ଶିବାନନ୍ଦ ଆଶ୍ରମର ବ୍ରହ୍ମଚାରୀ ନୃସିଂହନାଥଙ୍କ ବୃକ୍ଷରୋପଣ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୨:ଚକେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ବ୍ରହ୍ମଚାରୀ ନୃସିଂହନାଥ ଦାସ ଆଶ୍ରମ ପରିସରରେ ଏବଂ ଆଳିଜଙ୍ଗା ରାସ୍ତା କଡରେ ବିଭିନ୍ନ ଫଳ ଓ ଫୁଲ ଗଛର ଚାରା ରୋପଣ କରିଛନ୍ତି । ଆଗକୁ […]

କେନ୍ଦ୍ରାପଡା ବ୍ଲକ ମିଶନଶକ୍ତି ଅଧିନରେ ଋଣଗ୍ରସ୍ତ ମହିଳାଙ୍କୁ ଋଣର ସୁଧ ଫେରସ୍ତ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ମିଶନଶକ୍ତି ଅଧିନରେ ଋଣ ନେଇଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକୁ ଋଣର ସୁଧବାବଦ ଅର୍ଥ ସେମାନଙ୍କୁ ଫେରସ୍ତ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ […]

କ୍ରୀକେଟ ଏକାଡେମୀ ବଦଳରେ ସ୍ପୋର୍ଟସ ହଷ୍ଟେଲ ଆମର ଦାବି- ବିଧୁଭୂଷଣ

27 February 2024 kanika odisha 0

  କେନ୍ଦ୍ରାପଡ଼ା, ୨୭ା୨: ରାଜ୍ୟରେ ୪୨ଟି କ୍ରୀକେଟ ଏକାଡେମୀ, ୪ଟି କ୍ରୀକେଟ ଷ୍ଟାଡିୟମ, ୩ଟି ସ୍ପୋର୍ଟସ କମ୍ପେ୍ଲକ୍ସ, ଗୋଟିଏ ଭାର ଉତ୍ତୋଳନ ଏକାଡେମୀ, ଗୋଟିଏ ୨୦୦ ଖେଳାଳୀ ବିଶିଷ୍ଟ ସ୍ପୋର୍ଟସ ହଷ୍ଟେଲ ମୁଖ୍ୟମନ୍ତ୍ରୀ ଲୋକାର୍ପିତ […]

ପଟ୍ଟାମୁଣ୍ଡାଇ ବ୍ଲକରେ ମିଶନଶକ୍ତି ମହାସମ୍ମିଳନୀ

27 February 2024 kanika odisha 0

ଓଡିଶା ପ୍ରଗତିର ସାରଥୀ ମିଶନଶକ୍ତି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଓ ପୂର୍ବରୁ କରିଥିବା ଋଣ ବାବଦକୁ ସୁଧ ଫେରସ୍ତ କରିବା ପାଇଁ ଆଜି ଭୁବନେଶ୍ୱର […]

ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ପରିଦର୍ଶନ କଲେ କାୟାକଳ୍ପ ଟିମ

27 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। । ସୋମବାର ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ କାୟାକଳ୍ପ ଟିମ […]

ଗ୍ୟାରେଜ ମାଲିକଙ୍କ ଖାମଖିଆଲି ଯୋଗୁଁ ସ୍କୁଟି ପୋଡି ପାଉଁଶ

27 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨: କେନ୍ଦ୍ରାପଡା ସହରର ଜଣେ ଗ୍ୟାରେଜ ମାଲିକଙ୍କ ଖାମଖିଆଲି ଯୋଗୁଁ ଏକ ସ୍କୁଟି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗରୁ ପ୍ରକାଶ ଯେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତର […]

ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନରେ ଅବହେଳା ନେଇ ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨:ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନ କରିବାରେ ଅବହେଳା ଯୋଗୁଁ ଆଜି ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିବା ଦେଖିବାକୁ ମିଳିଛି । ଅଭିଯୋଗ ଅନୁଯାୟୀ ଦୁଷ୍ମନ୍ତ ନାରାୟଣ […]

ଡବ୍ଲୁ.ଟି.ଓ.ରୁ ଓହରି ଆସିବା ଦାବିରେ କିଷାନ ମୋର୍ଚ୍ଚାର ଆନ୍ଦୋଳନ

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨ : ଚାଷୀ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଦାବିରେ ଦେଶର ଚାଷୀମାନେ ଦୀର୍ଘ ବର୍ଷଧରି ଦାବି କରୁଛନ୍ତି । ସରକାର ଏଥିଲାଗି ସୁପାରିସ କରିଥିବା ଏମ୍‌. ଏସ୍‌. ସ୍ୱାମୀ ନାଥନ୍‌ଙ୍କୁ ଭାରତରତ୍ନ […]

ଗଛରେ ପିଟି ହେଲା ବୋଲେରୋ: ୩ମୃତ ୪ଗୁରୁତ୍ତର

26 February 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୨ : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ହଳଦିଡିହ ଛକ ନିକଟରେ ଆୟବା ପଟୁ ଆସୁଥିବା ଏକ ବୋଲେରୋ ନଂ- ଓଡି-୦୫-ବିଏ- ୮୯୦୧ ଗାଡିଟି ରାସ୍ତା କଡରେ ଥିବା ଏକ ୟୁକାଲିପଟାସ […]

