ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ କ୍ଷେତ୍ରରେ ସଫଳ ହେବା ସହିତ ନିଜର ସ୍ବପ୍ନ ସାକାର କରିପାରିବେ ବୋଲି ରାଜନଗର…
Category: ରାଜ୍ୟ
କୃଷ୍ଣବଳରାମ କ୍ରିକେଟ ଟୁର୍ନାମେଣ୍ଟ, ମାଟିଆ ଚମ୍ପିୟାନ
ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ର ୧୬ଟି ୱାର୍ଡ ମଧ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟରେ ପୌରାଞ୍ଚଳ ର…
ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ପଲ୍ଲିଶ୍ରୀମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପକୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା,୧୮ା୧:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରାପଡା କଲେଜ ପଡିଆରେ ଚାଲିଥିବା ଜିଲ୍ଲା ସଂସ୍କୃତି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପ ଗୁଡିକୁ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶେଷ ଦିବସରେ ମେଳାର…
ପୁସ୍ତକମେଳାରେ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ସଙ୍ଗୀତ ପରିବେଷଣ
କେନ୍ଦ୍ରାପଡା ୧୪/୧- ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ଉଦଯାପନୀ ଦିବସରେ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମଙ୍କ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ପୁନର୍ବାସ ଅନୁଷ୍ଠାନ ପକ୍ଷରୁ ଦୃଷ୍ଟିବାଧିତ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ଏକ ନିଆରା ସଙ୍ଗୀତ ଆସର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଂଶ ଗ୍ରହଣ କରିଥିବା…
ବରିଷ୍ଠ ନାଗରିକ ମଞ୍ଚର ବୈଠକ
କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ବୈଠକ ଆୟବା ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ବୈଠକରେ ପଡୋଶୀ ଗ୍ରାମ ପଞ୍ଚାୟତ ପୁରୁଷୋତ୍ତମର ୩ଜଣ ବରିଷ୍ଠ ନାଗରିକ ଯୋଗଦାନ…
ବ୍ୟକ୍ତିଗତ ଅନୁଭବରୁ ସାହିତ୍ୟ ସୃଷ୍ଟିକଲେ ତାହା କାଳଜୟୀ ହେବ
ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ ୫ଟି ଅଧିବେଶନରେ କବିତା ପାଠଉତ୍ସବ ଅନୁଷ୍ଠିତ ହୋଇଥିଲା । ଅନୁଭବହୀନ ସାହିତ୍ୟ ପ୍ରାଣଶୂନ୍ୟ…
ପୁସ୍ତକମେଳାରେ “ବେଷ୍ଟ ଅଫ୍ କେନ୍ଦ୍ରାପଡ଼ା” ଚିତ୍ର ପ୍ରଦର୍ଶନ : ରାଜ୍ୟସ୍ତରୀୟ ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ୫/୧: ୬ ଜାନୁୟାରୀରୁ ୧୩ ଜାନୁୟାରୀ ପର୍ଯ୍ୟନ୍ତ ଆଠଦିନ ବ୍ୟାପୀ ଆୟୋଜିତ ହେଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଚଳିତ ବର୍ଷ ସାମିଲ ହେବ ନିଆରା ଚିତ୍ର ପ୍ରଦର୍ଶନୀ । “ବେଷ୍ଟ ଅଫ୍ କେନ୍ଦ୍ରାପଡ଼ା” ଶୀର୍ଷକରେ ଏହି ପ୍ରଦର୍ଶନୀ କେନ୍ଦ୍ରାପଡ଼ା…
ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବୈଠକ
କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ…
ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟଉଦଯାପିତ
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚୟତ ଖେଳପଡିଆରେ ସାହାସପୁର ମହାବୀର ଆଥଲେଟିକ କ୍ଲବ ଆନୁକୂଲ୍ୟରେ ମଣିବାବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୧୦ଟିମ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚରେ ସାହାସପୁର ମହାବୀର ଆଥଲେଟିକ କ୍ଲବ ହଳଦୀଡିହ…
ରାସ୍ତା ଅବରୋଧ ଯୋଗୁଁ ଦୁର୍ଘଟଣାରେ ପଡୁଛନ୍ତି ପଥଚାରୀ
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ଜିଲ୍ଲାର ବସପୁର ଠାରୁ କେନ୍ଦ୍ରାପଡା ସଦର ଥାନା ଦେଇ କାକଟ ଲକ୍ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାରେ ଯାତାୟତ କରିବାରେ ଏବେ ଗୁରୁତର ବାଧା ଉପୁଜିଛି। ଏହି ରାସ୍ତା କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଦୁଇଟି ଜିଲ୍ଲାକୁ ସଂଯୋଗ କରୁଥିବା ଏକ ପ୍ରମୁଖ…
କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଅନୁଷ୍ଠିତ ହେବ ଯୁବ ଓ କିଶୋର ସ୍ପନ୍ଦନ
କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍(କେମ୍)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ମୋବାଇଲ୍ ଓ ଡିଜିଟାଲ୍ ମାଧ୍ୟମର…
