କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର ସଂସଦର ସଭାପତି ଡଃ ବାସୁଦେବ ଦାସଙ୍କ ପୌରୋହିତ୍ୟରେ ଆଜି ଅପରାହ୍ନରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ…
Category: ରାଜ୍ୟ
ଶ୍ରୀକ୍ଷେତ୍ରରୁ ବଡଭାଇଙ୍କ ପାଇଁ ତୁଳସୀକ୍ଷେତ୍ର ଆସିଲା ପାଟ୍ଟରାକ୍ଷୀ
କେନ୍ଦ୍ରାପଡ଼ା, ୨୭ା୮: ସମଗ୍ର ବିଶ୍ୱକୁ ପ୍ରେମ ବନ୍ଧନରେ ବାନ୍ଧିରଖି ଏକ ସୁସ୍ଥ ସମାଜ ଗଠନର ବାର୍ତ୍ତା ପ୍ରଦାନ ନିମନ୍ତେ ମହାପ୍ରଭୁ ଜଗତରନାଥ ଜଗନ୍ନାଥ ଶ୍ରୀମନ୍ଦିରରେ ତାଙ୍କର ମାନବୀୟ ଲୀଳା କରୁଛନ୍ତି । ସେଥିମଧ୍ୟରେ ଭାଇ ଓ ଭଉଣୀର ଅତୁଟ ପ୍ରେମ ବନ୍ଧନର…
କୋଇଲା ବୋଝେଇ ଗାଡି ଜବତ, ଚାଳକ ଫେରାର
କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡା ସଦର ପୁଲିସ ଆଜି ସକାଳେ ଏକ ବେଆଇନ କୋଇଲା ବୋଝେଇ ପିକ୍ ଅପ୍ ଭ୍ୟାନ୍ କୁ ଜବତ କରିଛି । ଗାଡି ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ…
ତିନି ୱାରେଣ୍ଟି ଗିରଫ
କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ସଦରଥାନା ପୋଲିସ ଆଜି ତିନି ଜଣ ୱାରେଣ୍ଟିକୁ ଗିରଫ କରି କୋର୍ଟ ଚାଲାଣ କରିଛି । କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ କଦଳୀବାଡି ଗ୍ରାମର ବାପା ପୁଅ ଓ ମା କୁ ଏକ ବଧୁ ନିର୍ଯ୍ୟାତନା ଅଭିଯୋଗରେ ଗିରଫ…
କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ତେଜିଲା
କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ମିଳିତ କ୍ରୀୟାନୁଷ୍ଠାନ କମିଟିର ଏକ ବୈଠକ ବିକାଶ ସାମ୍ମୁଖ୍ୟ କାର୍ଯ୍ୟାଳୟ ପରିସରରେ ପ୍ରଫେସର ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମ୍ପାଦକ ଆଇନଜୀବୀ ରମଣୀରଞ୍ଜନ…
ମାଇଁ ଏନ୍.ସି.ସି ଆଲୁମିନି ଆସୋସିଏସନ୍ ପକ୍ଷରୁ “ହର ଘର ଏକ ପୌଧା” ୪୫ହଜାରରୁ ଉର୍ଦ୍ଧ୍ୱ ଚାରା ରୋପଣ
କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଞ୍ଜିକୃତ ସଂସ୍ଥା ମାଇଁ ଏନ୍.ସି.ସି ଆଲୁମିନି ଆସୋସିଏସନ୍ ପକ୍ଷରୁ ଅଗଷ୍ଟ ୧ ତାରିଖରୁ ୧୫ତାରିଖ ପର୍ଯ୍ୟନ୍ତ ଚାଲିଥିବା “ହର ଘର ଏକ ପୌଧା” ଅନ୍ତର୍ଗତ ଏକ ବିଶାଳ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ…
ଜାଲିଆତି ଓ ଠକେଇ ଶେଷରେ ମହଙ୍ଗା ପଡ଼ିଲା ନବଯୁଗ ଇନଫୋଟେକ୍ ର ଜିଲ୍ଲା ମୁଖ୍ୟ ଓ ସହଯୋଗୀ ଗଲେ ଜେଲ୍
