ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଶନିଶ୍ଚର ମହାଗ୍ରହଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବହୁ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତଙ୍କ ଦ୍ୱାରା ଶନିଶ୍ଚର ମହାଗ୍ରହଙ୍କ ନୂତନ ବିଗ୍ରହ ପୂଜାର୍ଚନା ଯଥାଵିଧି ସମ୍ପନ୍ନ କରାଯାଇଥିଲା । ଏଥି ସହିତ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଵିଧିମତେ କରାଯାଇଥିଲା । ସର୍ବପ୍ରଥମେ ଅଙ୍କୁରାରୋପଣ,କଳସ ଶୋଭାଯାତ୍ରା, ଯଜ୍ଞ କାର୍ଯ୍ୟକ୍ରମ ପରେ ବିଗ୍ରହ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା ।ଏଇ […]
ରାଜ୍ୟ
କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୧୦ନମ୍ବର ୱାର୍ଡରେ ଭତ୍ତା ହିତାଧିକାରୀମାନଙ୍କୁ ଆଜି ନୂତନ ବର୍ଦ୍ଧିତ ଭତ୍ତା ବଣ୍ଟନ କରାଯାଇଛି । ଏହି ଉପଲକ୍ଷେ ୧୦ନମ୍ବର ୱାର୍ଡର ମାଧପୁର ଠାରେ ୱାର୍ଡ କାଉନସିଲର ରଶ୍ମିତା ସିଂହ ୧୪ଜଣ ଭତ୍ତା ହିତାଧିକାରୀମାନଙ୍କୁ ନୂତନ ବର୍ଦ୍ଧିତ ଭତ୍ତା ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୈାର କର୍ମଚାରୀଙ୍କ ସମେତ ପୂର୍ବତନ କାଉନସିଲର ପ୍ରଶାନ୍ତ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।
କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାର ପରିଷଦର ପୂର୍ବତନ ନଗରପାଳ ଧିରେନ କୁମାର ସାହୁଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିବାରୁ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଭି.କେ.କାର୍ତ୍ତିକେୟନ ପାଣ୍ଡିଆନ, ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ବିଧାୟକ ଶଶିଭୂଷଣ ବେହେରା, ବିଧାୟିକା ସାବିତ୍ରୀ ଅଗ୍ରୱାଲ, ବିଧାୟକ ଧ୍ରୁବ ଚରଣ ସାହୁ, […]
କେନ୍ଦ୍ରାପଡ଼ା,୨୨ା୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ ନେତୃତ୍ୱ, ଲୋକପ୍ରିୟତା ଓ ଦକ୍ଷ ସୁଶାସନରେ ଅନୁପ୍ରାଣିତ ହୋଇ ଏବଂ ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ପ୍ରଚେଷ୍ଟା ଫଳରେ ଆଜି କେନ୍ଦ୍ରାପଡାରେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ଏହି ଉପଲକ୍ଷେ କେନ୍ଦ୍ରାପଡାର ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ପୈାରହିତ୍ୟରେ ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୈାରୀଶଙ୍କର ହୋଟେଲ ପରିସରରେ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା,୨୧ା୨: ଶୁକ୍ରବାର ଦିନ ସ୍ଥାନୀୟ ସହରସ୍ଥ ଆଇଡିଆଲ୍ ପବ୍ଲିକ ସ୍କୁଲର ୩୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ସଭାପତି ସ୍ୱରାଜ ରାଜ୍ ସିଂହଙ୍କ ସଭାପତିତ୍ୱରେ ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, କେନ୍ଦ୍ରାପଡା ପୌରାପାଳିକାର ଅଧ୍ୟକ୍ଷା ସରିତା ସାହୁ ମୁଖ୍ୟବକ୍ତା ଏବଂ ଅନୁଷ୍ଠାନର ସମ୍ପାଦକ ପ୍ରଭାତ ଅଧିକାରୀ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ଆଦର୍ଶ ଶିକ୍ଷାର୍ଥୀ […]