ଜାନୁଆରୀ ପହିଲାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ
କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ ପାଳନ ହେଉଥିବା ବେଳେ ପ୍ରାର୍ଥନା ଦିବସ…
କାଥରିନ ଦାସଙ୍କ ସ୍ମୃତିରେ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି
ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର…
ଟାଇମ୍ସ ଗୁରୁକୁଳ ସ୍କୁଲର ଦ୍ୱାଦଶ ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଉଦଘାଟକ ଭାବେ…
ଜୟହିନ୍ଦ ହାଇସ୍କୁଲରେ ଗୁରୁ ପୂଜନ ଓ ବନ୍ଧୁମିଳନ
ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ ମାନସ ରଞ୍ଜନ ସାମଲଙ୍କ…
ବଳଦେବ ହାଇସ୍କୁଲର ୧୯୭୯ବ୍ୟାଚ ବନ୍ଧୁମିଳନ
କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡା ଟାଉନ୍ ସ୍ଥିତ ବଳଦେବ ହାଇସ୍କୁଲର ୧୯୭୯ ମାଟ୍ରିକ ବ୍ୟାଚ ପୁରାତନ ଶିକ୍ଷାର୍ଥୀ ମାନଙ୍କ ଏକ ବନ୍ଧୁ ମିଳନ ଉତ୍ସବ ବୁଧବାର ଦାନପୁର ନିକଟ ମା’ ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପୁରାତ୍ତନ ଛାତ୍ର ଜ୍ଞାନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉକ୍ତ…
ସେବା ସ୍ୱାଭିମାନ ଓ ସଂଘର୍ଷ ପାଇଁ ବିଜେଡି କର୍ମୀ ପ୍ରତିଜ୍ଞା କରନ୍ତୁ: ବିଧାୟକ
ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ । କୌଣସି ଅପପ୍ରଚାର ବିଜେଡିର ଗତି…
ପଟ୍ଟାମୁଣ୍ଡାଇରେ ଶ୍ରୀରାମ ସେନା ପକ୍ଷରୁ ବାଜପାୟୀ ଜୟନ୍ତୀ ଓ ରକ୍ତଦାନ ଶିବିର
ପଟ୍ଟାମୁଣ୍ଡାଇ ତା ୨୫/୧୨- କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରୀରାମ ସେନା ପକ୍ଷରୁ ଜିଲ୍ଲା ସଭାପତି ଯୁବନେତା ଶାରଦା ପ୍ରସାଦ ରାଉତଙ୍କ ନେତୃତ୍ୱରେ ପଟ୍ଟାମୁଣ୍ଡାଇ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପାୟୀଙ୍କ ୧୦୧ତମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି…
ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୨୫ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା…
ଏମପାୱାର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ‘ପରିଶ୍ରମର କୌଣସି ବିକଳ୍ପ ନାହିଁ’
କେନ୍ଦ୍ରାପଡ଼ା,୨୩ା୧୨: ପରିଶ୍ରମର କୌଣସି ବିକଳ୍ପ ନାହିଁ। ପିଲାମାନେ ପରିଶ୍ରମ କରି ପାଠ ପଢିଲେ ସେ ପାଠ ସଠିକ କାମରେ ବିନିଯୋଗ ହେବ। ପିଲାମାନେ ହେଉଛନ୍ତି ଆମର ଭବିଷ୍ୟତ। ସେମାନେ ହେଉଛନ୍ତି ଆମ ପାଇଁ ବର୍ତ୍ତମାନର ସ୍ୱପ୍ନ ଓ ଆସନ୍ତା କାଲିର ପ୍ରତିଶ୍ରୁତି।…
ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ
କେନ୍ଦ୍ରାପଡ଼ା,୧୯ା୧୨:ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଜିଲ୍ଲାପାଳ ରଘୁରାମ ଆର. ଆୟର ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀ ଭୀଷ୍ମ କୁମାର ଦାସ…
କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ
କେନ୍ଦ୍ରାପଡ଼ା,୧୯ା୧୨:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଇଛାପୁର ହାଇସ୍କୁଲରେ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କୁନି କୁନି…
ବିଧାୟକଙ୍କ ଦରମା ବୃଦ୍ଧି ଜନଶକ୍ତି ପାର୍ଟି ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକ ପତ୍ର
କେନ୍ଦ୍ରାପଡା,୧୯ା୧୨: କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଜନଶକ୍ତି ପାର୍ଟିର ସ୍ମାରକ ପତ୍ର ଦେଇ ଗରିବ ଓଡିଶାର ଜନସାଧାରଣଙ୍କୁ ଚିଟଫଣ୍ଡ ଟଙ୍କା ଫେରସ୍ତ, ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ଶିକ୍ଷା ଓ କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନର ନାରା ଦେଇ ଓଡିଶାରେ କ୍ଷମତାସିନ ବିଜେପି ସରକାର…
ଭିବି ଜୀ ରାମ ଜୀ ପ୍ରତ୍ୟାହାର ପାଇଁ ଆହ୍ୱାନ
କେନ୍ଦ୍ରାପଡ଼ା, ୧୯/୧୨-ନିଯୁକ୍ତି, ଦରବୃଦ୍ଧି, ଆର୍ଥୀକ ପରିଚାଳନା, ଆଭ୍ୟନ୍ତରୀଣ ସୁରକ୍ଷା, ବୈଦେଶିକ ନୀତି ଆଦି ସମସ୍ତ କ୍ଷେତ୍ରରେ ଏଗାର ବର୍ଷର ଭଜପା ସରକାର ଅସଫଳ ହୋଇଛି । ମାତ୍ର ନିଜର ବିଫଳତା ଲୁଚାଇବା ପାଇଁ ଗ୍ରାମୀଣ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା…









