ପଟ୍ଟାମୁଣ୍ଡାଇ,୧୫/୧ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ଓ କ୍ରୀଡା ଶିକ୍ଷକ ଅଜୟ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଉଦଘାଟନ ଉତ୍ସବରେ ନିମପୁର ଶାସନ ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ବଳଦେବ ପ୍ରସାଦ ନାୟକ ମୁଖ୍ୟଅତିଥି, ଖବରଦାତା ଜଗନ୍ନାଥ ଆଚାର୍ଯ୍ୟ, ପୂର୍ବତନ ପ୍ରଧାନଶିକ୍ଷକ ଶୁକଦେବ ଦାସ, ଶାସନ ଗ୍ରାମ ପଂଚାୟତ ସରପଂଚ ସଂଗ୍ରାମ […]
ରାଜ୍ୟ
କେନ୍ଦ୍ରାପଡ଼ା୧୫/୧- କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ହଳଦିଆ ବସ୍ତିର ମିଲେତ ଇବ୍ରାହିମ ମଦ୍ରାସା ପରିସରରେ ଡ. ସୈଫୁଦ୍ଦିନ କିଚଳୁ ଙ୍କ ଜନ୍ମ ଜୟନ୍ତୀ ସମାଜସେବୀ ସେକ ଶାବିର ହୁସେନ ଙ୍କ ସହଯୋଗ ରେ ଅନୁଷ୍ଠିତ ହୋଇଯାଇଛି । ଏହି ପବିତ୍ର ଦିବସରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କୁ ଡିବେଟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । […]
କେନ୍ଦ୍ରାପଡ଼ା,୧୫ା୧: ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜନସେବା ଦିବସ ଭାବେ ପାଳିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଉଚ୍ଚଶିକ୍ଷା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ସରକାର ତାଙ୍କ ନିର୍ବାଚନ ପ୍ରତିଶ୍ରୁତି ରକ୍ଷା […]
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ବାପା ଓ ଜେଜେ ମା’ ସମ୍ମିଳନୀ ପଟ୍ଟାମୁଣ୍ଡାଇ ୧୫/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ ମୂଳବସନ୍ତ ପଂଚାୟତର ସାନ ମୂଳବସନ୍ତ ଠାରେ ଜେଜେ ବାପା ଜେଜେ ମା’ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ଜେଜେବାପା ଓ ଜେଜେମା’ ସମ୍ମିଳନୀରେ ପଟ୍ଟାମୁଣ୍ଡାଇ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରିଣୀ ପ୍ରେମବାଳା ମହାପାତ୍ର ମୁଖ୍ୟଅତିଥି ଭାବେ […]
କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ପଞ୍ଚାୟତସ୍ଥିତ ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟର ପୁରାତନ ଛାତ୍ର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରାକ୍ତନ ଶିକ୍ଷକ ସତ୍ୟବ୍ରତ ସେନାପତି, ରତ୍ନାକର ରାଉତରାୟଙ୍କ ସମେତ ପ୍ରାକ୍ତନ ଛାତ୍ର ଦୁଷ୍ମନ୍ତ ପାଇକରାୟ, ପୁରାତନ ଛାତ୍ର ତଥା ମହାକାଳପଡା ବିକାଶ ମଞ୍ଚ ସଭାପତି କାଶୀନାଥ […]
