ନାନକାର ଗୋବିନ୍ଧଜୀଉପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲାଯିବା ପାଇଁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡା, ୩୦ା୮- ଗତକାଲି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ନାନକାର ଗ୍ରାମ କେନାଲ କଡରେ ଥିବା ଗୋବିନ୍ଦଜୀଉପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗତ ଜାନୁୟାରୀ୨୦୨୦ ମସିହା ୧୯ତାରିଖ ଠାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଶ୍ୟାମସୁନ୍ଦରପୁର ନୋଡାଲ ହାଇସ୍କୁଲ…

ବଳଦେବଙ୍କ ଜନ୍ମୋତ୍ସବ ପାଳନ

କେନ୍ଦ୍ରାପଡା ୩୦/୮- କେନ୍ଦ୍ରାପଡାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ଜନ୍ମୋତ୍ସବ ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଛି । ଆଜି ପ୍ରାତ କାଳରେ ଜୟମଙ୍ଗଳା ଆଳତୀ, ନିତିସ୍ନାନ କରାଯାଇ ଖେଚୁଡିଧୂପ ଲାଗି କରାଯାଇଥିଲା । ଏହାପରେ ଶ୍ରୀଜୀଉଙ୍କର ବସ୍ତ୍ର ଉଲ୍ଲଗୀ କରାଯିବା…

ଶ୍ରୀ ବଳଦେବଜୀଉ ଜନ୍ମ ମହୋତ୍ସବ-୨୦୨୩

କେନ୍ଦ୍ରାପଡା- ପବିତ୍ର ରକ୍ଷାବନ୍ଧନ ଉପଲକ୍ଷେ ଶ୍ରୀ ବଳଦେବଜୀଉ ରଥ ଦାଣ୍ଡରେ କେନ୍ଦ୍ରାପଡା ଜିଲ୍ଲା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସାଇନାଥ କଳା ପରିଷଦ ଆନୁକୂଲ୍ୟରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହ ଭାଗିତାରେ ଶ୍ରୀ ବଳଦେବଜୀଉ ଜନ୍ମ ମହୋତ୍ସବ-୨୦୨୩ ମହାସମାରୋହରେ…

ବାଇପାସ ପାଲଟିଛି ବସ୍‌ଷ୍ଟାଣ୍ଡ, ମୌଳିକ ସୁବିଧାରୁ ବଂଚିତ ପୌରାଂଚଳ ବାସୀ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଗୁରୁବାର ୩୫ ତମ ସ୍ୱାୟତ ଶାସନ ଦିବସ ପାଳନ କରିବ । ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇ ଗତ ୩ ଦିନ ପୁର୍ବରୁ ବିଧାୟକ, ପୌର ଅଧ୍ୟକ୍ଷ, ପ୍ରଶାସନିକ ଅଧିକାରୀ…

ଇସିଆଇ ଟିମ୍ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍େଟମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ନିରାମୟ କେନ୍ଦ୍ରରେ ମିଳୁନି ସବୁ ଔଷଧ , ଧାଡିରେ ଠିଆ ହୋଇ ନିରାଶ ହେଉଛନ୍ତି ରୋଗୀ

ସରକାରୀ ଡାକ୍ତରଖାନାରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି । କିନ୍ତୁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ଧରି ନିରାମୟ କେନ୍ଦ୍ର ଆଗରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ରୋଗୀ ଓ ସମ୍ପର୍କୀୟ । ଡାକ୍ତର ଲେଖୁଥିବା ସମସ୍ତ ଔଷଧ…

ରାଜକନିକା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ: ଅର୍ବାନ ଫୁଟବଲ କ୍ଲବ ଚମ୍ପିଆନ

କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ରାଜକନିକା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଚାଲି ଥିବା ପ୍ରଥମ ରାଜକନିକା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ ହୋଇ ଯାଇଛି । ଉଦଯାପନୀ ଖେଳ ରେ ଅର୍ବାନ ଫୁଟବଲ କ୍ଲବ କନିକା ଟାଇଟନିକ୍ସକୁ ୧-୦ ଗୋଲ…

୧୧ନଂ ୱାର୍ଡ ମିଶନଶକ୍ତି ଗୃହ ଓ ଜଳନିଷ୍କାସନ ପ୍ରକଳ୍ପ , ୧୨ନଂ ୱାର୍ଡରେ ଗୋଷ୍ଠୀ ଶୌଚାଳୟ ଉଦଘାଟନ କଲେ ବିଧାୟକ

ଆସନ୍ତା ୩୧ ତାରିଖ ସ୍ୱାୟତ ଶାସନ ଦିବସ ପାଳନ ଅବସରରେ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଇଯାଇଥିବା ବେଳେ ମଙ୍ଗଳବାର ଅପରାହ୍ନରେ ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ପୌର ପରିଷଦର ୧୧ନଂ ୱାର୍ଡ ସଂଖ୍ୟାଲଘୁ ବସ୍ତି ଓ…

ମହିଳା ପୋଷ୍ଟମାଷ୍ଟର ବେକରୁ ସୁନା ଚେନ ଲୁଟ, ଥାନାରେ ଏତଲା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୋଷ୍ଟମାଷ୍ଟରଙ୍କ ବେକରୁ ଲୁଟେରାମାନେ ସୁନା ଚେନ ଲୁଟି ନେଇଥିବା ନେଇ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ ହୋଇଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା ରୁଜୁ କରି ଲୁଟ ମାମଲାର ତଦନ୍ତ ଚଳାଇଛି ।…

ଏଥର ଝଲସିବ ମଢିଆଳ ଗଙ୍ଗାଭାଗୀରଥର ଚାନ୍ଦି ମେଢ

କେନ୍ଦ୍ରାପଡ଼ା,୨୯ା୮: ଏଥର ଆହୁରି ଝଲସିବ କେନ୍ଦ୍ରାପଡା ସହରର ମଢିଆଳସ୍ଥିତ ଗଙ୍ଗାଭାଗୀରଥ ପୂଜା କମିଟି ପକ୍ଷରୁ ପ୍ରସ୍ତୁତ ଚାନ୍ଦି ମେଢ । ନୂଆ ରୂପରେ ଏଥର ଚମକିବ ଗଙ୍ଗାଭାଗୀରଥ ମେଢ । ପୂର୍ବରୁ ଏହି ମେଢର ୧କ୍ୱିଣ୍ଟାଲ ୨୦କେଜିର ଚାନ୍ଦି ମେଢ ଥିଲା…

ଜିଲ୍ଲା କଳା ସାହିତ୍ୟ ଓ ସଂସ୍କୃତି ପରିଷଦର ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୨୯ା୮: କେନ୍ଦ୍ରାପଡା ଜିଲ୍ଲା କଳା ସାହିତ୍ୟ ଓ ସଂସ୍କୃତି ପରିଷଦର କଳାକାରମାନେ ବିଭିନ୍ନ ଦାବିପୂରଣ ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପରିଷଦର ସଭାପତି ସୁବ୍ରତ କୁମାର ରାଉତଙ୍କ ନେତୃତ୍ୱରେ କଳାକାରମାନେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅନୁପସ୍ଥିତିରେ…

ଜାତୀୟ କ୍ରୀଡ଼ା ଦିବସ-୨୦୨୩,ଧ୍ୟାନଚାନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ କ୍ରୀଡ଼ାବିତ୍‌: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ତା୨୯/୦୮: କେନ୍ଦ୍ରାପଡ଼ା ଜିଲ୍ଲା କ୍ରୀଡ଼ା ବିଭାଗ ଓ ହକି ଆସୋସିଏସନ୍ ମିଳିତ ଆନୁକୂଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ୨୦୨୩ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଦିବସରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)…

ଶରଣାର୍ଥୀମାନଙ୍କୁ ଥଇଥାନ ଦାବିରେ ସାମ୍ବାଦିକ ସମ୍ମିଳନୀରେ ପ୍ରତିବାଦ

କେନ୍ଦ୍ରାପଡା, ୨୮/୮- କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକର ରାମନଗର, ଖରିନାସୀ, ବତୀଘର ଗ୍ରାମପଞ୍ଚାୟତର ଗ୍ରାମବାସୀମାନେ ୧୯୫୦ ମସିହାରୁ ସେଠାରେ ବସବାସ କରିଆସୁଛନ୍ତି । କେନ୍ଦ୍ରାପଡାରେ ଏକ ସମ୍ବାଦିକ ସମ୍ମିଳନୀରେ ସେମାନେ ସୂଚନା ଦେଇଥିଲେ ଯେ ୧୯୪୭ ମସିହାରେ ଭାରତ ପାକିସ୍ଥାନ ବିଭକ୍ତ…

