସରକାର ଦରକାର । ନବୀନ ଇଞ୍ଜିନ ସରକାରରେ ଓଡ଼ିଶାରେ ଶାନ୍ତି ଅଛି, ବିକାଶ ହେଉଛି । ଏଥିନେଇ ସାଂସଦ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନାଁରେ ଦୈନିକ ଶତାଧିକ ଗଛ ବଳି ପଡୁଛି । ବିକାଶ ଆଳରେ ଦୈନିକ ବନକ୍ଷୟ ହେଉଥିବାରୁ କ୍ରମଶଃ ଗଛ ସଂଖ୍ୟା କମି ପ୍ରତିକୂଳ ପ୍ରଭାବରେ ଜଳବାୟୁ ବିଗିଡି ତାପମାତ୍ରା ପ୍ରଭାବିତ ହେଉଛି । କିଛିବର୍ଷ ପୂର୍ବେ ୩୬ରୁ୩୯ ଡିଗ୍ରୀ ଭିତରେ ରହୁଥିବା ପାରଦ ଏବେ ୪୨ରୁ୪୭ ଡିଗ୍ରୀ ମୁହାଁ ହେଲାଣି । ତାପମାତ୍ରାରେ ଏଭଳି ବୃଦ୍ଧି ଜନଜୀବନକୁ ପ୍ରଭାବିତ […]

କେନ୍ଦ୍ରାପଡ଼ା, ୧୯ା୫: କେନ୍ଦ୍ରାପଡାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ କେନ୍ଦ୍ରାପଡା ଲୋକସଭା କ୍ଷେତ୍ରର ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ପ୍ରାର୍ଥୀ ସେକ୍ ସାଦିକ୍ ହୋସେନ୍ ତାଙ୍କ ନିର୍ବାଚନୀ ପ୍ରଚାର କେନ୍ଦ୍ରାପଡାରୁ ଆରମ୍ଭ କରିଛନ୍ତି । ସାଦିକ୍ ଗରାପୁରସ୍ଥିତ ପାର୍ଟି କାର୍ଯ୍ୟାଳୟରୁ ଏକ ବାଇକ ଶୋଭାଯାତ୍ରାରେ କଟକ-ଚାନ୍ଦବାଲି ରାସ୍ତାରେ କଲେଜ ଛକକୁ ଆସି ସେଠାରୁ ତିନିମୁହାଣୀ ଛକ ଦେଇ ସହର ମଧ୍ୟକୁ ପ୍ରବେଶ କରିଥିଲେ […]

କେନ୍ଦ୍ରାପଡ଼ା, ୧୯ା୫: ଭାରତର ନିର୍ବାଚନ କମିଶନ୍ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ପର୍ଯ୍ୟବେକ୍ଷକ, ସମସ୍ତ ରାଜନୈତିକ ଦଳ ଓ ସାଧାରଣ ନିର୍ବାଚନ-୨୦୨୪ରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଉପସ୍ଥିତିରେ ବାଲାଟ୍ ୟୁନିଟ୍ (ବିୟୁ), କଂଟ୍ରୋଲ ୟୁନିଟ୍‌(ସିୟୁ) ଓ ଭିଭିପାଟ୍‌ର ଦ୍ୱିତୀୟ ପର୍ଯ୍ୟାୟ ରାଣ୍ଡମାଇଜେସନ୍ ଆଜି ଶେଷ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଜିଲ୍ଲା ନିର୍ବାଚନ ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ରାଣ୍ଡମାଇଜେସନ୍ […]

କେ୍‌ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଉତିକଣ ଅଂଚଳ ଭାବେ ପରିଚିତ ସାନଜରିଆ, ଅରଡ଼ପଲ୍ଲୀ ଓ ଗଙ୍ଗାରାମପୁର ପଂଚାୟତରେ ବିଜେଡି ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ବିଶାଳ ରୋଡ଼ସୋ କରି ସମଗ୍ର ଅଂଚଳକୁ ପ୍ରକମ୍ପିତ କରିବା ସହିତ ଶଙ୍ଖମୟ କରି ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦରୁ ପଟ୍ଟାମୁଣ୍ଡାଇର ବିକାଶ ଶିଖର ଛୁଁଇ ଥିବାରୁ ବିଜେଡିକୁ […]

