ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳରେ ଅଘୋଷିତ ବିଦ୍ୟୁତକାଟ ହେଉଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏ ନେଇ ଅଂଚଳବାସୀ ବହୁବାର ବିଦ୍ୟୁତ ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ…
Category: ରାଜ୍ୟ
ଗଣେଶପୂଜା ସମନ୍ୱୟ ସମିତିର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୬ା୯: କେନ୍ଦ୍ରାପଡା ସହରରେ ଆସନ୍ତା ଗଣେଶପୂଜା ଉପଲକ୍ଷେ ଗଣେଶପୂଜା ସମନ୍ୱୟ ସମିତିର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଖଡିଅଙ୍ଗସ୍ଥିତ ମଣିମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସମନ୍ୱୟ ସମିତିର ସଭାପତି ଭାବଗ୍ରାହୀ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି…
ରାଜ୍ୟ ସୂଚନାକମିସନରଙ୍କ ଉଲ୍ଲେଖନୀୟ ରାୟ: ତଥ୍ୟ ନଦେବାରୁ ଏବିଇଓଙ୍କୁ ଅର୍ଥ ଦଣ୍ଡ
ଶିକ୍ଷାଗତ ଯୋଗ୍ୟତା ସମ୍ପର୍କୀୟ କେତେକ ତଥ୍ୟ ଯୁକ୍ତିଯୁକ୍ତ କାରଣ ନଥାଇ ସୂଚନା ଅଧିକାର ନିୟମ ଅନୁଯାଇ ଜ୍ୟୋତିପ୍ରକାଶ ପ୍ରଧାନଙ୍କୁ ତଥ୍ୟ ପ୍ରଦାନ ନକରିବାରୁ ରାଜ୍ୟ ସୂଚନା କମିସନର ବିକ୍ରମ ସେନାପତି ଏକ ଉଲ୍ଲେଖନୀୟ ରାୟରେ ୨୦ ହଜାର ଟଙ୍କାର ଅର୍ଥ ଦଣ୍ଡାଦେଶ…
ସନାତନ ଧର୍ମ ବିରୋଧରେ ମନ୍ତବ୍ୟ ନେଇ , ୧୦ କୋଟି ପୁରସ୍କାର ଘୋଷଣା
ସନାତନ ଧର୍ମ ବିରୋଧରେ ମନ୍ତବ୍ୟ ଦେଇଥିବା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ମୁଣ୍ଡକାଟ ଲାଗି ୧୦କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ଅଯୋଧ୍ୟାର ସନ୍ଥ ପରମହଂସ ଆଚାର୍ଯ୍ୟ । ଉଦୟନିଧିଙ୍କ ମୁଣ୍ଡକାଟ ପାଇଁ ଯଦି ଏହି ପୁରସ୍କାର ରାଶି ପର୍ଯ୍ୟାପ୍ତ ନ…
ସାରା ବିଶ୍ୱରେ ବେକାରୀ ସମସ୍ୟା ଉତ୍କଟ : ଭାରତରେ ବେକାରୀ ହାର ୮%
ନୂଆଦିଲ୍ଲୀ,୬ା୯: ସାରା ବିଶ୍ୱ ଏବେ ଗୁରୁତର ଆର୍ଥିକ ସଂକଟ ଦେଇ ଗତି କରୁଛି । ପ୍ରଥମେ କୋଭିଡ-୧୯ ଓ ତା ପରେ ଆରମ୍ଭ ହୋଇଥିବା ରୁଷ-ୟୁକ୍ରେନ ଯୁଦ୍ଧ ସାରା ବିଶ୍ୱକୁ ସଂକଟ ମୁହଁକୁ ନେଇଯାଇଛି । ଏଥିରେ ଦେଖା ଦେଇଥିବା ମାନ୍ଦାବସ୍ଥା…
ପଟ୍ଟାମୁଣ୍ଡାଇରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ପାଳିତ
ଓଡ଼ିଆ ସଂସ୍କୃତିରେ ମହାନ ଆଧ୍ୟାତ୍ମିକଧାରାର ପ୍ରତୀକ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ପଟ୍ଟାମୁଣ୍ଡାଇର ପୁରପଲ୍ଲୀରେ ବିପୁଳ ଆନନ୍ଦଉଲ୍ଲାସର ସହିତ ମହାସମାରୋହରେ ପାଳିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଅଂଚଳର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଉତିକଣର ଚନ୍ଦ୍ରମଉଳି ମନ୍ଦିର ହରପାର୍ବତୀ ମନ୍ଦିର,ଭୋଳିବାବା ମଠ, ପତିତପାବନ ମନ୍ଦିର,…
ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଗଣଧାରଣା ଦ୍ୱିତୀୟ ଦିନରେ,ପ୍ରଶାସନ ଆନ୍ଦୋଳନକାରୀ ମୁହାଁମୁହିଁ
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଜିଲ୍ଲାରେ ଥିବା ଦୟନୀୟ ସ୍ୱାସ୍ଥ୍ୟସେବାରେ ସୁଧାର ନିମନ୍ତେ ମେଡିକାଲ କଲେଜ ପ୍ରତିଷ୍ଠା ନିମନ୍ତେ ଦୀର୍ଘ ଦୁଇବର୍ଷରୁ ଅଧିକ କାଳ ଧରି ବିଭିନ୍ନ ପର୍ଯ୍ୟାୟରେ…
ବିଭିନ୍ନ ଦାବୀ ଏସ ଏସ ବି ଅଧ୍ୟାପକଙ୍କ କଳା ବ୍ୟାଚ ପରିଧାନ
ଓଡିଶାର ବିଭିନ୍ନ କଲେଜରେ ନିଯୁକ୍ତି ପାଇଥିବା ଏସ ଏସ ବି ଅଧ୍ୟାପକ ଓ ଅଧ୍ୟାପିକା ସ୍ୱଳ୍ପ ଦରମାରେ ଦୀର୍ଘ ୮ବର୍ଷ ଧରି କାର୍ଯ୍ୟ କରିଆସୁଥିଲେ ମଧ୍ୟ ସରକାର ସେମାନଙ୍କ ନାର୍ଯ୍ୟ ଦାବୀପ୍ରତି ଉଦାସୀନ ମନୋଭାବ ପୋଷଣ କରିଆସୁଥିବା ଅଭିଯୋଗ ହୋଇଛି ।…
ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଜୋରଦାର , ପ୍ରଶାସନର ବିରୋଧ ସତ୍ତ୍ୱେ ଗଣଧାରଣା ଆରମ୍ଭ,ସେପ୍ଟେମ୍ବର ୨୨ରେ ହେବ ଅର୍ଥନୈତିକ ଅବରୋଧ
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଦୀର୍ଘ ୨ବର୍ଷରୁ ଅଧିକ କାଳ ଧରି ଆନ୍ଦୋଳନ ଚାଲିଛି । ଜିଲ୍ଲାପାଳଙ୍କ ଠାରୁ ଆରମ୍ଭ କରି ରାଜଭବନ ପର୍ଯ୍ୟନ୍ତ ମିଳିତ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଜିଲ୍ଲାବାସୀଙ୍କ ପକ୍ଷରୁ ବାରମ୍ବାର ଦାବି…
ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ସଂସାଧନ ସଭ୍ୟଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ଆଜି ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପ୍ରଶିକ୍ଷଣ ଶିବିରର ଦ୍ୱିତୀୟ ଦିବସ ପ୍ରାରମ୍ଭରେ କେନ୍ଦ୍ରାପଡାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ…
ତହସିଲ କାର୍ଯ୍ୟାଳୟ ପରିସରରେ ନା ଅଛି ଶୌଚାଳୟ ନା ପାନୀୟ ଜଳର ସୁବିଧା : ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ଓ ପନୀୟ ଜଳ ସୁବିଧା ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ନୂତନ…
ଜିଲ୍ଲା ଓକିଲ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା, ୫ା୯: ଗାଜିଆ ବାଦ କୋର୍ଟ ପରସିରରେ ଆଇନଜୀବୀଙ୍କୁ କାର୍ଯ୍ୟରତ ଅବସ୍ଥାରେ ନିର୍ମମ ଭାବରେ ହତ୍ୟା କରିବା ଘଟଣାକୁ କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ନିନ୍ଦା କରିବା ସହ ଦୋଷୀକୁ ତୁରନ୍ତ ଦଣ୍ଡ ଦେବା ପାଇଁ ଦାବି କରିଛି । ଆଇନଜୀବୀମାନଙ୍କୁ…
ଗାଁକୁ ଆସୁନାହାଁନ୍ତି ଗ୍ରାମ୍ୟ କୃଷି କର୍ମଚାରୀ
ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଇଛି । ଏପରିକି ତୃଣମୂଳସ୍ତରରେ ଥିବା ଚାଷୀଙ୍କ କୃଷି ସମ୍ପର୍କିତ ସମସ୍ୟା ଦୂର କରିବା ପାଇଁ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ତେବେ ଏହା କେତେମାତ୍ରାରେ…
ବେଆଇନ ବାଲି ଚାଲାଣ ବେଳେ ତିନ ହାଇୱ୍ୱା ଜବତ
ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ଏକ ନିତିଦିନିଆ ଘଟଣା ହୋଇଗଲାଣି । ପ୍ରମୁଖ ଘାଟ ଗୁଡିକୁ ପ୍ରଶାସନ ପକ୍ଷରୁ ନିଲାମ ଦିଆଯାଇନଥିବା ବେଳେ ଚୋରା ବାଲି ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି ।…
ଜଗତଗୁରୁ ଠାକୁର ଅଭିରାମ ଆଶ୍ରମରେ ଝୁଲଣ ଯାତ୍ରା ଓ ସମ୍ବର୍ଦ୍ଧନା
ଜଗତଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ଅନ୍ୟତମ ଲୀଳାକ୍ଷେତ୍ର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଅଭିରାମ ଆଶ୍ରମରେ ଝୁଲଣ ଯାତ୍ରା ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ଜଗତଗୁରୁ ଠାକୁର ଅଭିରାମ ପରମହଂସଙ୍କ ଦୀକ୍ଷିତ ମହିୟସୀ…
ବସ ଯାତ୍ରୀଙ୍କୁ ଶୋଷଣ,ନିର୍ଦ୍ଧାରିତ ଭଡାରୁ ନେଉଛନ୍ତି ଅଧିକ
କେନ୍ଦ୍ରାପଡା ଜିଲାରେ ବସଯାତ୍ରା ସେବା ବିପର୍ଯ୍ୟସ୍ତ ହୋଇଯାଇଛି । ବସଭଡା ବାବଦକୁ ସରକାରଙ୍କ ନିରଦ୍ଧାରିତ ରେଟ ଠାରୁ ଅଧିକ ଭଡା ଜୋରଜବରଦସ୍ତ ଲୁଟି ନେଉଛନ୍ତି ବସ କର୍ମଚାରୀ । ଏଥିନେଇ ବାରମ୍ବାର ଅଭିଯୋଗ ହୋଇଥଲେ ସୁଦ୍ଧା ଜିଲା ପରିବହନ ବିଭାଗ ଚେଇଁ…
କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା, ୪ା୯: କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ପୈାରସଂସ୍ଥା ଟାଉନ୍ହଲ୍ରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ…
ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରସଂସଦ ନିର୍ବାଚନ ଓ ମହାବିଦ୍ୟାଳୟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବିରେ ବିକ୍ଷୋଭ ପ୍ରଦର୍ଶନ
କେନ୍ଦ୍ରାପଡ଼ା, ୪ା୯: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନକୁ ଯଥାଶୀଘ୍ର କରାଯିବା ଏବଂ କଲେଜରେ ହୋଇଥିବା ମହାଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବିରେ ଛାତ୍ର କଂଗ୍ରେସ ପକ୍ଷରୁ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କେନ୍ଦ୍ରାପଡା…
ଭିତରକନିକା ଜାତୀୟ ଉଦ୍ୟାନ ସହ ବନଖଣ୍ଡରେ ପକ୍ଷୀ ଗଣନା