କେନ୍ଦ୍ରାପଡ଼ା,୨୨ା୨ : କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମାଧପୁର ଗ୍ରାମର ମା’ବାସୁଳେଇ କ୍ଲବର ନବ ନିର୍ମିତ ଗୃହ ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବ ପରିସରରେ ୧୦ନମ୍ବର ୱାର୍ଡର କାଉନସିଲର ରଶ୍ମିତା ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ଆଞ୍ଚଳିକ ପାଣ୍ଠିରେ ନିର୍ମିତ ମା’ ବାସୁଳେଇ କ୍ଲବର ନବ ନିର୍ମିତ ଗୃହକୁ ଉଦଘାଟନ କରିଥିଲେ […]
କେନ୍ଦ୍ରାପଡା, ୨୨/୨: ଅନ୍ତର୍ଜାତିକ ମାତୃଭାଷା ଦିବସ ପାଳନ ଅବସରରେ କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍ରେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ସଭାପତି ଡ. ବାସୁଦେବ ଦାସଙ୍କ ପୌରହିତ୍ୟରେ ଏକ ସାହିତ୍ୟ ସଭା ଅନୁଷ୍ଠିତ ହୋଇଯାଇଛି । ଓଡିଆ ଭାଷା ବିକାଶ ସମିତି ଆହ୍ୱାନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା କହିଲେ ଯେ, ମାତୃଭାଷା ଆମର ଜୀବନ ଜୀବିକାର ଭାଷା ହେବା […]
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ସହର ଉପଖଣ୍ଡ ଗରାପୁର ଠାରେ ନୂତନ ଇଂଗ୍ରାଜୀ ପ୍ଲେ ସ୍କୁଲ ଇନରିଚ ପବ୍ଲିକ ସ୍କୁଲ ଉଦ୍ଘାଟିତ ହୋଇଯାଇଛି । କେନ୍ଦ୍ରାପଡାର ପୌରପରିଷଦର ପୌରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ ଅତିଥି ଓ କେନ୍ଦ୍ରାପଡା ସ୍ୱୟଂଶାଶିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡଃ ଏସକେ ସମସୁର ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଫିତାକାଟି ଉଦ୍ଘାଟିତ କରି କହିଥିଲେ ଯେ ଜଣେ ମା ଯେପରି ଶିଶୁଟିକୁ ଯତ୍ନ କରି ଭଲ ମଣିଷ କରାଏ […]
କେନ୍ଦ୍ରାପଡ଼ା, ୨୧ା୨: “ଆମ ଓଡ଼ିଶା ନବୀନ ଓଡ଼ିଶା(ସହରୀ)” ଯୋଜନାରେ ରାଜ୍ୟ ସରକାରଙ୍କ ସହରାଞ୍ଚଳର ବିକାଶ ସମ୍ପର୍କରେ ରାଜ୍ୟର ସର୍ବପୁରାତନ କେନ୍ଦ୍ରାପଡ଼ା ପୌରପରିଷଦର ବିଭିନ୍ନ ୱାର୍ଡ ଗୁଡିକର ଉନ୍ନତିକରଣ ପାଇଁ ନିଆଯାଇଥିବା ଜନହିତକର ଯୋଜନା ଗୁଡିକ ବିଷୟରେ ସାଧାରଣରେ ସଚେତନତା ସୃଷ୍ଟି କରିବା ଉଦେଶ୍ୟରେ ଚାଲିଥିବା ସଚେତନତା ଶିବିର ଆଜି ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ସହରର ନୂଆ ବସଷ୍ଟାଣ୍ଡ ଠାରେ ପୌରାଧ୍ୟକ୍ଷା ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା […]
କେନ୍ଦ୍ରାପଡ଼ା,୨୧ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ମହାଆଡମ୍ବରରେ ଆଶ୍ରମର ପ୍ରତିଷ୍ଠାତ୍ରୀ ତଥା ବିଦ୍ୟାମନ୍ଦିରର ସଭାପତି ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ପଣ୍ଡିତ […]
କେନ୍ଦ୍ରାପଡ଼ା ଜିଲ୍ଲାର ସମଗ୍ର ଅଞ୍ଚଳରେ ବର୍ତ୍ତମାନ ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ଚାଲିଛି । ସହର ଠାରୁ ଆରମ୍ଭକରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁଆଡେ ଯାତ୍ରାପାଟିର ବିକଟାଳ ଶବ୍ଦରେ ପ୍ରଚାର କରିବା, ବିଭାଘର ରୋଷଣୀରେ ଡ଼ିଜେ ସହିତ ଚାଙ୍ଗୁ ବାଜାର ଶବ୍ଦର କ୍ଷିପ୍ରତା ଲଗାମ ନ ଥିବା ଓ ସରସ୍ୱତୀ ପୂଜା ଭଷାଣରେ ଅତ୍ୟଧିକ ଶବ୍ଦ ଯୋଗୁ ଛାତ୍ରଛାତ୍ରୀମାନେ ପାଠ ପଢ଼ିବାରେ ଅସୁବିଧା ସମ୍ମୁଖୀନ ହେଉଛନ୍ତି । ସରସ୍ୱତୀ ପୂଜା […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଚନ୍ଦନନଗର ଓ ଦିହୁଡିପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚନ୍ଦନନଗର ପଂଚାୟତ ସରପଞ୍ଚ ବନୋଜ ସେଠୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନବୀନ ସରକାରଙ୍କ ଲୋକାଭିମୁଖୀ ଯୋଜନାର ସୁଫଳ ଆଜି ଅଞ୍ଚଳରେ ସବୁ ବର୍ଗର ଜନସାଧାରଣ ପାଉଥିବା ବେଳେ ଅଞ୍ଚଳର ଦ୍ରୁତ ବିକାଶ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଲାଗି […]
