ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ମଞ୍ଚ ଟି ପି ସି ଓ ଡ଼ି ଏଲ କର୍ମକର୍ତ୍ତା ଙ୍କ ସହ ଆଲୋଚନା

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିଦ୍ୟୁତ ଉପଭୋକ୍ତା ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ସଂଘ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ଓ ସମ୍ପାଦକ ଗୋପୀନାଥ ତ୍ରିପାଠୀ ପଟ୍ଟାମୁଣ୍ଡାଇ ଟି ପି ସି ଓ…

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୮/୧୨ -ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ ୪ଦିନ ଧରି ଶିଶୁ ଶିକ୍ଷା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ଶିକ୍ଷା ମନ୍ଦିର…

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ ମାନବ ସଭ୍ୟତା ସଫଳତା ପଥରେ ଚାଲିଛି

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ୧୭/୧୨ – ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଶ୍ରେଣୀ କକ୍ଷରେ ପ୍ରଯୁକ୍ତି ବିଦ୍ୟାର ସମନ୍ୱିତ ଆହ୍ୱାନ ଓ ସମ୍ଭାବନା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ…

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା…

ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୨ା୧୨:ପ୍ରତିବର୍ଷ ଡିସେମ୍ବର ମାସରେ ବଳଦେବ ସେନା ପକ୍ଷରୁ ଆୟୋଜିତ ହୋଇଆସୁଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସାମାଜିକ ଦାୟିତ୍ୱ ଓ ସେବାମୂଳକ କାର୍ଯ୍ୟର ଏକ ଉଲ୍ଲେଖନୀୟ ଉଦାହରଣ। ଚଳିତ ବର୍ଷର ଷଷ୍ଠ ବାର୍ଷିକ ରକ୍ତଦାନ ଶିବିରକୁ ସଫଳ ଭାବେ ଆୟୋଜନ କରିବାକୁ ଇଛାପୁରସ୍ଥିତ…

ଖଡ଼ିଅଙ୍ଗରେ ମିଲେଟ୍ ଶକ୍ତି ଟିଫିନ ସେଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୧୧ା୧୨: କେନ୍ଦ୍ରାପଡା ପୌରାଞ୍ଚଳ ଅଧୀନ ୧୧ ନମ୍ବର ୱାର୍ଡ ଖଡ଼ିଅଙ୍ଗ ଠାରେ ଏକ ମାଣ୍ଡିଆ ଟିଫିନ ସେଣ୍ଟର ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପୌରପାଳିକା ଚେୟାରମ୍ୟାନ ଶ୍ରୀମତୀ ସରିତା ସାହୁ କହିଲେ ମାଣ୍ଡିଆ ଖାଆନ୍ତୁ, ସୁସ୍ଥ ରୁହନ୍ତୁ। ମାଣ୍ଡିଆ ଖାଇବା…

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

କେନ୍ଦ୍ରାପଡା ୧୧/୧୨- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ସ୍ଥାନୀୟ ଗୌରିଶଙ୍କର ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ସରୋଜ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ରାଜ୍ୟ ନିଖିଳ ଉତ୍କଳ ତୈଳିକ ମହାସଂଘର ସଭାପତି…

ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

କେନ୍ଦ୍ରାପଡା ୧୦/୧୨- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ମେହେନ୍ଦିପୂର୍ ସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ପତ୍ରିକା ‘କାୟାକଳ୍ପ’ ପକ୍ଷରୁ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଦାସ ଉଦଘାଟନ କରିଥିଲେ। ଶିକ୍ଷାବିତ୍‌,…

ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଅଧିବେଶନ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୭୫ତମ ଅଧିବେଶନ ଗୋପସ୍ଥିତ ରାମ ମନ୍ଦିର ପରିସରରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଂଗଠନ ସଂପାଦକ ବୈଷ୍ଣବ ଚରଣ ସ୍ୱାଇଁ ପୂର୍ବ ଅଧିବେଶନର ବିବରଣୀ ପାଠ…

ମାନବିକ ଅଧିକାର ଦିବସ ପାଳିତ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ସେଣ୍ଟ ଜାଭିୟର ହାଇସ୍କୁଲ ଗୋପ କେନ୍ଦ୍ରାପଡା ଠାରେ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ କୁମାର ମହାପାତ୍ର ଯୋଗଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀ…