ଭିତରକନିକାର ଡାଙ୍ଗମାଳ ଯେତିକି ପ୍ରସିଦ୍ଧ ସେତିକି ପ୍ରସିଦ୍ଧି ଲାଭକରିଛି କୁମ୍ଭୀର ପ୍ରଜନନ ପାଇଁ, ଭିତରକନିକାର ବଗଗହନ ମଧ୍ୟ ସେତିକି ପ୍ରସିଦ୍ଧି ଲାଭକରିଛି ଦେଶୀୟ ପକ୍ଷୀ ମାନଙ୍କ ପ୍ରଜନନ ପାଇଁ । ବର୍ଷାଦିନେ ଭିତରକନିକାର ବଗଗହନ ଦେଶୀୟ ପକ୍ଷୀମାନଙ୍କ କଳରବରେ ଫାଟିପଡେ ।…
କୁମ୍ଭୀର ଉପଦ୍ରବରୁ ସୁରକ୍ଷା ପାଇଁ ବନବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଏକ ନଦୀନାଳ ଘେରା ଅଂଚଳ । ସମୁଦ୍ରକୂଳବର୍ତୀ ଏହି ଅଞ୍ଚଳରେ ବ୍ରାହ୍ମଣୀ, ବୈତରଣୀ ସହ ଶାଖାନଦୀ ହଂସୁଆ, ପାଟ୍ଟାଶାଳା, ଖୋଳା ଭିତରକନିକା ଦେଇ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛନ୍ତି । ଏହି ବ୍ଲକ ତଥା ଜିଲ୍ଲାରେ…
ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପକ୍ଷରୁ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ , ମାଟିର ଗୌରବାଜ୍ୱଳ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ଦିଗରେ ପ୍ରୟାସ
କେନ୍ଦ୍ରାପଡ଼ା,୩ା୯ : କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବ ପ୍ରାଚୀନ ସାଂସ୍କୃତିକ ଅନୁଷ୍ଠାନ ଗୋକୁଳ ଚନ୍ଦ୍ର ସଂଗୀତ ସଦନ ଆନୁକୂଲ୍ୟରେ ଆଜି ଜିଲ୍ଲା ସଂସ୍କୃତି ଭବନ ଠାରେ ଏକ ଭବ୍ୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସମାରୋହକୁ କେନ୍ଦ୍ରାପଡ଼ା ପୌରାଧ୍ୟକ୍ଷା…
ପାରାଉଡାଣ ପ୍ରତିଯୋଗୀତାରେ ବିଜୟୀଙ୍କୁ ପୁରସ୍କୃତ
କେନ୍ଦ୍ରାପଡ଼ା – ଅଲ ଓଡିଶା ପିଯନ ଆସୋସିଏସନ ଓ କେନ୍ଦ୍ରାପଡ଼ା ପିଯନ କ୍ଳବର ମିଳିତ ଉଦ୍ଧ୍ୟମରେ ଆଜି ଗୌରୀଶଙ୍କର ହୋଟେଲ ପରିସରରେ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ଭିନ୍ନଭିନ୍ନ ସ୍ଥାନରେ ପାରା ଉଡ଼ା କାର୍ଯ୍ୟକ୍ରମ…
କେନ୍ଦ୍ରାପଡାରେ ଲିଗାଲ ଲିଟେରାସି ଫେଷ୍ଟିଭାଲ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ଲିଗାଲ ଲିଟେରାସି ଫେଷ୍ଟିଭାଲ(ଆଇନଗତ ସ୍ୱାକ୍ଷରତା ପାର୍ବଣ) ଅନୁଷ୍ଠିତ ହୋଇଯାଇଛି । ଏହି ବ୍ୟବସ୍ଥାକୁ ଆୟୋଜନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଆଇନ ବିଷୟରେ…
କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷେତ୍ରିୟ ମହାସଭାର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା “ଖଣ୍ଡାୟତ କ୍ଷେତ୍ରିୟ ମହାସଭା”ର ଏକ ପ୍ରସ୍ତୁତି ବୈଠକ ଆଜି ଗୋଲଖ ଚନ୍ଦ୍ର ପଢିହାରୀଙ୍କ ସଭାପତିତ୍ୱରେ କେନ୍ଦ୍ରାପଡା ସହରର ନୂଆ ବସ୍୍ଷ୍ଟାଣ୍ଡ୍ସ୍ଥିତ ହୋଟେଲ ରିଭର୍ ଭିୟୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖଣ୍ଡାୟତ…