କେନ୍ଦ୍ରାପଡା, ୨୬ା୮ – କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ମିଥ୍ୟା ତଥ୍ୟ ଓ ଜାଲି କାଗଜପତ୍ର ଦେଖାଇ ଚଂଚକତା ଉପାୟରେ ଅନୁମତି ନେବା ସହିତ ଡିଜିଟାଲ ଡୋର ନମ୍ବର କରିବା ଆଳରେ ଲୋକଙ୍କୁ ଠକେଇ କରିବା ଶେଷରେ ନବଯୁଗ ଇନଫୋଟେକ ପ୍ରାଇଭେଟ ଲିମିଟେଡ…
ବଡ଼ଭାଇ ମାଡ଼ଖାଉଥିବା ଦେଖି ବିରୋଧ କରିବା କାଳ ହେଲା,ସାନଭାଇକୁ ଲୁହାରଡ୍ରେ ପିଟି ମାରିଦେଲେ ଦୁର୍ବୁତ୍ତ
କେନ୍ଦ୍ରାପଡ଼ା,୨୬ା୮: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଡ଼ଭାଇକୁ କେତେଜଣ ଦୁର୍ବୁତ୍ତ ମାରୁଥିବା ଦେଖି ସାନଭାଇ ପ୍ରତିରୋଧକରିଥିଲେ । ଯାହାର ପରିଣାମସ୍ୱରୂପ ଦୁର୍ବୁତ୍ତମାନେ ତାଙ୍କୁ ଲୁହାରଡ୍ରେ ପିଟିପିଟି ମାରିଦେଇଛନ୍ତି । ଅଭିଯୋଗ…
ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ହତ୍ୟାକାରୀ ନୀତି ପାଇଁ ସି.ପି.ଆଇ.ର ଲଢେଇ ଡାକରା
କେନ୍ଦ୍ରାପଡ଼ା, ୨୫ା୮: ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ମାରଣ ନୀତି ପାଇଁ ସି.ପି.ଆଇ. ଲଢେଇ ଡାକରା ଦେଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସି.ପି.ଆଇ.)ର କେନ୍ଦ୍ରାପଡା ଜିଲ୍ଲା ପରିଷଦ ବୈଠକ ବିକାଶ ସାମୁଖ୍ୟ କାର୍ଯ୍ୟାଳୟ ପରିସରରେ ସଭାପତି ସାଥି ବାବାଜୀ…
ପାଟନାଳିରେ ପସିଲା କୁମ୍ଭୀର, ଆତଙ୍କରେ ସାଧାରଣ ଲୋକେ କୁମ୍ଭୀରକୁ ଧରିବାକୁ ଆସି ବନବିଭାଗ ବିଫଳ
ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବ ନଗର ଗ୍ରାମ ପାଖ ଏକ ପାଟ ନାଳିରେ ଗୁରୁବାର ସଂନ୍ଧ୍ୟାରେ ଏକ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନବିଭାଗକୁ ଖବର ଦେଇଥିଲେ । ଆଜି ବନବିଭାଗ କର୍ମଚାରୀ ମାନେ ଆସି କୁମ୍ଭୀରକୁ ଉଦ୍ଧାର କରବାକୁ…
ଅଷ୍ଟମ ଦିନରେ ପଞ୍ଚାୟତ ଅଧିକାରୀ ସଂଘର ଧାରଣା
କେନ୍ଦ୍ରାପଡ଼ା, ୨୫ା୮: ନିଖିଳ ଉତ୍କଳ ପଞ୍ଚାୟତ ଅଧିକାରୀ ସଂଘର ଆହ୍ୱାନରେ ଜିଲ୍ଲାର ଶତାଧିକ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଦୁଇ ଦଫା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଅଷ୍ଟମ ଦିନରେ ପହଞ୍ଚିଛି । ଆଜି ସେହି ଧାରଣା ସ୍ଥଳରେ ପୂର୍ବତନ ମନ୍ତ୍ରୀ…
କେନ୍ଦ୍ରାପଡା ଜିଲ୍ଲା ମହିଳା ବିଜେଡିର ଟିମ୍ ଘୋଷିତ
କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ମହିଳା ଟିମ୍ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରାଙ୍କ ସୁପାରିଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘୋଷଣା କରାଯାଇଛି । ଜିଲ୍ଲା ସଭାପତି- ରୋସନା ସାହୁ, ଉପସଭାପତି- ଲତିକା ସାହୁ, ବୈଜୟନ୍ତୀବାଳା ଲେଙ୍କା, କବିତା…
ମଦନପୁର କଲେଜ ୪୩ତମ ପ୍ରତିଷ୍ଠା ଦିବସ,ଶିକ୍ଷା ହେଉଛି ବିକାଶ ଓ ପରିବର୍ତନର ମାର୍ଗଦର୍ଶକ
ଶିକ୍ଷା ହେଉଛି ବିକାଶ ଓ ସାମାଜିକ ପରିବର୍ତନର ମାର୍ଗଦର୍ଶକ ବୋଲି ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର କଲେଜର ୪୩ତମ ପ୍ରତିଷ୍ଠା ଦିବସ ଓ ପ୍ରତିଷ୍ଠାତା ସ୍ୱର୍ଗତ ବୈକୁଣ୍ଠ ପ୍ରଧାନଙ୍କ ପ୍ରତିମର୍ତି ଉନ୍ମୋଚନ ଉତ୍ସବରେ ମୁଖ୍ୟଅତିଥି ଭାବେ…
ଚନ୍ଦ୍ରଯାନ-୩ ସଫଳତା ପଛରେ ପଟ୍ଟାମୁଣ୍ଡାଇର ଯୁବ ବୈଜ୍ଞାନିକ. ଛୁଟୁଛି ଶୁଭେଚ୍ଛାର ସୁଅ
ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି । ଏହି ଅବିସ୍ମରଣୀୟ ସଫଳତା ପାଇଁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଦେଶର କୋଣ ଅନୁକୋଣରୁ ଧନ୍ୟବାଦର ସୁଅ ଛୁଟୁ ଥିବାବେଳେ ଇସ୍ରୋରେ ବୈଜ୍ଞାନିକ ଫ୍ଲାଇଙ୍ଗ ଜୋନ୍ରେ…
ପଟ୍ଟାମୁଣ୍ଡାଇ କଲେଜରେ କୌଶଳ ବିକାଶ କାର୍ଯ୍ୟକ୍ରମ
ଉତ୍କଳ ବିଶ୍ୱ ବିଦ୍ୟାଳୟ କୌଶଳ ବିକାଶ କେନ୍ଦ୍ର ଓ ପଟ୍ଟାମୁଣ୍ଡାଇ କଲେଜ ଆକ୍୍ୟୁଏସି ପଦାର୍ଥବିଜ୍ଞାନ, ରାଜନୀତିବିଜ୍ଞାନ ଓ ବାଣିଜ୍ୟ ବିଭାଗ ମିଳିତ ସହଯୋଗରେ କଲେଜ ପରିସରରେ ଏକ କୌଶଳ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର…
ବରିଷ୍ଠ ନାଗରିକ ମଂଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ବିଶିଷ୍ଟ ବାମପନ୍ଥୀ ନେତା ଦିବଂଗତ ବାବାଜୀ ପରିଡା,ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ସୁରେଶ ମଦନରାୟ,ହରେକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ସ୍ଥାନୀୟ ଟାଉନ କ୍ଳବ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି…
ଶୁଖିଲା ପଡିଛି କେନାଲ; ଦୁଇଶହ ଏକର ଚାଷ ଜମି ପଡିଆ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରୁ ବାହାରିଥିବା ୧୫ନଂ କେନାଲର ଶାଖା ଅଠରବାଟିଆ ମାଇନର୍ କେନାଲ ଶୁଖିଲା ପଡିଛି । ଫଳରେ ୨ ଶହ ଏକରରୁ ଉର୍ଦ୍ଧ୍ୱ ଚାଷ ଜମିରେ ରୁଆ ପୋତା କାର୍ଯ୍ୟ ହୋଇପାରିନାହିଁ । ବର୍ଷା ପାଣିକୁ ଭରସା…