ଚେନ୍ନାଇରେ ପ୍ରବାସୀ ଓଡ଼ିଆ ପାଳିଲେ ମାତୃଭାଷା ଦିବସ

26 February 2024 kanika odisha 0

ଚେନ୍ନାଇରେ ଭାରତ ଭାରତୀ ପକ୍ଷରୁ ମାତୃଭାଷା ଦିବସ-୨୦୨୪ ମହା ସମାରହରେ ପାଳନ ହୋଇଯାଇଥିବା ବେଳେ ଦୀର୍ଘ ବର୍ଷ ହେବ ସେଠାରେ ରହୁଥିବା ପ୍ରାବାସୀ ଓଡିଶା ବାସୀ ଏହି ମାତୃଭାଷା ଦିବାସକୁ ବହୁ ଆଡମ୍ବର ସହକାରେ […]

ବଡପଡାରେ ଆକସ୍ମିକ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କା ସମ୍ପତି ନଷ୍ଟ

26 February 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡପଡା ପଂଚାୟତ ବଡପଡା ଗ୍ରାମର ପ୍ରସନ୍ନ ସାମଲଙ୍କ ଘରେ ଗତକାଲି ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ବଖରା ଚାଳଛପର ଘର, ଧାନ, ଚାଉଳ, ମୁଗ, ବିରି, ଲୁଗାପଟା, ସୁନା ରୁପା ଅଳଙ୍କାର, […]

ଅପାସୋରା ସ୍ମୃତିକୁ ତାଜା କରିବାର ବଳିଷ୍ଠ ମାଧ୍ୟମ ସାଜିଛି ପୁରାତନ ବନ୍ଧୁମିଳନ ଉତ୍ସବ -ଦୀର୍ଘ ୪୭ ବର୍ଷ ପରେ ନିଛୁକ ବନ୍ଧୁତ୍ୱର ଝଲକ ନିକିରାଇ ମହାବୀର ହାଇସ୍କୁଲ ଛାତ୍ରୀଛାତ୍ର

26 February 2024 kanika odisha 0

ସମୟ ସୁଅରେ ଏବେ ସମସ୍ତେ ବ୍ୟସ୍ତ। କିଏ କର୍ମମୟ ଜୀବନର ଚାପରେ ତ ଆଉ କିଏ ପାରିବାରିକ ଜଞ୍ଜାଳରେ ବନ୍ଧା। ଇଚ୍ଛା ଥିଲେ ବି ଯେମିତି କାହା ପାଇଁ କାହା ପାଖରେ ସମୟ ନାହିଁ […]

ଗଣ୍ଡକୂଳରେ ରାଜ୍ୟସ୍ତରୀୟ ନିଗମାନନ୍ଦ ଭକ୍ତ ସମ୍ମିଳନୀ ଉଦଯାପିତ

25 February 2024 kanika odisha 0

ଗଣ୍ଡକୁଳ ସାରସ୍ୱତ ସଂଘ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତ ଗଣ୍ଡକୂଳ ଠାରେ ଗତ ୨୩,୨୪,୨୫ ତାରିଖ ତିନି ଦିନ ଧରି ଆୟୋଜିତ ରାଜ୍ୟ ସ୍ତରୀୟ ନିଗମାନନ୍ଦ ସମ୍ମିଳନୀ ଉଦଯାପିତ ହୋଇଯାଇଛି […]

ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ

25 February 2024 kanika odisha 0

କେନ୍ଦ୍ରାପଡା, ୨୫ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡିଆଠାରେ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ […]

ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଗ୍ରାମୀଣ ଡାକ ସେବକସଙ୍ଘର ବାର୍ଷିକ ସମ୍ମିଳନୀ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୫ା୨ : ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଡାକ ସେବକସଙ୍ଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ ସହରର ହୋଟେଲ ଗୋଲଡେନ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଲିୟାକତ ଅଲ୍ଲୀ, ସୂର୍ଯ୍ୟକାନ୍ତ ସାମଲ, ଅଶୋକ କୁମାର […]

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ପର୍ଶୁରାମ ସ୍ୱାଇଁଙ୍କର ପ୍ରତିମୂର୍ତ୍ତୀ ଅନାବରଣ

25 February 2024 kanika odisha 0

କେନ୍ଦ୍ରାପଡା, ୨୫/୨- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୂମାତ ନୂଆସାହିଠାରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ସ୍ୱର୍ଗତ ପର୍ଶୁରାମ ସ୍ୱାଇଁଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତୀ ଉନ୍ମୋଚିତ ହୋଇଅଛି । ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ […]

ଶ୍ରୀ ସିଦ୍ଧ ମହାପୁରୁଷ ମହୋତ୍ସବ

25 February 2024 kanika odisha 0

କେନ୍ଦ୍ରାପଡା ୨୫/୨ – ବାରୁଅ ସ୍ଥିତ ଅଗ୍ରଣୀ ସାସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ଶ୍ରୀ ସିଦ୍ଧ ମହାପୁରୁଷ ମହୋତ୍ସବ […]

