ଯୈାନ ଶୋଷଣ ନିରୋଧ ଆଇନ ସଚେତନତା ଶିବିର
କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ...
କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ...
ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା...
ସମବାୟ ବିଭାଗ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା...
ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା...
ମଣିଷ ଜୀବନରେ ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର...
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ...
କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ...
କେନ୍ଦ୍ରାପଡା ଗୋବରୀ କେନାଲରେ ଚାଷ ପାଇଁ ବହୁ ବିଳମ୍ବରେ ପାଣି ଛଡା ଯିବାରେ କେନାଲରେ ପାଣି ମଟାମ ହୋଇଛି । ଫଳରେ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ,...
କେନ୍ଦ୍ରାପଡ଼ା, ୧୬ା୧୧ : ଗଣମାଧ୍ୟମ ସମାଜର ଦର୍ପଣ । ଯେଉଁଠି ପ୍ରତଫଳିତ, ପ୍ରତିଧ୍ୱନିତ ଓ ପ୍ରତିବିମ୍ବିତ ହୁଏ ସମାଜର ପ୍ରକୃତ ରୂପ । ସାମ୍ବାଦିକମାନେ ସମାଜର ଜାଗ୍ରତ...
ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଘଟିଥିଲେ ମଧ୍ୟ ଉଭୟ କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାର ଚୁପ ହୋଇବସିଛନ୍ତି । କେନ୍ଦ୍ର ଓ...
ତାଳଦଣ୍ଡା କେନାଲର ଭଳି ବୋଟିଂର ଭ୍ରମ ସୃଷ୍ଟି କରିବ ଜଳସେଚନ ଓ ବାଣିଜ୍ୟ କାରବାରର ଏକମାତ୍ର ବିକଳ୍ପ ଆମ ରାଜ୍ୟର ସର୍ବ ପୁରାତନ ପଟ୍ଟାମୁଣ୍ଡାଇ ମେନ କେନାଲକୁ...
ସମଗ୍ର କେନ୍ଦ୍ରାପଡା ଜିଲ୍ଲାକୁ ମରୁଡି ଘୋଷଣା ଦାବିରେ ଆଜି ଓଡିଶା କୃଷକ ସଭା (ଏଆଇକେଏସ) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହିତ...
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସମର୍ଥ କୋଚିଂ ସେଟଂର ପକ୍ଷରୁ ମଙ୍ଗଳବାର ଶିଶୁ ଦିବସ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୋଚିଂ ସେଟଂରର ପରିଚାଳକ ଶଶୀକାନ୍ତ ସାହୁଙ୍କ...
କେନ୍ଦ୍ରାପଡା ଜିଲ୍ଲା ଦୈାରାଜଜ୍ ବିଶ୍ୱିଜତ ମହାନ୍ତି ଏକ ସଙ୍ଘବଦ୍ଧ ଆକ୍ରମଣ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିବା ସହିତ ୫ହଜାର ଟଙ୍କା...
କେନ୍ଦ୍ରାପଡା - ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ଗତ ସୋମବାର ଦିନ ଆବାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ...
ରାଜ୍ୟରେ ପିଆଜ ବଜାରରେ ନିଆଁ ଲାଗିଛି। ରାଜ୍ୟର ୨୩ବର୍ଷର ଅପାରଗ ସରକାର ପ୍ରତିବର୍ଷ ଖାଉଟିଙ୍କୁ ଚଢ଼ା ଦରରେ ପିଆଜ ଓ ଆଳୁକୁ ବିକ୍ରି କରୁଛନ୍ତି। ପିଆଜରେ ସ୍ବାବଲମ୍ବୀ...
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗା ପଞ୍ଚାୟତ ପାଣି ସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ସୁରେନ୍ଦ୍ର ମଳିକଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି।...
କେନ୍ଦ୍ରାପଡା ସହରର ମାଧପୁର ସ୍ଥିତ ନେତାଜୀ ମଡେଲ ସ୍କୁଲରେ ଶିଶୁମେଳା ଓ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...
କେନ୍ଦ୍ରାପଡା ସହରର ବଡହାଟସ୍ଥିତ ମଦ୍ରାସା ତାଲିମୁଲ ଆରବିଆ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ସଭାପତିତ୍ୱରେ...
କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଅ ଗ୍ରାମପଞ୍ଚାୟତର ତିନୋଟି ରାସ୍ତା ଜବରଦଖଲ ହେତୁ ଅନେକ ଅସୁବିଧା ସୃଷ୍ଟି ହେଉଥିବାରୁ ପଞ୍ଚାୟତବାସୀ ଏସମ୍ପର୍କରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର...
କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶକ୍ତିପୀଠ ଭରତପୁର ମା’ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମା’ଦକ୍ଷୀଣକାଳୀଙ୍କର ଷୋଡଶ ଉପଚାରରେ ପୂଜା...
ଦୁର୍ନୀତି ଓ ପିସି କାରବାର ବନ୍ଦ ପାଇଁ ରାଜ୍ୟ ଭାଜପା ପକ୍ଷରୁ ଓଡିଶାର ୩୧୪ ବ୍ଲକ ଘେରାଉ ପାଇଁ ନିଷ୍ପତି ନିଆଯାଇଛି । ରାଜ୍ୟ ଭାଜପା ଆହ୍ୱାନରେ...
ରୋଜଗାର କରି ନିଜ ପରିବାରର ପ୍ରତିପୋଷଣ କରିବା ଆଶାରେ ବିଦେଶ ଯାଇ କାମ କରୁଥିବା ଓଡିଆ ଯୁବକ ମାନେ ସେଠାରେ ନିର୍ଯ୍ୟାତିତ ହେବା ସହ ଶାରୀରିକ, ମାନସିକ...
କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଆଜି ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ଼ ବଂଟନ କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା...