ରାଜ୍ୟ

କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ଶିବିର ଉଦଯାପିତ

କେନ୍ଦ୍ରାପଡ଼ା,୨୩ା୧: ଜିଲ୍କା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ ଓ ସହ ଶିକ୍ଷା ଅଧିକାରୀ ସୁରମା ମହାପାତ୍ରଙ୍କ ତତ୍ତ୍ୱାବଧାନରେ ତ୍ରିଦିବସୀୟ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ...

ମଙ୍ଗୁଭାଇଙ୍କ ରାଜନୈତିକ ଜୀବନ କେନ୍ଦ୍ରାପଡାର ଅର୍ଦ୍ଧଶତାବ୍ଦୀର ଇତିହାସ

କେନ୍ଦ୍ରାପଡ଼ା, ୨୩ା୧:କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ବଡହାଟରେ ଜନ୍ମ ଗ୍ରହଣ କରିଥିବା ସ୍ୱର୍ଗତ ଶୈଳେନ୍ଦ୍ର ନାରାୟଣ ଦାସ(ମଙ୍ଗୁଭାଇ)ଙ୍କ ଚଳିତ ମାସ ୧୨ ତାରିଖରେ ମହାପ୍ରୟାଣ ହୋଇଥିଲା । ଆଜି...

 ସମୀର ଟିଭିଏସ ପକ୍ଷରୁ ସ୍ୱେଛାକୃତ ରକ୍ତଦାନ ଶିବିର

କେନ୍ଦ୍ରାପଡ଼ା,୨୩ା୧: ପବିତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କେଶପୁର ବଜାରସ୍ଥିତ ସମୀର ଟିଭିଏସ ସୋରୁମ ପରିସରରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି...

 କେନ୍ଦ୍ରୀୟ ବିଦ୍ୟାଳୟରେ ପରୀକ୍ଷା ପେ ଚର୍ଚ୍ଚା ଓ ନେତାଜୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା, ୨୩ା୧: କେନ୍ଦ୍ରାପଡା ବାରିମୂଳସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ‘ପରୀକ୍ଷା ପେ ଚର୍ଚ୍ଚା - ୨୦୨୪’ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ପରୀକ୍ଷା ପେ...

ଶିକ୍ଷାବିତ ଅଭୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ଧ୍ୟୋାଂଚଳର ବିଶିଷ୍ଟ ଶିକ୍ଷାବିତ ତଥା ଦାଣ୍ଡିସାହି ବ୍ରାହ୍ମଣୀ କଲେଜର ଡେମୋନଷ୍ଟ୍ରେଟର ଅଭୟ ପ୍ରଧାନଙ୍କ ଅକାଳ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ଦାଣ୍ଡିସାହି ଠାରେ ଅନୁଷ୍ଠିତ ହୋଇଯାଇଛି...

ଅଧାଦିନ ଛୁଟି ପରେ ବ୍ଲକ ସରକାରୀ କାର୍ଯ୍ୟାଳୟ ଫାଙ୍କା

ଅଯୋଧ୍ୟା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ  ସୋମବାର ସମାପ୍ତ ହୋଇଛି । ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ସବମୁଖର ହୋଇ ଉଠିଛି ସାରା...

ଦିବାକର ବିଶ୍ୱାଳ ସ୍ମୃତି ସଂସଦ ପୁନଃ ଗଠିତ

ପଟ୍ଟାମୁଣ୍ଡାଇ ତା ୨୨/୦୧ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ସାହିତ୍ୟିକ ସ୍ତମ୍ଭକାର ସଂସ୍କୃତି ପୁରୁଷ ଦିବଂଗତ ଦିବାକର ବିଶ୍ୱାଳଙ୍କ ସ୍ମୃତି କମିଟି ପୁନର୍ଗଠିତ ହୋଇଛି। ଏହି ଉପଲକ୍ଷେ...

ଜିଲ୍ଲାରେ ବ୍ୟାଟେରୀ ଚାଳିତ ତିନିଚକିଆ ସାଇକେଲ ବଣ୍ଟନ ମେଳା

କେନ୍ଦ୍ରାପଡ଼ା,୨୨ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପ୍ରଥମ ବ୍ୟାଟେରୀ ଚାଳିତ ତିନିଚକିଆ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମରେ ୭୬ଜଣ (୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ) ଭିନ୍ନକ୍ଷମଙ୍କୁ...

ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଗୋବିନ୍ଦଜୀଉ ମନ୍ଦିରରେ ହନୁମାନ ଚାଳିସା ପାଠ ଓ ଦୀପାବଳୀ ଉତ୍ସବ

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଆଜି ସନ୍ଧ୍ୟାରେ ନୂଆ ବସଷ୍ଟାଣ୍ଡ ସନ୍ନିକଟ ଶ୍ରୀଗୋବିନ୍ଦଜୀଉଙ୍କ ମନ୍ଦିର ପରିସରରେ ପ୍ରଭୁ ଶ୍ରୀରାମ ଓ ଭକ୍ତ ହନୁମାନଜୀଉଙ୍କ ପୂଜାର୍ଚ୍ଚନା...

ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନରଙ୍କ ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନର ସମାଜ ପକ୍ଷରୁ ଏକ ଶ୍ରୀରାମ ରଥ ଶୋଭାଯାତ୍ରା କେନ୍ଦ୍ରାପଡା ସହରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ...

ଶ୍ରୀରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

କେନ୍ଦ୍ରାପଡ଼ା,୨୨ା୧: ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ସାମାଜିକ ସଂଗଠନ ‘ଜୟରାଷ୍ଟ୍ର’ ପକ୍ଷରୁ ବିଭିନ୍ନ ଅଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଭାତରେ ପାଣ୍ଡିରି ଲକ୍ଷ୍ମୀ ନାରାୟଣ...

ଅଯୋଧ୍ୟା ନଗରୀ ରାମମୟ , ଆଜି ଭବ୍ୟ ମନ୍ଦିରରେ ବିରାଜିବେ ପ୍ରଭୁ ଶ୍ରୀରାମ

ଅଯୋଧ୍ୟା ୨୧ା୧ . ଶହଶହ ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି, ବନବାସ ସାରି ଅଯୋଧ୍ୟା ଫେରୁଛନ୍ତି ପ୍ରଭୁ ଶ୍ରୀରାମ । ରାତି ପାହିଲେ ଭବ୍ୟ ମନ୍ଦିରରେ...

ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ କୁଶପୁତଳିକା ଦାହ କାର୍ଯ୍ୟକ୍ରମକୁ ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ କଂଗ୍ରେସ କମିଟିର ନିନ୍ଦା

ସୋସିଆଲ ମେଡିଆରେ ମିଥ୍ୟା ଓ ଭିତିହୀନ ପ୍ରାୟୋଜିତ ଖବର ପ୍ରସାରଣ କରି ନଗର ବିଜେଡି ମହିଳା ସଭାପତିଙ୍କ ନେତୃତ୍ୱରେ  ବିଜେଡି ମହିଳା କର୍ମୀ ମାନେ ଆଜି ପୂର୍ବତନ...

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା -ସହାୟିକା ସଂଘର ବୈଠକ

କେନ୍ଦ୍ରାପଡ଼ା, ୨୧ା୧: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା- ସହାୟିକା ସଂଘ କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ଗୋପଛକସ୍ଥିତ ସଙ୍ଘ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ସୋହାନା...

ଓଡିଶା ସରକାରୀ ମୋଟର କର୍ମଚାରୀ ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖାର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡା, ୨୧/୧: ଓଡିଶା ସରକାରୀ ମୋଟର କର୍ମଚାରୀ ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖାର ବୈଠକ ଗ୍ରାମ୍ୟ ଉନ୍ନୟନ ଭବନ ପ୍ରାଙ୍ଗଣରେ ପୂର୍ବତନ ସଭାପତି ଅନିରୁଦ୍ଧ ବେହେରାଙ୍କ ଅଧ୍ୟକ୍ଷତାରେ...

