କେନ୍ଦ୍ରାପଡା ମହାବିଦ୍ୟାଳୟ ମୁଖ୍ୟ ଅଟ୍ଟାଳିକା କାନ୍ଥ ଭୁଷୁଡି ପଡିବା ଆଶଙ୍କା

କେନ୍ଦ୍ରାପଡା ମହାବିଦ୍ୟାଳୟ ମୁଖ୍ୟ ଅଟ୍ଟାଳିକା କାନ୍ଥ ଭୁଷୁଡି ପଡିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବଦ୍ୟାଳୟର କନଫରେନ୍ସ ହଲ ସମ୍ମୁଖ ବାରଣ୍ଡାର କାନ୍ଥ ଭୁଷୁଡି ପଡିବାର ଆଶଙ୍କା ସୃଷ୍ଟି ହୋଇଛି। କେଉଁ ମୁହୂର୍ତରେ ଏହି କାନ୍ଥ ଓ ତାଜା ଯେ ଖସିନପଡିବ ତାହା କହିହେବ ନାହିଁ। ସଂପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ଏହି କାନ୍ଥ…
କାଟକ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କାଟକ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୧ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା…
ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ପ୍ରଫେସର ବୈଷ୍ଣବ ଚରଣ ସିଂଙ୍କ ପରଲୋକ , ବିଭିନ୍ନ ମହଲରେ ଶୋକ

ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ପ୍ରଫେସର ବୈଷ୍ଣବ ଚରଣ ସିଂଙ୍କ ପରଲୋକ , ବିଭିନ୍ନ ମହଲରେ ଶୋକ

ପଟ୍ଟାମୁଣ୍ଡାଇ ୧୭/୧୨ -ରେଭେନ୍ସା ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ତଥା ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ବୈଷ୍ଣବ ଚରଣ ସିଂଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରାଯାଇଛି।ତାଙ୍କ ମୃତ୍ୟୁ…
କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ପକ୍ଷରୁ ଅଗ୍ନି ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ବଡ଼ସରାଦେଇପୁର ଗ୍ରାମର କୁଳମଣି ମଲିକଙ୍କ ଘର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଥିଲା। ଫଳରେ ତାଙ୍କ…
ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

ଭୁବନେଶ୍ୱର ୧୭/୧୨- ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣାଧୀନ ଏକ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀ କଡ଼ା ନିର୍ଦେଶ ଦେଇଛନ୍ତି। କ୍ୱାଲିଟିରେ କମ୍ପରମାଇଜ ନ କରିବାକୁ ମନ୍ତ୍ରୀ…
ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ସାମବାଦିକ ସମ୍ମିଳନୀକୁ ବିଜେପି ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ବିଜେପି ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି। ସେମାନେ…
ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୭ା୧୨ - କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ନିର୍ଦ୍ଦେଶାନୁଯାୟୀ ଓ ପ୍ରାଧିକରଣର ସଚିବ ସୁମିତ୍ରା ସାହୁଙ୍କ…
କେନ୍ଦ୍ରାପଡ଼ା ମାଟିର ପୁଅ ଓଡ଼ିଶା ଭଲି ଟିମର ଅଧିନାୟକ ଅଭିନ୍ନ ସାମଲଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା ମାଟିର ପୁଅ ଓଡ଼ିଶା ଭଲି ଟିମର ଅଧିନାୟକ ଅଭିନ୍ନ ସାମଲଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧୬/୧୨ - କେନ୍ଦ୍ରାପଡ଼ା ମାଟି ଭଲିବଲର ମାଟି। ଏହି ମାଟିର ସନ୍ତାନ ଅନେକ ରାଜ୍ୟ ସ୍ତରୀୟ ଓ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ କେନ୍ଦ୍ରାପଡ଼ାକୁ ଗୌରବନ୍ୱିତ କରିଛନ୍ତି। ଚଉଦ ବର୍ଷରୁ କମ୍ ଓଡ଼ିଶା ଭଲି ଟିମ୍‌ର ଅଧିନାୟକ ଭାବରେ…
କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା,୧୬ା୧୨: କଂସାର-ସାହାସପୁର ଉଚ୍ଚବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିତାମାତା ଛାତ୍ରଛାତ୍ରୀଙ୍କର ପ୍ରଥମ ଗୁରୁ ହୋଇଥିବା ବେଳେ ଶିକ୍ଷକ ହେଉଛନ୍ତି ଦ୍ୱିତୀୟ ଗୁରୁ। ଶିକ୍ଷକ ଛାତ୍ରଛାତ୍ରୀଙ୍କ…
ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

