ରାଜ୍ୟ

କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପନ

ପଟ୍ଟାମୁଣ୍ଡାଇ, ୧୬ା୩ - ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ଅନୁଷ୍ଟିତ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଦୋଳପୂର୍ଣ୍ଣିମା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପଣ୍ଡିତ ପ୍ରଶାନ୍ତ...

ଗୁଲନଗର ପଞ୍ଚାୟତରେ ଭାଗବତ ପାରାୟଣ ଓ ଦୋଳ ଯାତ୍ରା ମହୋତ୍ସବ ।

କେନ୍ଦ୍ରାପଡା,ତା୧୬/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଶ୍ରୀ ଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୮ତାରିଖ ଶନିବାର ଠାରୁ ୧୪ତାରିଖ...

ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୪ା୩: କେନ୍ଦ୍ରାପଡା ସହରସ୍ଥ ଗୁଲନଗର ମାରୁତି ଛକସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶତମ ବାର୍ଷିକ ଉତ୍ସବ ଗୁରୁବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଅଞ୍ଚଳର...

କେ ସି ସି ଏଲ ପଟ୍ଟାମୁଣ୍ଡାଇ ଶାଖା ୨୨ତମ ସ୍ୱନକ୍ଷତ୍ର ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୩/୩- ଓଡିଶାର ଅନ୍ୟତମ ଅଗ୍ରଣୀ ସମବାୟ ସଂସ୍ଥା କେନ୍ଦ୍ରାପଡ଼ା କ୍ରେଡିଟ କୋପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ...

ଆଇନଜୀବୀଙ୍କ ଅକାଳ ବିୟୋଗ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର ସଦସ୍ୟ ଆଇନଜବୀ ରଞ୍ଜନ କୁମାର ସାମଲ(୫୨)ଙ୍କର ବୁଧବାର ମଧ୍ୟରାତ୍ରିରେ କୁହୁଡିସ୍ଥିତ ବାସଭବନରେ ଅକାଳ ବିୟୋଗ ହୋଇଯାଇଛି । ଗତକାଲି ମଧ୍ୟରାତ୍ରିରେ...

ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ...

କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ

କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା...

ବଡକୋଠା ଦୋଳ ମେଳଣ

କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍‌ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ...

କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ...

ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଏହି ଉପଲକ୍ଷେ...

ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା

ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ...

୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ...

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର...

ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ...

ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ...

ପଟ୍ଟାମୁଣ୍ଡାଇରେ ନୂତନ ଅପରାଧୀକ ଆଇନ ସଚେତନତା

ପଟ୍ଟାମୁଣ୍ଡାଇ ତା ୯/୩- ଭାରତବର୍ଷ କୁ ସବୁ ଦୃଷ୍ଟିରୁ ସୁରକ୍ଷିତ ରଖିବା ଓ ଅପରାଧମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ କେନ୍ଦ୍ର ସରକାର ନୂତନ ଅପରାଧୀକ ଆଇନ...

ନିଆରା ପରମ୍ପରା ରେ ବନ୍ଧୁ ମିଳନ .

କେନ୍ଦ୍ରାପଡା -ତା ୭.୩.୨୦୨୫. କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷାନୁଷ୍ଠାନ ମହାଵୀର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ନିକିରାଇ ୧୯୭୭ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଛାତ୍ରୀ...

ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର...

କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି

କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି ।...

ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍‌ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି,...

ଜାତୀୟ ଲଳିତକଳା ଏକାଡେମୀ ବାର୍ଷିକ ଚିତ୍ର ପ୍ରଦର୍ଶନୀ ପାଇଁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଚିତ୍ର ମନୋନୀତ

କେନ୍ଦ୍ରାପଡା,୭ା୩: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚର ଏକାଡେମୀର ପ୍ରତିଷ୍ଠାତା ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରକୃତି ସୁରକ୍ଷା ବିଷୟ ବସ୍ତୁକୁ ନେଇ କାନ୍‌ଭାସରେ...

କବି ଦୀପକ ମିଶ୍ରଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ୭ /୩ ଓଡିଆ ସାହିତ୍ୟର ବିଶିଷ୍ଟ କବି ସ୍ୱର୍ଗତ ଦୀପକ ମିଶ୍ରଙ୍କ ୮୭ତମ ଜୟନ୍ତୀ ସ୍ଥାନୀୟ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଗାନ୍ଧି ଭବନରେ କେନ୍ଦ୍ରାପଡ଼ା...

ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ

କେନ୍ଦ୍ରାପଡା ୭/୩ - ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ...

୫ବାଇକ ଜବତ, ଦୁଇ ଚୋର ଗିରଫ

କେନ୍ଦ୍ରାପଡ଼ା,୬ା୩: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରି ର‌୍ୟାକେଟ ଠାବ କରିଛି। ଏହି ର‌୍ୟାକେଟ୍‌ରେ ଥିବା ଦୁଇ ଚୋରଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ...