ବାଲିପାଟଣାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର
ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉତ୍କଳ ହସ୍ପିଟାଲର ଅଭିଜ୍ଞ ଡାକ୍ତର ଦୀପକ […]
ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉତ୍କଳ ହସ୍ପିଟାଲର ଅଭିଜ୍ଞ ଡାକ୍ତର ଦୀପକ […]
କେନ୍ଦ୍ରାପଡ଼ା,୨୩ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଏକ ବନ୍ଧୁତ୍ୱପୂର୍ଣ୍ଣ ବାଳିକା ଫୁଟବଲ ମ୍ୟାଚ୍ ରବିିବାର ସନ୍ଧ୍ୟାରେ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ […]
କେନ୍ଦ୍ରାପଡା,୨୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଠାରେ ମୁର୍ଛନା ଏବଂ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ଗୋବରୀ ମହୋତ୍ସବ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୁର୍ଛନାର ନିର୍ଦେଶକ ବସନ୍ତ କୁମାର ଦାସଙ୍କ ପୈାରହିତ୍ୟରେ ଏବଂ […]
କେନ୍ଦ୍ରାପଡ଼ା,୨୩ା୨: ପାରାଦ୍ୱୀପ-ହରିଦାସପୁର ରେଳପଥରେ କେନ୍ଦ୍ରାପଡା ଷ୍ଟେସନ୍ରୁ କଟକରୁ ଭୁବନେଶ୍ୱର ଡେଲି ପାସେଞ୍ଜର ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ସମାଜସେବୀ ସମୀର ଚାନ୍ଦ କେନ୍ଦ୍ରାପଡା ଷ୍ଟେସନ୍ ମାଷ୍ଟର୍ କାହ୍ନୁଚରଣ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । […]
ପଟ୍ଟାମୁଣ୍ଡାଇ ୨୨/୨ – ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବିଲିକଣା ପଂଚାୟତ ଧଣିଆପଲ୍ଲୀ ଗ୍ରାମରେ ଶନିବାର ଏକ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଅଭିଯୋଗ […]
କେନ୍ଦ୍ରାପଡା,୨୨ା୨: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦ୍ଦେଶ ନମିଳିବାରୁ ଆସନ୍ତା ୨୪ତାରିଖରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବାକୁ କେତେକ ହିତାଧିକାରୀ ପ୍ରଶାସନକୁ ଚେତାବନୀ ଦେଇଛନ୍ତି । ଘଟଣାରୁ […]
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଧାନମଣ୍ଡିରେ ଚାଷୀମାନଙ୍କୁ ଶୋଷଣ କରାଯାଉଥିବା ନେଇ ବେଷାମରିକ ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି । ନବନିର୍ମାଣ କୃଷକ ସଙ୍ଘର ଏକ ପ୍ରତିନିଧିଦଳ ଏହି ଅଭିଯୋଗ ଆଣିଛନ୍ତି […]
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା […]
କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆଜାଦ୍ […]
ପଟ୍ଟାମୁଣ୍ଡାଇ ତା ୨୧/୯-ପଟ୍ଟାମୁଣ୍ଡାଇ କୋର୍ଟ ପରିସରରୁ ଆଜି ସନ୍ଧ୍ୟା ସମୟରେ ଏକ ହିରୋ ହୋଣ୍ଡା ମୋଟର ସାଇକେଲ ଚୋରୀ ହୋଇଯାଇଛି I ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ ହୋଇଛି I ସ୍ଥାନୀୟ […]
ପଟ୍ଟାମୁଣ୍ଡାଇ : ୨୧/୦୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ହାଇସ୍କୁଲରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୈାରହିତ୍ୟରେ ଆୟୋଜିତ […]
ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କଳସ ଶୋଭାଯାତ୍ରାରେ […]
