ଡକାୟତ କରିବା ଯୋଜନା ବେଳେ ପୋଲିସର ଚଢାଉ , ୪ ଲୁଟେରା ଗିରଫ ମୋବାଇଲ ସହିତ ସ୍କୁଟି ଜବତ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଚଳ ପୋଲିସକୁ ଏକ ସଫଳତା ମିଳିଛି । ଗତ କିଛିଦିନ ହେବ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚୋରି, ରାହାଜାନି ଲୁଟ୍ ଭଳି ଘଟଣା ଘଟାଉଥିବା ଏକ ଡକାୟତ ଗ୍ୟାଙ୍ଗର ୪ ଅଭିଯୁକ୍ତଙ୍କୁ […]
