ରାଜ୍ୟ

ଇନ୍ଦୁପୁର ଦୁର୍ଗା ଭସାଣୀ ଉତ୍ସବ , ମେଲଣ ପଡିଆକୁ ସଫେଇକଲେ ବିଧାୟକ

କେନ୍ଦ୍ରାପଡା ଜିଲ୍ଲାର ଅନ୍ୟ ଏକ ପ୍ରସିଦ୍ଧ ଇନ୍ଦୁପୁର ଦୁର୍ଗାପୂଜା ମେଲଣ ଓ ଭାସାଣୀ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଲଣ ଓ ଭସାଣୀ...

କୁମାର ପୂର୍ଣ୍ଣିମା ରାହୁ ସ୍ତ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ର ଗହଣରେ ଶ୍ରୀବଳଦେବଜୀଉଙ୍କ ନୀତି ନିର୍ଘଣ୍ଟ

କେନ୍ଦ୍ରାପଡ଼ା, ୨୫ା୧୦ : ଆସନ୍ତା ୨୮ ତାରିଖ ଶନିବାର ଆଶ୍ୱିନ ଶୁକ୍ଳ ପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଲାଗୁଥିବାରୁ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନୀତିକାନ୍ତି ନିମନ୍ତେ କୋହେନୁର୍...

ଶିବାନନ୍ଦ ଆଶ୍ରମରେ ଶାରଦୀୟ ନବରାତ୍ର ଅବସରରେ ନବଦୂର୍ଗା ପୂଜା

କେନ୍ଦ୍ରାପଡ଼ା,୨୫ା୧୦: ଗରାପୁରସ୍ଥିତ ଦିବ୍ୟ ଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପରିସରରେ ଶାରଦୀୟ ନବରାତ୍ର ଅବସରରେ ନବଦୂର୍ଗା ପୂଜା (କୁମାରୀ ପୂଜନ) ଉତ୍ସବ ଦଶହରା ଅବସରରେ ଅନୁଷ୍ଠିତ ହୋଇଯାଇଛି...

ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ସଂଖ୍ୟାଲଘୁ ଅନୁଷ୍ଠାନର ଉନ୍ନତିକରଣ ପାଇଁ ବୈଠକ

କେନ୍ଦ୍ରାପଡ଼ା, ୨୫ା୧୦ : କେନ୍ଦ୍ରାପଡା ବିଜେଡି ସଂଖ୍ୟାଲଘୁ ସେଲ ଆନୁକୂଲ୍ୟରେ ଜିଲ୍ଲାର ସଂଖ୍ୟାଲଘୁ ଅନୁଷ୍ଠାନ ଗୁଡିକର ଉନ୍ନତିକରଣ ନିମନ୍ତେ ସ୍ଥାନୀୟ ଉର୍ଦ୍ଧୁ ପାଠାଗାର ପରିସରରେ ଏକ ବୈଠକ...

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ , ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

ମା'ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ପଟ୍ଟମୁଣ୍ଡାଇରେ ବୁଧବାର ପୂର୍ବାହ୍ନରୁ ଆରମ୍ଭ ହୋଇଯାଇଛି । ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା । ପଟ୍ଟାମୁଣ୍ଡାଇ ସହର ଏବେ...

ମୋବାଇଲ ଘୁଁ ଘୁଁ କମ୍ପନ ସହ ଥରି  ଆସୁଛି ଏମରଜେନ୍ସି ଆଲର୍ଟ

ବୁଧବାର ମଧ୍ୟାହ୍ନ ପର୍ଯ୍ୟନ୍ତ ମୋବାଇଲ  ଘୁଁ ଘୁଁ କମ୍ପନ ସହ ଥରି  ଆସୁଛି ଏମରଜେନ୍ସି ଆଲର୍ଟ। ଅଚାନକ ବାଜିଉଠୁଛି ମୋବାଇଲ ସ୍କ୍ରିନରେ ଆସୁଛି ହାଇଆଲର୍ଟ ମେସେଜ ଉଭୟ...

ପଟ୍ଟାମୁଣ୍ଡାଇରେ ଦେଖିବାକୁ ମିଳେ ନିଜସ୍ୱ ସ୍ୱତନ୍ତ୍ର ପୂଜା ପଦ୍ଧତି ଏବଂ ପରମ୍ପରା।

କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇର ନିଳକଣ୍ଠପୁରରେ ନବମୀ ଦୃର୍ଗାପୂଜାରେ ଭକ୍ତମାନେ ମାଙ୍କୁ ଏକ ନିଆରା ଶୈଳୀରେ ଝୁଣା ଅର୍ପଣ କରିଥିବା ଦେଖିବାକୁ ମିଳିଥିଲା । ନବମୀରେ ଦିନସାରା ନିର୍ଜଳ ଉପବାସ...

ବିଜୟା ଦଶମୀ , ଅପରାଜିତା ଲଟାରେ ପୂଜା ପାଇଲେ ମା’ ଦଶଭୁଜା

ଆଜି ପବିତ୍ର ବିଜୟା ଦଶମୀ । ପବିତ୍ର ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ବିଜୟା ଦଶମୀ ଦଶହରା ପର୍ବ ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକାତ୍ମକ...

ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେଉଛି। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ...

ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ବର ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ପଠାଇଥିବା ଆବେଦନକୁ...

ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଟିମ୍‌ ଇଣ୍ଡିଆ

ଧର୍ମଶାଳା ୨୨/୧୦: ଚଳିତ ବିଶ୍ୱକପ୍‌ରେ ଦୁଇ ଅପରାଜେୟ ଦଳ ଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ମୁକାବିଲାରେ ଭାରତର ଜିତାପଟ ହୋଇଛି । ଏପର୍ଯ୍ୟନ୍ତ ଅପରାଜେୟ ରହିଥିବା ନ୍ୟୁଜିଲ୍ୟାଣ୍ଡକୁ ରବିବାର...