କେନ୍ଦ୍ରାପଡ଼ା,୧୫ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଆୟୋଜିତ ଜିଲାସ୍ତରୀୟ ଜୁନିୟର୍ (୧୯ବର୍ଷରୁ କମ୍) ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ଆଜି ଆରମ୍ଭ ହୋଇଯାଇଛି । ଏଥିରେ ୮ଟି ଦଳ ଭାଗ ନେଇଛନ୍ତି । କ୍ରିକେଟ ଆସୋସିଏସନର ସମ୍ପାଦକ ଶୁଭାଶିଷ ସେନାପତିଙ୍କ ତତ୍ୱାବଧାନରେ ବିଶିଷ୍ଟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପରେଶ ଚନ୍ଦ୍ର ଦାସ ଯୋଗଦେଇ ଏହି ଖେଳକୁ ଉଦ୍ଘାଟିତ କରିଥିଲେ […]
କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ଗ୍ରାମର ମା’ ଗଜଲକ୍ଷ୍ମୀ ପଡିଆଠାରେ ବଜରଙ୍ଗୀ ୟୁଥ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଦିନିକିଆ ଦିନ-ରାତି ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ଏହି ଦିନିକିଆ ଅନ୍ତଃଜିଲ୍ଲା ସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ବିଭିନ୍ନ ଜିଲ୍ଲାରୁ ଖ୍ୟାତିସମ୍ପନ୍ନ ୮ ଗୋଟି ଭଲିବଲ ଟିମ୍ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ କଟକ ସିଡିଏ ଟିମ୍ ଏବଂ କେନ୍ଦ୍ରାପଡା ଜିଲ୍ଲା ପାଟଳିପଙ୍କସ୍ଥିତ ଖୁରୁସିଆ ଭଲିବଲ ଟିମ୍ ଫାଇନାଲକୁ ଉତ୍ତୀର୍ଣ୍ଣ […]
କେନ୍ଦ୍ରାପଡା,୧୪ା୧: ଆଜି କେନ୍ଦ୍ରାପଡାର ନବଗଠିତ ସଂସ୍ଥା “କେନ୍ଦ୍ରାପଡା ଜିଲ୍ଲା ନାଟ୍ୟକଳା ସାହିତ୍ୟ ପରିଷଦ” ଦ୍ୱାରା ଉତ୍କଳୀୟ ସାହିତ୍ୟର ଉତ୍କଳ ସାହିତ୍ୟ ସ୍ରଷ୍ଟା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ଉପଲକ୍ଷେ ଏକ ସ୍ମୃତିସଭା ଅନୁଷ୍ଠାନର ସଭାପତି ଆଇନଜୀବୀ ପ୍ରଦୀପ କୁମାର ଦାସଙ୍କ ସଭାପତିତ୍ୱରେ ସ୍ଥାନୀୟ ଚଣ୍ଡିଆ ପ୍ୟାଲେସ୍ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସ୍ମୃତିସଭାରେ ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କାର୍ଯ୍ୟକାରୀ […]
କେନ୍ଦ୍ରାପଡା,୧୪ା୧: ପୌରାଞ୍ଚଳସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟର ସଭାଗୃହରେ ପଞ୍ଚସଖା ଶିକ୍ଷା ସେତୁର ସଭାପତି ପ୍ରାକ୍ତନ ଅଧ୍ୟକ୍ଷ ଅଜୟ କୁମାର ସାମଲଙ୍କ ସଭାପତିତ୍ୱରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ରାତ୍ରି ଜଗୁଆଳି, ସଫେଇ କର୍ମଚାରୀ ଓ ଶିକ୍ଷକ ନିଯୁକ୍ତି ସମ୍ପର୍କରେ ପ୍ରଧାନ ଶିକ୍ଷକ ରୁବିନା ପ୍ରଧାନ ପ୍ରସ୍ତାବ ଆଗତ କରିଥିଲେ । ଏହା ସଭାରେ ଆଲୋଚନା କରାଯାଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପାଇଁ […]
କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ସୋମବାର ଦିନ ଉଦ୍ଘାଟିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟିତ କରି କହିଲେ ଯେ କ୍ରୀଡା ଦ୍ୱାରା ସୁସ୍ଥ ସମାଜ ଗଠନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ କେନ୍ଦ୍ରାପଡାବାସୀଙ୍କ ନିମନ୍ତେ […]
କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହାସପୁର ଠାରେ ମାର୍କେଟ କମ୍ପେ୍ଲକ୍ସ ଗୃହ ମଙ୍ଗଳବାର ପବିତ୍ର ମକରସଂକ୍ରାନ୍ତୀ ଅବସରରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ସରପଞ୍ଚ ସରୋଜିନୀ ନାୟକ ଓ ସମିତିସଭ୍ୟ ସରୋଜରଞ୍ଜନ ଜେନା ଅତିଥି ଭାବେ ଯୋଗଦେଇ ଏହି ମାର୍କେଟ କମ୍ପେ୍ଲକ୍ସ ଗୃହକୁ ଉଦଘାଟନ କରିଥିଲେ। ଏହି ମାର୍କେଟ କମ୍ପେ୍ଲକ୍ସରେ ନିର୍ମିତ ହୋଇଥିବା ୬ଟି ଦୋକାନ ଗୃହକୁ ଗଜେନ୍ଦ୍ର ପରିଡା, ନାଗମଣୀ ସାହୁ, ମାନଗୋବିନ୍ଦ […]
କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ସହରର ଗୋବରୀ ନଦୀ ବାଇପାସ ରାସ୍ତାକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏକ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଏହାର ଅଧିକାଂଶ ଅଂଶ ଏବେ ଜବରଦଖଲରେ ଥିବା ଦେଖିବାକୁ ମିଳିଛି। କେତେକ ଦୁଇଚକିଆ ଗାଡି ଗ୍ୟାରେଜ ବାଲା ଏହି ଫୁଟ୍ପାଥ ଉପରେ ଭଙ୍ଗାଦଦରା ଗାଡି ସବୁ ଗଦେଇ ରଖିଥିବା ବେଳେ ଅନ୍ୟ କେତେକ କବାଡ଼ିଆ ବେପାରୀ ଏଠାରେ ବିଭିନ୍ନ ପ୍ରକାରର ସାମଗ୍ରୀ ଗଦା କରି ବ୍ୟବସାୟ କରୁଛନ୍ତି। […]
ପଟ୍ଟାମୁଣ୍ଡାଇ ୧୪ା୧- ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲର ୮୨ତମ ପ୍ରତିଷ୍ଠା ଦିବସ ପୁରାତନ ଛାତ୍ରସଂସଦ ପକ୍ଷରୁ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ କୁମାର ରାଉତରାୟଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପୁରାତନ ଛାତ୍ର ସଂସଦ ଉପସଭାପତି ବିଜୟ କୁମାର ସାହୁ, ସମ୍ପାଦକ ପ୍ରାକ୍ତନ ପ୍ରଧାନଶିକ୍ଷକ କଣ୍ଡୁରି ଚରଣ ସ୍ୱାଇଁ, କୋଷାଧ୍ୟକ୍ଷ ଗୋପୀନାଥ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତପନ […]
ପଟ୍ଟାମୁଣ୍ଡାଇ ୧୪ା୧ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉତିକଣ କେରଡା ଅଂଚଳ ସର୍ବ ପ୍ରଚିନର ଆରାଧ୍ୟ ଦେବତା ପ୍ରଭୁ ଚନ୍ଦ୍ରମୌଳିଙ୍କ ପ୍ରସିଦ୍ଧ ଶୈବପୀଠରେ ହଜାର ହଜାର ଭକ୍ତଙ୍କ ସମାଗମରେ ହିନ୍ଦୁ ରୀତିନୀତିର ଅନନ୍ୟ ମହୋତ୍ସବ ମକର ସକ୍ରାନ୍ତି ଉତ୍ସବ ଓ ମକର ମେଳା ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଚନ୍ଦ୍ରମୈାଳିଙ୍କ ମକରଯାତ୍ରା ଉତ୍ସବ ସମଗ୍ର ଅଚଂଳର ଅନନ୍ୟ ଆଧ୍ୟାତ୍ମିକ ଉତ୍ସବ ଭାବରେ ପରିଚିତ । ଏହି […]