କେନ୍ଦ୍ରାପଡ଼ାକୁ ତୁରନ୍ତ ପାସେଞ୍ଜର ଟ୍ରେନ ଚାଲୁ କରିବା ପାଇଁ ସଚେତନ ନାଗରିକ ମଂଚର ଦାବି
କେନ୍ଦ୍ରାପଡ଼ା, ୨୩ା୮: ଦୀର୍ଘଦିନ ଧରି କେନ୍ଦ୍ରାପଡା ଜିଲ୍ଲା ରେଳ ଦେଖିନଥିଲା ମାତ୍ର ୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ମାଲବାହି ରେଳ ଚାଲିଲେ ମଧ୍ୟ ଏ ପର୍ଯ୍ୟନ୍ତ ଯାତ୍ରୀବାହୀ ରେଳ ଚାଲି ପାରିଲା ନାହିଁ । ଯଦି ଆସନ୍ତା ଅକ୍ଟୋବର ମାସ…
ଚନ୍ଦ୍ରଯାନ-୩ର ସଫଳ ଅବତରଣ ପାଇଁ ଶିବାନନ୍ଦ ଆଶ୍ରମ ପକ୍ଷରୁ ସାମୁହିକ ପ୍ରାର୍ଥନା
କେନ୍ଦ୍ରାପଡ଼ା,୨୩ା୮ : ଚନ୍ଦ୍ରଯାନ-୩ର ନିରାପଦ ଓ ସଫଳ ଅବତରଣ ନିମନ୍ତେ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ, କେନ୍ଦ୍ରାପଡାର ଶିବାନନ୍ଦ ଆଶ୍ରମ ଓ ଶିବାନନ୍ଦ ବିଦ୍ୟାମନ୍ଦିର ପକ୍ଷରୁ ସାମୁହିକ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଦିବ୍ୟଜୀବନ ସଙ୍ଘର ସଭାପତି ଶ୍ରୀମା…
ପଟ୍ଟାମୁଣ୍ଡାଇ ନୂତନ ବସଷ୍ଟାଣ୍ଡର ଭିଡିଓ କନଫରେନ୍ସରେ ଶୁଭ ଦେଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାସୀଙ୍କୁ ଉତମ ପରିବହନ ସେବା ଯୋଗାଇବା ପାଇଁ ପଟ୍ଟାମୁଣ୍ଡାଇ ଠାରେ ଏକ ଅତ୍ୟାଧୁନିକ ସରକାରୀ ବସଷ୍ଟାଣ୍ଡ ନିର୍ମାଣ କରିବାକୁ ଅଂଚଳ ବାସୀ ଦୀର୍ଘଦିନର ଦାବୀ କରିଆସୁଥିଲେ । ଅଂଚଳବାସୀଙ୍କ ଦାବୀକୁ ଗୁରୁତ୍ୱ ଦେଇ ରାଜନଗର ବିଧାୟକ ଧ୍ରୁବ…
ଇତିହାସ ରଚିଲା ଭାରତ : ଚନ୍ଦ୍ରପୃଷ୍ଠରେ ଓହ୍ଲାଇଲା ଚନ୍ଦ୍ରଯାନ-୩, ଏହା ଭାରତର ଉଦୟର କ୍ଷଣ ବୋଲି କହିଲେ – ପ୍ରଧାନମନ୍ତ୍ରୀ
ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ୱର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି । ପୂର୍ବରୁ…
ଟ୍ରଷ୍ଟ ପକ୍ଷରୁ ସହାୟତା ପ୍ରଦାନ
କେନ୍ଦ୍ରାପଡ଼ା,୨୨ା୮ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ରୋଗୀ ଓ ଅନ୍ୟ ଜଣେ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଡଃ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ…
ପୂଜ୍ୟପୂଜାର ସ୍ମୃତି ସଂରକ୍ଷଣ ପାଇଁ ଉଦ୍ୟମ
କେନ୍ଦ୍ରାପଡ଼ା,୨୨ା୮ : ଜିଲ୍ଲା ପ୍ରତିଭା ପୂଜା ସଂସଦ, କେନ୍ଦ୍ରାପଡା ପକ୍ଷରୁ ପୂଜ୍ୟପୂଜାର ସ୍ମୃତିକୁ ସଂରକ୍ଷଣ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ପୁରାତନ ସ୍ମୃତି ଫଳକର ରକ୍ଷଣାବେକ୍ଷଣ କରାଯିବାର ଆବଶ୍ୟକତାକୁ ଉପଲବ୍ଧି କରିବା…









