ରାଜ୍ୟ

ବିିଦ୍ୟୁତ ତାର ବିଛାଇ ବାରହା ଶିକାର ଅଭିଯୋଗ, ତନଖି ଜାରି

କେନ୍ଦ୍ରାପଡା ଜିଲା ମହାକାଳପଡା ରେଜ ଅଞ୍ଚଳ ଜଙ୍ଗଲଗୁଡ଼ିକରେ ବାରାହାଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇ ଥିବା ବେଳେ ସିମାନ୍ତ ଅଂଚଳ ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଦୁପୁର ପଂଚାୟତର...

୫୧ବର୍ଷରେ ମଢିଆଳ କାର୍ତ୍ତିକେଶ୍ୱର ପୂଜା

କେନ୍ଦ୍ରାପଡାର ସର୍ବପୁରାତନ କାର୍ତ୍ତିକେଶ୍ୱର ପୂଜା ସହରର ମଢିଆଳସ୍ଥିତ ପୂଜା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ୧୯୭୨ମସିହାରେ ପ୍ରଥମେ ହରିହର ବେହେରା, ସ୍ୱର୍ଗତ ଗିରିଧର ସାହୁ, ଚିତ୍ତରଞ୍ଜନ ଭଗତ,...

ମାଇଁ ଏନସିସି ଆଲୁମିନି ଆସୋସିଏସନର ସପ୍ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା ସ୍ୱୟଂଶାଶିତ ମହାବିଦ୍ୟାଳୟର ମାଇଁ ଏନ.ସି. ସି. ଆଲୁମିନି ଆସୋସିଏସନର ସପ୍ତମ ବାର୍ଷିକ ଉତ୍ସବ-୨୦୨୩ ଉଦଯାପିତ ହୋଇ ଯାଇଛି । ଏହି ଅବସରରେ କେନ୍ଦ୍ରାପଡ଼ା ମହାବିଦ୍ୟାଳୟର ଅଧ୍ୟକ୍ଷ...

ମେଧାବୀ ଛାତ୍ରୀ ସଂଗୀତାଙ୍କ ବୃତି ଲାଭ

କେନ୍ଦ୍ରାପଡା ବ୍ଲକ୍ ଅନ୍ତଗର୍ତ ତରାଣ୍ଡୋ ସରକାରୀ ନୋଡାଲ ହାଇସ୍କୁଲ୍‌ର ଷଷ୍ଠ ଶ୍ରେଣୀର ଛାତ୍ରୀ କୁମାରୀ ସଂଗୀତା ନାୟକ ପଂଚମ ଶ୍ରେଣୀ ବୃତି ପରୀକ୍ଷୋର କୃତିତ୍ୱର ସହିତ ସଫଳତା...

ବୋଇତ ବନ୍ଦାଣ ଓ ବନ୍ଦର ଦିବସରେ ଯୋଗ ଦେଲେ ମହାମହିମ ରାଷ୍ଟ୍ରପତି

ସୋମବାର ଦିନ ପବିତ୍ର କାର୍ଚାିକ ପୂର୍ଣ୍ଣିମା ଅବସରରେ ପାରାଦୀପ ବନ୍ଦର ପକ୍ଷରୁ ଆୟୋଜିତ ବୋଇତ ବନ୍ଦାନ ଓ ବନ୍ଦର ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ...

କେନ୍ଦ୍ରାପଡାରେ ଜିଲ୍ଲା ବୋଇତ ବନ୍ଦାଣ ଉତ୍ସବର ୫୫ତମ ସ୍ୱନକ୍ଷତ୍ର ଦିବସ ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି,କେନ୍ଦ୍ରାପଡା ଆନୁକୂଲ୍ୟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣୀମାରେ ବୋଇତ ବନ୍ଦାଣ ଉତ୍ସବର ୫୫ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଆଜି ପ୍ରତ୍ୟୁଷରେ...

ଏକବିଂଶ କେନ୍ଦ୍ରାପଡ଼ା ପୁସ୍ତକମେଳା ଜାନୁଆରୀ ୬ରୁ ପ୍ରକାଶ ପାଇବ ଭିତରକନିକା ସ୍ୱତନ୍ତ୍ର ବିଶେଷାଙ୍କ

କେନ୍ଦ୍ରାପଡ଼ା ସହରର ମହୀପାଳ ଟେଲିକମ ପଡିଆରେ ଏକବିଂଶ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଆଗାମୀ ଜାନୁଆରୀ ୬ରୁ ଆରମ୍ଭ ହେବ ।ଆଠ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା...