ଓମସାର ସାମ୍ବାଦିକ ସମ୍ମିଳନୀ ,ଡାକ୍ତର ଓ ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଦାବି

କେନ୍ଦ୍ରାପଡ଼ା,୧୦ା୧୨: ଓମସା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ସଭାପତି କିଶୋର ମିଶ୍ରଙ୍କ ପୈାରହିତ୍ୟରେ ଖଡିଅଙ୍ଗସ୍ଥିତ ପୁରୁଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଡା. ମିଶ୍ର ଓମସା ଡିଏସିପି(ଡାଇନାମିକ ଆସ୍ୟୁରଡ କ୍ୟାରିୟର…

ପୁନର୍ବାସ ପାଖରୁ ମେଗା ଫିଜିଓଥେରାପି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡା ୮/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଏକ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ନିରବଚ୍ଛିନ୍ନ ଭାବେ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟ କରି ଆସୁଥିବା ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଏକ ମେଗା ଫିଜିଓଥେରାପି ଶିବିର ଅନୁଷ୍ଠିତ ହୋଇ…

ସେଣ୍ଟ ଯୋସେଫ୍ ସ୍କୁଲରେ ବାର୍ଷିକ ବାଣିଜ୍ୟ ମେଳା

କେନ୍ଦ୍ରାପଡା,୮ା୧୨: କେନ୍ଦ୍ରାପଡା ସେଣ୍ଟ ଯୋସେଫ୍ ସ୍କୁଲରେ ବାର୍ଷିକ ବାଣିଜ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ପୋଲିସ୍ ମୁଖ୍ୟ କାର୍ଯ୍ୟାଳୟର ଏସ୍‌.ଡି.ପି.ଓ ଜ୍ୟୋତି ରଞ୍ଜନ ଗୈାଡ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ମୁଖ୍ୟ…

ପ୍ରାଥମିକ ଶିକ୍ଷକ ସଂଘ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା, ୮/୧୨- ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ କାଡର) ଶିକ୍ଷକ ଶିକ୍ଷୟତ୍ରୀଙ୍କ ବିଭିନ୍ନ ଦାବି ପୂରଣ ପାଇଁ ଆସନ୍ତା ୧୫ ଡିସେମ୍ବରରେ ହେବାକୁ ଥିବା ବିକ୍ଷୋଭ ଓ ଧାରଣାକୁ ସଫଳ କରିବା ଉଦ୍ଦେଶ୍ୟରେ ମହାକାଳପଡା ବ୍ଲକର କେୟାରବବାଙ୍କ ଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି…

ରୁଦ୍ରାଣୀ ପ୍ଲବିକ୍ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

କେନ୍ଦ୍ରାପଡା,୮ା୧୨: କେନ୍ଦ୍ରାପଡା ରୁଦ୍ରାଣୀ ପ୍ଲବିକ୍ ସ୍କୁଲରେ ବିଜ୍ଞାନ, ଚିତ୍ରାଙ୍କନ ଓ ହସ୍ତକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସଂଜୟ କୁମାର ଆଚାର୍ଯ୍ୟ ରିଟାୟାଡ ତହସିଲଦାର ଏବଂ ସି. ଆର୍‌.ସିସି. ଜଝାଙ୍ଗ କ୍ଲଷ୍ଟରର ନିରୋଜା ନଳିନୀ ମହାନ୍ତି…

ସମ୍ବିଧାନ ଜନକ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳୀ

କେନ୍ଦ୍ରାପଡ଼ା,୭ା୧୨: ଆମ୍ବେଦକର ବିଚାର ମଞ୍ଚ ପକ୍ଷରୁ ସମ୍ବିଧାନର ଜନକ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପୁରୁଣା ମୋଟର ଷ୍ଟାଣ୍ଡ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ…