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ […]
କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀକୁ ଉଦଘାଟନ କରି ଜିଲ୍ଲା […]
କେନ୍ଦ୍ରାପଡ଼ା,୨୧ା୨: ସାଇ ଗ୍ରୁପ ଅଫ ଇନ୍ଷ୍ଟିଚ୍ୟୁସନ୍ ପକ୍ଷରୁ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରୁପ୍ର ଅଧ୍ୟକ୍ଷ ଚନ୍ଦ୍ରଶେଖର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ […]
ସ୍ୱାଧୀନତା ସଂଗ୍ରାମୀ ଅକ୍ରୁର ଚରଣ ଜେନାଙ୍କ ଶ୍ରଦ୍ଧାଞ୍ଜଳୀ ସଭା କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡ଼ାର ଅସ୍ମିତା, ଗର୍ବ ଗୌରବ ଭୂମିପୁତ୍ର, ପରିବେଶବିତ୍ ତଥା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଅକ୍ରୁର ଚରଣ ଜେନାଙ୍କ ୪୯ତମ ଶ୍ରଦ୍ଧାଞ୍ଜଳୀ ସଭା ଆଜି […]
ପଟ୍ଟାମୁଣ୍ଡାଇ ୧୯/୨ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଦିନିଆ ଘଡଘଡି ସହ ବର୍ଷା ଓ କେତେକ ସ୍ଥାନରେ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଅଧଘଂଟା ଧରି ବର୍ଷା ହେବାରୁ […]
କେନ୍ଦ୍ରାପଡା,୧୯ା୨: କନ୍ଦ୍ରୋପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗ ପୁରାତନ ଛାତ୍ରମାନଙ୍କ ଆଲୁମିନି ମିଟ୍ ସଭାପତି କୈଳାସ ଚନ୍ଦ୍ର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା […]
କେନ୍ଦ୍ରାପଡା,୧୯ା୨: ଆଳି ବ୍ଲକର ବିଜେଡି ଯୁବ ସଭାପତି କେଦାରନାଥ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରୁନାହିଁ। ଯାହା ଫଳରେ ଏହି ଅଭିଯୁକ୍ତମାନେ ଅଭିଯୋଗକାରୀଙ୍କୁ ମାମଲା ଉଠାଇଦେବା ପାଇଁ ହତ୍ୟା ଧମକ […]
ପଟ୍ଟାମୁଣ୍ଡାଇ ୧୭/୨ – ଦେଶ ସ୍ୱାଧିନତା ପରେ ଓଡିଶାର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ମଧ୍ୟରୁ ପଟ୍ଟାମୁଣ୍ଡାଇ ନିର୍ବାଚନ ମଣ୍ଡଳୀ ଗୁରୁତ୍ୱ ବହନକରି ଆସୁଥିଲା । ୨୦୦୮ରେ ସୀମା ନିର୍ଦ୍ଧାରଣ ବେଳେ ପଟ୍ଟାମୁଣ୍ଡାଇ ବାଦ୍ ଦିଆଯାଇ […]
କେନ୍ଦ୍ରାପଡା,୧୮ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଅନୁରୋଧ କ୍ରମେ ଜିଲ୍ଲା କୋଷାଗାର ତରଫରୁ ପେନ୍ସନ୍ଭୋଗୀଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ଶିବିର କୋଷାଗାର କାର୍ଯ୍ୟାଳୟ ପରିସରରେ ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ […]
କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଯୋଗଦେଇ ଶିକ୍ଷାର୍ଥୀ ମାନଙ୍କର ଉତ୍ତମ ଚରିତ୍ର […]
ପଟ୍ଟାମୁଣ୍ଡାଇ ତା୧୮/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆ ପଡା କ୍ଲଷ୍ଟର ପକ୍ଷରୁ ପୋଖରୀଆ ପଡା ନୋଡାଲ ସ୍କୁଲ ଠାରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, […]
କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ ନିମନ୍ତେ କାର୍ଯ୍ୟକାରୀ କମିଟିର ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାପତି ପୂର୍ଣ୍ଣାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ […]
Copyright © 2026 | WordPress Theme by MH Themes