ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ପରିସ୍ଥିତି ସଂଗୀନ ମଶା ଉପଦ୍ରବରେ ସହର ବାସୀ ଅତିଷ୍ଠ ବର୍ଜ୍ୟବସ୍ତୁର ସଠିକ ପରିଚାଳନା ହେେଉନି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରାଂଚଳରେ ଉନ୍ନତି କରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାନଙ୍କରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ରାସ୍ତାଘାଟ, ପୋଖରୀ ସୌନ୍ଦର୍ଯ୍ୟ କରଣ ଓ ଆଲୋକିକରଣ ଏବଂ ମୁକ୍ତା ଯୋଜନା ମାଧ୍ୟମରେ ବିଭିନ୍ନ ପ୍ରକଳ୍ପ ସକାଶେ ପର୍ଯ୍ୟାପ୍ତ […]
ରାଜ୍ୟ
କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ମହାବନ୍ଧୁମିଳନ ସମାରୋହ ଗରାପୁରସ୍ଥ କାର୍ଯ୍ୟାଳୟ ପରିସରରେ ସଂଗଠନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ ମନ୍ମଥ କୁମାର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲାରେ କାର୍ଯ୍ୟକରି ଅବସର ନେଇଥିବା ଶିକ୍ଷା ପରିଦର୍ଶକ ମାନେ ବହୁ ସଂଖ୍ୟାରେ ଏଥିରେ ଯୋଗଦେଇଥିଲେ । ପ୍ରାରମ୍ଭରେ ସାଧାରଣ ସମ୍ପାଦକ ନରୋତ୍ତମ ଜେନା ବନ୍ଧୁମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ମହାବନ୍ଧୁମିଳନ ସମାରୋହର […]
କେନ୍ଦ୍ରାପଡା ବ୍ଲକ ଓଷ୍ଟାର ଆହ୍ୱାନରେ ଏକ ପ୍ରତିବାଦ ସଭା ଶତାଧିକ ଶିକ୍ଷୟତ୍ରୀ ଶିକ୍ଷକ କର୍ମଚାରୀ, ଅଭିଭାବକ, ଅଭିଭାବିକା, ପରିଚାଳନା କମିଟି ସଦସ୍ୟ/ସଦସ୍ୟାମାନଙ୍କୁ ନେଇ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ଆନ୍ଦୋଳନ ପରିଚାଳନା କମିଟିର ସଭ୍ୟ ନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରତିବାଦ ସଭାରେ ଓଷ୍ଟାର ରାଜ୍ୟ ସମ୍ପାଦକ ପ୍ରଣବ କୁମାର ଜେନା ଯୋଗ ଦେଇ ଆଗାମୀ ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ ଅଭିଭାବକ, […]
କେନ୍ଦ୍ରାପଡା ଜିଲ୍ଲା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏହି ଗ୍ୟାଙ୍ଗ ବିଭିନ୍ନ ସ୍ଥାନରେ ଚୋରୀ ଓ ଡକାୟତି କରିଥିବା ଜଣାପଡିଛି । ରାଜନଗର ବ୍ଲକ ସଦର ମହକୁମା (ବାରମାଣିଆ) ର ରାଜନଗର ମଙ୍ଗରାଜପୁର ରାସ୍ତା ପାଶ୍ୱର୍ରେ ଥିବା ରମାକାନ୍ତ ନାୟକଙ୍କ ଘରୁ ଏହି ଗ୍ୟାଙ୍ଗ ଗତ ଅଗଷ୍ଟ ମାସ ୧୮ ତାରିଖ ରାତି ପ୍ରାୟ ୧୦ଟା ୧୫ମିନିଟ୍ ମଧ୍ୟରେ ଡକାୟତି କରିଥିଲେ । ଗୃହକର୍ତା […]
କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ‘ନେତୃତ୍ୱ ବିକାଶ ମିସନ’ର ଏକ ସମାରୋହ ଏହାର ସଂଯୋଜକ ଅଜିତ ମହାପାତ୍ରଙ୍କ ସଭାପତିତ୍ୱରେ ଆଜି କଜଳା କଂଗ୍ରେସ ଭାବନଠାରେ ଅନୁଷ୍ଠିତ ହୋଇଯାଇଛି । ପିସିସି ଅନୁସୂଚିତ ଜାତି ବିଭାଗର ଅଧ୍ୟକ୍ଷ ବାଙ୍କନିଧି ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ “ନେତୃତ୍ୱ ବିକାଶ ମିସନ”ର ଉଦେଶ୍ୟ ବାବଦରେ ବିସ୍ତୁତ ବାଖ୍ୟା କରିଥିଲେ ଓ ଆଗାମୀ ନିର୍ବାଚନରେ ବିଭିନ୍ନ କ୍ଷେତ୍ରରେ ସାମର୍ଥ୍ୟ ରହୁଥିବା ବନ୍ଧୁମାନଙ୍କୁ ଚିହ୍ନଟ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀଆପଡ଼ା ଭାଜପା କାର୍ଯ୍ୟାଳୟ ନିକଟରେ ମୋ ଦେଶ ଓ ମୋ ମାଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଡ଼ ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ କାର୍ଯ୍ୟକର୍ତା ମାନେ ବନ୍ଦେ ମା ତରଙ୍ଗ ଧ୍ୱନି ସହ ଜାତୀୟ ପତାକା ଉଡାଇ ଶୋଭାଯାତ୍ରା କରିବା ସହ ମାଟି ସଂଗ୍ରହ କରିଥିଲେ । ଏଥିରେ ପ୍ରାକ୍ତନ ନଗର […]
ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ଠାରୁ ସମସ୍ତ ପର୍ବ ଆରମ୍ଭ ହୁଏ ଏବଂ ଭଗବାନ ଗଣେଶ ଙ୍କୁ ଅଗ୍ର ପୂଜ୍ୟ ଭାବରେ ବିବେଚନା କରାଯାଏ । ଯେ କୌଣସି ଶୁଭ ମାଙ୍ଗଳିକ କାର୍ଯ୍ୟ ପୂର୍ବରୁ ପ୍ରଥମେ ଗଣପତି ଙ୍କୁ ଆବାହନ ହୋଇଥାଏ । ଭାରତ ରେ ପ୍ରତିବର୍ଷ ଗଣେଶ ପୂଜାକୁ ମହା ଆଡମ୍ବରରେ ପାଳନ କରାଯାଏ । ଦେଶ ଓ ବିଦେଶରେ ୧୦ ଦିନ ଯାଏ ଗଣେଶ ଉତ୍ସବ ପାଳନ […]
କେନ୍ଦ୍ରାପଡାର ବିଶିଷ୍ଟ ସମାଜସେବୀ, ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନର ଅବିସମ୍ବାଦିତ ନେତା, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ, ବଗଡାସ୍ଥିତ ସିଦ୍ଧ ମରିଚାଣୀ ବିଦ୍ୟାପୀଠର ପ୍ରତିଷ୍ଠାତା ଭଜକୃଷ୍ଣ ରାଉତଙ୍କ ୭୬ ବର୍ଷ ବୟସରେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମର ଶରୀର ନିକଟରେ ୩ପୁତ୍ର ଓ ଦୁଇ କନ୍ୟା ଉପସ୍ଥିତ ଥିଲେ ।ସେ ଜଣେ ଉଚ୍ଚକୋଟିର ମେଳାପି, ମିଷ୍ଠଭାଷି, ସ୍ନେହୀ ପରୋପକାରୀ ମଣିଷ ଭାବେ ସମଗ୍ର […]
ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି । ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଜଣାଇବା ସହ ଧାରଣାରେ ବସିଛନ୍ତି। ଦାବି ପୁରଣ ନହେବା ପର୍ଯ୍ୟନ୍ତ ଏହି ଧାରଣା ଓ ସମୂହ ଛୁଟି ଅବ୍ୟାହତ ରହିବ ବୋଲି ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଜିଦରେ ଅଟଳ ରହିଛନ୍ତି । ଶିକ୍ଷକ […]
ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଓ ସଂକ୍ରାନ୍ତୀ ଉପଲକ୍ଷେ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ଝୁଲଣମଣ୍ଡପରେ କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ କୋର୍ କମିଟି ବୈଠକ ସ୍ଥାୟୀ ସଭାପତି ଶରତ କୁମାର ବେହୁରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ୯ଟି ବ୍ଲକ ଓ ୨ଟି ପୈାରାଞ୍ଚଳର କୋର୍ କମିଟି ସଦସ୍ୟମାନେ ଯୋଗଦେଇ ଆଗାମୀ ନଭେମ୍ବର ଶେଷ ସପ୍ତାହରେ ଏକ ଜିଲ୍ଲା ସ୍ତରୀୟ ବିଶାଳ ଖଣ୍ଡାୟତ କ୍ଷତ୍ରୀୟ ଭାଇମାନଙ୍କର […]
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଆଜକୁ ୧୩ଦିନ ହେଲା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଜାରି ରଖିଛନ୍ତି । ଦୀର୍ଘ ୩ ବର୍ଷ ଧରି ଲଗାତର ଭାବେ ବିଭିନ୍ନ ମହଲରୁ ଜିଲ୍ଲାବାସୀଙ୍କ ଏହି ନ୍ୟାୟପୂର୍ଣ୍ଣ ଦାବି ପ୍ରତି ସ୍ୱର ଉଠୁଥିବା ବେଳେ ସରକାର ଏଥିପ୍ରତି ସମ୍ପୂର୍ଣ୍ଣ ନିଃସ୍ପୁହ ରହିଛନ୍ତି । ଏହାକୁ ନେଇ ଜିଲ୍ଲାର […]
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ନିଆରା ଢଙ୍ଗରେ ବିପୁଳ ଆନନ୍ଦ ଉଲ୍ଲାସର ସହିତ ଯାକଯମକରେ ପାଳିତ ହୋଇଯାଇଛି ବିଶ୍ୱକର୍ମା ପୂଜା । ରବିବାର ପ୍ରତ୍ୟୁଷରୁ ବିଶ୍ୱ ସର୍ଜନାର ବିନ୍ଧାଣୀ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା ପାଇଁ ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳ ଉତ୍ସବ ମୁଖର ହୋଇପଡିଥିଲା । ପଟ୍ଟାମୁଣ୍ଡାଇ ସହର ଓ ଗ୍ରାମାଂଚଳର ବିଭିନ୍ନ ସ୍ଥାନରେ ପ୍ରଭୁ ବିଶ୍ୱକର୍ମାଙ୍କ ସଦୃଶ୍ୟ ମୃଣୟ ମୂର୍ତି ଶୋଭା ପାଉଥିବାବେଳେ ଆକର୍ଷଣୀୟ ସାଜସଜ୍ଜା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ହରିଜନ ସାହିରେ ଦୀର୍ଘ ଦିନରୁ ଲାଗି ରହିଥିବା ଜଳ ନିଷ୍କାସନ ସମସ୍ୟାର ସମାଧାନ ହୋଇଛି । ଗାଁ ଦାଣ୍ଡରୁ ବର୍ଷା ପାଣି ନିଷ୍କାସନ ପାଇଁ ସରକାରୀ ଜାଗା ନ ଥିବାରୁ କିଛି ଲୋକ ସେମାନଙ୍କ ବ୍ୟକ୍ତିଗତ ଜାଗାକୁ ପାଣି ନଛାଡିବାରୁ ସମସ୍ୟା ଉପୁଜିଥିଲା । ପାଣି ଜମି ରହିଥିବାରୁ ଆସନ୍ନ ଡେଙ୍ଗୁ,ମ୍ୟାଲେରିଆ ଓ ଚର୍ମରୋଗ କୁ ଲକ୍ଷ କରି ଗ୍ରାମବାସୀ ଜିଲ୍ଲାପାଳଙ୍କ ଜନଶୁଣାଣୀ […]
ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ଭାରତୀୟ ଜନତା ପାର୍ଟି କେନ୍ଦ୍ରାପଡା ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଅଜୟ କୁମାର ବେହେରାଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୪ତମ ଜନ୍ମଦିବସ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଚନ୍ଦନନଗର ଚନ୍ଦ୍ରମଉଳି ଶୈବ ପୀଠରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀଧର ପ୍ରସାଦ ପ୍ରଧାନ, ସମ୍ପାଦକ ବିକ୍ରମ ରାଉତ ରାଏ, […]
ଶୋକାକୁଳ ପରିବେଶ, ଗୋବିନ୍ଦପୁର ଲୋକାରଣ୍ୟ, ନେତା ଓ ଜନତାଙ୍କ ସୁଅ ଚୁଟିଛି ଭୁବନେଶ୍ୱରରୁ ଆମ୍ବଲାନ୍ସ ଯୋଗେ ଚିକିତ୍ସା ପାଇଁ ବାଙ୍ଗାଲୋର ଯାଇଥିବା ପଟ୍ଟାମୁଣ୍ଡାଇ ଗୋବିନ୍ଦପୁର ଓ ଆଳି ଅଙ୍ଗାରକ୍ଷ ଅଂଚଳର ବାପା, ଦାଦା ଓ ଝିଅ ଜ୍ୱାଇଁ ୪ ଜଣ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋର ଠାରେ ଆମ୍ବଲାନସ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ମୃତକ ପଟ୍ଟାମୁଣ୍ଡାଇ ବ୍ଳକ ଗୋବିନ୍ଦପୁର ଗ୍ରାମର ବିଜୟ ନାୟକ (୫୩), ତ୍ରିଲୋଚନ ନାୟକ (୫୫) […]
କେନ୍ଦ୍ରାପଡ଼ା, ୧୬ା୯: ଦ୍ୱିତୀୟ ରାଜ୍ୟସ୍ତରୀୟ ହକି ଚମ୍ପିଆନ୍ପିସ୍ର ସବ୍-ଜୁନିଅର୍ ବାଳିକା ବର୍ଗରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣିଆ ଟିମ୍ ସେମାନଙ୍କ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶନ କରିବେ । ଆଜି ସେମାନଙ୍କୁ ଜର୍ସି ପ୍ରଦାନ କରି ପ୍ରତିଯୋଗିତାରେ ସଫଳତାର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ଜିଲ୍ଲା ହକି ଆସୋସିଏସନ୍ର ସାଧାରଣ ସମ୍ପାଦକ ତଥା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର । ଆସନ୍ତା ୧୮ ତାରିଖରେ କଳିଙ୍ଗ ଷ୍ଟାଡିୟମ୍ରେ ଜୟଶ୍ରୀ କରଙ୍କ ଅଧିନାୟକତ୍ୱରେ […]
କେନ୍ଦ୍ରାପଡ଼ା,୧୬ା୯ : ଗ୍ୟାଙ୍ଗଷ୍ଟର ସ୍ୱର୍ଗତ ହାଇଦରର ପୁଅ ଚୁନେଇ ଓରଫ ସେକ ନାସିରକୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଟାଉନ ଥାନା କେଶ ନମ୍ବର ୧୨୯/୨୦୨୦ରେ ଚୁନେଇ ଫେରାର ଥିଲା । ପୋଲିସ ଏକ ବିଶେଷ ସୁତ୍ରରୁ ଖବର ପାଇ ଟାଉନ ଥାନା ଅନ୍ତର୍ଗତ ରଣପଡା ଗ୍ରାମର ସ୍ୱର୍ଗତ ହାଇଦରର ପୁଅ ଚୁନେଇ ଓରଫ ସେକ ନାସିରକୁ ଗିରଫ କରି କୋର୍ଟ […]
କେନ୍ଦ୍ରାପଡା ଜିଲ୍ଲାରେ ଦକ୍ଷତା ବିକାଶ ଦିଗରେ କାର୍ଯ୍ୟରତ ଜନଶିକ୍ଷଣ ସଂସ୍ଥାନର ଦ୍ୱିତୀୟ ବର୍ଷର ପ୍ରଥମ ପରିଚାଳନା ପରିଷଦ ବୈଠକ ସଂସ୍ଥାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂସ୍ଥାନର ଭବିଷ୍ୟତ କାର୍ଯ୍ୟପନ୍ଥା ସହିତ ତାଲିମ ନେଉଥିବା ସମସ୍ତ ହିତାଧିକାରୀଙ୍କୁ ରୋଜଗାର କ୍ଷମ କରାଇବା ଦିଗରେ ଆଲୋଚନା ହୋଇଥିଲା । ଏଥିସହିତ ତାଲିମ ମାଧ୍ୟମରେ ଉତ୍ପାଦିତ ସାମଗ୍ରୀର ମାର୍କେଟିଂ ଏବଂ ତାଲିମ ପାଇଥିବା ଛାତଛାତ୍ରୀଙ୍କୁ ପି.ଏମ.ଇ.ଜି.ପି. ଏବଂ ପି.ଏମ.ଏଫ. […]
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି । କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଦାବି ଦିନକୁ ଦିନ ତୀବ୍ର ହେଉଥିବା ବେଳେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ନଭାଙ୍ଗିବା ଜିଲ୍ଲାବାସୀଙ୍କୁ ବିସ୍ମିତ କରିଛି । ଗତକାଲି କେନ୍ଦ୍ରାପଡାର ବର୍ତ୍ତମାନ ଓ ପୂର୍ବତନ ବିଧାୟକମାନେ ଗଣଧାରଣାରେ ଉପସ୍ଥିତ ହେବା ପରେ ଆଜି ଜିଲ୍ଲା ବିଜେପି […]
କେନ୍ଦ୍ରାପଡ଼ା, ୧୬ା୯: “ଆଇନଗତ ସାକ୍ଷରତା ମାଧ୍ୟମରେ ଓଡ଼ିଶାରେ ମହିଳା ସଶକ୍ତିକରଣ” ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦୁଇଦିନିଆ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି । ୟୁଏସ୍ କନସୁଲେଟ୍ ଜେନେରାଲଙ୍କ ସହାୟତାରେ ‘ସ୍ୱାତୀ’ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଏହି କର୍ମଶାଳାକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର ଉଦ୍ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ ମହିଳାମାନେ ଯେତେ ସାକ୍ଷର ହେବେ ସେତେ ସୁରକ୍ଷିତ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖୁଲମଖୁଲା ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ନକଲି ଔଷଦ ବଜାରରେ ବିକ୍ରି ଓ ସପ୍ଲାଇ କରାଯାଉଛି । ରୋଗରୁ ଆରୋଗ୍ୟ ଲାଭ ପାଇଁ ମନୁଷ୍ୟ ନକଲି ଡାକ୍ତର ଦେଉଥିବା ଔଷଦ ଏବେ ମୃତ୍ୟୁର କାରଣ ସାଜିପାରେ ଏହା କେହି କଳ୍ପନାରେ ସୁଦ୍ଧା ଭାବି ପାରିବେ ନାହିଁ । ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଅଂଚଳଗୁଡ଼ିକରେ ପରିଦର୍ଶନ କରିବା ସହ ଅଙ୍କୁଶ ଲଗାଇବାକୁ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ହସ୍ତାନ୍ତର ହୋଇନଥିବା ଯୋଗୁଁ ଶିକ୍ଷାଦାନ ହୋଇପାରୁନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । କେନ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ […]
ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ଆଜି ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକ ମାନଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି । ଶିକ୍ଷକ ମାନେ ସମୂହ ଛୁଟି ନେଇ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା ଧାରଣା ଆଜି ୯ ମ ଦିନରେ ପହଂଚିଛି । ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବର୍ଷାରେ ଓଦା ହୋଇ ପ୍ରତିବାଦ ଜଣାଇବା […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା । ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କ ୨୦୧୯ରେ ପରଲୋକ ହୋଇଥିଲା । […]