ବିଜେଡି ବ୍ଲକ ସଭାପତିରୁ ହଟିଲେ ଅଶୋକ; ନିରଞ୍ଜନଙ୍କୁ ମିଳିଲା ଦାୟିତ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଜେଡି ସଭାପତି ପଦରୁ ଅଶୋକକୁମାର ପ୍ରତିହାରୀଙ୍କୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ବ୍ଲକ ବିଜେଡି ଉପସଭାପତି ଥିବା ନିରଂଜନ ରାଉତଙ୍କୁ ସଭାପତି ଭାବେ ମନୋନୀତ କରାଯାଇଛି । ବିଜୁ ଜନତା ଦଳର ତିନି ତିନିଥର…

ରାଜ୍ୟ ସ୍ତରୀୟ ଓକା ଆଇଡଲ ପ୍ରତିଯୋଗୀତା ଓ ସମ୍ବର୍ଦ୍ଧନା ମହୋତ୍ସବ

କେନ୍ଦ୍ରାପଡା ୨୮/୮- କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ସଂଙ୍ଗୀତ ମୁର୍ଚ୍ଛନା ଓ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ପକ୍ଷରୁ ଓକା ଆଇଡଲ ପ୍ରତିଯୋଗୀତା ଓ ସମ୍ବର୍ଦ୍ଧନା ଉତ୍ସବ ବଲାଙ୍ଗିର ଜିଲ୍ଲାର ଟାଉନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ପଡୋଶୀ ନାଲିବତୀ ଗାଡିରୁ ବଟିକା ଖାଇ ଫେରିଛନ୍ତି ରାଜନଗର ନେତା , ବିଧାୟକ ଟିକେଟ ଆଶାରେ ନେତା ଓ କର୍ମୀ

କେନ୍ଦ୍ରାପଡା,୨୮ା୮; ବଦଳିବ କି ରାଜନଗରର ରାଜନୈତିକ ଚିତ୍ର । ଶାସକ ଦଳରେ ଗୋଷ୍ଠୀ କନ୍ଦଳ ସାମାଜିକ ଗଣମାଧ୍ୟମରେ ଦଳୀୟ ନେତା ଓ କର୍ମୀଙ୍କ ମଧ୍ୟରେ ଚାଲିଥିବା କଥାକଟାକଟି ଏହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି । ସାଧାରଣ ନିର୍ବାଚନକୁ ଆଉ ଅଳ୍ପଦିନ ବାକି…

ବିଜୁପଟ୍ଟନାୟକ ସାହସିକତା ପୁରସ୍କାର ଅଦମ୍ୟ ସାହସ, ସେବା ଓ ତ୍ୟାଗ ପାଇଁ ସୁଦର୍ଶନ ଏବଂ ସରୋଜଙ୍କୁ ମିଳିବ ପୁରସ୍କାର

କେନ୍ଦ୍ରାପଡ଼ା, ତା୨୮/୦୮: ଅଦମ୍ୟ ସାହସ ଓ ନିର୍ଭୀକତାର ପରିଚୟ ଦେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସ୍ୱର୍ଗତ ସୁଦର୍ଶନ ସ୍ୱାଇଁ ଏବଂ ସ୍ୱର୍ଗତ ସରୋଜ କୁମାର ଦାସଙ୍କୁ ମିଳିବ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର । ଜାତୀୟ କ୍ରୀଡ଼ା ଦିବସ (ଅଗଷ୍ଟ୨୯)…

ପଟ୍ଟାମୁଣ୍ଡାଇ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ

ପଟ୍ଟାମୁଣ୍ଡାଇ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ସ୍ଥାନୀୟ ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପ୍ରଫେସର ଭରତ ପାତ୍ର, ପ୍ରଫେସର କୈଳାଶ ପାତ୍ର, ପ୍ରାଧ୍ୟାପକ ଗୋଲକ ମହାରଣା, ପଣ୍ଡିତ ତ୍ରୈଲୋକ୍ୟ…