ପଟ୍ଟାମୁଣ୍ଡାଇ ବ୍ଲକ ଡିହାପଡା ପଂଚାୟତର ଗଣ୍ଡକୁଳ ଠାରୁ ସାତଭଉଣୀ ପର୍ଯ୍ୟନ୍ତ ରାସ୍ତା ପୁନଃନିର୍ମାଣ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ପୁନଃନିର୍ମାଣ କରାଗଲେ ଏ ଅଂଚଳ ଜନସାଧାରଣ ଉତମ ଗମନାଗମନ ସୁବିଧା ପାଇପାରିବେ ଜନସାଧାରଣ ଦାବୀ କରି ଆସୁଥିଲେ । ଅଂଚଳବାସୀଙ୍କ ଦୀର୍ଘଦିନର ଦାବୀକୁ ଗ୍ରହଣ କରି ରାଜ୍ୟ ସରକାର ଏହି ରାସ୍ତା ପୁନଃନିର୍ମାଣ ପାଇଁ ଅର୍ଥ ମଂଜୁର କରିଛନ୍ତି । ଆଜି […]
କେନ୍ଦ୍ରାପଡ଼ା ଜିଲ୍ଲା ଏଡିଏମଓ ଡାକ୍ତର ପ୍ରଦୀପ ଦାସଙ୍କ ନେତୃତ୍ୱରେ ଏକ ଚାରିଜଣିଆ କାୟାକଳ୍ପ ଟିମ ସାନଜରିଆ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ପ୍ରାଥମିକ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ପରିଦର୍ଶନରେ ଆସିଥିଲେ । କାୟାକଳ୍ପ ଟିମ ସର୍ବପ୍ରଥମେ ପ୍ରଭୁ ଶ୍ରୀ ଗଣେଶ ଓ ବାବା ଭୀମସେନ ଦାସ ଙ୍କ ପ୍ରତିମୃର୍ତି ରେ ମାଲ୍ୟାର୍ପଣ କରିଥିଲେ । ଏଇ ଅବସରରେ କାୟା କଳ୍ପଟିମ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ରେକର୍ଡ଼ […]
କେନ୍ଦ୍ରାପଡ଼ା,୨୦ା୨ : ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ଅଣ ଗେଜେଟେଡ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଦାବି ପୁରଣ ହେବା ପର୍ଯ୍ୟନ୍ତ କେନ୍ଦ୍ରାପଡାର ସମସ୍ତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । କେବଳ ପରୀକ୍ଷା ଦାୟୀତ୍ୱ ସମେତ ଅନ୍ୟାନ୍ୟ ଜରୁରୀକାଳୀନ କାର୍ଯ୍ୟକୁ ଛାଡି ଦେଲେ ଅନ୍ୟ କୈାଣସି ସରକାରୀ କାର୍ଯ୍ୟ ସେମାନେ […]
କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ଜିଲ୍ଲାର ପ୍ରଥମ ସମବାୟ ସମିତି(ପ୍ୟାକ୍ସ) ଭାବରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିକୁ ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥା ଆଜି ଉଦଘାଟିତ ହୋଇଯାଇଛି । ସମବାୟ ସମିତି ସମୁହର ଉପନିବନ୍ଧକ ମୋନିକା ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସମ୍ପୂର୍ଣ୍ଣ କମ୍ପ୍ୟୁଟରୀ କରଣ ବ୍ୟବସ୍ଥାକୁ ଉଦଘାଟନ କରିବା ସହ ଭରତପୁର ମିନି ବ୍ୟାଙ୍କର ଗ୍ରାହକମାନଙ୍କୁ କମ୍ପ୍ୟୁଟରାଇଜଡ୍ ପାସବୁକ୍(ଜମାବହି )ବଣ୍ଟନ କରିଥିଲେ […]
କେନ୍ଦ୍ରାପଡ଼ା,୨୦ା୨ : ଆଜି ଠାରୁ ମାଟ୍ରିକ ପରିକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ବିଷୟରେ ଜିଲ୍ଲାର ୧୦୩ଟି ପରୀକ୍ଷା କେନ୍ଦ୍ରରେ ୧୮,୯୭୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥିସହିତ ୨ଟି କେନ୍ଦ୍ରରେ ମୁକ୍ତ ବିଦ୍ୟାଳୟର ୨୨୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୨୪୮ ଜଣ ମଧ୍ୟମା ପରୀକ୍ଷାର୍ଥୀ ୧୫ଟି ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ମାଟ୍ରିକ ପରୀକ୍ଷା […]