ପଟ୍ଟାମୁଣ୍ଡାଇ ୧୩/୧-ପଟ୍ଟାମୁଣ୍ଡାଇ ଅଂଚଳର ଅନ୍ୟତମ ଗଣପର୍ବ ଓ ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ୭୬ତମ ବିଶ୍ୱଶାନ୍ତି ମହାଯଜ୍ଞର ପାରମ୍ପରିକ ରୀତିନୀତି ଅନୁଯାୟୀ ବଣିକ ସଂଘ ପକ୍ଷରୁ ଶୁଭ ଦିଆଯାଇଛି । ଏହି ଉପଲକ୍ଷେ ପଣ୍ଡିତ ବ୍ରହ୍ମାନନ୍ଦ ନନ୍ଦ ଓ ଭ୍ରମରବର ତ୍ରିପାଠୀଙ୍କ ଯଥାବିଧି ପୂଜାର୍ଚନା ଓ ମନ୍ତ୍ରଧ୍ୱନି ମଧ୍ୟରେ ରାଜନଗର ବିଧାୟକ ଧ୍ରୁବ ସାହୁ ଏହି ଯଜ୍ଞର ଶୁଭ ଦେଇଥିଲେ । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ […]
କେନ୍ଦ୍ରାପଡ଼ା,୧୩ା୧: କେନ୍ଦ୍ରାପଡା ସହରର ବଳଦେବ ଉଚ୍ଚ ବିଦ୍ୟାଳୟର ୨୦୦୫ବ୍ୟାଚର ପୁରାତନ ଛାତ୍ରମାନଙ୍କର ଏକ ଆଲୋଚନାଚକ୍ର ମା’ବରୁଣେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାଚକ୍ରରେ ପୁରାତନ ଛାତ୍ର ରୂପେ ଭବିଷ୍ୟତରେ ବିଦ୍ୟାଳୟର ଉନ୍ନତି ଓ ଅଧୁନା ବିଦ୍ୟାଳୟରେ ପଢୁଥିବା ପିଲା ମାନଙ୍କ ପାଇଁ ପ୍ରୋତ୍ସାହନ ପ୍ରଦାନ ନିମିତ୍ତ କିଛି କାର୍ଯ୍ୟକ୍ରମ ହାତକୁ ନେବାକୁ ଆଲୋଚନା କରାଯାଇଥିଲା। ଏଥିସହିତ ପୁରାତନ ଛାତ୍ରମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥିଲା। ପୁରାତନ ଛାତ୍ରମାନେ […]
ପଟ୍ଟାମୁଣ୍ଡାଇ ତା ୧୩/୧- ପଟ୍ଟାମୁଣ୍ଡାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୨୮ତମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଶିକ୍ଷାବିତ ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମହାକାଳପଡ଼ା ବିଧାୟକ ଡ଼ ଦୂର୍ଗା ପ୍ରସନ୍ନ ନାୟକ ମୁଖ୍ୟଅତିଥି,ଓଡିଶା ଶିକ୍ଷା ବିକାଶ ସମିତି ଉତ୍ତର ପୂର୍ବ ସମ୍ଭାଗ ସମ୍ପାଦକ ମହେନ୍ଦ୍ର କୁମାର ଘଡେଇ ମୁଖ୍ୟବକ୍ତା,ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲଳିତ ବେହେରା,ଜିଲ୍ଲା ବିଜେପି […]
ପଟ୍ଟାମୁଣ୍ଡାଇ ତା ୧୩/୧-ପଟ୍ଟାମୁଣ୍ଡାଇ ଓ ଆଳି ଅଞ୍ଚଳର ବିଶିଷ୍ଟ ଜ୍ୟୋତିର୍ବିଦ ଓ ବାସ୍ତୁଶାସ୍ତ୍ରବିତ ଡ଼ସନ୍ତୋଷ କୁମାର ପାଣିଙ୍କୁ ତାଙ୍କର ଜ୍ୟୋତିର୍ବିଦ୍ୟା ଓ ବାସ୍ତୁଶାସ୍ତ୍ର ବିଦ୍ୟା କ୍ଷେତ୍ରରେ ୧୫ ବର୍ଷର ସାଧନା ପାଇଁ ସମ୍ମାନିତ କରାଯାଇଛି । ଏହି ଉପଲକ୍ଷେ ଭାରତୀୟ ବାସ୍ତୁ ଶାସ୍ତ୍ର ଓ ଜ୍ୟୋତିଷକେନ୍ଦ୍ର ଅଧକ୍ଷ ଡ଼ ପିୟୁଷ ପିପାସୁ ଦାସଙ୍କ ଦ୍ୱାରା ଭୁବନେଶ୍ୱର ଠାରେ ଆୟୋଜିତ ଜ୍ୟୋତିଷ ସମ୍ମିଳନୀରେ ପୂର୍ବତନ ସାଂସଦ କବି ଡ଼ ପ୍ରସନ୍ନ ପାଟଶାଣୀ,ଜ୍ୟୋତିର୍ବିଦ […]
କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ସୋମବାର ଦିନ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ କେମ୍ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ବିଶିଷ୍ଟ ଗବେଷକ ଓ ଲେଖକ ଅନିଲ କୁମାର ଧୀର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଯିଏ ଅନ୍ୟର ଯନ୍ତ୍ରଣାକୁ ନିଜର ଯନ୍ତ୍ରଣା ବୋଲି ଭାବିନିଏ ସିଏ ପ୍ରକୃତ ସାହିତ୍ୟିକ । ସାହିତ୍ୟ ନୁହଁଇ ଖାଲି ବିଳାସର […]