ଧୋୟାଂଚଳ ବିଜେଡିର ବନ୍ଧୁମିଳନ

କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଂଚଳର ଦାଣ୍ଡିସାହି ଠାରେ ଆଜି ଧୋୟାଂଚଳ ବିଜେଡି ପକ୍ଷରୁ ଏକ ବନ୍ଧୁମିଳନର ଆୟୋଜନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲଙ୍କ ପୌରହିତ୍ୟ ଓ ପେଣ୍ଠପାଳ ସମିତିସଭ୍ୟ ଶଶାଙ୍କ ଶେଖର…

ଶ୍ରୀ ବିନୋଦବିହାରୀ ମନ୍ଦିରରେ ଝୁଲଣ ଯାତ୍ରା

କେନ୍ଦ୍ରାପଡ଼ା,୨୭/୮: ଆଜି ପବିତ୍ର ଶ୍ରାବଣ ଶୁକ୍ଳ ଏକାଦଶୀ ଉପଲକ୍ଷେ କେନ୍ଦ୍ରାପଡା ସହର ଗଣାମାହାଲସ୍ଥିତ ଶ୍ରୀ ବିନୋଦବିହାରୀ ମନ୍ଦିରରେ ରାଧାକୃଷ୍ଣଙ୍କର ଝୁଲଣ ଯାତ୍ରା ଆରମ୍ଭ ହୋଇଛି । ଏହି ଅବସରରେ ସନ୍ଧ୍ୟା ଆଳତୀ ବଢିବା ପରେ ରାଧାକୃଷ୍ଣଙ୍କୁ ଭୂଷିତ କରାଯାଇ ଝୁଲଣ ମଣ୍ଡପକୁ…

ବୃକ୍ଷରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡାର ସ୍ୱାଧିନତା ସଂଗ୍ରାମୀ ଦୁର୍ଯ୍ୟୋଧନ ପଣ୍ଡା ସ୍ମୃତି କମିଟି ତରଫରୁ ସ୍ମୃତି କମିଟିର ସଭାପତି ବରିଷ୍ଟ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ନେତୃତ୍ୱରେ ଗରାପୁରସ୍ଥ କାଳୀ ମନ୍ଦିରଠାରୁ କୋଠିଛକ ଯାଏ ବୃକ୍ଷରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…

ଧୋୟାଞ୍ଚଳ ବିଜେଡି ବନ୍ଧୁମିଳନକୁ ନେଇ ରାଜନୈତିକ ଭୁକମ୍ପ

ଆଗାମୀ ସାଧାରଣ ନିର୍ବାଚନକୁ ନେଇ ସାଧାରଣ ଚର୍ଚ୍ଚା ଜୋର ଧରିଥିବାବେଳେ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳରେ ରାଜନୈତିକ ବାତାବରଣ ଧୀରେ ଧୀରେ ସରଗରମ ହେବାରେ ଲାଗିଛି । କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଠାରେ…

କେନାଲରେ ପର୍ଯ୍ୟପ୍ତ ପରିମାଣରେ ପାଣି ଅଛି ; କ୍ଷେତରେ ପହଁଚି ପାରୁନି

  ଉପର ମୁଣ୍ଡ ଜମି ଶୁଖିଲା ପଡିଛି ଖାଲୁଆ ଜମିରେ ପାଣି ଲହରି ମାରୁଛି ଡ୍ରେନେଜ ନାଳ ପୋତି ହେଲାଣି କାଡା କେନାଲର ସତା ନାହିଁ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚଳିତ ଖରିଫ୍ ଚାଷ ବିଳମ୍ବରେ ଆରମ୍ଭ ହୋଇଛି ।…

“ଫେରିଆସ ଡାକ୍ତର” ପୁସ୍ତକ ଉନ୍ମୋଚିତ ଓ ସ୍ମୃତି ସଭା

କେନ୍ଦ୍ରାପଡ଼ା, ୨୭ା୮: ଡ଼ାକ୍ତର ବୈଷ୍ଣବ ପରିଡା ଥିଲେ ସର୍ବୋଚ୍ଚ ମାନବୀୟ ଆଦର୍ଶ ସେବା, ସଂକଳ୍ପ ଓ ଉତ୍ସର୍ଗର ସର୍ବଶ୍ରେଷ୍ଠ ରୂପକାର । ତାଙ୍କ ପରି ମଣିଷ ଆଜିର ସଂସାରରେ ବିରଳ ଓ ସମାଜର ଅମୂଲ୍ୟ ସମ୍ପଦ ବୋଲି ନିସ୍ୱାର୍ଥପର ସେବକ ଡାକ୍ତର…