କେନ୍ଦ୍ରାପଡ଼ା,୨୦ା୨ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମ ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଆୟୋଜିତ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞର ଦ୍ୱିତୀୟ ଦିବସରେ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ମହାଆଡମ୍ବରରେ ଆଶ୍ରମର ପ୍ରତିଷ୍ଠାତ୍ରୀ ତଥା ବିଦ୍ୟାମନ୍ଦିରର ସଭାପତି ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ପଣ୍ଡିତ […]
କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ପୌର ପରିଷଦର ପୂର୍ବତନ ପୌରାଧ୍ୟକ୍ଷ ଯଥା ବରିଷ୍ଠ ର୍ନିବାଦିୟ ବିଜେଡି ନେତା ଧିରେନ କୁମାର ସାହୁ ଆଜି କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଭାବେ ଦଳ ପକ୍ଷରୁ ଅବସ୍ଥାପିତ କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ପଦବୀରେ ଗତ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା । ସରପଞ୍ଚ ନିରାକାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗ୍ରାମାଞ୍ଚଳ ବିକାଶ ପାଇଁ ଆମ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବିଲିକଣା ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସରପଂଚ ଲଷ୍ମୀପ୍ରିୟା ଷଢଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ବିଜେଡି ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ପାଇଁ ପ୍ରଣୟନ କରିଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ ।ଏହି […]
ଆଜି ଠାରୁ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ଏହି ପରୀକ୍ଷା ସୁପରିଚାଳନା ପାଇଁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ କଷଣଅଣ୍ଟା ହାଇସ୍କୁଲ ପ୍ରଶ୍ନପତ୍ର ହବ କେନ୍ଦ୍ର କରାଯାଇଛି । ସମୁଦାୟ ପରୀକ୍ଷା ପରିଚାଳନା ପାଇଁ ୧୩ ହବ କେନ୍ଦ୍ର କରାଯାଇଛି । ଚଳିତ ମାଟ୍ରିକ ପରୀକ୍ଷାରେ ଫର୍ମ ପୂରଣ କରିଥିବା ୨୬୩୩ ମଧ୍ୟରୁ ୨୫୭୮ ଜଣ ପିଲା ପରୀକ୍ଷା ଦେଉଛନ୍ତି । ଆଜି ମାଟ୍ରିକ ପରୀକ୍ଷା […]
ଦୁରେଇ ଦୁରେଇ ଯାଉଛି ଗୁରୁ ଶିଷ୍ୟର ସମ୍ପର୍କ । ସେଦିନ ପରି ଗୁରୁଙ୍କୁ ଭକ୍ତି କରୁନି ଛାତ୍ର ଆଉ ଛାତ୍ର ମଧ୍ୟ ଗୁରୁଙ୍କ ସ୍ନେହ ଶ୍ରଦ୍ଧାରୁ ବଞ୍ଚିତ ହେବାରେ ଲାଗିଛି । କିନ୍ତୁ ଆପଣ ଜାଣି ବିଶ୍ମିତ ହେବେ କି ୪୬ ବର୍ଷ ଧରି ସ୍କୁଲ ଛାଡି ଥିବା ବୟବୃଦ୍ଧ ଛାତ୍ର ଛାତ୍ରୀ ମାନେ ଏବେ ସେମାନଙ୍କ ଚିରବନ୍ଦନୀୟ ଗୁରୁଙ୍କ ପାଦପୁଜା କରିଛନ୍ତି । ଏପରି ଏକ ଅଭୁଲା ମୁହୁର୍ତ୍ତ […]
କେନ୍ଦ୍ରାପଡ଼ା,୧୯ା୨ : ଆଜି ଠାରୁ ଓଡିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ସମୁହ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି । ଜିଲ୍ଲାର ସମସ୍ତ ରାଜସ୍ୱ କ୍ଷେତ୍ର ଅଧିକାରୀମାନେ ଆଜି ଠାରୁ ଦାବି ପୁରଣ ହେବା ପର୍ଯ୍ୟନ୍ତ ଆଉ କୈାଣସି ରାଜସ୍ୱ ବିଭାଗର କାର୍ଯ୍ୟ କରିବେ ନାହିଁ । କେବଳ ପରୀକ୍ଷା ଦାୟୀତ୍ୱ ସମେତ ଅନ୍ୟାନ୍ୟ ଜରୁରୀକାଳୀନ କାର୍ଯ୍ୟକୁ ଛାଡି ଦେଲେ ଅନ୍ୟ କୈାଣସି ସରକାରୀ […]