ଯନ୍ତ୍ରୀ କର୍ମଚାରୀ ନିଜ ଅନ୍ଦାଜରେ କରୁଛନ୍ତି କାର୍ଯ୍ୟ,ଆସୁନାହାଁନ୍ତି ଅଫିସ

  ଜନକେନ୍ଦ୍ରିକ ଶାସନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ୫-ଟି ଅନ୍ତର୍ଗତ ମୋ ସରକାର ଭଳି ଏକ ଅଭିନବ ଓ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ ଆରମ୍ଭ...

ଶ୍ରୀମନ୍ଦିରର ଚାରି ଦ୍ୱାରା ଓ ରତ୍ନଭଣ୍ଡାର ଖୋଲିବା ଦାବିରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡ଼ା, ୨୬ା୧୧ : ଶ୍ରୀମନ୍ଦିରର ଚାରି ଦ୍ୱାର ଓ ରତ୍ନ ଭଣ୍ଡାର ଖୋଲିବା ଦାବିରେ ଆସନ୍ତା ଡିସେମ୍ବରମାସ ୧ତାରିଖରେ କଂଗ୍ରେସର ତୁଳସୀ ଯାତ୍ରା ଅନୁଷ୍ଠିତ ହେବ ।...

କେନ୍ଦ୍ରାପଡା ଜିଲ୍ଲା ଡ୍ରାଇଭର ମହାସଙ୍ଘର ସମାବେଶ

କେନ୍ଦ୍ରାପଡା ଜିଲ୍ଲା ଡ୍ରାଇଭର ମହାସଙ୍ଘର ଏକ ସମାବେଶ ଓ ବନ୍ଧୁମିଳନ ଉତ୍ସବ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ସଦରବ୍ଲକ ପକ୍ଷରୁ...

ମୋଦି ସରକାରରେ ସମ୍ବିଧାନ ଅସୁରକ୍ଷିତ

କେନ୍ଦ୍ରାପଡ଼ା ୨୬/୧୧: ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ତରଫରୁ କଜଳା କଂଗ୍ରେସ ଭବନଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ “ଆମ ସମ୍ବିଧାନ...

ତାଳୁକ ଆଇନ ସେବା ସମିତି ତରଫରୁ ସାମ୍ବିଧାନିକ ଦିବସ ପାଳିତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ରବିବାର ସାମ୍ବିଧାନିକ ଦିବସ ପାଳିତ ହୋଇଯାଇଛି । ତାଳୁକ ଆଇନ ସେବା...

ଅରଡ଼ପଲ୍ଲୀ ଓ ସାନଜରିଆ ପଂଚାୟତରେ ୬କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଅରଡ଼ପଲ୍ଲୀ ଓ ସାନଜରିଆ ପଂଚାୟତ ବିକାଶକୁ ଆହୁରି ଆଗକୁ ନେବା ପାଇଁ ରବିବାର ରାଜନଗର ବିଧାୟକ...

ଗହୀରମଥା କଇଁଛ ସୁରକ୍ଷା ସମିତି, ଡି.ଏଫ.ଓ ଶୁଭେନ୍ଦୁ ବେହେରାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୨୫/୧୧: ଜଣେ ସାଧୁ ସଚ୍ଚୋଟ କେନ୍ଦ୍ରାପଡା ମାଟିର ଗର୍ବ ଓ ଗୌରବ ନବରଙ୍ଗପୁର ନୂତନ ଭାବରେ ପଦୋନ୍ନତି ପାଇ ଯୋଗ ଦେଇଥିବା ଡି.ଏଫ.ଓ ଶୁଭେନ୍ଦୁ ପ୍ରସାଦ...

ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ବିଭିନ୍ନ ସ୍ଥାନରେ ପୁରାଣ ବର୍ଣ୍ଣିତ ନାମ କରଣର ବୈଶିଷ୍ଟ ସମ୍ବଦ୍ଧରେ ଦ୍ୱିତୀୟ ବାର୍ଷୀକ ଆଲୋଚନା ସଭା

କେନ୍ଦ୍ରାପଡ଼ା ୨୫/୧୧: ଶୁକ୍ରବାର ଅପରାହ୍ନ ୩ଟା ସମୟରେ ନିଖିଳ ଓଡିଶା ତୁଳସି-ଶ୍ରୀ ବଳରାମ ସାମାଜିକ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଖଡିଅଙ୍ଗ ସ୍ଥିତ ସତୀଶ ଚନ୍ଦ୍ର ସାମନ୍ତଙ୍କ ବାସଭବନ...