କେନ୍ଦ୍ରାପଡ଼ା,୧୬ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ମେହେନ୍ଦିପୁରସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୧ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଓଷ୍ଟାର ପ୍ରାକ୍ତନ ରାଜ୍ୟ ସମ୍ପାଦକ ତ୍ରୈଲୋକ୍ୟ ସ୍ୱାଇଁ ଉଦ୍‌ଘାଟକ ଭାବେ ପ୍ରବୀଣ ପ୍ରଧାନ ଶିକ୍ଷକ ସନ୍ତୋଷ…
ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,

କେନ୍ଦ୍ରାପଡା୧୬ା୧୨-ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ…
ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ପାଳିତ

ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ପାଳିତ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ୧୪ ତାରିଖ ଶନିବାର ପାଳିତ ହୋଇଯାଇଛି । ପ୍ରାଥମିକ ବିଭାଗର ସମସ୍ତ ଛାତ୍ରଛାତ୍ରୀଙ୍କର ଜେଜେ, ଜେଜେମା ଏବଂ ଅଜା-ଆଈ ଏହି ଉତ୍ସବର ନିମନ୍ତ୍ରିତ ଅତିଥି ରୂପେ ଦୀପ ପ୍ରଜ୍ଜ୍ୱଳନ…
ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ କନ୍ତିଆ ମଠରେ ବନ୍ଧୁ ମିଳନ

ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ କନ୍ତିଆ ମଠରେ ବନ୍ଧୁ ମିଳନ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ ଏକ ବନ୍ଧୁମିଳନ ଓ ବଣଭୋଜି ଭରତପୁରସ୍ଥିତ ମହାପୁରୁଷ ମଧୁଦାସ ପୀଠ କନ୍ତିଆ ମଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଲିଯାତ୍ରା କମିଟିର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ…
ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ

ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ

ପଟ୍ଟାମୁଣ୍ଡାଇ ୧୫/୧୨-ବହୁ ମୁହୂର୍ତରେ ବରିଷ୍ଠ ନାଗରିକ ମାନଙ୍କୁ ଅବହେଳା କରାଯାଉଥିବାର ଅନେକ ଉଦାହରଣ ରହିଛି । ମୁଖ୍ୟତଃ ବରିଷ୍ଠ ନାଗରିକ ମାନେ ବସ ଟ୍ରେନରେ ଯାତାୟତ କରିବା ବେଳେ ହେଉ କି ବ୍ୟାଙ୍କ ଓ ଡାକ୍ତରଖାନା ମାନଙ୍କରେ ସେମାନଙ୍କୁ ଅଣଦେଖା କରାଯାଇଥାଏ…
କଂସାର-ସାହାସପୁର ଉଚ୍ଚବିଦ୍ୟାଳୟ ହୀରକ ଜୟନ୍ତୀର ଦ୍ୱିତୀୟ ସନ୍ଧ୍ୟା

କଂସାର-ସାହାସପୁର ଉଚ୍ଚବିଦ୍ୟାଳୟ ହୀରକ ଜୟନ୍ତୀର ଦ୍ୱିତୀୟ ସନ୍ଧ୍ୟା

କେନ୍ଦ୍ରାପଡ଼ା,୧୪ା୧୨: କେବଳ ପାଠପଢିଲେ ହେବ ନାହିଁ। ପାଠ ସହିତ ଶାଠର ଆବଶ୍ୟକତା ରହିଛି। ଯାହାର ଯେଉଁ ପ୍ରତିଭା ଅଛି ତାହା ପିଲାମାନଙ୍କ କ୍ଷେତ୍ରରେ ପ୍ରୟୋଗ କରିବା ଉଚିତ। ଶିକ୍ଷିତ ହୋଇ ଭଲ ମଣିଷ ହେବା ସହିତ ସମାଜର ମଙ୍ଗଳ କରିବା ପାଇଁ…
ଜିଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଲାୟନ୍ସ କ୍ଲବ ବିଜୟୀ

ଜିଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଲାୟନ୍ସ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା ଜିଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୮ମ ମ୍ୟାଚ୍‌ରେ ଲାୟନ୍ସ କ୍ଲବ ବିଜୟୀ ହୋଇଛି। ଶନିବାର ଲାୟନ୍ସ କ୍ରିକେଟ କ୍ଲବ ଓ ବିଶ୍ୱାସ କ୍ରିକେଟ…
ଗୁଲନଗରରେ କୁରାଳ ପଞ୍ଚମୀ ଉଦ୍‌ଯାପିତ

ଗୁଲନଗରରେ କୁରାଳ ପଞ୍ଚମୀ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର କୁମ୍ଭାର ସାହିରେ ଲକ୍ଷ୍ମୀନାରାୟଣ କ୍ଲବ ପକ୍ଷରୁ କୁରାଳ ପଞ୍ଚମୀ ଉତ୍ସବ ଉଦ୍‌ଯାପିତ ହୋଇଛି । ଏହି ଉତ୍ସବ ୬ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖରେ ବସର୍ଜନ କରାଯାଇଥିଲା । ଗତ ଶୁକ୍ରବାର…
ଗୀତା ଜୟନ୍ତୀ ପାଳନ