ତୁଳସୀକ୍ଷେତ୍ର ପଣ୍ଡିତସଭାର ଷୋଡଶ ଅଧିବେଶନ

କେନ୍ଦ୍ରାପଡା,୭ା୧୨: ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ଷୋଡଶ ଅଧିବେଶନ ପଣ୍ଡିତ ଭ୍ରମରବର ନନ୍ଦଙ୍କ ସଭାପତିତ୍ୱରେ ଇଚ୍ଛାପୁର ସ୍ଥିତ ଶ୍ରୀ ବଳଦେବଜୀୟୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ବେଦପାଠ କରିଥିଲେ । ପଣ୍ଡିତ ହରେ କୃଷ୍ଣ ପତି,…

ଭଜପାର ମିଶ୍ରଣ ପର୍ବ ଓ ବନ୍ଧୁ ମିଳନ

କେନ୍ଦ୍ରାପଡା,୭ା୧୨: କେନ୍ଦ୍ରାପଡା ନୂଆ ବସ୍‌ଷ୍ଟାଣ୍ଡ ଠାରେ ଶୁକ୍ରବାର ତୁଳସୀ ବଜାର କମିଟି ଆନୁକୂଲ୍ୟରେ କେନ୍ଦ୍ରାପଡା ନଗର ଭଜପା ତରଫରୁ ମିଶ୍ରଣ ପର୍ବର ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଆୟୋଜନ ମିଶ୍ରଣ ପର୍ବରେ ସହରର ବହୁ କଂଗ୍ରେସ ଓ ବିଜେଡି…

ଶିକ୍ଷକ ଗୋବର୍ଦ୍ଧନ ସ୍ୱାଇଁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ

କେନ୍ଦ୍ରାପଡା ୭/୧୨- କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାଲିଆ ସ୍ଥିତ ଗଛ ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଆଦର୍ଶ ଶିକ୍ଷକ ଗୋବର୍ଦ୍ଧନ ସ୍ୱାଇଁଙ୍କୁ ବିଦ୍ୟାଳୟ ପରିସରରେ ଆୟୋଜିତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଅଛି।…

ବିଶିଷ୍ଟ ସମାଜସେବୀ ସ୍ୱର୍ଗତଃ ଗୁରୁଚରଣ ଦାସଙ୍କ ଚତୁର୍ଦ୍ଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

କେନ୍ଦ୍ରାପଡ଼ା ତା. ୭/୧୨: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ,ଭାରତୀୟ ଜନ ସଙ୍ଘ ଓ ଭାରତୀୟ ଜନତା ପାର୍ଟିର ରାଜନେତା, ପ୍ରବୀଣ ସାମ୍ବାଦିକ ତଥା ମହାକାଳପଡ଼ା ସହାବାଜପୁର ନିବାସୀ ସ୍ୱର୍ଗତଃ ଗୁରୁ ଚରଣ ଦାସଙ୍କ ଚତୁର୍ଦ୍ଦଶତମ ଶ୍ରାଦ୍ଧ ବାର୍ଷିକୀ ଓ ସମ୍ବର୍ଦ୍ଧନା…

ପୂର୍ବତନ ସୈନିକ ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର ପ୍ରଧାନଙ୍କ ହୃଦଘାତରେ ଦେହାନ୍ତ

କେନ୍ଦ୍ରାପଡା ୭/୧୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଜିଲ୍ଲା ସଂଗଠନର ଅବସର ପ୍ରାପ୍ତ ପୂର୍ବତନ ସୈନିକ ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର ପ୍ରଧାନଙ୍କ ଗତ ଶନିବାର ଦିନ ଡାଳିଜି ଗ୍ରାମରେ ହୃଦଘାତରେ ଦେହାନ୍ତ ହୋଇଯାଇଛି । ଶ୍ରୀ ପ୍ରଧାନଙ୍କ ଛାତିରେ ଯନ୍ତ୍ରଣା…

ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୬ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି…

ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ

ପଟ୍ଟାମୁଣ୍ଡାଇ ୬/୧୨ – ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ ସୁନାକାର ବେହେରା, ପଟ୍ଟାମୁଣ୍ଡାଇ ଥାନା ଆଇଆଇସି…

ଉଷା ଦେବୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ

ପଟ୍ଟାମୁଣ୍ଡାଇ ୬/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷା ସଲୀଳା ବାରିକଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭା ଅଧ୍ୟାପିକା କବିତା ରାଉତ, ଅଳକା ଦାସ,…