କେନ୍ଦ୍ରାପଡା,୧୩ା୧: ସୋମବାର ଦିବା ୨ ଘଟିକା ସମୟରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଏହି ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍ ହେମନ୍ତ କୁମାର ଜେନା, ଜିଲ୍ଲା କ୍ରୀଡା ସାଧାରଣ ସମ୍ପାଦକ ସୟଦ ଅକମଲ ଅଲ୍ଲୀ, ସମାଜସେବୀ […]
କେନ୍ଦ୍ରାପଡ଼ା,୧୩ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ବାଳିକା ଆମର ସୁରକ୍ଷା ତାଲିମ ଶିବିର ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଭକ୍ତବନ୍ଧୁ ଓଝାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଳିକା ଆତ୍ମ ସୁରକ୍ଷା କୈାଶଳ ତାଲିମ କାର୍ଯ୍ୟକ୍ରମ ର ସଂଯୋଜିକା ଅଧ୍ୟାପିକା ପ୍ରୀତଲକ୍ଷ୍ମୀ ଜେନା ସ୍ୱାଗତ ସମ୍ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦେଶ୍ୟ ଜ୍ଞାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ […]
କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରାକ୍ତନ ଶିକ୍ଷା ପରିଦର୍ଶକ ସଂଗଠନର ନବବର୍ଷ ପାରମ୍ପରିକ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପ୍ରାଣ ପ୍ରତିଷ୍ଠାତା ଆବାହକ ତଥା ବର୍ତ୍ତମାନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ ମନ୍ମଥ କୁମାର ରାୟ ସଭାପତିତ୍ୱ କରିଥିଲେ । ପ୍ରାରମ୍ଭରେ ସମ୍ପାଦକ ନରୋତ୍ତମ ଜେନା ଉପସ୍ଥିତ ସଦସ୍ୟମାନଙ୍କୁ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ଆଗାମୀ ବାର୍ଷିକ ଉତ୍ସବ ଓ ପତ୍ରିକା “ସାୟଂପ୍ରଭା” ପ୍ରକାଶନ ଉପରେ […]
ସେଣ୍ଟ ଜାଭିଅର ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ କେନ୍ଦ୍ରାପଡ଼ା,୧୨ା୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ଚତୁର୍ଦଶତମ ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବରେ ରାଜ୍ୟ ଅବକାରୀ ଆୟୁକ୍ତ ନରସିଂହ ଭୋଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ପିଲାମାନେ ଆକାଶ ଛୁଇଁବାକୁ ଉଦ୍ୟମ କରନ୍ତୁ। ଛୋଟମୋଟ ଲକ୍ଷ୍ୟ ନରଖି ବଡ ଲକ୍ଷ୍ୟ […]
ପଟ୍ଟାମୁଣ୍ଡାଇ ତା ୧୨/୧-ପଟ୍ଟାମୁଣ୍ଡାଇ କଲେଜ ୟୁଥ ରେଡକ୍ରସ, ଏନ ଏସ ଏସ, ଏନ ସି ସି ଓ ରେଡ ରିବନ କ୍ଲବ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ୟୁଥ ରେଡକ୍ରସ କାଉନସେଲର ଅଧ୍ୟାପକ ସରୋଜକାନ୍ତ ନାୟକ, ଜାତୀୟ ସେବା ସଂସ୍ଥା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ପ୍ରଦ୍ୟୁମ୍ନ ପ୍ରଧାନ, ଏନ ସି […]