ଗୀତା ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ରୋଡର ଈଶ୍ୱରପୁରସ୍ଥିତ ବ୍ରହ୍ମ ଗୈାଡିୟ ସେବା ସଂସ୍ଥାନ ଭାଗବତ ଦାସ ମଠ ପରିସରରେ ପବିତ୍ର ଗୀତା ଜୟନ୍ତୀ ପାଳିତ ହୋଇଯାଇଛି। ମଠର ମହନ୍ତ ସଚ୍ଚିଦାନନ୍ଦ ଗୈାସ୍ୱାମୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ସଂସ୍କୃତ ପ୍ରବଚକ ପଣ୍ଡିତ…
ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆଶ୍ରମର ପ୍ରାର୍ଥନା ମଣ୍ଡପରେ…
ପଟ୍ଟାମୁଣ୍ଡାଇରେ ଚତୃର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇରେ ଚତୃର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ୧୪/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚତୃର୍ଥ ଲୋକ ଅଦାଲତ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛିା ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀସଂଗୀତା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ

କେନ୍ଦ୍ରାପଡ଼ା,୧୩ା୧୨: ଗ୍ରାମ ପରିବେଶ ସହିତ ବିଦ୍ୟାଳୟର ପରିବେଶ ଶିକ୍ଷାଦାନ ଉପରେ ପ୍ରଭାବ ପକାଇଥାଏ। ଗାଁ ଗଣ୍ଡାରେ ମଦର ପ୍ରସାର ଶିକ୍ଷା ବ୍ୟବସ୍ଥା ଏବଂ ଉତ୍ତରପିଢିଙ୍କି ପଙ୍ଗୁ କରିଦେବ। ସ୍ୱାଧୀନତା ଆନ୍ଦୋଳନ ପରି ମଦ ବିରୋଧୀ ଆନ୍ଦୋଳନ ହେବା ଆବଶ୍ୟକ। ସମସ୍ୟାର ସମାଧାନ…
୨୭ ଡିସେମ୍ବରରେ ଯୁବ ସାଂସ୍କୃତିକ ମହୋତ୍ସବ

୨୭ ଡିସେମ୍ବରରେ ଯୁବ ସାଂସ୍କୃତିକ ମହୋତ୍ସବ

କେନ୍ଦ୍ରାପଡା, ୧୩ା୧୨: ବିବିଧ କଳାର ସମାବେଶୀ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଚଳିତ ମାସ ୨୭ ଡିସେମ୍ବରରେ ପ୍ରଥମ ଜିଲ୍ଲା ଯୁବ ସାଂସ୍କୃତିକ ମହୋତ୍ସବ "ଯୁବ ତରଙ୍ଗ’ର ଆୟୋଜନ କରିବାକୁ ଯାଉଛି । ଏଥିନିମନ୍ତେ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ଅଧ୍ୟକ୍ଷତାରେ…
ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ ନେତାଜୀ ୟୁଥ କ୍ଲବ ବିଜୟୀ

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ ନେତାଜୀ ୟୁଥ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୩ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ରେ ନେତାଜୀ ୟୁଥ କ୍ଲବ ଓ ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ…
ଚମକିଲେ ଡେରାବିଶର ଛାତ୍ର,ଇସ୍ରୋ ଯିବେ ଯୁବ ଜ୍ୟୋତିର୍ବିଜ୍ଞାନୀ ସନ୍ତୋଷ

ଚମକିଲେ ଡେରାବିଶର ଛାତ୍ର,ଇସ୍ରୋ ଯିବେ ଯୁବ ଜ୍ୟୋତିର୍ବିଜ୍ଞାନୀ ସନ୍ତୋଷ

କେନ୍ଦ୍ରାପଡା ୧୩/୧୨-କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକର ଛାତ୍ର ସନ୍ତୋଷ କୁମାର ମହାନ୍ତି ନିଜର ପାରଦର୍ଶିତା ଦେଖାଇ ଇସ୍ରୋ ଯିବାପାଇଁ ମନୋନୀତ ହୋଇଛନ୍ତି। ଭୁବନେଶ୍ୱର ପଠାଣୀସାମନ୍ତ ପ୍ଲାନୋଟୋରିୟମ ଓ ଟାଟା ଷ୍ଟିଲ ଆନୁକୂଲ୍ୟରେ ଅନୁଷ୍ଠିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ମଲ୍ଲିକେଶ୍ୱର…