ପାନୀୟ ଜଳର ଅପବ୍ୟବହାର: ପଞ୍ଚାୟତବାସୀ ପାଣି ପାଉନଥିବା ଅଭିଯୋଗ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହସପୁର ଗ୍ରାମର କୁମ୍ଭାର ସାହି ଗଡାରେ ଜନୈକ ବ୍ୟବସାୟୀ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳକୁ ଅପବ୍ୟବହାର କରୁଥିବା ଅଭିଯୋଗ...

କେନାଲ ପାଣିରେ ବୁଡି ଜଣେ ମୃତ

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ନାନକାର ଗ୍ରାମର ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ପୁତ୍ର ରଘୁନାଥ ବିଶ୍ୱାଳ(୫୮) ରବିବାର ସକାଳେ ସ୍ଥାନୀୟ ଗୋବରୀ କେନାଲର ହୁଡାଘାଟକୁ ଶୈାଚହେବା...

ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ,ପୀଠରେ ମହାଷ୍ଟମୀ ପୂଜା

ଦଶହରାକୁ ନେଇ ପଟ୍ଟାମୁଣ୍ଡାଇ ଅଂଚଳ ଚଳଚଂଚଳ । ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି । ଚଳିତ ବର୍ଷଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ...

ସାତ ଭାୟାବାସୀଙ୍କ ଜୀବନ ପାଇଁ ୫ ଦଶନ୍ଧୀର ସଂଘର୍ଷ ଶେଷ ହେଲା ସିନା ଜୀବିକାକୁ ନେଇ ଚିନ୍ତାବଢୁଛି

କେନ୍ଦ୍ରାପଡ଼ା ଜିଲାର ସମୁଦ୍ର ତଟରେ ଜୀବନର ସୁରକ୍ଷା ପାଇଁ ଦୀର୍ଘ ୫ ଦଶନ୍ଧୀ ଧରି ସଂଘର୍ଷ କରୁଥିବା ମାଟିର ମଣିଷ ସାତଭାୟାବାସୀଙ୍କ ସେହି ସଂଘର୍ଷର ବିଳମ୍ବରେ ହେଲେ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କେନ୍ଦ୍ରାପଡାରୁ ୨୫ଜଣ ବୃଦ୍ଧାଙ୍କ ଶ୍ରୀକ୍ଷେତ୍ର ଯାତ୍ରା

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଜଇପୁରା ଗ୍ରାମରୁ ୨୫ଜଣ ବୃଦ୍ଧା ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଯାତ୍ରା କରିଛନ୍ତି । ସମାଜସେବୀ ଲୋକନାଥ ଦାସ ଏହି ବୃଦ୍ଧାମାନଙ୍କୁ ନିଜ...

କେନ୍ଦ୍ରାପଡାରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଶନିବାର ୬୪ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ...

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର, ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି...

ଓଡିଶାର ନାଁ ଉତ୍କଳ କରିବା ପାଇଁ ଜନଶକ୍ତି ପାର୍ଟିର ରଥ ପରିକ୍ରମା

ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ପାଇଁ ବିଭିନ୍ନ ପ୍ରସଙ୍ଗରେ ଲଢେଇ କରି ଆସୁଥିବା ଜନଶକ୍ତି ପାର୍ଟି ପୁଣି ଏକ ସମବେଦନଶୀଳ ପ୍ରସଙ୍ଗକୁ ନେଇ ଅଭିଯାନ ଆରମ୍ଭ...

ମାନସ ବିକାଶ ମଞ୍ଚ ପକ୍ଷରୁ ସ୍ବେଛାସେବୀ ସମ୍ମାନ ସମାରୋହ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ମାନସ ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ସ୍ବେଛାସେବୀ ସମ୍ମାନ ସମାରୋହ...

ବିଜେପିର ବିଶାଳ ସମାବେଶ ; ଯୋଗଦେଲେ ମନମୋହନ

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକରେ ଆଳି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପୂଜ୍ୟପୂଜା ବିଶାଳ ଯୁବ ସମାବେଶ ଓ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ରାଜକନିକା ଭାରତୀୟ...

ଡେଙ୍ଗୁ ରୋଗୀଙ୍କ ପାଇଁ ଘାତକ କୋଭିଡ୍ ଆଣ୍ଟିବଡିଜ

ଭୁବନେଶ୍ବର-କୋଭିଡ୍‌-୧୯ ମହାମାରୀ ରୋଗପ୍ରତିରୋଧକାରୀ ଶକ୍ତି ଡେଙ୍ଗୁ ଆକ୍ରାନ୍ତଙ୍କ ଉପରେ ପଡିପାରେ ଗମ୍ଭୀର ପ୍ରଭାବ । ସରକାରଙ୍କ ଟ୍ରାନ୍ସନେସନାଲ ହେଲଥ୍ ସାଇନ୍ସ ଆଣ୍ଡ ଟେକନୋଲଜି ପକ୍ଷରୁ କରାଯାଇଥିବା ଏକ...

ଓଡ଼ିଶାରେ ଶକ୍ତିପୂଜା

ଡାକ୍ତର ରଶ୍ମିତା ସେଠୀ ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ । କିନ୍ତୁ ନିଜସ୍ୱ ସଂସ୍କୃତି ଓ ପରମ୍ପରାକୁ ଓଡି଼ଆ ଜାତି କେବେ ଭୁଲିଯାଇନାହିଁ ।...

ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ...