ସାକ୍ଷରତା ହିଁ ସଶକ୍ତିକରଣର ଅମୋଘ ଅସ୍ତ୍ର: ଅତିରିକ୍ତ ଜିଲ୍ଲାପାଳ
କେନ୍ଦ୍ରାପଡ଼ା, ୧୬ା୯: “ଆଇନଗତ ସାକ୍ଷରତା ମାଧ୍ୟମରେ ଓଡ଼ିଶାରେ ମହିଳା ସଶକ୍ତିକରଣ” ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦୁଇଦିନିଆ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି । ୟୁଏସ୍ କନସୁଲେଟ୍ ଜେନେରାଲଙ୍କ […]