ଶୁନ୍ୟ ମୃତ୍ୟୁ ସପ୍ତାହ ପାଳନ ଉପଲକ୍ଷେ ବୈଠକ

ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ “ଶୂନ୍ୟ ମୃତ୍ୟୁ ସପ୍ତାହ” ପାଳନ ଉପଲକ୍ଷେ...

ମଞ୍ଜୁରୀପ୍ରାପ୍ତ ଋଣ ପ୍ରଦାନ ଦାବୀରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା

କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେଇଥିବା...

ସରକାରୀ ଜମି ଜବରଦଖଲ ନେଇ ତହସିଲଦାରଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତରେ ଥିବା ସେଠୀ ସାହି ନିକଟ ସରକାରୀ ଜମିକୁ ନାରାୟଣ ସେଠୀ ଓ ଗଗନ ସେଠୀ ଜବରଦଖଲ କରିବା...

ସ୍ମରଣୀୟ ଦିବସ ପାଳିଲା ବାଲିଆ ବଜାର କମିଟି: ବାଣ ବିଷ୍ପୋରଣକୁ ପୁରିଲା ବର୍ଷେ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ବାଣ ବିଷ୍ପୋରଣକୁ ବର୍ଷେ ପୁରିଥିବା ବେଳେ ସେହି ଘଟଣାକୁ ନେଇ ବାଲିଆ କାର୍ତ୍ତିକେଶ୍ୱର ପୂଜା କମିଟି, ବଜାର କମିଟି ଓ ଶାନ୍ତି...

ଜୀବେ ନିଷ୍ଠୁରତା ପ୍ରତିଷେଧକ ସମିତିର ଉପାଧ୍ୟକ୍ଷ ନିର୍ବାଚନ

କେନ୍ଦ୍ରାପଡା ଜିଲ୍ଲା ଜୀବେ ନିଷ୍ଠୁରତା ପ୍ରତିଷେଧକ ସମିତିର ଉପାଧ୍ୟକ୍ଷ ନିର୍ବାଚନ ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରାଣୀ ସମ୍ପଦ ଚିକିତ୍ସା...

ସମବାୟ ସମିତିରେ ପଞ୍ଜୀକୃତ ଅଛନ୍ତି ଚାଷୀ , ଫାଇଦା ନେଉଛନ୍ତି ଦଲାଲ

ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି । କୃଷି ସମ୍ବନ୍ଧୀୟ ସରକାରୀ ଯୋଜନାଗୁଡ଼ିକ ଚାଷୀମାନଙ୍କ ପାଖରେ ପହଁଚାଇବା ପାଇଁ ସେବା ସମବାୟ...

ଗୋବରୀ ନଦୀ ପୁନରୁଦ୍ଧାର ନାମରେ କୋଟି କୋଟି ଟଙ୍କା ଚଳୁ , ଅସୁବିଧା ଭୋଗୁଛନ୍ତି ସ୍ଥାନୀୟ ଲୋକେ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀର ପୁନରୁଦ୍ଧାର ନାଁରେ ଗତ ୧୧ ବର୍ଷରେ ପାଖାପାଖି୧୧ କୋଟି ଟଙ୍କା ଚଳୁ ହୋଥିବା ଅଭିଯୋଗ...

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ସେମିନାର

  ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଗୁଣମୂଲ୍ୟ ଶିକ୍ଷାରେ ଆଇସିଟି ସଂଘାଟନ ଶୀର୍ଷକ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ...

ଏମ ଏନ ହାଇସ୍କୁଲରେ ବିପର୍ଯୟ ମୁକାବିଲା ଓ ପ୍ରଦୂଷଣ ସଚେତନତା ତାଲିମ

ସମ୍ପ୍ରତି ସାରା ବିଶ୍ୱରେ ବିପର୍ଯୟ ମୁକାବିଲା ଓ ପରିବେଶ ପ୍ରଦୂଷଣ ଏକ ଆହ୍ୱାନ ଭାବେ ଦେଖାଦେଇଛି । ବିଭିନ୍ନ ପ୍ରାକୃତିକ ବିପର୍ଯୟର ସଫଳ ମୁକାବିଲା ଓ ପରିବେଶ...