ଛତ୍ରପତି ଶିବାଜୀ ଟାଇକୋଣ୍ଡୋରେ ବେଲ୍ଟ ଟେଷ୍ଟ

25 February 2024 kanika odisha 0

କେନ୍ଦ୍ରାପଡା ୨୫/୨- କେନ୍ଦ୍ରାପଡାସ୍ଥିତ ଜଜାଙ୍ଗପାର୍କ ପଡିଆରେ ଛତ୍ରପତି ଶିବାଜୀ ଟାଇକୋଣ୍ଡୋ ଏକାଡେମୀ ତରଫରୁ “ବେଲ୍ଟ ପ୍ରମୋସନ ଟେଷ୍ଟ” ଅନୁଷ୍ଠିତ ହୋଇଯାଇଛି । ଏହି ପରୀକ୍ଷାରେ ୫୦ ରୁ ଉର୍ଦ୍ଧ୍ୱ ବାଳକ ଓ ବାଳିକା ଜିଲ୍ଲାର […]

ଗୁରୁଙ୍କ ଯୋଗୁଁ ମନରେ ଶକ୍ତି ଓ ଭକ୍ତି ଆସିଥାଏ :ମନ୍ତ୍ରୀ ଅତନୁସବ୍ୟସାଚୀ, ଗଣ୍ଡକୂଳ ରାଜ୍ୟସ୍ତରୀୟ ନିଗମାନନ୍ଦ ଭକ୍ତ ସମ୍ମିଳନୀ ୨ୟ ଦିବସ

25 February 2024 kanika odisha 0

ଗୁରୁ ଙ୍କ ଯୋଗୁଁ ମନରେ ଶକ୍ତି ଓ ଭକ୍ତି ଆସିବା ସହିତ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିଥାଏ ବୋଲି ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟିକଲ୍ୟାଣ, ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚି […]

ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ପୂର୍ଣ୍ଣାହୂତି

25 February 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଣିକ ସଂଘ ଆନୁକୂଲ୍ୟରେ ଦୀର୍ଘ ୭୫ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଥିବା ଏ ଅଂଚଳର ଅନ୍ୟତମ ଗଣପର୍ବ ତଥା ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ଗତ ୧୬ ତାରିଖ […]

ତୈଳିକ ବୈଶ୍ୟ ସମାଜର ଆରାଧ୍ୟ ମଦନମୋହନଜୀଉଙ୍କ ବାର୍ଷିକୋତ୍ସବ

25 February 2024 kanika odisha 0

କେନ୍ଦ୍ରାପଡ଼ା, ୨୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ତୈଳିକ ବୈଶ୍ୟ ସାମାଜର ଆରାଧ୍ୟ ମଦନମୋହନଜୀଉଙ୍କ ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଭକ୍ତମାନଙ୍କ ଦ୍ୱାରା କଳସ ଆଣାଯାଇ ଘଟ […]

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୭ତମ ପ୍ରତିଷ୍ଠା ଦିବସ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ୩୭ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦ ସଭାପତି ଗୁରୁ ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଗାନ୍ଧୀଙ୍କ ପ୍ରିୟ […]

ଭରତପୁର ଗ୍ରାମରେ ପାଗଳା ମାଙ୍କଡ ଆକ୍ରମଣରେ ୧୮ ଆହତ ବନ ବିଭାଗକୁ ବାରମ୍ବାର ଅଭିଯୋଗ ପରେବି ଫଳ ଶୂନ

25 February 2024 kanika odisha 0

କେନ୍ଦ୍ରାପଡ଼ା,୨୪ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମରେ ଗତ ସୋମବାର ଠାରୁ ଏକ ପାଗଳା ମାଙ୍କଡ ଆକ୍ରମଣରେ ୧୮ରୁ ଉର୍ଦ୍ଧ୍ୱ ମହିଳା, ପୁରୁଷ             ଓ ଯୁବକମାନେ ଗୁରୁତ୍ତର ଭାବେ ଆହତ ହୋଇ […]

ଦୃଷ୍ଟି ବାଧିତ ବିଦ୍ୟାଳୟରେ ଶ୍ରୀଧର ରାଉତଙ୍କ ଷଷ୍ଠ ବାର୍ଷିକ ଶ୍ରାଦ୍ଧ ଦିବସ ପାଳନ

25 February 2024 kanika odisha 0

କେନ୍ଦ୍ରାପଡ଼ା ୨୪/୨: କେନ୍ଦ୍ରାପଡା ପୌରାଞ୍ଚଳ ଅଯୋଧ୍ୟା ନଗର ସ୍ଥିତ ପୌର ସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟରେ ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ଶ୍ରୀଧର ରାଉତଙ୍କ ଷଷ୍ଠ ବାର୍ଷିକ ଶ୍ରକ୍ଷଦ୍ଧ ଦିବସ ପାଳନ କରାଯାଇଛି । ପ୍ରଧାନଶିକ୍ଷକ […]