କେନ୍ଦ୍ରାପଡ଼ା, ୧୮ା୫: ନିର୍ବାଚନୀ ଖର୍ଚ୍ଚ ଉପରେ ନିର୍ଭର କରେ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା । ତେଣୁ ସମସ୍ତ ରାଜନୈତିକ ଦଳ ଓ ସାଧାରଣ ନିର୍ବାଚନ-୨୦୨୪ରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀଙ୍କ ସହ ନିର୍ବାଚନ ଖର୍ଚ୍ଚ ପରିଚାଳନା ଉପରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]

କେନ୍ଦ୍ରାପଡ଼ା, ୧୫ା୫: କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍‌ମାନଙ୍କ ଅନ୍ତିମ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି […]

କେନ୍ଦ୍ରାପଡ଼ା, ୧୮ା୫: ସାଧାରଣ ପର୍ଯ୍ୟବେକ୍ଷକ ସାକେତ ମାଲବିୟ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବୁଥ୍‌କୁ ଆଜି ପରିଦର୍ଶନ କରିଛନ୍ତି । ୪ଟି ଉତ୍ତେଜନା ପ୍ରବଣ ବୁଥ୍‌, ଗୋଟିଏ ଯୁବ ବୁଥ୍‌, ୨ଟି ସଖି ବୁଥ୍ ଏବଂ ୧୧ଟି ସାଧାରଣ ବୁଥ୍‌କୁ ପରିଦର୍ଶନ କରିଛନ୍ତି । ବୁଥ୍‌ମାନଙ୍କରେ ପାନୀୟ ଜଳ, ବିଜୁଳି ଓ ଶୌଚାଳୟ ଆଦି ସର୍ବନିମ୍ନ ସୁନିଶ୍ଚିତ ସୁବିଧା ରହିଛି କି ନାହିଁ ତାହାର ପର୍ଯ୍ୟବେକ୍ଷଣ କରି […]

BBSR-18/5-ଦଳ ବିରୋଧୀ କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ ପାଇଁ ଭାଜପାରୁ ବରିଷ୍ଠ ନେତା ବିଜୟ ମହାପାତ୍ର, ଶାରଦା ପ୍ରଧାନ ଏବଂ ରାକେଶ ମଲ୍ଳିକଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ଦଳରୁ ବହିଷ୍କୃତ କରାଯାଇଥିଲା । ଏହାକୁ ନେଇ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିବା ସହ ଭାଜପାକୁ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ‘ମୁଁ ଦଳରେ ନାହିଁ, ହେଲେ ବହିଷ୍କାର କିପରି ମତେ କରାଗଲା । […]

ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଭିନ୍ନ ଦଳର ନିର୍ବାଚନ ପ୍ରଚାର ସେତେ ଜୋରଦାର ହେବାରେ ଲାଗିପଡିଥିବା ବେଳେ ଶନିବାରରେ ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଉତିକଣ ଅଂଚଳ ଭାବେ ପରିଚିତ ସଂସାରଫଳ ଖଣତା ଓ ଓଉପଦା ପଂଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ବିଶାଳ ରୋଡ଼ଶୋ କରି ସମଗ୍ର ଅଂଚଳକୁ ପ୍ରକମ୍ପିତ କରିବା ସହିତ ଶଙ୍ଖମୟ […]

କେନ୍ଦ୍ରାପଡ଼ା, ୧୮ା୫: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ କାର୍ଯ୍ୟାଳୟରେ ଆଇନଜୀବୀମାନଙ୍କୁ ଭେଟି  ନିର୍ବାଚନ ପ୍ରଚାର କରିଛନ୍ତି ବିଜୁ ଜନତାଦଳର କେନ୍ଦ୍ରାପଡା ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ କେନ୍ଦ୍ରାପଡା ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରା । ଚଳିତ ସାଧାରଣ ନିର୍ବାଚନରେ ବିଜୁ ଜନତାଦଳରୁ ପ୍ରାର୍ଥୀ ହୋଇଥିବା କେନ୍ଦ୍ରାପଡା ଲୋକସଭା ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ କେନ୍ଦ୍ରାପଡା ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରା ଜିଲ୍ଲା ଓକିଲ ସଙ୍ଘର ସମସ୍ତ କାର୍ଯ୍ୟକର୍ତ୍ତା […]

କେନ୍ଦ୍ରାପଡ଼ା ତା.୧୮/୫: କେନ୍ଦ୍ରାପଡ଼ାରେ ବିଜେପି ସାଂସଦ ଓ ବିଧାୟକମାନଙ୍କୁ ଆଗାମୀ ନିର୍ବାଚନରେ ବିଜୟ କରାଇବା ପାଇଁ ବିଜେପିର ହେଭୀ ୱେଟ ନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି । ଆଜି ଅପରାହ୍ନରେ ସ୍ଥାନୀୟ ବଉଳ ବିହାର ସନ୍ନିକଟ ପଡ଼ିଆରେ ଏକ ବିଶାଳ ଜନସଭାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା,ରାଜ୍ୟ ସଭାପତି ମନମୋହନ ସାମଲ, ଭୁବନେଶ୍ୱର […]

କେନ୍ଦ୍ରାପଡା ୧୮/୫- ଗତ ଶୁକ୍ରବାର ସ୍ଥାନୀୟ ଗୁହାଳସିଂସ୍ଥିତ ଜ୍ୟୋତିର୍ମୟୀ ମହିଳା ସମିତି ଭବନରେ ନୃତ୍ୟପ୍ରିୟା ଡ୍ୟାନ୍ସ ଏକାଡେମୀ ଓ ଗବେଷଣା କେନ୍ଦ୍ର, ଶ୍ରୀ ବଳଦେବଜୀଉ ଏକାଡେମୀ ଅଫ୍ ଡ୍ରାମା ଆଣ୍ଡ କଲ୍‌ଚର, ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନ,ଭୂବନେଶ୍ୱରର ସ୍ୱର୍ଣ୍ଣାଞ୍ଚଳ ସଂସ୍କୃତିକ ଅନୁଷ୍ଠାନ, ଜ୍ୟୋର୍ତିମୟୀ ମହିଳା ସମିତି ତଥା ଜିଲ୍ଲା ଜହ୍ୱାର ବାଲ ଭବନର ଉଦ୍ୟମରେ “ଜାତୀୟ ଆଧ୍ୟାତ୍ମିକ ନୃତ୍ୟ କର୍ମଶାଳା” ଅଭିରାମ ନାୟକଙ୍କ ସଭାପତିତ୍ୱରେ ମହାସମାରୋହରେ ଅନୁଷ୍ଠିତ […]

Kendrapara, ୧୮/୫: ଆସନ୍ତା ନିର୍ବାଚନ ଦୃଷ୍ଟିରେ ରଖି କେନ୍ଦ୍ରାପଡା ଲୋକସଭା ଅନ୍ତର୍ଗତ ବିଧାନସଭା ଓ ବ୍ଲକ ସ୍ତରୀୟ ବିଜୁ ଜନତା ଦଳ ପକ୍ଷରୁ ସଂଯୋଜକ ନିଯୁକ୍ତି କରାଯାଇଛି । ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଏହି ନିଯୁକ୍ତି କରିଛନ୍ତି । ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମଳୟ ଓଝା, ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଦେବେନ୍ଦ୍ର […]