କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧିକୁ ଅଗ୍ରାଧିକାର ଦେବ
ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକ କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ […]