ବ୍ଲକ ଓ ନଗର ମହିଳା ବିଜେଡି ପକ୍ଷରୁ ଅଂଶୁମାନଙ୍କ କୁଶପୁତଳିକା ଦାହ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର ମହିଳା ବିଜେଡି ପକ୍ଷରୁ ରବିବାର ସନ୍ଦ୍ୟାରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ କୁଶପୁତଳିକା ଦାହ କରାଯାଇଛି । ସାମାଜିକ...

ବଦଳିଲା ପାଗ, ବର୍ଷା ପରେ ବଢିଲା ଶୀତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ରବିବାର ଝିପିଝିପି ବର୍ଷା ସହିତ କେତେକ ଜାଗାରେ ସାମନ୍ୟଠାରୁ ଅଧିକ ବର୍ଷା ହୋଇଥିବା ବେଳେ ଶୀତ ପ୍ରଭାବ ବଢିଚାଲିଛି । ଅଂଚଳରେ...

ନୂଆ-ଓ ସାହିତ୍ୟ ପ୍ରତିଯୋଗିତା ଓ ଜାତୀୟ ସଂପାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ କଲେଜ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ମିଳିତ ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟରେ ଶ୍ରୀଜଗନ୍ନାଥ ଶୀର୍ଷକ ଜାତୀୟ ସଂପାନ ଅନୁଷ୍ଠିତ...

ଜଗତଗୁରୁ ଠାକୁର ଶ୍ରୀଶ୍ରୀ ଅଭିରାମ ପରମହଂସଦେବଙ୍କ ଆଶ୍ରମ ଗୃହ ପ୍ରତିଷ୍ଠା ଉତ୍ସବ

ଜଗତଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସଦେବଙ୍କ ଆଶ୍ରମ ପ୍ରତିଷ୍ଠା ଉତ୍ସବ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭକ୍ତ ସମିତି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ...

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ କେନ୍ଦ୍ର ସରକାରଙ୍କ ପରାମର୍ଶ ଗଣମାଧ୍ୟମ ଭୁଲ ସୂଚନା ନ ଦେଉ

ନୂଆଦିଲ୍ଲୀ ୨୦/୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ହେବାକୁ ଥିବା ରାମ ମନ୍ଦିର କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ଦାୟିତ୍ୱବାନ...

ପ୍ରେସକ୍ରିପସନ ବିନା ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ରଦ୍ଦ ହେବ ଲାଇସେନ୍ସ

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ ବୋଲି ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର...

କଂସାର ସାହସପୁର ନୋଡାଲ ହାଇସ୍କୁଲରେ ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

କେନ୍ଦ୍ରାପଡ଼ା,୨୦ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ହାଇସ୍କୁଲରେ ଭାଷା,ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ରମେଶ...

ଦଳିତନେତା ସବ୍ୟସାଚୀ ମଲିକ ୧ମ ଶ୍ରାଦ୍ଧ ବାର୍ଷିକୀ

କେନ୍ଦ୍ରାପଡ଼ା ଜିଲ୍ଲା ଦଳିତ ଜାତିସଂଘ ସଭାପତି ବରିଷ୍ଠ ଦଳିତନେତା ସବ୍ୟସାଚି ମଲିକଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଦଳିତ ନେତା...

କିନ୍ନରମାନଙ୍କ ପକ୍ଷରୁ ବାହାରିବ ରାମରଥ

କେନ୍ଦ୍ରାପଡା ୨୦/୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ସାମାଜିକ ସଂଗଠନ ‘ଜୟରାଷ୍ଟ୍ର’ ଓ କଜଳାସ୍ଥିତ କିନ୍ନର ସମାଜର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି ।...